Browsing Category

ଓଡିଶା

ରଥଯାତ୍ରା ପାଇଁ ପୁରୀକୁ ବଢ଼ିବ ବସ ସଂଖ୍ୟା, ଧାର୍ଯ୍ୟ ଭଡ଼ାଠୁ ଅଧିକ ନେଲେ କାର୍ଯ୍ୟାନୁଷ୍ଠାନ

ପୁରୀ : ରଥଯାତ୍ରା ପାଇଁ ପୁରୀକୁ ବଢ଼ିବ ବସ ସଂଖ୍ୟା । ଯାତ୍ରୀଙ୍କ ଠାରୁ ଧାର୍ଯ୍ୟ ଭଡ଼ାଠୁ ଅଧିକ ନେଲେ କାର୍ଯ୍ୟାନୁଷ୍ଠାନ । ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ପାଇଁ ସୁଗମ ପରିବହନ, ସୁରକ୍ଷିତ ଯାତାୟାତ ଓ ଟ୍ରାଫିକ୍ ସୁପରିଚାଳନା ‎ପାଇଁ ଏକ ଉଚ୍ଚସ୍ତରୀୟ…

ସୋସିଆଲ ମିଡିଆରେ ମହାପ୍ରଭୁଙ୍କ ଏଡିଟ ଫଟୋ ପୋଷ୍ଟ କଲେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ

ପୁରୀ: ଏଣିକି ସୋସିଆଲ ମିଡିଆରେ ମହାପ୍ରଭୁ ଜଗନ୍ନାଥଙ୍କର ଆପତ୍ତିଜନକ ଏଡିଟ ଫୋଟୋ ପୋଷ୍ଟ କଲେ ଆଉ ନିସ୍ତାର ନାହିଁ । ଅନେକ ସମୟରେ ମହାପ୍ରଭୁଙ୍କ ଫୋଟକୁ କଦର୍ଥ କରି ପୋଷ୍ଟ କରାଯାଉଥିବା ଦେଖିବାକୁ ମିଳୁଛି । ଏହା ଭିତରେ ବିଭିନ୍ନ ସୋସିଆଲ ମିଡ଼ିଆ ପ୍ଲାଟଫର୍ମରୁ ମୋଟ ୯୭ଟି ଆପତ୍ତିଜନକ ପୋଷ୍ଟ…

ଅଜଣା ଗାଡ଼ି ଧକ୍କାରେ ୩ ମୃତ

ବାଲିଗୁଡା : କନ୍ଧମାଳ ଜିଲ୍ଲାର ବାଲିଗୁଡ଼ା ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅଜଣା ଗାଡ଼ି ଧକ୍କା ଦେବାରୁ ୩ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ବିଳମ୍ବିତ ରାତିରେ ବାଲିଗୁଡ଼ା ଥାନା ଅଧୀନ ମହାସିଙ୍ଗି ବ୍ରିଜରେ ଏହି ଦୁର୍ଘଟଣା ଘଟିଛି । …

ସରକାର ଙ୍କ ତେଲ ବଞ୍ଚାଓ ଧର୍ମକୁ ଆଖିଠାର : ମନ୍ତ୍ରୀ ଓ ସରକାରୀ ବାବୁ ମାନଙ୍କ ପାଖରେ ମାଳ ମାଳ ଗାଡି …..!

କେଉଁ ଆଧାରରେ ଗଞ୍ଜାମ ଜିଲ୍ଲା ପ୍ରଶାସନିକ ଅଧିକାରୀ ମାନଙ୍କୁ ସରକାର ଯୋଗାଇ ଛନ୍ତି ଏକା ଧିକ ଗାଡି...? ବ୍ରହ୍ମପୁର: ସରକାର ମନ୍ତ୍ରୀ ଓ ପ୍ରଶାସନିକ ଅଧିକାରୀ ମାନେ ସ୍ୱଳ୍ପ ଯାନବାହାନ ବ୍ୟବହାର ଉପରେ କଟକଣା କରିଛନ୍ତି।ସରକାରୀ ନିୟମ କୁ ମନ୍ତ୍ରୀ ଓ ବଡ଼ ବାବୁ ମାନେ ଫୁ କରି…

ବଜ୍ରପାତରେ ଜଣେ ମୃତ, ୨ ଗୁରୁତର

ଢେଙ୍କାନାଳ: ବିବାହ ଉତ୍ସବର ଖୁସି ମୁହୂର୍ତ୍ତ ମଧ୍ୟରେ ଘଟିଛି ଅଘଟଣ। ବରଯାତ୍ରୀ ଦଳ କନ୍ୟା ଘରକୁ ଯାଉଥିବା ବେଳେ ବଜ୍ରପାତରେ ଜଣେ ବରଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ଆଉ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି।ସୂଚନା ଅନୁଯାୟୀ, ଢେଙ୍କାନାଳ ସଦର ବ୍ଲକ୍‌ ଅନ୍ତର୍ଗତ ଭାପୁର ଅଞ୍ଚଳର ଚନ୍ଦ୍ରଶେଖର…

ମେଡିକାଲ ଅଚଳାବସ୍ଥା ପ୍ରସଙ୍ଗରେ ଶନିବାର ଡାକ୍ତରଙ୍କ ସହ ଆଲୋଚନା କରିବେ ସ୍ବାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର: ମେଡିକାଲରେ ଅଚଳାବସ୍ଥା ଦୂର କରିବା ପାଇଁ ରାଜ୍ୟ ସରକାର ଶୁକ୍ରବାର ଦିନ ଓଡ଼ିଶା ଡାକ୍ତରୀ ସେବା ସଂଘ (OMSA)କୁ ଆଲୋଚନା ପାଇଁ ନିମନ୍ତ୍ରଣ କରିଛନ୍ତି। ରାଜ୍ୟରେ ଚାଲିଥିବା ଡାକ୍ତରଙ୍କ ଧର୍ମଘଟ ଏବଂ ସ୍ୱାସ୍ଥ୍ୟସେବା ସେବାକୁ ପ୍ରଭାବିତ କରୁଥିବା ସମସ୍ୟାର ସମାଧାନ ପାଇଁ ଆଲୋଚନା…

ତେନ୍ତୁଲିଗୁମ୍ମା ଜଙ୍ଗଲରୁ ମାଓ ଡମ୍ପ ଠାବ, ୬ ଦେଶୀ ବନ୍ଧୁକ, ୮ ଟିଫିନ୍ ବୋମା ଓ ୪ଟି ଆଇଇଡି ଜବତ

ଭୁବନେଶ୍ବର: ଶୁକ୍ରବାର ଦିନ ସୁରକ୍ଷା ବାହିନୀ କୋରାପୁଟ ଜିଲ୍ଲାର ବୈପାରିଗୁଡ଼ା ପୋଲିସ ଥାନା ଅନ୍ତର୍ଗତ ତେନ୍ତୁଲିଗୁମ୍ମା ଜଙ୍ଗଲରୁ ଆଉ ଏକ ମାଓ ଆଡ୍ଡା ଠାବ କରିଛି। ଏକ ସର୍ଚ୍ଚ ଅପରେସନ୍ ସମୟରେ ବନ୍ଧୁକ, ବିସ୍ଫୋରକ ଏବଂ ଗୁଳିଗୋଳା ଜବତ ହୋଇଛି। ଆତ୍ମସମର୍ପଣକାରୀ ମାଓବାଦୀଙ୍କଠାରୁ…

ଜାପାନୀ ସଂସ୍ଥା ସହ ୬୭ ହଜାର କୋଟି ଟଙ୍କାର ଚୁକ୍ତି, ରାଜ୍ୟରେ ସୃଷ୍ଟି ହେବ ୭୬୦୦ ନିଯୁକ୍ତି

ଭୁବନେଶ୍ୱର : ଓଡ଼ିଶାକୁ ‘ଗ୍ଲୋବାଲ୍ ଗ୍ରୀନ୍ ହବ୍’ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆହ୍ୱାନ । ରାଜ୍ୟରେ ସବୁଜ ଅର୍ଥନୀତିର ବିକାଶ ପାଇଁ ଓଡ଼ିଶା ସରକାର ଜାପାନର ପ୍ରତିଷ୍ଠିତ IHI Corporation ଏବଂ ACME ଗ୍ରୁପ୍ ସହ ଏକ ସହଯୋଗ ପତ୍ର ବା MoC ସ୍ୱାକ୍ଷର କରିଛନ୍ତି…

ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ମୃତଦେହ ଛୁଇଁଲେନି ଜାତି ଭାଇ

ପାଟଣାଗଡ଼: ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ମୃତ୍ୟୁ ପରେ ଶବ ଛୁଇଁଲେନି ଜାତି ଭାଇ । ଶବ ସତ୍କାର କଲେ ସ୍ବେଛାସେବୀ । ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଲକ କେନ୍ଦୁମୁଣ୍ଡି ଗ୍ରାମପଞ୍ଚାୟତ ତୁଳସୀଡୁଙ୍ଗୁରି ଗ୍ରାମରେ ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ମୃତ ବୃଦ୍ଧ ଜଣକ ହେଲେ…

ପୋଡ଼ମପେଟା ଗାଁରେ କୂଳ ଲଙ୍ଘୁଛି ସମୁଦ୍ର, ଭୟଭୀତ ଗ୍ରାମବାସୀ

ଛତ୍ରପୁର : ସମୁଦ୍ର ଆଁରେ ଗାଁ । ଭୟଭୀତ ଗ୍ରାମବାସୀ । ଗଞ୍ଜାମ ଜିଲ୍ଲା ପୋଡ଼ମପେଟା ଗାଁଲୋକଙ୍କ ସହ ଜିଲ୍ଲାପାଳଙ୍କ ବୈଠକ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଆଲୋଚନା ହୋଇଛି । ଗଞ୍ଜାମ ବ୍ଲକର ପୋଡ଼ମପେଟା ଗାଁରେ ସମୁଦ୍ର କୂଳ ଲଙ୍ଘୁଛି । ପୋଡ଼ମପେଟା ସମେତ ୧୭ ଖଣ୍ଡ ଗାଁ ସମୁଦ୍ର ଗର୍ଭରେ…