Browsing Category

ଓଡିଶା

ଓଡ଼ିଶା ବିଜେପି ମହିଳା ବିରୋଧୀ, ମିଶନ ଶକ୍ତି ବନ୍ଦ କରିବାକୁ ଚକ୍ରାନ୍ତ କରୁଛନ୍ତି ଧର୍ମେନ୍ଦ୍ର ପ୍ରଧାନ: ବିଜେଡ଼ି

ଭୁବନେଶ୍ୱର: ଓଡ଼ିଶା ବିଜେପି ସର୍ବଦା ମହିଳା ବିରୋଧୀ। ମିଶନ ଶକ୍ତି ବନ୍ଦ କରିବାକୁ ଚକ୍ରାନ୍ତ କରୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏପ୍ରିଲ ୨୦୨୪ରେ ଏସଏଚଜି ମା’ମାନଙ୍କ ଦୁବାଇ ଗସ୍ତ ବାତିଲ କରାଇଛନ୍ତି ଧର୍ମେନ୍ଦ୍ର।ଏନେଇ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପରେ

କାଲିଠୁ କ୍ୟାମ୍ପେନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଭୁବନେଶ୍ୱର : କାଲିଠୁ କମ୍ପିବ ପ୍ରଚାର ମୈଦାନ । କ୍ୟାମ୍ପେନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ୨୦୨୪ ସାଧାରଣ ନିର୍ବାଚନରେ ପ୍ରଥମ ଥର ଗ୍ରାଉଣ୍ଡ ଜିରୋରେ ପ୍ରଚାର ଆରମ୍ଭ କରିବେ ନବୀନ । ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ କରିବେ କ୍ୟାମ୍ପେନ । ହିଞ୍ଜିଳି

ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ

ପୁରୀ: ଆଉ କିଛି ଦିନ ପରେ ଶ୍ରୀମନ୍ଦିରରେ ଆରମ୍ଭ ହେବ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ଚନ୍ଦନ ଯାତ୍ରା । ଆସନ୍ତା ମେ’ ମାସ ୧୦ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ଆରମ୍ଭ ହେବ । ଦୀର୍ଘ ୨୧ ଦିନବ୍ୟାପୀ ପବିତ୍ର ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ

କାଂକେର ଏନକାଉଣ୍ଟର ଘଟଣା: ୨୯ ମାଓବାଦୀଙ୍କ ଶବ ଚିହ୍ନଟ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର କାଂକେର ଜିଲ୍ଲାରେ ଗତ ୧୬ ତାରିଖରେ ପୁଲିସ ଓ ନକ୍ସଲ ଗୁଳିବିନିମୟରେ ୨୯ ଜଣ ନକ୍ସଲ ମୃତ୍ୟୁବରଣ କରିଥିଲେ। ସେମାନଙ୍କର ଚିହ୍ନଟ ସରିଛି। ସମସ୍ତ ମୃତ ନକ୍ସଲଙ୍କ ନାମରେ ଘୋଷିତ ପୁରସ୍କାର ଟଂକା ଏବଂ ବନ୍ଧୁକର ମୂଲ୍ୟ ହେଉଛି ୧ କୋଟି ୮୫

ଏସସିବି ରୁ ଧରା ହେଲେ ରକ୍ତ ଦଲାଲ, ଚାରି ଗିରଫ

କଟକ : ରକ୍ତ ସଙ୍କଟ ବେଳେ ମାତିଛନ୍ତି ରକ୍ତ ଦଲାଲ । ଧରା ହେଲେ ରକ୍ତ ଦଲାଲ । ଏସ ସି ବି ମେଡିକାଲ କଲେଜରୁ ଚାରି ଜଣ ଦଲାଲଙ୍କୁ ଗିରଫ କଲା ମଙ୍ଗଳାବାଗ ଥାନା ପୋଲିସ । କେନ୍ଦ୍ରୀୟ ରକ୍ତ ଭଣ୍ଡାରରୁ ରକ୍ତ ଆଣି ଅଧିକ ଟଙ୍କାରେ ବିକ୍ରି କରୁଥିଲେ ଅଭିଯୁକ୍ତ । ଏକ ୟୁନିଟ ରକ୍ତ

ଓଡ଼ିଶାରେ ନିର୍ବାଚନ ପ୍ରଚାର ପାଇଁ ଆସିଲା ବିଜେପିର ୪୦ ଜଣିଆ ତାଲିକା

ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି(ବିଜେପି) ମଙ୍ଗଳବାର ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ଯେଉଁମାନେ ସ୍ଥାନ ପାଇଛନ୍ତି, ସେମାନେ ଓଡ଼ିଶାର ୨୧ ଲୋକସଭା ଓ ୧୪୭ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କରିବେ। ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର

୨୦୨୪ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିବେନି ଅମର ଶତପଥୀ

ଭୁବନେଶ୍ୱର: ବରିଷ୍ଠ ନେତା ଅମର ଶତପଥୀଙ୍କ ସ୍ଥାନରେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣାରୁ ପ୍ରାର୍ଥୀ କରିଛି ବିଜେଡି। ତେବେ ଅମର ଶତପଥୀଙ୍କ ଟିକେଟ୍‌ କଟିବା ପରେ ସମର୍ଥକଙ୍କ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଅମର ଶତପଥୀ ଦଳରେ ରହିବେ ନା ଛାଡିବେ ସେ ନେଇ ରାଜନୈତକ ମହଲରେ

ରାଜ୍ୟରେ ପ୍ରଥମ: ଏମ୍‌ସ ଭୁବନେଶ୍ୱରରେ ଲୋ ଭିଜନ୍‌ କ୍ଲିନିକ୍‌ ଉଦ୍‌ଘାଟିତ

ଭୁବନେଶ୍ୱର: ଅତ୍ୟନ୍ତ କ୍ଷୀଣ ଦୃଷ୍ଟିଶକ୍ତି କାରଣରୁ ଦୈନନ୍ଦିନ ଜୀବନରେ ଆସୁଥିବା ଏକାଧିକ ପ୍ରତିବନ୍ଧକ ଏବଂ ପ୍ରତିଘାତ କାରଣରୁ ନିରାଶ ହୋଇପଡ଼ିଥିବା ବ୍ୟକ୍ତିବିଶେଷଙ୍କ ପାଇଁ ଏମ୍‌ସ ଭୁବନେଶ୍ୱର ଆଣିଦେଇଛି ଆଶାର କିରଣ। ଦୃଷ୍ଟି ଶକ୍ତି ଦୁର୍ବଳ ହେତୁ ପ୍ରାୟ ଆଶା ହରାଇଥିବା ରୋଗୀଙ୍କ ଜୀବନକୁ

ରାଜନୀତିରୁ ସନ୍ନ୍ୟାସ ନେବି, ଶେଷ ଯାଏଁ ସାମାଜିକ ସେବା ଜାରି ରଖିବି: ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର: ବିଜେଡିରୁ ଇସ୍ତଫା ପରେ ରାସେଶ୍ବରୀ ପାଣିଗ୍ରାହୀଙ୍କ ପ୍ରେସମିଟ । ଇସ୍ତଫା ଦେବା ପରେ ରାସେଶ୍ୱରୀ ପ୍ରେସମିଟ୍‌ କରି କହିଛନ୍ତି, ସମ୍ବଲପୁରର ଅସ୍ମିତା ପାଇଁ ବିଜେଡି ଛାଡିଲି। ଦଳ ଯେଭଳି ନିଷ୍ପତ୍ତି ନେଲା, ସମ୍ବଲପୁର ପାଇଁ ଅବମାନନା ଥିଲା। ‘ଯାହାକୁ ଅଯୋଗ୍ୟ କହି ବରଖାସ୍ତ

୪୧.୮ ଡିଗ୍ରୀରେ ଭୁବନେଶ୍ବର ସବୁଠୁ ଉତ୍ତପ୍ତ ସହର, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳିରେ ରାଜ୍ୟବାସୀ ଅତିଷ୍ଠ । ଆଜି ୨ଟା ୩୦ସୁଦ୍ଧା ଭୁବନେଶ୍ବର ସବୁଠୁ ଉତ୍ତପ୍ତ ସହର । ଭୁବନେଶ୍ବରରେ ୪୧.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଚାନ୍ଦବାଲିରେ ୪୦.୪ ଡିଗ୍ରୀ ତାପମାତ୍ରା ଥିବା ବେଳେ ବାଲେଶ୍ୱରରେ ୪୦.୩ ଡିଗ୍ରୀ ପାରଦ