Browsing Category

ଓଡିଶା

କୁଚିଣ୍ଡାରେ ବିଜେଡିର ସମ୍ବଲପୁର ଲୋକସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସଙ୍କ କ୍ଯାମ୍ପେନ

କୁଚିଣ୍ଡା : କୁଚିଣ୍ଡାରେ ବିଜେଡିର ସମ୍ବଲପୁର ଲୋକସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସଙ୍କ କ୍ଯାମ୍ପେନ । କୁଚିଣ୍ଡା କଲେଜ ପଡ଼ିଆ ଠାରେ ଆୟୋଜିତ କାର୍ଯ୍ୟକର୍ତ୍ତା ସମାବେଶରେ ବିଡେଜିର ସମ୍ବଲପୁର ସାଂସଦ ପ୍ରାର୍ଥୀ କୁଚିଣ୍ଡା ବିଧାୟକ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିଛନ୍ତି ପ୍ରଣବ

ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର: ମେ ୨୫ ତାରିଖ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ ଲୋକସଭା କ୍ଷେତ୍ର ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ସେହିପରି କଟକ, ପୁରୀ, ଭୁବନେଶ୍ବର ଲୋକସଭା କ୍ଷେତ୍ର ପାଇଁ ବି ବିଜ୍ଞପ୍ତି ପ୍ରକାଶ ପାଇଛି। ୬ ଲୋକସଭା କ୍ଷେତ୍ରରେ

ବାରିପଦା ବ୍ୟାଙ୍କ ଅଫ୍ ଇଣ୍ଡିଆର ରିଜିଓନାଲ୍ ଅଫିସରେ ଅଗ୍ନିକାଣ୍ଡ, ୪ ଅସୁସ୍ଥ

ବାରିପଦା : ବାରିପଦା ବ୍ୟାଙ୍କ ଅଫ୍ ଇଣ୍ଡିଆର ରିଜିଓନାଲ୍ ଅଫିସରେ ଅଗ୍ନିକାଣ୍ଡ । ବ୍ୟାଙ୍କ ଅଫ୍ ଇଣ୍ଡିଆର କାର୍ଯ୍ୟାଳୟ ଥିବା ତୃତୀୟ ମହଲାରେ ନିଆଁ ଲାଗିଥିବା ସୂଚନା ମିଳିଛି ।  ଏହି ଅଗ୍ନିକାଣ୍ଡରେ ପ୍ରବଳ ଧୂଆଁ ଯୋଗୁ ୪ ଜଣଙ୍କୁ ଅସୁସ୍ଥ ଅବସ୍ଥାରେ ଉଦ୍ଧାର କରାଯାଇଛି ।  ଅନ୍ୟପକ୍ଷରେ

ଆସନ୍ତା ୩ ରେ ରାୟଗଡ଼ା ଆସିବେ ରାହୁଲ ଗାନ୍ଧୀ

ରାୟଗଡ଼ା: ଗତକାଲି ଅର୍ଥାତ୍ ଏପ୍ରିଲ ୨୮ ତାରିଖରେ କଂଗ୍ରେସର ହେବିୱେଟ ନେତା ରାହୁଲ ଗାନ୍ଧୀ ସାଲେପୁର ଆସି ମଞ୍ଚରୁ ଦେଇଥିଲେ ରେଣହୁଙ୍କାର। ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରଚାର କାର୍ଯ୍ୟକ୍ରମକୁ ଜୋରଦାର କରିଛି କଂଗ୍ରେସ। ତେବେ ସାଲେପୁରରେ କଂଗ୍ରେସର ପ୍ରଚାର ସଫଳ ହେବା ପରେ

ବଢୁଛି ନିର୍ବାଚନୀ ହିଂସା : ପୂର୍ବ ଶତ୍ରୁତା କେନ୍ଦ୍ର କରି ଯୁବକକୁ ଖଣ୍ଡାରେ ହାଣିଲେ ଦୁର୍ବୁତ୍ତ

ବ୍ରହ୍ମପୁର : ଗତକାଲି ରାତିରେ ସଦର ଥାନା ଅନ୍ତର୍ଗତ ଦକ୍ଷିଣପୁର ଗ୍ରାମରେ ମଣ୍ଟୁ ସାହୁ ନାମକ ଜଣେ ଯୁବକକୁ ଖଣ୍ଡାରେ ହାଣି ଦୁର୍ବୁତ୍ତମାନେ ଘଟଣା ସ୍ଥଳରୁ ଚମ୍ପଟ ମାରିଛନ୍ତି । ଖବର ପାଇ ଘଟଣା ସ୍ଥଳେ ସଦର ଥାନା ପୁଲିସ ପହଁଞ୍ଚି ଘଟଣାର ତଦନ୍ତ କରିବା ସହ ଅଭିଯୁକ୍ତମାନଙ୍କୁ

ଆଜି ୪୦ ଡିଗ୍ରି ଉପରେ ଓଡ଼ିଶାର ୨୭ ସହର; ଅନୁଗୁଳରେ ତାପମାତ୍ରା ୪୪. ୩ ଡିଗ୍ରି ରେକର୍ଡ

ଭୁବନେଶ୍ବର: ଆଜି ବି ରାଜ୍ୟବାସୀଙ୍କୁ ତାତିରୁ ନିସ୍ତାର ମିଳିପାରି ନାହିଁ। ରାଜ୍ୟର ୨୭ଟି ସହରରେ ଦିନତାପମାତ୍ର୪୦ ଡିଗ୍ରି ସେଲସିୟସ କିମ୍ବା ଅଧିକ ରେକର୍ଡ କରାଯାଇଛି। ଅନୁଗୁଳରେ ସର୍ବାଧିକ ୪୪.୩ ରେକର୍ଡ କରାଯାଇଛି। ୧୨ସହରରେ ଦିନ ତାପମାତ୍ରା ୪୩ କିମ୍ବା ଅଧିକ ରେକର୍ଡ ହୋଇଛି।

ବିଜୟ ସଂକଳ୍ପ ସମାବେଶରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଜେପି ନଡ୍ଡାଙ୍କ ଉଦ୍‌ବୋଧନ

ଭୁବନେଶ୍ବର/ବ୍ରହ୍ମପୁର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯେଉଁ ବିକାଶ ଦିଲ୍ଲୀରେ କରୁଛନ୍ତି, ତାହା ଓଡ଼ିଶାରେ ମଧ୍ୟ କରିବେ। ମୋଦୀଙ୍କ ରାଜନୀତିରେ ଭାରତ ବଦଳିଛି। ଏହା ବିଶ୍ବ କହୁଛି। ପରିବର୍ତ୍ତିତ ଭାରତରେ ଉତ୍ସାହ ଦେଖାଯାଉଛି। ଭାରତୀୟ ଜନତା ପାର୍ଟି (ବିଜେପି)ର ରାଷ୍ଟ୍ରୀୟ

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଭିନ୍ନିଲ କ୍ରୀଷ୍ଣାଙ୍କ ବହିଷ୍କାର ଦାବି କଲା ବିଜେପି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଭିନ୍ନିଲ କ୍ରୀଷ୍ଣାଙ୍କ ବହିଷ୍କାର ଦାବି କଲା ବିଜେପି । ସାମ୍ବାଦିକ ସମ୍ମିଳନୀ କରି ଦାବି କଲେ ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି । ମାର୍ଚ୍ଚ ୧୬ରୁ ନିର୍ବାଚନ ଆଚରଣବିଧି ଉଲ୍ଲଙ୍ଘନ କରୁଛି CMO । ବିଜେଡିର ଜଣେ ନେତାଙ୍କ ସହ CMOର ଜଣେ

ରାସେଶ୍ୱରୀଙ୍କ ଆଶୀର୍ବାଦ ନେଲେ ଧର୍ମେନ୍ଦ୍ର

ଭୁବନେଶ୍ୱର: ୧୫ ବର୍ଷର ବ୍ୟବଧାନ ପରେ ସିଧାସଳଖ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରି କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଲୋକସଭା ନିର୍ବାଚନମଣ୍ଡଳୀ ଅଧୀନରେ ପ୍ରଚାର କରୁଥିବାବେଳେ ସବୁ ମହଲରୁ ସମର୍ଥନ ହାସଲ କରିବାକୁ ସେ ଚେଷ୍ଟା କରୁଛନ୍ତି।