Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
କାଲି ଓଡିଶା ଆସୁଛନ୍ତି ଜୟଶଙ୍କର, ୫ରେ ନଡ୍ଡାଙ୍କ ଗସ୍ତ
ଭୁବେନଶ୍ବର: ୨୪ ନିର୍ବାଚନ ପାଇଁ ଏବେ ସରଗରମ ପ୍ରଚାର ମଇଦାନ । ନିଜ ନିଜ ଦଳ ପାଇଁ କସରତ କରି ସାଧାରଣ ଜନତାଙ୍କୁ ଉଦ୍ବୋଧନ ଦେଉଛନ୍ତି ବିଭିନ୍ନ ନେତା। ଯାହାକୁ ନେଇ ଆସନ୍ତା କାଲି ୨ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର । କଟକ, ଭୁବେନଶ୍ବର ଓ ସମ୍ବଲପୁରରେ!-->…
ବିଜେଡିରେ ସାମିଲ ହେଲେ ଓଡିଆ ଅଭିନେତ୍ରୀ ଜିନା ସାମଲ୍
ଭୁବନେଶ୍ଵର: ବିଜେଡିରେ ସାମିଲ ହେଲେ ଓଡିଆ ଅଭିନେତ୍ରୀ ଜିନା ସାମଲ୍ । ଶଙ୍ଖଭବନରେ ପହଞ୍ଚି ବିଧିବଦ୍ଧ ଭାବେ ସେ ବିଜେଡିରେ ସାମିଲ ହୋଇଛନ୍ତି । ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡି ମିଶ୍ରଣ ପର୍ବରେ ଦଳରେ ସାମିଲ ହୋଇଛନ୍ତି ଜିନା । ମୁଖ୍ୟମନ୍ତ୍ରୀଙ୍କ ନୀତି ଆଦର୍ଶରେ!-->…
ରାହୁଲ ଗାନ୍ଧିଙ୍କ ରାୟଗଡ଼ା ଗସ୍ତ ବାତିଲ
ଭୁବନେଶ୍ୱର : ରାହୁଲ ଗାନ୍ଧିଙ୍କ ରାୟଗଡ଼ା ଗସ୍ତ ବାତିଲ । ଏନେଇ କଂଗ୍ରେସ ପକ୍ଷରୁ ସୂଚନା ଦିଆଯାଇଛି । ଉତ୍ତର ପ୍ରଦେଶ ରାୟବରେଲୀରୁ ଲଢ଼ିବେ ରାହୁଲ ଗାନ୍ଧି । ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ନିମନ୍ତେ ଆଜି ନାମାଙ୍କନର ଶେଷ ତାରିଖ ଥିବା ବେଳେ ରାହୁଲ ରାୟବରେଲି!-->…
ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି ଜିତେନ୍ଦ୍ର ସେନାପତି
କେନ୍ଦ୍ରାପଡା: ଲାଞ୍ଚ ନେବା ପଡିଲା ମହଙ୍ଗା। ଭିଜିଲାନ୍ସ ଜାଲରେ ପଡିଲେ ବରିଷ୍ଠ କିରାଣି। ବରିଷ୍ଠ କିରାଣି ଜିତେନ୍ଦ୍ର ସେନାପତି ୧୦ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ଦ୍ଵାରା ଗିରଫ ହୋଇଛନ୍ତି। ଜମିଜମା ମାମଲାର ସମାଧାନ ଲାଗି ଲାଞ୍ଚ ନେବା ବେଳେ ଧରାପଡ଼ିଥିବା ଜଣାପଡିଛି।
!-->!-->!-->…
ସନ୍ତୋଷଙ୍କୁ ନୀଳଗିରି ପାର୍ଥୀ କଲା ବିଜେପି
ଭୁବନେଶ୍ଵର: ନୀଳଗିରି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ସନ୍ତୋଷ ଖଟୁଆଙ୍କୁ ପ୍ରାର୍ଥୀ ଘୋଷଣା କଲା ବିଜେପି । ଗତକାଲି ବିଜେଡିରୁ ଇସ୍ତଫା ଦେଇଥିଲେ ସନ୍ତୋଷ ଖଟୁଆ । ନୀଳଗିରି ଆସନ ପାଇଁ ଦଳ ସୁକାନ୍ତ ନାୟକଙ୍କୁ ଟିକେଟ ଦେଇଥିବାରୁ ବିଜେଡି ଛାଡ଼ିଥିଲେ ସନ୍ତୋଷ ।
!-->!-->!-->…
ଆସନ୍ତା ୧୫ ତାରିଖରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ-୨୦୨୪ ଅନୁଷ୍ଠିତ ହେବ…
ଫୁଲବାଣୀ : କନ୍ଧମାଳ ଜିଲ୍ଲା ଆଇନସେବା ପ୍ରାଧିକରଣ ଆନୁକୁଲ୍ୟରେ ଜିଲ୍ଲା କୋର୍ଟ ପରିସରରେ ଏବଂ ତାଲୁକ୍ ସ୍ତରୀୟ ବିଚାର ବିଭାଗୀୟ କୋର୍ଟ ପରିସରରେ ଚଳିତ ମାସ ତା ୧୧.୦୫.୨୦୨୪ ରିଖ ଶନିବାର ଦିନ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ -୨୦୨୪ ଅନୁଷ୍ଠିତ ହେବ ବୋଲି ଅଧ୍ୟକ୍ଷ, ଜିଲ୍ଲା ଆଇନସେବା!-->!-->!-->…
ଆଦର୍ଶ ଆଚରଣ ଵିଧି ଉଲ୍ଲଂଘନ: ମିଶନଶକ୍ତିର ୨ ସିଆରପିଙ୍କୁ ନିଲମ୍ବନ କଲେ ଜିଲ୍ଲାପାଳ
କେନ୍ଦ୍ରାପଡ଼ା: ଆଦର୍ଶ ଆଚରଣ ଵିଧି ଉଲ୍ଲଂଘନ ଅଭିଯୋଗରେ ମିଶନଶକ୍ତିର ଦୁଇ ଜଣ ସିଆରପିଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ ନିଲମ୍ବିତ କରିଛନ୍ତି । ମହାକାଳପଡ଼ା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତାଳସଙ୍ଗା ପଞ୍ଚାୟତରେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ରୋଡ଼ ସୋ ଓ!-->…
ମୟୂରଭଞ୍ଜ ଲୋକସଭା ଆସନ ପାଇଁ ଅଞ୍ଜନି ସୋରେନଙ୍କୁ ପ୍ରାର୍ଥୀ କଲା ଜେଏମ୍ଏମ୍
ରାଇରଙ୍ଗପୁର: ମୟୂରଭଞ୍ଜ ଲୋକସଭା ଆସନ ପାଇଁ ଆଜି ପ୍ରାର୍ଥୀ ଘୋଷଣା କଲା ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍ଏମ୍)। ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ ଅଞ୍ଜନୀ ସୋରେନଙ୍କୁ ପ୍ରାର୍ଥୀ କରିଛି ଦଳ। ବିଜେପି ପ୍ରାର୍ଥୀ ନବଚରଣ ମାଝି ଓ ବିଜେଡି ପ୍ରାର୍ଥୀ ସୁଦାମ!-->…
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆସିଥିଲି ସମସ୍ୟା ବୁଝିବାକୁ, ଆଜି ଆସିଛି ତାର ହିସାବ ଦେବାକୁ: ପାଣ୍ଡିଆନ୍
ଘୁ.ଉଦୟଗିରି: କନ୍ଧମାଳ ଜିଲ୍ଲା ଘୁମୁସର ଉଦୟଗିରି ବିଧାନସଭା କ୍ଷେତ୍ର ପାଇଁ ବିଜେଡି ଦଳରୁ ସାଲୁଗା ପ୍ରଧାନ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କନ୍ଧମାଳ ସଂସଦୀୟ କ୍ଷେତ୍ର ପାଇଁ ବିଜେଡି ପ୍ରାର୍ଥୀ ଭାବେ ଡ଼ଃ ଅଚ୍ୟୁତ ସାମନ୍ତ ମଧ୍ୟ ଫୁଲବାଣୀ ଠାରେ ନିଜ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।!-->…
ବିଜେଡ଼ିର ୧୦୭ ବିଧାୟକଙ୍କ ମଧ୍ୟରୁ ମାତ୍ର ୨୫ଜଣଙ୍କ ଟିକେଟ କଟିଛି, ତଥାପି ସବୁଆଡେ ଅସନ୍ତୋଷ
ଭୁବନେଶ୍ବର : ଯେଉଁ ଗୋଷ୍ଠୀକନ୍ଦଳର ଆଶଙ୍କାରେ ବିଜେଡି ନିଜର ଟିକେଟ୍ କସରତ କରି ପୁରୁଣା ନେତାମାନଙ୍କୁ ତୁଷ୍ଟୀକରଣ କଲା, ଏବେ ସେହି ଫର୍ମୂଲା ଦଳ ପାଇଁ ବୁମେରାଂ ହେବାରେ ଲାଗିଛି । ତୃଣମୂଳସ୍ତରରେ ସରକାରବିରୋଧୀ ହାୱା, ଦଳୀୟ ସଂଗଠନରେ ତୀବ୍ର କନ୍ଦଳ ଓ ସାଧାରଣ ଲୋକଙ୍କଠୁ ଦୂରେଇ ଯାଇଥିବା!-->…