Browsing Category

ଓଡିଶା

ଆରମ୍ଭ ହୋଇଛି ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ପ୍ରସିଦ୍ଧ ଯାତ୍ରା

ତାଳଚେର: ସମଗ୍ର ଭାରତରେ ଏମିତି ଏକ ପୀଠ ଅଛି ଯେଉଁଠି ଭକ୍ତଠାରୁ ଭଗବାନ ସିଧାସଳଖ ନୈବେଦ୍ୟ ଗ୍ରହଣ କରନ୍ତି । ନାଁ ଥାଏ ପୂଜକର ମନ୍ତ୍ର ଧ୍ବନି ନା କୈଣସି ପ୍ରତିବନ୍ଧକ । ଏହି ପୀଠ ସହ ସିଧାସଳଖ ରହିଛି ଶ୍ରୀକ୍ଷେତ୍ରର ସମ୍ପର୍କ । ବିଶ୍ବାସ ରହିଛି ଦିନକ ପାଇଁ ଶ୍ରୀକ୍ଷେତ୍ର ରୋଷଘରର ଠାକୁରାଣୀ

ଆସିଲା ବିଜେଡିର ସପ୍ତମ ତାଲିକା: ଆଉ ୬ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା

ଭୁବନ‌େଶ୍ବର: ଆଜି ବିଜେଡିର ସପ୍ତମ ତାଲିକା ଘୋଷିତ ହୋଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଉ ୬ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି। ୬ଟି ଆସନରୁ ୫ଟିରେ ପ୍ରାର୍ଥୀ ବଦଳାଯାଇଥିବାବେଳେ କାକଟପୁରରେ କିନ୍ତୁ ଅପରିବର୍ତ୍ତିତ ରଖିଛି ଦଳ। ଏଥର ହିନ୍ଦୋଳରୁ ମହେଶ ସାହୁ,

ଓଡ଼ିଆ ଭାଷାରେ ‘ମୋଦୀ କି ଗ୍ୟାରେଣ୍ଟି’ ସଂକଳ୍ପ ପତ୍ର ଜାରି କଲା ବିଜେପି

ଭୁବନେଶ୍ୱର: ଚଳିତ ନିର୍ବାଚନ ପାଇଁ ଓଡ଼ିଶାରେ ଭାରତୀୟ ଜନତା ପାର୍ଟି (ବିଜେପି) ନିଜର ଇସ୍ତାହାର ‘ମୋଦୀ କି ଗ୍ୟାରେଣ୍ଟି’ ସଂକଳ୍ପ ପତ୍ରର ଓଡ଼ିଆ ସଂସ୍କରଣ ଉନ୍ମୋଚନ କରିଛି। ଭୁବନେଶ୍ୱରସ୍ଥିତ ଦଳର ରାଜ୍ୟ ମୁଖ୍ୟାଳୟରେ ଏହି ଦସ୍ତାବିଜ ଉନ୍ମୋଚନ କରାଯାଇଛି। ଯେଉଁଥିରେ ବରିଷ୍ଠ ନେତାମାନେ

ରତନ ଟାଟାଙ୍କୁ ସମ୍ମାନଜନକ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ-୨୦୨୧ ପ୍ରଦାନ

ଭୁବନେଶ୍ୱର : ବିଶ୍ୱର ବିଶିଷ୍ଟ ଶିଳ୍ପପତି, ସମାଜସେବୀ ତଥା ଟାଟାଗ୍ରୁପ୍‍ର ଚେୟାରମ୍ୟାନ୍‍ ଏମେରିଟସ୍‍ ରତନ ଟାଟାଙ୍କୁ ସମ୍ମାନଜନକ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ ୨୦୨୧ ପ୍ରଦାନ କରାଯାଇଛି । ଆଜି ମୁମ୍ବାଇସ୍ଥିତ ରତନ ଟାଟାଙ୍କ ବାସଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ଟାଟା

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ହାଇସ୍କୁଲର ପ୍ରଧାନ ଶିକ୍ଷକ

ଭୁବନେଶ୍ୱର: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପ୍ରଧାନ ଶିକ୍ଷକ। ବରଗଡ଼ କୁସନପୁରୀ ହାଇସ୍କୁଲର ପ୍ରଧାନ ଶିକ୍ଷକ ବାଳମୁକୁନ୍ଦ ପ୍ରଧାନ ଏସ୍ଏଚ୍‌ଜି ଫାଇଲ୍ ରିଲିଜ୍‌ ପାଇଁ ୧୪ ହଜାର ଲାଞ୍ଚ ନେଉଥିଲେ। ଏହି ଲାଞ୍ଚ ଗ୍ରହଣ କରିଥିବା ଅଭିଯୋଗରେ ଗିରଫ ହେଲେ ପ୍ରଧାନଶିକ୍ଷକ।

ଏଲଏଲବି ଷଷ୍ଠ ସେମିଷ୍ଟାର ପରିକ୍ଷା ବାତିଲ

କଟକ: ବାତିଲ ହେଲା ଏଲଏଲବି ଷଷ୍ଠ ସେମିଷ୍ଟାରର ପେପର-୧ ପରୀକ୍ଷା । ମଧୁସୂଦନ ଆଇନ ବିଶ୍ବବିଦ୍ୟାଳୟ ଅଧୀନରେ ଥିବା ସମସ୍ତ ୨୮ କଲେଜର ପରୀକ୍ଷା ବାତିଲ କରାଯାଇଛି । ସିଲାବସ୍‌ ବାହାରୁ ପ୍ରଶ୍ନପତ୍ର ଆସିଥିବା ନେଇ ଅଭିଯୋଗ ହେବା ପରେ ପରୀକ୍ଷା ବାତିଲ କରିଛନ୍ତି ବିଶ୍ଵବିଦ୍ୟାଳୟ କତ୍ତୃପକ୍ଷ ।

ମେକ ମାଇଁ ଟ୍ରିପ ଓ ଓୟୋକୁ ଆର୍ଥିକ ଦଣ୍ଡାଦେଶ ଦେଇଛନ୍ତି କଟକ ଖାଉଟି ଅଦାଲତ

କଟକ : ଠିକ୍‌ ରେ ସେବା ନ ଦେଲେ ଦଣ୍ଡ ଦେବ ଖାଉଟି ଅଦାଲତ । ତେଣୁ ଅତିଥିଙ୍କୁ ସେବା ଯୋଗାଇବାରେ କରନ୍ତୁନି ଅବହେଳା । ସମ୍ପୃକ୍ତ କମ୍ପାନୀଙ୍କୁ ମହଙ୍ଗା ପଡ଼ିଲା ଠିକ୍‌ ଭାବେ ସର୍ଭିସ ନ ଯୋଗାଇବା । ଏବେ ଗଣିବେ ତଣ୍ଡ । ମେକ ମାଇଁ ଟ୍ରିପ ଓ ଓୟୋ ରେ ରହିବା ପାଇଁ କରିଥିଲେ ବୁକିଂ ।

ନିସର୍ତ୍ତ କଥା ସତ ହେଲା ଶେଷରେ ଖଲ୍ଲିକୋଟ ଓ କବିସୂର୍ଯ୍ୟନଗର ବ୍ଲକ ଅଧକ୍ଷ ଦେଲେ ଇସ୍ତଫା …

ବ୍ରହ୍ମପୁର : ୨୨-୪ ଗଞ୍ଜାମ ଜିଲ୍ଲାର ଖଲ୍ଲିକୋଟ ବିଧାନସଭା ନିର୍ବାଚନ ମଣ୍ଡଳୀ ରେ ବିଜେଡ଼ି ପୁଣି ବିଧାୟିକା ସୂର୍ଯ୍ୟ ମଣି ବୈଦ୍ୟଙ୍କୁ ରିପଟ କରିବା ମହଙ୍ଗା ପଡ଼ିବ ବୋଲି ନିସର୍ତ୍ତ ରେ ଖବର ପ୍ରକାଶ ହୋଇଥିଲା। ତିନି ତାରିଖ ଦିନ ଖଲ୍ଲିକୋଟ ଓ ଆସିକା ବିଧାନସଭା ନିର୍ବାଚନ ମଣ୍ଡଳୀ ରେ

ଶଙ୍ଖ ଛାଡ଼ି ପଦ୍ମ ଧରିଲେ ପୂର୍ବତନ ଭଟଲୀ ବିଧାୟକ ତଥା ମନ୍ତ୍ରୀ ବିମ୍ବାଧର କୁଅଁର

ଭୁବନେଶ୍ବର: ବିଜେଡି ଛାଡ଼ି ବିଜେପିରେ ମିଶିଲେ ପୂର୍ବତନ ଭଟଲୀ ବିଧାୟକ ତଥା ମନ୍ତ୍ରୀ ବିମ୍ବାଧର କୁଅଁର । ଆଜି ବିଜେପି କାର୍ଯ୍ୟାଳୟରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ବିଜେପିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ ହେବା ପରେ ବିମ୍ବାଧର କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ

ରାଜନୈତିକ କାର୍ଯ୍ୟକଳାପରେ ସାମିଲ ହେବା ଅଭିଯୋଗରେ କନିଷ୍ଠ ସହକାରୀ କିରାଣୀ ସସପେଣ୍ଡ

ବୌଦ୍ଧ: ରାଜନୈତିକ ଦଳର ଶୋଭାଯାତ୍ରାରେ ସାମିଲ ହୋଇଥିବା ଅଭିଯୋଗରେ କନିଷ୍ଠ ସହକାରୀ କିରାଣୀ ସତ୍ୟନାରାୟଣ ଦନ୍ତା ନିଲମ୍ବିତ। ବୌଦ୍ଧ ଜିଲ୍ଲା କଣ୍ଟାମାଲ ବ୍ଲକ ଲମ୍ବସରୀର ରାଧାମାଧବ ହାଇସ୍କୁଲର ସତ୍ୟନାରାୟଣଙ୍କୁ ନିଲମ୍ବନ କଲେ ଜିଲ୍ଲାପାଳ। ଏକ ନିର୍ଦ୍ଦିଷ୍ଟ ରାଜନୈତିକ ଦଳର ଶୋଭାଯାତ୍ରାରେ