Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ସୀମାନ୍ତ ରେ କଂଗ୍ରେସ ନେତାଙ୍କୁ ହତ୍ୟା କଲେ ମାଓବାଦୀ…
ମାଲକାନଗିରି : ମାଲକାନଗିରି ସୀମାନ୍ତ ଛତିଶଗଡର ଦନ୍ତେୱାଡା ଜିଲ୍ଲାର କଂଗ୍ରେସ ନେତା ତଥା ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ଯୋଗା ପୋଡ଼ିଆମୀଙ୍କୁ ଅତି ନିର୍ମମ ଭାବେ ମାଓବାଦୀମାନେ ହତ୍ୟା କରିଛନ୍ତି । ସୂଚନା ଅନୁଯାୟୀମାଓାଦୀମାନେ ଆରାନପୁର ପୋଲିସ ଷ୍ଟେସନ ଅନ୍ତର୍ଗତ ପୋଟାଲି ଗାଁର!-->!-->!-->…
୪୦ ଡିଗ୍ରି ଉପରେ ରାଜ୍ୟର ୩୨ ସହର; ୪୪.୬ ଡିଗ୍ରୀ ସହ ଅନୁଗୁଳ ସବୁଠୁ ଉତ୍ତପ୍ତ ସହର
ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆହୁରି ୫ ଦିନ ଯାଏଁ ତାତିରୁ ନିସ୍ତାର ମିଳିବ ନାହିଁ ନାହିଁ। ପାଣିପାଗ ବିଭାଗ ପକ୍ଷରୁ ଏଭଳି ସତର୍କ ସୂଚନା ଜାରି ହୋଇଛି। ଏହାରି ମଧ୍ୟରେ ରାଜ୍ୟର ୩୨ଟି ସହରର ତାପମାତ୍ରା ଆଜି ୪୦ ଡିଗ୍ରି ଉପରେ ରହିଛି। ସେହିପରି ୧୨ ସହରର ତାପମାତ୍ରା!-->…
ବିଜେଡି ଯୁବ ଉପସଭାପତି ରାକେଶ ନାୟକଙ୍କ ସହ ପଦ୍ମ ଧରିଲେ ବହୁ ନେତା ଓ କର୍ମୀ
ଭୁବନେଶ୍ୱର: ଓଡ଼ିଶାରେ ବିଜେପି “ଡବଲ ଇଞ୍ଜିନ ସରକାର ଗଠନ” କରିବା ପାଇଁ ପ୍ରତ୍ୟେକ ଦିନ ମିଶ୍ରଣ ପର୍ବ ଅନୁଷ୍ଠିତ ହେଉଛି । ନୂତନ କାର୍ଯ୍ୟକର୍ତ୍ତାମାନେ ଦଳର ଶକ୍ତିକୁ ମଜଭୁତ କରିବା ସହ ସୁଦୃଢ଼ କରୁଛନ୍ତି । ଏହି ଅବସରରେ ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନ ମଣ୍ଡଳୀର ରାଜ୍ୟ ବିଜେଡି ଯୁବ!-->…
ବିଜେପିରେ ମିଶିଲେ ବିଧାୟକ ପର୍ଶୁରାମ ଧଡା
ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଜେଡି ଛାଡିଥିବା ସୋର ବିଧାୟକ ପର୍ଶୁରାମ ଧଡା ବିଜିପିରେ ଯୋଗଦେଇଛନ୍ତି । ସେ ନିଜର ବହୁ ନେତା ଓ କର୍ମୀଙ୍କ ସହ ଆନୁଷ୍ଠାନିକଭାବେ ଦଳରେ ସାମିଲ ହୋଇଛନ୍ତି ।
ଦଳରେ ସାମିଲ ହେବାପରେ ପର୍ଶୁରାମ!-->!-->!-->…
ଉମରକୋଟ ଗସ୍ତବେଳେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲେ ନିର୍ବାଚନ ଅଧିକାରୀ
ନବରଙ୍ଗପୁର: ନିର୍ବାଚନ ପ୍ରଚାର ପାଇଁ ଉମରକୋଟ ଯାଇଥିବା ବେଳେ ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ନିବାର୍ଚନ ଅଧିକାରୀ । ହେଲେ ଯାଞ୍ଚ ସମୟରେ କିଛି ମିଳିନଥିବା ସୂଚନା ରହିଛି । ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହେଲିକପ୍ଟର ମଧ୍ୟ ଯାଞ୍ଚ!-->…
ଏପ୍ରିଲ ୨୮ରେ ରାହୁଲ ଗାନ୍ଧୀଙ୍କ ଓଡ଼ିଶା ଗସ୍ତ
ଭୁବନେଶ୍ବର: ସାଧାରଣ ନିର୍ବାଚନ-୨୦୨୪ ପାଇଁ ଉଭୟ ଭାରତୀୟ ଜନତା ପାର୍ଟି (ବିଜେପି) ଓ ବିଜୁ ଜନତା ଦଳ (ବିଜେଡି) ନିର୍ବାଚନ ପ୍ରଚାର ଆରମ୍ଭ କରିସାରିଛନ୍ତି। କଂଗ୍ରେସ ମଧ୍ୟ ଖୁବ ଶୀଘ୍ର ରାଜ୍ୟରେ ନିର୍ବାଚନୀ ପ୍ରଚାର ଆରମ୍ଭ କରବାକୁ ଯାଉଛି। ଓଡ଼ିଶାରେ ନିର୍ବାଚନ ପ୍ରଚାର କରିବା ପାଇଁ ଲୋକସଭା!-->…
ସାଧାରଣ ନିର୍ବାଚନ ୨୦୨୪: ବରଗଡରେ ନାମାଙ୍କନ ଭରିଲେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀ
ବରଗଡ଼: ସାଧାରଣ ନିର୍ବାଚନ ପାଇଁ ଆଜି ଗେଜେଟ୍ ବିଜ୍ଞପ୍ତି ପ୍ରକାଶ ପାଇଛି । ବରଗଡ଼ ଲୋକସଭା ଏବଂ ପଦ୍ମପୁର, ବିଜେପୁର, ବରଗଡ଼ ଅତାବିରା ଏବଂ ଭଟଲି ବିଧାନସଭା ଆସନ ପାଇଁ ଆଜି ଅର୍ଥାତ୍ ୨୬ ଏପ୍ରିଲ ରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ସେହିପରି ମେ’ ମାସ ୩ ତାରିଖ!-->…
ହଠାତ୍ ହୁତୁ ହୁତୁ ହୋଇ ଜଳିଗଲା ଯାତ୍ରୀବାହୀ ବସ୍, ଅଳ୍ପକେ ବଞ୍ଚିଲେ ୪୦ ଯାତ୍ରୀ
ଢେଙ୍କାନାଳ: ବସ୍ରେ ହଠାତ୍ ଲାଗିଲା ନିଆଁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ । ଏଭଳି ଅଘଟଣ ଘଟିଛି ଢେଙ୍କାନାଳ ଜିଲ୍ଲାର ୫୫ ନମ୍ବର ଜାତୀୟ ରାଜପଥରେ । ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାପଡିଛି ।
ଖବର ମୁତାବକ, ଅନୁଗୁଳ ରୁ ଭୁବନେଶ୍ୱର ଯାଉଥିବା ପ୍ରିୟାଂଶି ନାମକ ବସ୍ ଆଜି ଢେଙ୍କାନାଳ!-->!-->!-->…
ପୁଲିସ ଅଧିକାରୀଙ୍କ ନାମରେ ସିଇଓଙ୍କ ନିକଟରେ ଫେରାଦ ହେଲେ ଗ୍ରାମବାସୀ
ଭୁବନେଶ୍ବର: କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଏସ୍ଡିପିଓଙ୍କ ନାମରେ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ)ଙ୍କ ନିକଟରେ ଫେରାଦ ହେଲେ ରାମଚନ୍ଦ୍ରପୁର ସାଳଦେଇ ଗ୍ରାମର ବାସିନ୍ଦା। ଗ୍ରାମବାସୀ ଏସ୍ଡିପିଓ ପ୍ରଶାନ୍ତ ବେହେରାଙ୍କନାମରେ ଅଭିଯୋଗ ଆଣିଛନ୍ତି।
ସୂଚନା ଅନୁସାରେ ମଲ୍ଲି ଜେନା ନାମକ!-->!-->!-->…
ଉମରକୋଟ ଓ ଝରିଗାଁରେ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର
ନବରଙ୍ଗପୁର: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକସଭା ନିର୍ବାଚନ ମଣ୍ଡଳୀର ଉମରକୋଟ ଓ ଝରିଆଁରେ ନିର୍ବାଚନ ପ୍ରଚାର ଆରମ୍ଭ କରି ଦଳର ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ବିପୁଳ ପରିମାଣର ଭୋଟଦେଇ!-->…