Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଆଗୁଆ ଗ୍ରୀଷ୍ମ ଛୁଟି ଆଳରେ ଆସିକା ଅଞ୍ଚଳରେ ଛାତ୍ର ଛାତ୍ରୀ ଙ୍କ ମୁହଁରୁ ଆହାର ଛଡେଇ ବାକୁ ପ୍ରୟାସ….!
କେବଳ ଚାଉଳ ହେଲା ବଣ୍ଟନ, ମିଳିଲାନି ପରିବା, ଅଣ୍ଡା ସୋୟା ଓ ଟଙ୍କା…
ଵ୍ରହ୍ମପୁର: ୧-୫ ରାଜ୍ୟ ସରକାରଙ୍କ ପକ୍ଷରୁ ଆଗୁଆ ଗ୍ରୀଷ୍ମ ଛୁଟି ହୋଇଥିବାରୁ ବିଦ୍ୟାଳୟ ରେ ଅଧ୍ୟୟନରତ ଛାତ୍ରଛାତ୍ରୀ ମାନଙ୍କୁ ମଧ୍ୟାହ୍ନ ଭୋଜନ ସକାଶେ ଆସୁଥିବା ଚାଉଳ ଏବଂ ଅନ୍ୟ ସାମଗ୍ରୀ କୁ ଶିଶୁ ମାନଙ୍କୁ!-->!-->!-->!-->!-->…
ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀ
ଭୁବନେଶ୍ବର: ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀ ବିଜେଡିରୁ ଇସ୍ତଫା ଦେଇଛନ୍ତି। କାକଟପୁରର ପୂର୍ବତନ ବିଧାୟକ ଶ୍ରୀ ସେଠୀ ମଙ୍ଗଳବାର ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ପତ୍ର ଲେଖି ସେ ନିଜର ଇସ୍ତଫା ସମ୍ପର୍କରେ ଜଣାଇଛନ୍ତି।
ଚନାଯୋଗ୍ୟ, ଶ୍ରୀ ସେଠୀ ୨୦୧୪ରେ କାକଟପୁର ବିଧାୟକ!-->!-->!-->…
ଜଳୁଛି ଓଡ଼ିଶା: ୪୪ ଡ଼ିଗ୍ରୀ ଉପରେ ୧୫ ସହର, ବାରିପଦାରେ ୪୬.୪
ଭୁବନେଶ୍ବର : ତତଲା ତାୱାରେ ଭାଜି ହେଉଛି ସାରା ରାଜ୍ୟ। ଘର ବାହାରେ ମୁଣ୍ଡଫଟା ଖରା; ଭିତରେ ପ୍ରବଳ ଗରମ, ଗୁଳୁଗୁଳି। କାନ୍ଥ, ଛାତ, ଶେଯ ସବୁ ତାତି ଯାଉଛି। ଫ୍ୟାନ୍ ତ ଦୂରର କଥା, କୁଲର୍ ବି କାମ କରୁନି। ନିଆଁ ହୁଳା ଭଳି ସେଥିରୁ ବାହାରୁଥିବା ଗମଗମ ପବନ ଦେହମୁଣ୍ଡକୁ ଅଥୟ କରିପକାଉଛି।!-->…
ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରେ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ
ଚିକିଟି : ଚିକିଟିରେ ପୁଣି ଥରେ ବିଜେପି ନେତା ପ୍ରଦୀପ ପାଣିଗ୍ରାହୀଙ୍କୁ ଟାର୍ଗେଟ କଲେ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ। ପ୍ରଦୀପଙ୍କ ନାଁ ନନେଇ ପାଣ୍ଡିଆନ ଚିକିଟିବାସୀଙ୍କୁ ସମ୍ବୋଧନ କରି କହିଥିଲେ ଯେ, ଜେଲ ଯାଇ ବେଲରେ ଆସିଥିବା ନେତାଙ୍କୁ ସଂସଦକୁ ନୁହେଁ, ଜେଲକୁ!-->…
ପ୍ରାର୍ଥୀ ଚୟନକୁ ନେଇ ପ୍ରଶ୍ନ ଉଠାଇଲେ କଂଗ୍ରେସ ମୁଖପାତ୍ର ସୁଦର୍ଶନ ଦାସ
ଜଳେଶ୍ୱର: ପ୍ରାର୍ଥୀ ଚୟନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କଂଗ୍ରେସ ମୁଖପାତ୍ର ସୁଦର୍ଶନ ଦାସ। ଜଳେଶ୍ୱରରେ କଂଗ୍ରେସ ପ୍ରାର୍ଥୀ ଘୋଷଣା ପରେ ଗତକାଲି ସାମ୍ବାଦିକ ସମ୍ମିଳନୀ କରି ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ କଂଗ୍ରେସ ମୁଖପାତ୍ର ସୁଦର୍ଶନ ଦାସ। ଜଳେଶ୍ୱରସ୍ଥିତ ଦଳୀୟ କାର୍ଯ୍ୟାଳୟରେ ଦଳର!-->…
ବିଜେଡି ଛାଡିଲେ ପୂର୍ବତନ ବିଧାୟକ ବିଜୟ ନାଏକ
ମୟୂରଭଞ୍ଜ: ବିଜେଡି ଛାଡିଲେ କରଞ୍ଜିଆର ପୂର୍ବତନ ବିଧାୟକ ବିଜୟ କୁମାର ନାଏକ । କରଞ୍ଜିଆରୁ ଟିକେଟ୍ ଆଶାୟୀ ଥିଲେ ହେଲେ ଟିକେଟ୍ ନମଳିବାରୁ ନିରାଶ ହୋଇ ଦଳ ଛାଡିଲେ ବିଜୟ । ଦଳ ଛାଡିବା ପରେ ସ୍ୱାଧୀନ ଭାବେ ନିର୍ବାଚନ ଲଢ଼ିବେ ବୋଲି କହିଲେ ବିଜୟ ।
ବିଜୟ ପ୍ରଥମେ କରଞ୍ଜିଆ ବ୍ଲକରୁ!-->!-->!-->…
ଟିକେଟ ଫେରାଇଲେ କଂଗ୍ରେସ ପ୍ରାର୍ଥୀ ମେହବୁବ ଅହମ୍ମଦ ଖାଁ
କଟକ: ଟିକେଟ ଫେରାଇଲେ କଂଗ୍ରେସ ପ୍ରାର୍ଥୀ । ଟିକେଟ ଫେରାଇଲେ ଆଠଗଡ଼ ବିଧାନସଭା କଂଗ୍ରେସ ପ୍ରାର୍ଥୀ ମେହବୁବ ଅହମ୍ମଦ ଖାଁ । ବିଭୁତି ମିଶ୍ରଙ୍କୁ ଲୋକସଭା ପ୍ରାର୍ଥୀ କରାନଯିବାରୁ ମେହବୁବ ପ୍ରତିବାଦ କରିଛନ୍ତି। ବିଭୁତିଙ୍କୁ କାହିଁକି ପ୍ରାର୍ଥୀ କରାଗଲାନି କହି ଟିକେଟ ଫେରାଇଛନ୍ତି ଅହମ୍ମଦ!-->…
ସତ୍ୟବାଦୀ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ନାମାଙ୍କନ ଭରିଲେ କଂଗ୍ରେସ ପ୍ରାର୍ଥୀ ମନୋଜ ରଥ
ପୁରୀ: ଏବେ ଚାଲିଛି ନାମାଙ୍କନ ପର୍ବ । ଗତକାଲି ଅନ୍ୟ ଦଳ ଗୁଡିକ ପରେ ଆଜି ସତ୍ୟବାଦୀ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ କଂଗ୍ରେସ ପ୍ରାର୍ଥୀ ମନୋଜ ରଥ ନିଜର ପାର୍ଥିପତ୍ର ଦାଖଲ କରିଛନ୍ତି । ପୁରୀ ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସେ ତାଙ୍କର ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି ।!-->…
ଭୁବନେଶ୍ବର ବିମାନବନ୍ଦରରୁ ୭୫ ଲକ୍ଷ ଟଙ୍କା ଜବତ
ଭୁବନେଶ୍ୱର : ନିର୍ବାଚନ ବେଳେ ଭୁବନେଶ୍ୱର ବିମାନ ବନ୍ଦରରୁ ୭୫ ଲକ୍ଷ ଟଙ୍କାର ନଗଦ ଟଙ୍କା ଜବତ ହୋଇଛି । ଦୁଇଜଣ ବ୍ୟକ୍ତିଙ୍କ ଲଗେଜରୁ ଏତେ ପରିମାଣରେ ଟଙ୍କା ମିଳିଛି । ଜଣେ ବ୍ୟକ୍ତି ଦିଲ୍ଲୀରୁ ଆସୁଥିବା ବେଳେ ଅନ୍ୟ ଜଣେ ଚେନ୍ନାଇରୁ ଭୁବନେଶ୍ୱର ଆସୁଥିଲେ । ସାଙ୍ଗରେ ଥିବା ଟ୍ରଲି!-->…
ନାମାଙ୍କନ ଭରିଲେ ବିଜେଡି ବିଧାନସଭା ପ୍ରାର୍ଥୀନି ସ୍ନେହାଙ୍ଗିନୀ ଛୁରିଆ
ବରଗଡ: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଏହାରି ଭିତରେ ନିର୍ବାଚନ ମହୋଲ ମଧ୍ୟ ବେସ ସରଗରମ ହେବାରେ ଲାଗିଛି । କେଉଁଠି ପ୍ରଚାର ଚାଲିଛି ତ ଆଉ କେଉଁଠି ନାମାଙ୍କନ ଦାଖଲ କରୁଛନ୍ତି ପ୍ରାର୍ଥୀ । ଏହାରି ଭିତରେ ଆଜି ବରଗଡ ଜିଲ୍ଲାରେ ୪୨ ଡିଗ୍ରୀ ଖରାକୁ ଭ୍ରୁକ୍ଷେପ ନ କରି!-->…