Browsing Category

ଓଡିଶା

ବ୍ରିଜ ତଳକୁ ଖସିଲା ବାଲି ବୋଝେଇ ଟ୍ରକ୍, ଜଣେ ମୃତ

ଢେଙ୍କାନାଳ : ବ୍ରିଜ ତଳକୁ ଖସିଲା ବାଲି ବୋଝେଇ ଟ୍ରକ୍, ଜଣେ ମୃତ । ଢେଙ୍କାନାଳ ଜିଲ୍ଲା ଗଁଦିଆ ଥାନା ସନ୍ଥପୁର ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି। ବେପରୁଆ ଗାଡି ଚଳା ଯୋଗୁ ଦୁର୍ଘଟଣା ହୋଇଛି ବୋଲି କୁହାଯାଉଛି । ଫଳରେ ଏଥିରେ ଜଣଙ୍କର ମୃତ୍ୟୁ ହୋଇଛି। ଘଟଣା ସ୍ଥଳରେ

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ପଞ୍ଝାରେ ଧରାପଡିଲେ ଏଆରଆଇ

ଭୁବନେଶ୍ବର: ଜମିପଟ୍ଟା ପ୍ରଦାନ ପାଇଁ ୧୦,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବଲାଙ୍ଗୀର ଜିଲ୍ଲା ସଇଁତଳା ତହସିଲ ଅଧୀନ ବେଲଗାଁ ସହାୟକ ରାଜସ୍ବ ନୀରିକ୍ଷକ ରେସମା ମାଝୀ। ଶ୍ରୀମତୀ ମାଝୀ ଜଣେ ପ୍ରାଇଭେଟ୍‌ ବ୍ୟକ୍ତି, ଯାହାଙ୍କର ନାମ ବାବୁଲାଲ ନନ୍ଦଙ୍କ

ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ଅସୁସ୍ଥ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

କେନ୍ଦୁଝର : ଓଡିଶାର ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ପୁଣି ଅସୁସ୍ଥ ହୋଇପଡିଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ତାଙ୍କ ପୁଅ । ଆଜି

ବିଜେପି ରୁ ଇସ୍ତଫା ଦେଲେ କାଳୁଚରଣ ଖଣ୍ଡାୟତରାୟ

ଭୁବନେଶ୍ବର: ବିଜେପି ରୁ ଇସ୍ତଫା ଦେଲେ କାଳୁଚରଣ ଖଣ୍ଡାୟତରାୟ । ସେ ଆଜି ତାଙ୍କ ଶହ ଶହ ସମର୍ଥକଙ୍କ ସହ ବିଜେପି ଛାଡିଛନ୍ତି । ଖୋର୍ଦ୍ଧା ବିଧାନସଭା ବିଜେପି ଆଶାୟୀ ପ୍ରାର୍ଥୀ ଥିଲେ କାଳୁଚରଣ । ହେଲେ ଦଳ ତାଙ୍କୁ ଟିକେଟ୍ ନଦେଇ ତାଙ୍କ ସ୍ଥାନରେ ବିଜେଡିରୁ ସଦ୍ୟ ଆସି ବିଜେପିରେ ମିଶିଥିବା

ପ୍ରାକ୍ ମୌସୁମୀ ବାତ୍ୟା ମୁକାବିଲା ବୈଠକ

ଭୁବନେଶ୍ବର: ଆଜି ବସିବ ପ୍ରାକ୍ ମୌସୁମୀ ବାତ୍ୟା ମୁକାବିଲା ବୈଠକ। ଆଜି ଲୋକ ସେବା ଭବନରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ। ଏଥିରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁଙ୍କ ସମେତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଓ ରାଜ୍ୟର ବିଭିନ୍ନ

ମାଲକାନଗିରିରେ ଏନକାଉଣ୍ଟର, ଟଳିପଡ଼ିଲେ ୭ ମାଓବାଦୀ

ମାଲକାନଗିରି : ଟଳିପଡ଼ିଲେ ୭ ମାଓବାଦୀ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲ୍ଲାରେ ପୋଲିସ-ମାଓବାଦୀ ଗୁଳିବିନିମୟ । ପୋଲିସ ଏନକାଉଣ୍ଟରରେ ୭ ମାଓବାଦୀ ନିହତ । ଆବୁଝାମାଡ଼ ଜଙ୍ଗଲରେ ପୋଲିସର କୁମ୍ବିଙ୍ଗ ଅପରେସନ ବେଳେ ଏହି

ନାମାଙ୍କନପତ୍ର ଦାଖଲ କଲେ ପ୍ରଣବ ପ୍ରକାଶ ଦାସ

ସମ୍ବଲପୁର: ସମ୍ବଲପୁର ଲୋକସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ । ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା ପରେ ରିଟର୍ଣ୍ଣିଂ ଅଧିକାରୀଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି ପ୍ରଣବ । ନାମାଙ୍କନ ପୂର୍ବରୁ ମାଆ ସମଲେଶ୍ବରୀଙ୍କ ଦର୍ଶନ

ବିଜେଡି ବିଧାୟକଙ୍କ ରାଲିରେ ମାଡ଼ିଗଲା ଟ୍ରକ୍‌, ୩ ଗୁରୁତର

ବଡମ୍ବା: ବିଧାୟକ ପ୍ରାର୍ଥୀଙ୍କ ରାଲି ବେଳେ ମାଡିଗଲା ଟ୍ରକ୍‌ । ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ଜଣଙ୍କର ଅବସ୍ଥା ଗୁରୁତ ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ସୂଚନା ଅନୁସାରେ, ବଡମ୍ବା ଟାଉନ ନିକଟରେ ମଙ୍ଗଳବାର ବିଜେଡି ବିଧାୟକ ଦେବୀ

ମେ’ ୨ ରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନାମାଙ୍କନ ଭରିବେ ନବୀନ

ଭୁବନେଶ୍ୱର: ଦୁଇଟି ଆସନରୁ ନିର୍ବାଚନ ଲଢୁଥିବା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମେ’ ୨ ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ଭରିବେ ।  ତେବେ ନବୀନଙ୍କ ଗସ୍ତ ଓ ନାମାଙ୍କନ ପତ୍ର ଦାଖଲ ନେଇ ଦଳ ପକ୍ଷରୁ ଜୋରଦାର ପ୍ରସ୍ତୁତି ହୋଇଛି । ତେବେ କଣ୍ଟାବାଞ୍ଜି

ବିଜେପିରୁ ଇସ୍ତଫା ଦେଲେ ନୀତେଶ ଗଙ୍ଗଦେବ

ସମ୍ବଲପୁୁର: ସମ୍ବଲପୁର ସାଂସଦ ନୀତେଶ ଗଙ୍ଗଦେବ ବିଜେପିରୁ ଇସ୍ତଫା ଦେଇଛନ୍ତି। ଚଳିତଥର ତାଙ୍କ ଆସନରେ ଦଳ ପ୍ରାର୍ଥୀ ପରିବର୍ତ୍ତନ କରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ କରିଛି। ନିକଟରେ ତାଙ୍କ ପତ୍ନୀ ଓ ପୁଅ ବିଜେଡିରେ ଯୋଗଦେଇଥିଲେ। ଏହାପରେ ସେ ବିଜେପିରୁ ଇସ୍ତଫା