Browsing Category

ଓଡିଶା

ରାଜଧାନୀରେ ନକଲି NCERT ବହି ଭଣ୍ଡାର ଠାବ

ଭୁବନେଶ୍ୱର : ରାଜଧାନୀରେ ନକଲି ଏନସିଇଆରଟି ବହି । ନକଲି ଏନସିଇଆରଟି ବହି ଭଣ୍ଡାର ଠାବ କରିଛି କମିଶନରେଟ୍ ପୋଲିସ । ଭୁବନେଶ୍ବର ବଡ଼ଗଡ଼ ଥାନା ଅନ୍ତର୍ଗତ ଶୁଭମ ବୁକଷ୍ଟୋରରେ ଚଢ଼ାଉ କରି ବିପୁଳ ପରିମାଣର ନକଲି ବହି ଜବତ ହୋଇଛି । ଭୁବନେଶ୍ବରର ୩ଟି ସ୍ଥାନରେ ରେଡ୍

ବିଦ୍ୟୁତ୍‌ ଆଘାତରେ ବାପାପୁଅ ମୃତ

ଯାଜପୁର: ବିଦ୍ୟୁତ୍‌ ଆଘାତରେ ବାପାପୁଅ ମୃତ । ଯାଜପୁର ରୋଡ୍ ଥାନା ବେଙ୍ଗପାଟିଆ ଗାଁରେ ଦେଖିବାକୁ ମିଳିଛି ଏହି ଅଭାବନୀୟ ଘଟଣା ।ଘରେ ବାପପୁଅ ବିଦ୍ୟୁତ୍‌ କାମ କରୁଥିବା ବେଳେ ଏହି ଅଘଟଣ ଘଟିଛି । ଏଥିରେ ବାପାପୁଅ ଙ୍କର ମୃତ୍ୟୁ ହୋଇଥିବା ବେଳେ ମା’ ଗୁରୁତର । ଗୁରୁତର ଅବସ୍ଥାରେ

ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ବର: ଆଜି ତଥା ରବିବାର ଦିନ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆଜି ରାତି ସାଢେ ୯ ଟାରେ ଭୁବନେଶ୍ବର ବିମାନ ବନ୍ଦରରେ ପହଁଞ୍ଚିବେ ପ୍ରଧାନମନ୍ତ୍ରୀ ।ଭୁବନେଶ୍ୱରରେ ପହଞ୍ଚିବା ପରେ ମୋଦୀଙ୍କୁ ବିଜେପି ପକ୍ଷରୁ ଦିଆଯିବ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା । ଭୁବନେଶ୍ୱରରେ

୧୦ ସାଂସଦ, ଓ ବିଧାନସଭା ପାଇଁ ୧୦ ପ୍ରାର୍ଥୀଙ୍କ ନାମାଙ୍କନ କାଏମ ଜଣେ ସାଂସଦ, ଜଣେ ବିଧାୟକ ପ୍ରାର୍ଥୀଙ୍କ ନାମାଙ୍କନ…

ଫୁଲବାଣୀ : କନ୍ଧମାଳ ଲୋକସଭା ଆସନ ସମେତ ଫୁଲବାଣୀ, ବାଲିଗୁଡ଼ା, ଜି ଉଦୟଗିରି, ବୌଦ୍ଧ, କଣ୍ଟାମାଳ, ଦଶପଲ୍ଲା ଓ ଭଞ୍ଜନଗର ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଶନିବାର ପ୍ରାର୍ଥ ପତ୍ର ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଅନ୍ତିମ ଦିବସ ସୁଦ୍ଧା କନ୍ଧମାଳ ଲୋକସଭା ଆସନ ପାଇଁ ସମୁଦାୟ ୧୦

ଷ୍ଟାର ପ୍ରଚାରକଙ୍କ ନାଁ ଘୋଷଣା କଲା କଂଗ୍ରେସ: ଓଡ଼ିଶା ଆସିବେ ସୋନିଆ, ରାହୁଲ ଓ ପ୍ରିୟଙ୍କା

ଭୁବନେଶ୍ବର : ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ କଂଗ୍ରେସ ପକ୍ଷରୁ ଆଜି ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରାଯାଇଛି। ଏଥିରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କ ସହିତ ସୋନିଆ ଗାନ୍ଧି, ରାହୁଲ ଗାନ୍ଧି, ପ୍ରିୟଙ୍କା ଗାନ୍ଧି,

ଭଡ଼ା ଘରୁ ମିଳିଲା ଯୁବତୀଙ୍କ ମୃତଦେହ; ହତ୍ୟା ଅଭିଯୋଗ

ଭୁବନେଶ୍ବର : ଭଡ଼ା ଘରୁ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଘଟଣାଟି ଘଟିଛି ରାଜଧାନୀ ଭୁବନେଶ୍ୱରରେ। ମୃତ ଯୁବତୀଙ୍କ ନାଁ ବିଷ୍ଣୁପ୍ରିୟା ରାଉତ। ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।ଭୁବନେଶ୍ୱରର ଭରତପୁର ଥାନା ଅଧୀନ ଏକ ବସ୍ତିରେ ଘର ଘଡ଼ା ନେଇ

କଂଗ୍ରେସରେ ଯୋଗ ଦେଲେ ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ

ଭୁବନେଶ୍ବର: ଟିକେଟ ଆଶାରେ ବିଜେଡି ଛାଡ଼ି ବିଜେପିରେ ମିଶିଥିଲେ ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ। ଯାଜପୁର ଜିଲ୍ଲା ବରୀ ଆସନରୁ ବିଜେପି ଟିକେଟ୍ ନ ଦେବାରୁ ଅସନ୍ତୁଷ୍ଟ ହୋଇ ସେ ଦଳରୁ ଇସ୍ତଫା ଦେଇଥିଲେ। ଏବେ କଂଗ୍ରେସରେ ଯୋଗ ଦେଇଛନ୍ତି । ଏବେ ‘ହାତ’ ଧରିଛନ୍ତି ଦେବାଶିଷ ନାୟକ। ଶୁକ୍ରବାର

ବିରୋଧୀ ଦଳର ନେତା କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ

କୋରାପୁଟ: ଆଜି ମାରାଥନ୍ ପ୍ରଚାର କ୍ରମରେ କୋରାପୁଟରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଏହି ଅବସରରେ ରାଜ୍ୟରେ ଲାଗୁ ହୋଇଥିବା ସମସ୍ତ ସରକାରୀ ଯୋଜନା ସଫଳତା କଥା କହିବା ସହ ବିରୋଧୀଙ୍କୁ ଟାର୍ଗେଟ

ଉପରବେଳା ନଡ୍ଡା ଆସିବେ, ରାତିରେ ମୋଦି

ଭୁବନେଶ୍ବର : ରାଜ୍ୟରେ ନିର୍ବାଚନୀ ମାହୋଲ ସରଗରମ ରହିଥିବାବେଳେ ଆସନ୍ତାକାଲି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ ନିର୍ବାଚନୀ ଉଷ୍ମତାକୁ ବଢ଼ାଇ ଦେଇଛି । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଅପରାହ୍ନରେ ଓ ରାତିରେ

ସୁଚରିତାଙ୍କ ଟିକେଟ ଫେରାଇବା ନେଇ ଅଜୟ କୁମାରଙ୍କ ପ୍ରତିକ୍ରିୟା

ପୁରୀ : ପ୍ରଚାର ପାଇଁ ପାଣ୍ଠିର ଅଭାବ ପଡ଼ିବାରୁ କଂଗ୍ରେସର ପୁରୀ ଲୋକସଭା ପ୍ରାର୍ଥୀ ସୁଚରିତା ମହାନ୍ତି ଟିକେଟ ଫେରାଇ ଦେବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ଏହି ପ୍ରସଙ୍ଗରେ ବଡ଼ ବୟାନ ଦେଇଛନ୍ତି ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଭାରୀ ଡାକ୍ତର ଅଜୟ କୁମାର।ସେ କହିଛନ୍ତି, ପାର୍ଟି