Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଆଜି ବାରିପଦାରେ ସର୍ବାଧିକ ୪୪.୮ ଡିଗ୍ରୀ ସେଲ୍ସିୟସ ତାପମାତ୍ରା ରେକର୍ଡ
ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଆଜି ବାରିପଦାରେ ସର୍ବାଧିକ ୪୪.୮ ଡିଗ୍ରୀ ସେଲ୍ସିୟସ ତାପମାତ୍ରା ରେକର୍ଡ କରାଯାଇଛି | ବଡ କଥା ଯେ ୩୨ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି | ବାରିପଦାରେ ସର୍ବାଧିକ ୪୪.୮ ଡିଗ୍ରୀ, ଅନୁଗୁଳରେ ୪୪.୩ଡିଗ୍ରୀ,!-->…
ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ: ଅଂଶୁଘାତରେ ଗଲା ଆଉ ଜଣଙ୍କ ଜୀବନ
ଭୁବନେଶ୍ବର: ଆଜି ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଲାଗି ରହିଛି। ହଡଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ଲୋକେ । ଗତ କିଛି ଦିନ ହେବ ରାଜ୍ୟରେ ପାରଦ ଉପରମୁହାଁ । ଆଜି ଦିନ ୧୧ ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ଉପରେ ୩ ସହର । ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ଆଜି କଟକ ସହରକୁ!-->…
ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀନୀ ବର୍ଷା ସିଂ ବରିହା
ବରଗଡ: ପଦ୍ମପୁର ନିର୍ବାଚନମଣ୍ଡଳୀରୁ ନାମାଙ୍କନ ଭରିଲେ ବିଜେଡି ପ୍ରାର୍ଥୀନୀ ବର୍ଷା ସିଂ ବରିହା । ଆଜି ଏକ ବିଶାଳ ଶୋଭାଯାତ୍ରାରେ ଆସି ଉପଜିଲ୍ଲାପାଳ କାର୍ଯ୍ୟାଳୟ ଠାରେ ଉପଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଫିସରଙ୍କ ଠାରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।
ତେବେ ଆଜି ସକାଳେ ବିଧାୟିକା!-->!-->!-->…
କଂଗ୍ରେସରୁ ଇସ୍ତଫା ଦେଲେ ଦୁଲାଲ ପ୍ରଧାନ
ସମ୍ବଲପୁର: କଂଗ୍ରେସ ପକ୍ଷରୁ ସମ୍ବଲପୁର ଲୋକସଭା କ୍ଷେତ୍ରରେ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ନଗେନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ କରାଯାଇଛି। କଂଗ୍ରେସ ଟିକେଟ ଦେଇ ଫେରାଇ ନେବାକୁ ନେଇ ଅସନ୍ତୁଷ୍ଟ ଥିବା ଦୁଲାଲ ଚନ୍ଦ୍ର ପ୍ରଧାନ ଦଳ ଛାଡ଼ିଛନ୍ତି। ସେ ନିଜର ଇସ୍ତଫାପତ୍ର ଏଆଇସିସି!-->…
କାରରୁ ଜବତ ହେଲା ୩୮୮ ଲିଟର ମଦ ସହ ୩୦ ହଜାର ନଗଦ ଟଙ୍କା, ୨ ଗିରଫ
କଳାହାଣ୍ଡି: ଅବାଧ ନିରପେକ୍ଷ ନିର୍ବାଚନ କରିବା ପାଇଁ ଜିଲ୍ଲା ପ୍ରଶାସନର ଜୋରଦାର ଚେଷ୍ଟା ଜାରି ରହିଛି। ଏଥିପାଇଁ ଜିଲ୍ଲାର ବିଭିନ୍ନ ଥାନା ଅଞ୍ଚଳରେ ନାକା ଲଗାଇ ଗାଡିମୋଟର ଯାଞ୍ଚ କରାଯାଉଛି। ଏହି ପରିପେକ୍ଷୀରେ ରବିବାର ଫ୍ଲାଇଙ୍ଗ ସ୍ପାଡ୍ ପକ୍ଷରୁ ଭବାନୀପାଟଣା ହିଲ ଟାଉନ ପାଖରେ!-->…
ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି ଅରୁଣ ଷଡ଼ଙ୍ଗୀ
ନୂଆପଡ଼ା : ନିର୍ବାଚନ ପୂର୍ବରୁ ଦକ୍ଷିଣ ପଶ୍ଚିମାଞ୍ଚଳ ରେଞ୍ଜରେ ଡିଜିପିଙ୍କ ସମୀକ୍ଷା । ନୂଆପଡ଼ା ଜିଲ୍ଲା ଗସ୍ତ କରି କଳାହାଣ୍ଡି ଲୋକସଭା କ୍ଷେତ୍ରରେ ୨୦୨୪ ସାଧାରଣ ନିର୍ବାଚନ କିପରି ଶାନ୍ତି ଶୃଙ୍ଖଳାରେ ପରିଚାଳନା ସହ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ଡିଜିପି ଅରୁଣ!-->…
ଚେକ୍ କ୍ଲୋନିଂ କରି ୯ କୋଟି ୬୦ ଲକ୍ଷ ଟଙ୍କା ଠକେଇ, ଜଣେ ଗିରଫ
ଭୁବନେଶ୍ୱର : ୯ କୋଟି ୬୦ ଲକ୍ଷ ଟଙ୍କା ଠକେଇ ମାମଲାରେ ଅଭିଯୁକ୍ତ ଗିରଫ । ମଧ୍ୟପ୍ରଦେଶର ପୋମେଶ ତମ୍ଭାରେକୁ ଗିରଫ କଲା କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଶାଖା । ତାକୁ ସ୍ଥାନୀୟ କୋର୍ଟରେ ହାଜର କରାଯାଇ ଟ୍ରାନଜିଟ ରିମାଣ୍ଡରେ ଭୁବନେଶ୍ୱର ଆଣିଛି EOW । ଆଜି ତାଙ୍କୁ ବାଲେଶ୍ଵର OPID!-->…
ଓଲଟିଲା ବରଯାତ୍ରୀ ବସ୍, ୪୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ
ଜଗତସିଂହପୁର: ବାଲିକୁଦା ଅଞ୍ଚଳ ତିହୁଡି ନହରଣା ମୁଖ୍ୟରାସ୍ତାରେ ଓଲଟିଲା ବରଯାତ୍ରୀ ବସ୍। ଦୁର୍ଘଟଣାରେ ୪୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ସୂଚନା ରହିଛି। ସମସ୍ତ ଆହତଙ୍କୁ ସ୍ଥାନୀୟ ଜଗତସିଂହପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁସାରେ ଗତକାଲି ବିଳମ୍ବିତ!-->!-->!-->…
ମହୁମାଛି ଆକ୍ରମଣରେ ୩୦ ଛାତ୍ରଛାତ୍ରୀ ଆହତ
ଢେଙ୍କାନାଳ : ମହୁମାଛି ଆକ୍ରମଣରେ ସ୍କୁଲ ଛାତ୍ରଛାତ୍ରୀ ଆହତ । ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ଼ ବ୍ଲକ ରହଣି ସ୍ଥିତ ସଂସ୍କାର ପବ୍ଲିକ ସ୍କୁଲରେ ଛାତ୍ର ଛାତ୍ରୀଙ୍କ ଗ୍ରୀଷ୍ମ କାଳୀନ ଶିକ୍ଷା ଚାଲିଛି । ଆଜି ବାଲିଗୋରଡ ସ୍ଥିତ ରାମିଆଳ ନଦୀର ସାପୁଆକୁ ଗାଧୋଇବା ପାଇଁ ଆସିଥିବା ବେଳେ!-->…
ପୋଲିସର ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆ ଗୁରୁତର
ଢେଙ୍କାନାଳ: ପୋଲିସର ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆ ଗୁରୁତର। କିଙ୍ଗ ଅଫ୍ ଫରେଷ୍ଟ ଗ୍ୟାଙ୍ଗ୍ର ସୁବାସ ଖୁଣ୍ଟିଆକୁ ଏନ୍କାଉଣ୍ଟର କରିଛି ମାକ୍ଷାନଗର ପୁଲିସ । ସୁବାସର ଗୋଡ଼ରେ ବାଜିଛି ଗୁଳି। ଚିକିତ୍ସା ପାଇଁ କଟକ ସ୍ଥାନାନ୍ତର କରାଯାଇଛି।
ସୂଚନା ଅନୁଯାୟୀ,!-->!-->!-->…