Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ସାଢ଼େ ୨ଟା ସୁଦ୍ଧା ଭୁବନେଶ୍ୱର ସବୁଠୁ ଉତ୍ତପ୍ତ
ଭୁବନେଶ୍ଵର: ପୁଣି ରାଜଧାନୀ ଭୁବନେଶ୍ୱରରେ ୪୩ଡିଗ୍ରୀ ଟପିଲା ତାତି । ଆଜି ଦିନ ୨ଟା ୩୦ ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ୪୩.୨ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଦିନ ୨ଟା ୩୦ ସୁଦ୍ଧା ୪୩.୨ ଡିଗ୍ରୀ ତାପମାତ୍ରା ସହ ଭୁବନେଶ୍ୱର ସବୁଠାରୁ ଉତ୍ତପ୍ତ ସହର ପାଲଟିଛି ।
ସେହିପରି!-->!-->!-->…
ମାଲକାନଗିରିରେ ବିଜେଡିର ୨, କଂଗ୍ରେସର ୨ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଦାଖଲ
ମାଲକାନଗିରି: ଆଜି ମାଲକାନଗିରି ବିଧାନସଭା ଆସନ ଏବଂ ଚିତ୍ରକୋଣ୍ଡା ବିଧାନସଭା ଆସନରୁ କଂଗ୍ରେସ ଏବଂ ବିଜେଡିର ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।ଗରମକୁ ଖାତିରି ନକରି ବିଜେଡି ଓ କଂଗ୍ରେସ ନିଜ ନିଜର ପରାକ୍ରମ ଆଜି ମାଲକାନଗିରିରେ ଦେଖାଇଛନ୍ତି। ବିଜେଡିର ମାଲକାନଗିରି ବିଧାନସଭା!-->…
କଟକ ବାରବାଟୀ ରୁ କଂଗ୍ରେସ ପ୍ରାର୍ଥୀ ହୋଇପାରନ୍ତି ମୋକିମଙ୍କ ଝିଅ
କଟକ: ଚଳିତ ନିର୍ବାଚନ ଲଢ଼ିବେ କି ମୋକିମଙ୍କ ଝିଅ ! କଟକ ବାରବାଟୀ ରୁ କଂଗ୍ରେସ ପ୍ରାର୍ଥୀ ହୋଇପାରନ୍ତି ମୋକିମଙ୍କ ଝିଅ । ବର୍ତମାନ କଟକ ବାରବାଟୀରୁ କଂଗ୍ରେସ ବିଧାୟକ ଅଛନ୍ତି ମହମ୍ମଦ ମୋକିମ । କିନ୍ତୁ ଏବେ ମହମ୍ମଦ ମୋକିମଙ୍କ ସ୍ଥାନରେ ଝିଅ ସୋଫିଆ ଫିର୍ଦ୍ଦୋସ ଲଢିପାରନ୍ତି!-->…
କାର୍ ଭିତରୁ ୩୦ ଲକ୍ଷ ଜବତ
ମାଲକାନଗିରି : କାର୍ ଭିତରୁ ୩୦ ଲକ୍ଷ ଟଙ୍କା ଜବତ । ମାଲକାନଗିରି ଛତିଶଗଡ଼ ସୀମାରୁ ୩୦ ଲକ୍ଷ ଟଙ୍କା ଜବତ ହୋଇଛି । ଛତିଶଗଡ଼ରୁ ଆସୁଥିବାବେଳେ ଚାଲାଣଗୁଡ଼ାରୁ କାର୍ ସହ ଟଙ୍କା ଜବତ କରାଯାଇଛି । ଛତିଶଗଡ଼ରୁ ମାଲକାନଗିରି ଆସୁଥିଲା ଟଙ୍କା । କାରରେ ବସିଥିବା ଜଣେ ବ୍ୟକ୍ତି ଓ ଡ୍ରାଇଭରକୁ ପଚରା!-->…
ରାଜ୍ୟ ସରକାରଙ୍କ ବିରୋଧରେ ଲୋକାର୍ପିତ ହେଲା ବିଜେପିର ଚାର୍ଜସିଟ୍
ଭୁବନେଶ୍ଵର: ରାଜ୍ୟ ସରକାରଙ୍କ ବିରୋଧରେ ବିଜେପିର ଚାର୍ଜସିଟ୍ ଲୋକାର୍ପିତ । ଚାର୍ଜସିଟ୍ ଲୋକାର୍ପିତ କଲେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ । କେତେଦିନ ସହିବା, ପରିବର୍ତ୍ତନ ଆଣିବା’ ନାଁରେ ତିଆରି ହୋଇଛି ଚାର୍ଜସିଟ୍ । ଓଡିଶା ଅସ୍ମିତା ପାଇଁ ଲଢେଇ ଡାକରା ଦେଇଥିବା ବିଜେପି ୨୫!-->…
୩୬ଟି ସ୍ଥାନରେ ନିର୍ବାଚନୀ ପ୍ରଚାର କରିବେ ନବୀନ ପଟ୍ଟନାୟକ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି) ସୁପ୍ରିମୋ ନବୀନ ପଟ୍ଟନାୟକ ଚଳିତ ସାଧାରଣ ନିର୍ବାଚନ ପାଇଁ ଆଜି ପ୍ରଚାର ଆରମ୍ଭ କରିଦେଇଛନ୍ତି। ସେ ଆସନ୍ତା ମେ’ ମାସ ୨୯ ତାରିଖ ଭିତରେ ମୋଟ୍ ୩୬ଟି ସ୍ଥାନରେ ନିର୍ବାଚନ ପ୍ରଚାର କରିବେ। ରାଜ୍ୟର ୨୧ଟି ଲୋକସଭା କ୍ଷେତ୍ର ଓ ଏହାର!-->…
ମେ’ ୬ ରୁ ଓଜେଇଇ
ଭୁବନେଶ୍ବର: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)-୨୦୨୪ର ଛାତ୍ରଛାତ୍ରୀ ଆସନ୍ତା ୨୭ ତାରିଖରୁ ଆଡମିଟ କାର୍ଡ ଡାଉନଲୋଡ କରିପାରିବେ । ଏ ନେଇ ଓଜେଇଇ ପକ୍ଷରୁ ବିଜ୍ଞପ୍ତି ସୂଚୀ ପ୍ରକାଶ ପାଇଛି । ଓଜେଇଇ ପରୀକ୍ଷା ଆସନ୍ତା ମେ’ ୬ ତାରିଖରୁ ଆରମ୍ଭ ହୋଇ ୧୦ ମେ ରେ ଶେଷ ହେବ ।!-->…
ସ୍କୁଲରେ ମଦ ପିଇ ପଡି ରହିଲେ ଶିକ୍ଷକ: ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
ବଲାଙ୍ଗୀର: ସ୍କୁଲରେ ମଦ ପିଇ ମାତାଲ ଅବସ୍ଥାରେ ପଡିରହିଲେ ଶିକ୍ଷକ । ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ ଲୁହାସିଂହା ପଞ୍ଚାୟତ ଅନ୍ତର୍ଗତ ଟେଙ୍ଗେରାପଥର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦେଖିବାକୁ ମିଳିଛି ଏହି ଦୃଶ୍ୟ । ବିଦ୍ୟାଳୟରେ ଶିକ୍ଷକ ମଦ ପିଇ ମାତାଲ ହୋଇଥିବା ଭିଡିଓ ଏବେ!-->…
ହିଞ୍ଜିଳିରୁ ପ୍ରଚାର ଅଭିଯାନ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ, ବିରୋଧିଙ୍କୁ କଲେ ଟାର୍ଗେଟ
ବ୍ରହ୍ମପୁର : ଆଜି ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟକ । ଏହି ଅବସରରେ ଭୋଟରଙ୍କୁ 5T ରୂପାନ୍ତରଣ ଗ୍ୟାରେଣ୍ଟି ଉପରେ କହିଛନ୍ତି ମୁଖ୍ୟମନ୍ତ୍ରୀ । ବିଶାଳ ଜନସଭାକୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଏକ ସଶକ୍ତ ଓ ସମୃଦ୍ଧ ଓଡିଶାର!-->…
ବିଜେପିରେ ମିଶିଲେ ବିଧାୟିକା ସୀମାରାଣୀ ନାୟକ
ଭୁବନେଶ୍ବର: ଗତକାଲି ବିଜେଡି କାଟିଥିଲା ଟିକେଟ। ଆଜି ବିଜେପିରେ ଯୋଗ ଦେଲେ ବିଧାୟିକା ସୀମାରାଣୀ ନାୟକ। ଲଗାତାର ଦୁଇ ଥର ହିନ୍ଦୋଳରୁ ବିଧାନସଭାକୁ ନିର୍ବାଚିତ ହୋଇଥିବା ସୀମାରାଣୀଙ୍କୁ ଏଥର ଟିକେଟ ଦେଇନି ବିଜେଡି। ତାଙ୍କ ବଦଳରେ ଢେଙ୍କାନାଳ ସାଂସଦ ମହେଶ ସାହୁଙ୍କୁ ହିନ୍ଦୋଳରୁ ପ୍ରାର୍ଥୀ!-->…