Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଭଡ଼ାଟିଆଙ୍କ ପ୍ରେମକୁ ବିରୋଧ କରିବାରୁ ଘର ମାଲିକଙ୍କୁ ହତ୍ୟା
ମୟୂରଭଞ୍ଜ : ଭଡ଼ାଟିଆଙ୍କ ପ୍ରେମକୁ ବିରୋଧ କରିବାରୁ ଘର ମାଲିକଙ୍କୁ ହତ୍ଯା । ସାଙ୍ଗ ସହ ମିଶି ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ । ମୟୂରଭଞ୍ଜ ଜିଲ୍ଲା ଶରତ ଥାନା କୁଟୁରିଆ ଗାଁରେ ବର୍ବର ହତ୍ୟାକାଣ୍ଡ ଘଟିଛି । କୁଟୁରିଆ ଗାଁର ଶ୍ରୀରାମ ସିଂ ଘରେ ଅଶୋକ ସେଠୀ ଓ ଅନ୍ୟ ଜଣେ ଯୁବତୀ!-->…
କଂଗ୍ରେସ ସାଂସଦ ପ୍ରାର୍ଥୀ ସପ୍ତଗିରି ଉଲାକାଙ୍କୁ ବିରୋଧ, କଳା ପତାକା ପ୍ରଦର୍ଶନ
ଲକ୍ଷ୍ମୀପୁର : ପ୍ରଚାର ବେଳେ କଂଗ୍ରେସ ସାଂସଦ ପ୍ରାର୍ଥୀ ସପ୍ତଗିରି ଉଲାକାଙ୍କୁ କୋରାପୁଟ ଜିଲା ଲକ୍ଷ୍ମୀପୁର ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବନ୍ଧୁଗାଁଠାରେ କଳା ପତାକା ଦେଖାଇବା ସହ ବିରୋଧ କରାଯାଇଥିବା ଜଣାପଡ଼ିଛି । ଏନେଇ ସାମାଜିକ ଗଣମାଧ୍ୟମରେ ଭିଡିଓ ଭାଇରାଲ ହେଉଛି ।
!-->!-->!-->…
ଚାରିଦ୍ୱାର ନଖୋଲି ରାଜ୍ୟ ସରକାର ମହାପ୍ରଭୁଙ୍କ ଭକ୍ତଙ୍କୁ ଯନ୍ତ୍ରଣା ଦେଉଛନ୍ତି : ବିଜେପି
ଭୁବନେଶ୍ୱର: ଚାରିଦ୍ଵାର ଖୋଲିବା ପ୍ରସଙ୍ଗକୁ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲା ବିଜେପି । ସାମ୍ବାଦିକ ସମ୍ମିଳନୀ କରି ବିଜେପି ମୁଖ୍ୟମନ୍ତ୍ରୀ ଅନିଲ ବିଶ୍ଵାଳ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି । ଅନିଲ କହିଛନ୍ତି ଯେ, ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ଦିରରେ ଚାରି ଦ୍ୱାରର ଧାର୍ମିକ ମହତ୍ୱ!-->…
ଶିମିଳିପାଳରେ ବନାଗ୍ନି ମୁକାବିଲା, ସହଯୋଗର ହାତ ବଢ଼ାଇଲେ ୫୦ ଗ୍ରାମବାସୀ
ଭୁବନେଶ୍ୱର: ସଂପ୍ରତି ରାଜ୍ୟରେ ଦେଖାଦେଇଥିବା ଗ୍ରୀଷ୍ମପ୍ରବାହ ଯୋଗୁଁ ବନାଗ୍ନି ଆହ୍ବାନ ସୃଷ୍ଟି କରିଛି। ଏହାକୁ କିଭଳି ମୁକାବିଲା କରାଯାଇ ପାରିବ ତାକୁ ନେଇ ଜଙ୍ଗଲ ବିଭାଗ ପକ୍ଷରୁ ଗୁରୁତ୍ବ ଦିଆଯାଇଛି। ଏହିକ୍ରମରେ ଶିମିଳିପାଳର ପିଠାବଟ ବନଖଣ୍ଡର ସୁରକ୍ଷା ପାଇଁ ସ୍ଥାନୀୟ ଗ୍ରାମବାସୀ!-->…
ନିର୍ଦ୍ଧିଷ୍ଟ କିଛି ଲୋକଙ୍କୁ ନେଇ ସରକାର ଚଳାଉଛନ୍ତି ନବୀନ: ରାହୁଲ ଗାନ୍ଧି
କଟକ: ଓଡ଼ିଶାରେ ରାହୁଲ ଗାନ୍ଧି । ଓଡ଼ିଶାରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ ସତ୍ୟଭାମାପୁରରେ ପହଞ୍ଚି ମଧୁବାବୁଙ୍କ ଜନ୍ମଜୟନ୍ତୀ ଉପଲକ୍ଷେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି ରାହୁଲ । ସେଠାରେ କିଛି ସମୟ ସ୍ମୃତିଚାରଣ କରିବା ପରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି!-->…
ସତ୍ୟଭାମାପୁରରେ ମଧୁବାବୁଙ୍କ ଜନ୍ମପୀଠ ବୁଲି ଦେଖିଲେ ରାହୁଲ ଗାନ୍ଧୀ
ଭୁବନେଶ୍ବର:ଓଡିଶାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ । ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଥିଲେ ରାହୁଲ। ଏଠାରୁ ସିଧାସଳଖ ଉତ୍କଳ ଗୌରବ ମଧସୁଦନ ଦାସଙ୍କ ଜନ୍ମପୀଠ ସତ୍ୟଭାମାପୁର ଯାଇଥିଲେ । ଏକ ସ୍ବତନ୍ତ୍ର ହେଲିକାପ୍ଟର ଯୋଗେ ସତ୍ୟଭାମାପୁରରେ!-->…
ପୁରୀରେ ଝାଡ଼ାବାନ୍ତି ଆତଙ୍କ: ୩ ମୃତ, ଶତାଧିକ ଆକ୍ରାନ୍ତ
ପୁରୀ: ପୁରୀ ସହରର ବିଭିନ୍ନ ଅଞ୍ଚଳରେ ବ୍ୟାପୁଛି ଝାଡ଼ାବାନ୍ତି । ଆଉ କିଛି ମାସ ପରେ ପୁରୀ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା । ବାଲିସାହି, ରେଡକ୍ରସ୍ ରୋଡ୍ ସହ ବିଭିନ୍ନ ଅଞ୍ଚଳରେ ଏକାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ କାଲି ଝାଡ଼ାବାନ୍ତି ରେ ଆକ୍ରାନ୍ତ ହୋଇ ୨ ଜଣ ଆଖି ବୁଜି ସାରିଥିବା!-->…
ଟ୍ରକକୁ ଧକ୍କା ଦେଲା ବସ୍ : ଡ୍ରାଇଭର ଓ ହେଲପର ମୃତ
ସୁବର୍ଣ୍ଣପୁର: ଟ୍ରକକୁ ଧକ୍କାଦେଲା ବସ୍, ଡ୍ରାଇଭର ଓ ହେଲ୍ପର ମୃତ । ତେବେ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡିଛି । ମୃତକ ଦ୍ୱୟ ହେଲେ ଡ୍ରାଇଭର ଡମ୍ବରୁଧର ସ୍ୱାଇଁ (୫୩)ଏବଂ ହେଲପର ଶିବ୍ରମ ଗୌଡ଼ (୩୨) । ବଲାଙ୍ଗୀର- ସୋନପୁର ୫୭ନମ୍ବର ଜତୀୟ ରାଜପଥ ହରଡ଼ଖୋଲ ନିକଟରେ ଘଟିଛି ଏହି!-->…
ମେ ୬ରୁ ଓଜେଇଇ, ୱେବସାଇଟରେ ଉପଲବ୍ଧ ହେଲା ଆଡମିଟ୍ କାର୍ଡ
ଭୁବନେଶ୍ଵର: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)-୨୦୨୪ ଆସନ୍ତା ମେ’୬ ତାରିଖରୁ ଆରମ୍ଭ ହେବ । ଏହି ପରୀକ୍ଷା ସମ୍ପୂର୍ଣ୍ଣ ସିବିଟି (କମ୍ପ୍ୟୁଟର ବେସ ଟେଷ୍ଟ) ମୋଡରେ କରାଯିବ । ଏଥିପାଇଁ ଆରମ୍ଭ ହୋଇଛି ଆଡମିଟ୍ କାର୍ଡ ଡାଉନଲୋଡ ପ୍ରକ୍ରିୟା । ଛାତ୍ରଛାତ୍ରୀମାନେ ତାଙ୍କ ଆଡମିଟ୍!-->…
ଭୁବନେଶ୍ୱରରେ ବ୍ଲକିଂ ଚେକିଂ ବେଳେ ଜବତ ହେଲା ୩ ଲକ୍ଷ ୬୦ ହଜାର ଟଙ୍କା
ଭୁବନେଶ୍ୱର : ଭୁବନେଶ୍ୱରରେ ବ୍ଲକିଂ ଚେକିଂ ବେଳେ ୩ ଲକ୍ଷ ୬୦ ହଜାର ଟଙ୍କା ଜବତ । ଗତକାଲି ଚନ୍ଦ୍ରଶେଖରପୁର ଅଞ୍ଚଳରୁ ରାତି ପ୍ରାୟ ୨ଟା ବେଳେ କାରର ଡିକିରୁ ଟଙ୍କା ମିଳିଛି । ଏହାର ସନ୍ତୋଷଜନକ ଉତ୍ତର ଦେଇ ପାରିନଥିଲେ କାର ଚାଳକ। ଏପଟେ ମଦ ପିଇ ଗାଡ଼ି ଚାଳନା ବେଳେ ୬୦ଟି ଗାଡ଼ି ଓ!-->…