Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଆରମ୍ଭ ହେଲା ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପାଇଁ ପଞ୍ଜୀକରଣ
କୋରାପୁଟ: ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ୨୦୨୪-୨୦୨୫ ଶିକ୍ଷାବର୍ଷ ପାଇଁ ବିଭିନ୍ନ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ କରିଛି। ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ଦ୍ୱାରା ପରିଚାଳିତ ପିଜିସିୟୁଇଟି-୨୦୨୪ ପରୀକ୍ଷାରେ ଭାଗ ନେଇଥିବା ଯୋଗ୍ୟ!-->…
ସମୀର ଦାଶ ଓ ଅରୁନ୍ଧତୀ ଦେବୀଙ୍କୁ ନୂଆ ଦାୟିତ୍ୱ ଦେଲା ବିଜେଡି
ଭୁବନେଶ୍ୱର: ଟିକେଟ୍ କାଟିବା ପରେ ନିମାପଡ଼ା ବିଜେଡି ବିଧାୟକ ସମୀର ଦାଶଙ୍କୁ ସନ୍ତୁଷ୍ଟ କଲା ଦଳ । ୨୦୨୪ ନିର୍ବାଚନ ପାଇଁ ଢେଙ୍କାନାଳ ଲୋକସଭା କ୍ଷେତ୍ରର ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନିମାପଡ଼ା ଟିକେଟ୍ କଟିବା ପରେ ଅସନ୍ତୁଷ୍ଟ ଥିବା ସମୀର!-->…
ନିର୍ବାଚନ ଆଚରଣ ଆଦର୍ଶ ବିଧି ଲାଗୁ ସତ୍ତ୍ୱେ ଏସବୁ ନିର୍ମାଣ କାର୍ଯ୍ୟକୁ ଅନୁମତି ଦେଲେ ନିର୍ବାଚନ ଆୟୋଗ
ଭୁବନେଶ୍ୱର: ବର୍ତ୍ତମାନ ନିର୍ବାଚନ ଆଚରଣ ଆଦର୍ଶ ବିଧି ଲାଗୁ ହୋଇଥିବା ବେଳେ ଭାରତୀୟ ନିର୍ବାଚନ ଆୟୋଗ ଅନୁଗୋଳ –ସମ୍ବଲପୁର ସେକ୍ସନ ଏନଏଚ-୫୫ର କିଛି କାର୍ଯ୍ୟ, ସମ୍ବଲପୁରର ଅଇଁଠାପାଲି ଠାରେ ୩.୫ କିଲୋମିଟର ଦୀର୍ଘ ୬ ଲେନ୍ ବିଶିଷ୍ଟ ଫ୍ଲାଏ ଓଭର ଏବଂ ସମ୍ବଲପୁର ଜିଲ୍ଲାର ଜାତୀୟ ରାଜପଥ-୫୩ରେ!-->…
୧୨ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ କାଳବୈଶାଖି ସମ୍ଭାବନା
ଭୁବନେଶ୍ବର : ପ୍ରବଳ ଗ୍ରୀଷ୍ମପ୍ରବାହ ପରେ ଆସନ୍ତା କିଛିଦିନ ରାଜ୍ୟବାସୀଙ୍କୁ ଗରମରୁ ତ୍ରାହି ମିଳିବାର ସମ୍ଭାବନା ରହିଛି । ଭୁବନେଶ୍ବର ସ୍ଥିତ ଆଂଚଳିକ ପାଣିପାଗ ବିଭାଗର ବୁଲେଟିନ ଅନୁସାରେ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶୀଖିଜନିତ ବର୍ଷା ହେବାର!-->…
କାଳବୈଶାଖୀ ବର୍ଷା ଯୋଗୁଁ ଭୁବନେଶ୍ବରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର
ଭୁବନେଶ୍ୱର : ଝାରସୁଗୁଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରର ଜରୁରୀ ଅବତରଣ । କାଳବୈଶାଖୀ ବର୍ଷା ଯୋଗୁଁ ଭୁବନେଶ୍ବରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର । ଆକାଶରେ ପାଖାପାଖି ୨୦ ମିନିଟ୍ ଅପେକ୍ଷା ପରେ ଝାରସୁଗୁଡ଼ା ଫେରିଗଲେ । ଖଡ଼ିଆଳରେ ପ୍ରଚାର ସାରି ଭୁବନେଶ୍ବର!-->…
କଲେଜ ଅଧ୍ୟାପକଙ୍କ ନାଁ ରେ ସଙ୍ଗୀନ ଅଭିଯୋଗ, ବିଜେଡିକୁ ସମର୍ଥନ କରୁଥିବା କହିଲା ବିଜେପି
ନୂଆପଡା: ନୂଆପଡା ଜିଲ୍ଲା ସିନାପାଲି କଲେଜ ଅଧ୍ୟାପକଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ । ଅଧ୍ୟାପକ ବ୍ରଜମୋହନ ଧାକଡ଼ ବିଜେଡି ପାଇଁ କାମ କରୁଥିବା ଏକ ସଙ୍ଗୀନ ଅଭିଯୋଗ ଆସିଛି l କେବଳ ବିଜେଡି କୁ ସମର୍ଥନ ନୁହେଁ ବିଜେପି କର୍ମୀଙ୍କୁ ଫୋନ୍ ମାଧ୍ୟମରେ ଧମକ ଦେବା ଭଳି ମଧ୍ୟ ଅଭିଯୋଗ ରହିଛି ।
!-->!-->!-->…
ଘସିପୁରା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ
ଘସିପୁରା: ପ୍ରାର୍ଥୀ ପତ୍ର ଦାଖଲ କଲେ ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ । କେନ୍ଦୁଝର ଜିଲା ଘସିପୁରା ନିର୍ବାଚନ ମଣ୍ଡଳୀରୁ ସ୍ଵାଧୀନ ପ୍ରାର୍ଥୀ ଭାବେ ଆଜି(ସୋମବାର) ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ନିଜ ସମର୍ଥକଙ୍କ ସହ ଆନନ୍ଦପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନିଜର!-->…
ବଜ୍ରପାତରେ ୨୨ଟି ଛେଳି ମୃତ
ଗଞ୍ଜାମ : ଆଜି ଅପରାହ୍ନରେ କାଳବୈଶାଖୀ ବର୍ଷା ହୋଇଛି । କାଳବୈଶାଖୀର ପ୍ରଭାବରେ ବାରମ୍ବାର ଘଡ଼ଘଡ଼ି ସହ ଘନଘନ ବିଜୁଳି ମାରିଥିଲା । ଏହି ବଜ୍ରପାତ ଲୋକଙ୍କୁ ଆତଙ୍କିତ କରିଥିଲା । ବଜ୍ରପାତରେ ୨୨ ଗୋଟି ଛେଳି ମୃତ୍ୟୁ ବରଣ କରିଛନ୍ତି । ସୋରଡା ନିକଟ ରତ୍ନପୁର ଗ୍ରାମର କିଛି ଛେଳି ଚାଷୀ ଛେଳି!-->…
କଂଗ୍ରେସ ଛାଡ଼ିଲେ ବିଜୟ ଗମାଙ୍ଗୋ, ପ୍ରାଥମିକ ସଦସ୍ୟତାରୁ ଇସ୍ତଫା
ରାୟଗଡ଼ା: ନିର୍ବାଚନ ପୂର୍ବରୁ ରାୟଗଡ଼ା ଜିଲ୍ଲା କଂଗ୍ରେସକୁ ଝଟ୍କା। ଦଳ ଛାଡିଲେ ରାୟଗଡା ଜିଲ୍ଲା କଂଗ୍ରେସ ସଭାପତି ବିଜୟ କୁମାର ଗମାଙ୍ଗୋ। ସେ ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ ପିସିସି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କମିଟି ଅଧ୍ୟକ୍ଷ ତାଙ୍କୁ!-->…
ଜୁନ୍ ୯ରେ ମୁଖ୍ୟମନ୍ତ୍ରୀ ଭାବେ ପୁଣି ଥରେ ଶପଥ ନେବେ ନବୀନ ପଟ୍ଟନାୟକ : କାର୍ତ୍ତିକ ପାଣ୍ଡିଆନ
ଭୁବନେଶ୍ୱର : ବ୍ରହ୍ମପୁରରେ ମୋଦିଙ୍କ ବକ୍ତବ୍ୟ ଉପରେ କଡା ଜବାବ ରଖିଛନ୍ତି ବିଜେଡିର ପ୍ରମୁଖ ରଣନୀତିକାର କାର୍ତ୍ତିକ ପାଣ୍ଡିଆନ । ଓଡ଼ିଶାବାସୀଙ୍କ ଆର୍ଶୀବାଦରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇତିହାସ ରଚିବେ । ୯ ଜୁନ୍ ଦିନ ୧୧ଟା ୩୦ରୁ ୧ଟା ୩୦ ମଧ୍ୟରେ!-->…