Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
୪୪.୬ ଡ଼ିଗ୍ରି ସହ ବୌଦ୍ଧ ରାଜ୍ୟର ଉତ୍ତପ୍ତ ସହର
ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। କାଳବୈଶାଖୀ ପ୍ରଭାବରେ ଗତ ବୁଧବାର ସନ୍ଧ୍ୟାରେ ଉପକୂଳବର୍ତ୍ତୀ ଜିଲ୍ଲାର କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମଧରଣର ବର୍ଷା ଆଜି ତାପମାତ୍ରାରୁ ସାମାନ୍ୟ ଆଶ୍ବସ୍ତି ମିଳିଥିବା ବେଳେ ପଶ୍ଚିମ ଓଡ଼ିଶାରେ ଲୋକେ ତାତିରେ ଛଟପଟ!-->…
ଗାଧୋଇବା ବେଳେ ବୁଡ଼ିଗଲେ ଯୁକ୍ତ ଦୁଇ ଛାତ୍ର
ସାଲେପୁର : ସାଲେପୁରରେ ଘଟିଯାଇଛି ଏକ ଅଭାବନୀୟ ଘଟଣା l ନଦୀରେ ଗାଧୋଇବା ବେଳେ ବୁଡ଼ିଯାଇ ସାଲେପୁର କଲେଜର ଜଣେ ଯୁକ୍ତ ଦୁଇ ଛାତ୍ରଙ୍କ ମୃତ୍ୟୁ ଘଟିଛି l ମୃତ ଛାତ୍ର ହେଲେ ସାଲେପୁର ବ୍ଲକ ମୁର୍କୁଣ୍ଡି ଗାଁର ଅମୁଲ୍ୟ ବେହେରାଙ୍କ ପୁଅ ପ୍ରିତିରଞ୍ଜନ ବେହେରା l ପ୍ରୀତରଞ୍ଜନ ସାଙ୍ଗଙ୍କ ସହ!-->…
ଶଗଡରେ ଆସି ନାମାଙ୍କନ ପତ୍ର ଦାଖଲ କଲେ ବିଧାୟିକା ପ୍ରାର୍ଥିନୀ
ସୁବର୍ଣ୍ଣପୁର : ସମ୍ପୂର୍ଣ୍ଣ ଦେଶୀ ଷ୍ଟାଇଲରେ ନାମାଙ୍କନ ଦାଖଲ କଲେ ଓଡିଆ ବୋହୂ । ହଁ ଆଜ୍ଞା ଜଣେ ଖାଣ୍ଟି ଓଡିଆଣି ବୋହୂ, ଯିଏ ଶତାଧିକ ଚାଷୀଙ୍କୁ ନେଇ ଶଗଡରେ ପହଁଚିଥିଲେ ନାମାଙ୍କନ ପତ୍ର ଭରିବାକୁ । ଏ ଦୃଶ୍ୟ ଅତି ନିଆରା ଥିଲା । ନା ଥିଲା କୌଣସି ନାମି ଦାମି ଗାଡି, ନାଁ!-->…
ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ ଆଣି ଡାକ୍ତରଙ୍କୁ ମାଡ଼
ଜଳେଶ୍ଵର : ରଣଭୂମୀ ପାଲଟିଲା ଡାକ୍ତରଖାନା । ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ ଆଣି ଡାକ୍ତରଙ୍କୁ ମାଡ଼ । ବାଲେଶ୍ବର ଜିଲ୍ଲା ଜଳେଶ୍ଵର ସ୍ଥିତ ଜିକେ ଭଟ୍ଟର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା । ଗୋଷ୍ଠୀ ସ୍ବାସ୍ଥ୍ଯକେନ୍ଦ୍ରର ଇନଚାର୍ଜ ଡାକ୍ତର ଦିଲ୍ଲିପ ପାତ୍ରଙ୍କୁ!-->…
ବରଗଡରେ ନାମାଙ୍କନ ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ନିପନ ଦାସ ଓ ସ୍ୱାଧୀନ ପ୍ରାର୍ଥୀ ନନ୍ଦନ ମହାନନ୍ଦ
ବରଗଡ: ୨୦୨୪ ସାଧାରଣ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲର ଆଜି ଅଷ୍ଟମ ତଥା ଶେଷ ଦିନ । ଶେଷ ଦିନରେ ବରଗଡ ବିଧାନସଭା ଆସନ ପାଇଁ କଂଗ୍ରେସ ଦଳର ବିଧାୟକ ପ୍ରାର୍ଥୀ ନିପନ ଦାସ ତାଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସେହିପରି ଏହି ଆସନରେ ସ୍ୱାଧୀନ ପ୍ରାର୍ଥୀ ଭାବେ କୋଶଲ ସମର୍ଥିତ!-->…
ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ ଖାରବେଳ ସ୍ୱାଇଁ
ଭୁବନେଶ୍ୱର: ବାଲେଶ୍ୱର ଲୋକସଭା ଆସନରୁ ସ୍ୱାଧୀନ ଭାବେ ଲଢିବେ ଖାରବେଳ ସ୍ୱାଇଁ । ଏନେଇ ଆଜି ଘୋଷଣା କରିଛନ୍ତି ଖାରବେଳ । ଚଳିତ ନିର୍ବାଚନରେ ସେ ବାଲେଶ୍ବର ଆସନରୁ ବିଜେପି ଟିକେଟ୍ ପାଇଁ ଆଶାୟୀ ଥିବାବେଳେ, ହେଲେ ଦଳ ତାଙ୍କ ବଦଳରେ ପୁଣି ଥରେ ପ୍ରତାପ ଷଡଙ୍ଗୀଙ୍କୁ ପ୍ରାର୍ଥୀ କରିଛି ।!-->…
ଆସନ୍ତା ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ କନ୍ଧମାଳ ଗସ୍ତ
ଆସନ୍ତା ୯ ତାରିଖରେ କନ୍ଧମାଳ ଗସ୍ତରେ ଆସିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଫୁଲବାଣୀ ଠାରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।
ବୈଠକରେ ଜିଲ୍ଲା ପର୍ଯ୍ୟବେକ୍ଷକ!-->!-->!-->…
ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ
ଝାରସୁଗୁଡ଼ା: ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ଜିଲ୍ଲା ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପାତ୍ର । ଜଣେ ଠିକାଦାରଙ୍କଠାରୁ ବିଲ୍ ପାସ୍ କରିବା ପାଇ ୫୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡି ବସିଲା ଭିଜିଲାନ୍ସ ଟିମ୍ ।
ସୂଚନା ଅନୁସାରେ, ବିଲ୍ ପାସ୍!-->!-->!-->…
ଭଞ୍ଜନଗରରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଜୋରଦାର ପ୍ରଚାର
ଭଞ୍ଜନଗର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରତି ଜନସମର୍ଥନ ଦେଖି ବିରୋଧୀଙ୍କ ନିଦ ହଜିଗଲାଣି । ସେମାନେ କେବଳ ଅପପ୍ରଚାରରେ ମାତିଛନ୍ତି । ମିଶନ ଶକ୍ତି ଓ ବିଏସକେୱାଇ ଭଳି ଯୋଜନାକୁ ବନ୍ଦ କରିବାକୁ ଚକ୍ରାନ୍ତ କରୁଛନ୍ତି । ସେମାନଙ୍କ ବିକାଶକୁ ବିରୋଧ କରୁଛନ୍ତି । ବିରୋଧୀଙ୍କୁ ଭୋଟରେ!-->…
ଗାଡ଼ି ଯାଞ୍ଚ ବେଳେ ୨୦ ଲକ୍ଷ ଟଙ୍କା ଜବତ
ଯୋଡ଼ା : କାର୍ ରୁ ମିଳିଲା ନଗଦ ୨୦ ଲକ୍ଷ ଟଙ୍କା । ବଡବିଲ ଥାନା ଭଦ୍ରସାହି ନିକଟରେ ପୋଲିସ ଯାଞ୍ଚ ସମୟରେ ଏକ କାରରୁ ୨୦ଲକ୍ଷ ଟଙ୍କା ଜବତ ହୋଇଛି । ଯୋଡ଼ାରୁ କୋଇଡା ଅଭିମୁଖେ ଯାଉଥିଲା କାର । ଭଦ୍ରାସାହି ଛକରେ ଯାଞ୍ଚ ବେଳେ କାର ନଂ ଓଡି ୦୨ ବି ଏଫ୍ ୭୭୭୮ରୁ ୨ ଟି ବଡ଼ ବ୍ୟାଗରେ ଥିବା!-->…