Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବୀରମହାରାଜପୁରରେ ପାଣ୍ଡିଆନଙ୍କ ମାରାଥନ ପ୍ରଚାର
ସୋନପୁର: ବୀରମହାରାଜପୁରରେ ଭିକେ ପାଣ୍ଡିଆନଙ୍କ ପ୍ରଚାର । ଲୋକଙ୍କ ମୁହଁରେ ହସ ଫୁଟିଲେ ମୁଖ୍ୟମନ୍ତ୍ରୀ ଖୁସି ହୁଅନ୍ତି ବୋଲି କହିଛନ୍ତି ପାଣ୍ଡିଆନ୍ । ବିରୋଧିଙ୍କୁ ସିଧାସଳଖ ଟାର୍ଗେଟ କରି ପାଣ୍ଡିଆନ କହିଛନ୍ତି ଯେ, ବିରୋଧୀଙ୍କର କଥା ବେଶି, କାମ କମ୍ । ସେମାନେ କେବଳ ଭୋଟ୍ ପାଇଁ ଆସନ୍ତି,!-->…
ଚାକିରି ଦେବା ନାମରେ ୧୭ ଲକ୍ଷ ଟଙ୍କା ଠକେଇ, ଗିରଫ ହେଲେ ୩ ଠକ
କେନ୍ଦୁଝର : ଚାକିରି ନାଁରେ ଯୁବକ ଓ ଯୁବତୀଙ୍କ ସହ ଖେଳାଯାଉଛି ଖେଳ । ବର୍ତ୍ତମାନର ଯୁବପିଢ଼ି ଚାକିରି ଆଶାରେ ଠକାମିର ଶିକାର ହେଉଛନ୍ତି । ଦିନକୁ ଦିନ ବଢ଼ିଚାଲିଛି ଠକେଇର ମାମଲା । ଠକମାନେ ଟଙ୍କା ଲୁଟିବା ପାଇଁ ସାଧାରଣ ଲୋକଙ୍କୁ ଟାର୍ଗେଟ କରୁଛନ୍ତି । ଆଉ ସୁଯୋଗ ପାଇଲେ ଲୋକଙ୍କ ଠାରୁ!-->…
ବର୍ତ୍ତମାନ ଟୁରିଷ୍ଟ ଭଳି ନେତା ମାନେ ଆସୁଛନ୍ତି: ପାଣ୍ଡିଆନ
ବୌଦ୍ଧ: ସାଧାରଣ ନିର୍ବାଚନ ପାଇଁ ବୌଦ୍ଧ ଜିଲାରେ ତ୍ରିମୁଖି ଲଢାଇ ହେବାକୁ ଯାଉଥିବା ବେଳେ ଆଜି ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ବୌଦ୍ଧ ନିର୍ବାଚନ ମଣ୍ଡଳିର ପୁରୁଣାକଟକ ଠାରେ ଦଳ ପାଇଁ ପ୍ରଚାର କରିଛନ୍ତି। ପୁରୁଣାକଟକର ମିନି ଷ୍ଟାଡିୟମ ଠାରେ ଦିନ ୧୧ ଟା ବେଳେ ପାଣ୍ଡିଆନ ପହଞ୍ଚିବା ପରେ!-->…
ଛତିଶଗଡ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ନାଁରେ ନିର୍ବାଚନ କମିସନରଙ୍କ ଆଗରେ ଫେରାଦ ହେଲା ବିଜେଡି
ଭୁବନେଶ୍ଵର: ଛତିଶଗଡ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ବିରୋଧରେ ନିର୍ବାଚନ ଆଚରଣ ଵିଧି ଉଲଂଘନ ଅଭିଯୋଗ ଆଣିଲା ବିଜେଡି । ଏ ନେଇ ଇ-ମେଲ ଜରିଆରେ ଜାତୀୟ ନିର୍ବାଚନ କମିସନରଙ୍କୁ ଅବଗତ କରିଛି ବିଜୁ ଜନତା ଦଳ । ଯାହାର ନକଲ ରାଜ୍ଯ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପାଖରେ ଦାଖଲ କରିଛି!-->…
୫ ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ
ଭୁବନେଶ୍ୱର : ବଦଳିଲେ କଂଗ୍ରେସର ୫ ବିଧାୟକ ପ୍ରାର୍ଥୀ । ଆଜି ୬ ଜଣିଆ ତାଲିକା ଘୋଷଣା କରିଛି କଂଗ୍ରେସ । ଏଥିରେ ଜଣେ ନୂଆ ପ୍ରାର୍ଥୀଙ୍କ ନାଁ ଥିବା ବେଳେ ୫ ଟି ସ୍ଥାନରେ ପ୍ରାର୍ଥୀ ବଦଳାଇଛି ଦଳ । ବାଲେଶ୍ବର ଜିଲ୍ଲା ନୀଳଗିରି ପାଇଁ ଅକ୍ଷୟ ଆଚାର୍ଯ୍ୟଙ୍କୁ ଟିକେଟ ଦେଇଛି ଦଳ । ଗତକାଲି!-->…
ଧର୍ମେନ୍ଦ୍ର ପ୍ରଧାନ ସବୁବେଳେ ମିଛ କୁହନ୍ତି: ବିଜେଡି
ଭୁବନେଶ୍ଵର: ଗତ କିଛି ଦିନରୁ ଓଡିଶା ବିଜେପି ନେତାଙ୍କ ସଂସ୍କୃତି, ସଭ୍ୟତା ସ୍ୱାଭିମାନ ନେଇ ବକ୍ତବ୍ୟ ଦେଉଛନ୍ତି । ହେଲେ ସେମାନଙ୍କ ଅସଲ ଚେହେରା ଧରା ପଡିଯାଇଛି । ଯାହା ଭୁବନେଶ୍ୱରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରେସମିଟରୁ ସ୍ପଷ୍ଟ ଜଣାପଡୁଛି । ଶ୍ରୀମନ୍ଦିର ପରିକ୍ରମା!-->…
ବିଜେଡିର ମିଶ୍ରଣ ପର୍ବ, ଶଙ୍ଖ ଧରିଲେ କଂଗ୍ରେସର ୨ ନେତା
ଭୁବନେଶ୍ଵର: କଂଗ୍ରେସ ଛାଡି ବିଜେଡିରେ ମିଶିଲେ କେନ୍ଦୁଝର ସଂସଦୀୟ କ୍ଷେତ୍ରର ୨ ନେତା । କେନ୍ଦୁଝର ସଂସଦୀୟ କ୍ଷେତ୍ରର ମୋହନ ହେମ୍ବ୍ରମ, କୈଳାସ ମହନ୍ତ ବିଜେଡିରେ ଯୋଗ ଦେଇଛନ୍ତି । ମୋହନ ହେମ୍ବ୍ରମ ୨୦୧୯ କଂଗ୍ରେସରୁ କେନ୍ଦୁଝର ସାଂସଦ ପ୍ରାର୍ଥୀ ଥିଲେ । କୁଡୁମୀ ସେନା ଜିଲ୍ଲା ସଭାପତି!-->…
ଆଠଗଡରେ ବିଶ୍ୱର ଏକ ବିରଳ ପ୍ରଜାତିର ପକ୍ଷୀ
ଆଠଗଡ ଅଞ୍ଚଳରେ ଏବେ ଦେଖିବାକୁ ମିଳିଛି ବିଶ୍ୱର ଏକ ବିରଳ ପ୍ରଜାତିର ପକ୍ଷୀ । ମହାନଦୀ ଅବବାହିକାରେ ଅଣ୍ଡା ଦେଲେ ବିଶ୍ୱର ବିରଳ ପ୍ରଜାତିର ପକ୍ଷୀ ଇଣ୍ଡିଆନ ସ୍କିମର ବା ପାଣି ଚିରି । ସାଧାରଣତଃ ବିଶ୍ଵର ତିନୋଟି ସ୍ଥାନ ଯଥା ଭାରତ, ପାକିସ୍ତାନ ଏବଂ ମିଆଁମାର ଦେଶରେ ଦେଖାଯାଆନ୍ତି ଏହି ପକ୍ଷୀ!-->…
ବିକଶିତ ଭାରତ ପାଇଁ ବିଶ୍ଵବନ୍ଧୁ ହେବା ଜରୁରୀ: ଜୟଶଙ୍କର
କଟକ: ଦୁଇ ଦିନିଆ ଓଡିଶା ଗସ୍ତରେ ଅଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର । ଓଡିଶାରେ ଆଜି ତାଙ୍କର ଦ୍ଵିତୀୟ ଦିନ ଥିବାବେଳେ ସେ ଆଜି କଟକ ଗସ୍ତରେ ଅଛନ୍ତି । କଟକରେ ଆୟୋଜିତ ଏକ ବୁଦ୍ଧିଜୀବୀ ସମ୍ମିଳନୀରେ ଉଦବୋଧନ ଦେଇଛନ୍ତି ଏସ. ଜୟଶଙ୍କର । ଏହି ପରିପ୍ରେକ୍ଷୀରେ ଏସ.!-->…
୧୨ରେ ପୁଣି ଓଡ଼ିଶା ଆସିବେ ଅମିତ ଶାହ, ୮ରେ ରାଜନାଥ ସିଂହ
ଭୁବନେଶ୍ବର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପୁଣିଥରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆସନ୍ତା ୧୨ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ସିଂ ତୋମର୍। ଏଣେ ୮ ତାରିଖରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରାୟଗଡ଼ା ଆସି!-->…