Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଆସନ୍ତା ୨୫ ତାରିଖରେ ଓଡ଼ିଶା ଆସିବେ ଅମିତ ଶାହା
ଭୁବନେଶ୍ଵର: ଆସନ୍ତା ୨୫ ତାରିଖରେ ଓଡ଼ିଶା ଆସିବେ ଅମିତ ଶାହା । ନିର୍ବାଚନୀ ରଣନୀତି ନେଇ କର୍ମକର୍ତ୍ତାଙ୍କ ସହ କରିବେ ଆଲୋଚନା । ଏନେଇ ସୂଚନା ଦେଇଛନ୍ତି ବିଜେପି ଉପସଭାପତି ଗୋଲକ ମହାପାତ୍ର । ଓଡିଶାରେ ପହଞ୍ଚି ପ୍ରଥମେ ସୋନପୁରରେ ଏକ ଜନସଭାକୁ ସମ୍ବୋଧନ କରିବେ ଶାହା ।
ସୋନପୁରରୁ ଫେରି!-->!-->!-->…
କାନ୍ଦ ବୋବାଳିରେ ଫାଟିଲା ଅଂଜେରପାଲି ଗାଁ ଶ୍ମଶାନ, ଏକା ସାଙ୍ଗରେ ଜଳିଲା ୮ଜଣଙ୍କ ଜୁଇ
ବରଗଡ/ ଝାରୁସୁଗୁଡା : ମହାନଦୀରେ ଯାତ୍ରା ପାଲଟିଲା ମହାଯାତ୍ରା । ଝାରସୁଗୁଡ଼ା ଲଖନପୁରରେ ମହାନଦୀରେ ଡଙ୍ଗାବୁଡ଼ି ଘଟଣାରେ ନିଖୋଜ ୮ଜଣଙ୍କ ମୃତଦେହ ଉଦ୍ଧାର ହେବାପରେ ଛତିଶଗଡ଼ ରାଜ୍ୟ ରାୟଗଡ ଜିଲ୍ଲାର ଅଂଜେରପାଲି ଠାରେ ୮ଟି ମୃତଦେହ ପହଁଚିଥିଲା । ଏହା ପରେ ସେଠାରେ ସମସ୍ତ ମୃତକଙ୍କ!-->…
ଏପ୍ରିଲ ୨୨ରୁ ୨୪ ତାରିଖ ୩ ଦିନ ସକାଳୁଆ ସ୍କୁଲ, ଏପ୍ରିଲ ୨୫ରୁ ଖରା ଛୁଟି
ଭୁବନେଶ୍ଵର: ଆସନ୍ତା ଏପ୍ରିଲ ୨୫ରୁ ରାଜ୍ୟର ସବୁ ସ୍କୁଲ ଛୁଟି । ରାଜ୍ୟରେ ବଢ଼ିଚାଲିଥିବା ଖରାକୁ ଦୃଷ୍ଟିରେ ଏହି ପଦକ୍ଷେପ ନିଆଯାଇଛି । ଏପ୍ରିଲ ୨୫ରୁ ଦ୍ୱାଦଶ ଶ୍ରେଣୀ ଯାଏଁ ସ୍କୁଲରେ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ସେପଟେ ସମ୍ଭାବ୍ଯ ଗ୍ରୀଷ୍ମ!-->…
କଡ଼ା ସୁରକ୍ଷାରେ ବାପାଙ୍କ ଅନ୍ତେଷ୍ଟି କ୍ରିୟାରେ ଯୋଗଦେଲେ ଧଳସାମନ୍ତ ଭାତ୍ରା
କଟକ : ଧଳସାମନ୍ତ ଭ୍ରାତାଙ୍କ ବାପାଙ୍କ ମୃତ୍ୟୁ ଘଟଣା । ଉଭୟ ଭାଇଙ୍କ କଡା ସୁରକ୍ଷା ବଳୟ ମଧ୍ୟରେ ଜେଲରୁ ଅଣା ଯାଇ ବାପାଙ୍କ ଅନ୍ତେଷ୍ଟି କ୍ରିୟାରେ ଯୋଗଦେଇଥିଲେ। ବଡଭାଇ ଶୁସାନ୍ତ ଧଳସାମନ୍ତକୁ ବଲାଙ୍ଗୀର ଜେଲ ଓ ସାନ ଭାଇ ସୁଶୀଲକୁ ବାଲେଶ୍ବର ଜେଲରୁ ସିଡିଏ ଘରୁ ଆଣିଥିଲା!-->…
ମୋନାଲିସାଙ୍କ ସୋସିଆଲ ମିଡିଆରେ ବନ୍ୟଜନ୍ତୁଙ୍କ ଭିଡିଓ ଛାଡିବା ମାମଲାର ଖୋଳତାଡ କରିବ ଇଡି
ଯାଜପୁର: ବଢିଲା ୟୁଟ୍ୟୁବର ମୋନାଲିସା ଭଦ୍ରାଙ୍କ ଅଡୁଆ । ସୋସିଆଲ ମିଡିଆରେ ବନ୍ୟଜନ୍ତୁଙ୍କ ଭିଡିଓ ଛାଡିବା ମାମଲାର ଖୋଳତାଡ କରିବ ଇଡି । ପୁର୍ବରୁ ବନ୍ୟଜନ୍ତୁଙ୍କ ସହ ଭିଡିଓ କରି ସୋସିଆଲ ମିଡିଆରେ ପୋଷ୍ଟ କରିବା ଓ ଘରେ ବନ୍ୟଜନ୍ତୁଙ୍କୁ ପୋଷିବା ଘଟଣାରେ ଉଭୟ ମୋନାଲିସା ଓ ତାଙ୍କ ସ୍ୱାମୀ!-->…
ପୋଖରୀରୁ ନିଖୋଜ ମହିଳାଙ୍କ ମୃତଦେହ ଉଦ୍ଧାର
ଜଳେଶ୍ବର: ବାଲେଶ୍ବର ଜିଲ୍ଲା କମର୍ଦ୍ଦା ଥାନା ଅନ୍ତର୍ଗତ ବଡମନ୍ଦାରୁଣୀ ଗ୍ରାମର ଚନ୍ଦନ ପୋଖରୀରୁ ମହିଳାଙ୍କ ମୃତଦେହ ଉଦ୍ଧାର । ମୃତକଙ୍କ ନାଁ ଜାନକୀ ଗୋଚ୍ଛାୟତ ବୋଲି ଜଣାପଡିଛି।
ସୂଚନା ଅନୁସାରେ ଜାନକୀ ଦୁଇ ଦିନ ପୂର୍ବରୁ ଘରୁ କେଉଁ ଆଡକୁ ଚାଲି ଯାଇଥିଲେ। ପରିବାର ଲୋକେ ବହୂ!-->!-->!-->…
ପଇସା ପାଇଁ ପୁତୁରାକୁ ହତ୍ୟା କଲା କାକା! ସପ୍ତାହକ ପରେ ଅଭିଯୁକ୍ତ ଗିରଫ
ଟିଟିଲାଗଡ: ବଲାଙ୍ଗୀର ଜିଲ୍ଲା ବେଲପଡ଼ା ଗ୍ରାମର ଜଣେ ନିଖୋଜ ୧୫ ବର୍ଷୀୟ ବାଳକକୁ ଅପହରଣ ଓ ହତ୍ୟା ଅଭିଯୋଗରେ ଟିଟିଲାଗଡ଼ ପୁଲିସ ସମ୍ପର୍କୀୟ କାକା ରୋହନ ବାଗକୁ ଗିରଫ କରିଛି। ସେ ପୁତୁରାକୁ ଅପହରଣ କରିବା ପରେ ଏକ ବେନାମୀ ଚିଠି ଲେଖି ପରିବାର ଠାରୁ ୨.୩ ଲକ୍ଷ ଟଙ୍କା ଲାଞ୍ଚ ମାଗିଥିଲା।!-->…
ସୀମାନ୍ତ ଛତିଶଗଡ ଜଗଦଲପୁର ଠାରେ ସୁରକ୍ଷାବାହିନୀ ଗାଡିର ସଡ଼କ ଦୁର୍ଘଟଣାରେ ୧୦ ଯବାନ ଆହତ…
ମାଲକାନଗିରି : ସୀମାନ୍ତ ଛତିଶଗଡ ଜଗଦଲପୁର ଠାରେ ସୁରକ୍ଷାବାହିନୀ ଗାଡିର ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି । ଜଗଡଦଲପୁର ଫେରିବା ବେଳେ ଯବାନଙ୍କ ଏକ ବସ୍ ଓଲଟି ପଡିଥିଲା। ବସ୍ରେ ଯାତ୍ରା କରୁଥିବା ୧୦ ରୁ ଅଧିକ ଯବାନ ଆହତ ହେଇଥିବା ବେଳେ ୩ ଜଣ ଯବାନ ଗୁରୁତର ଅବସ୍ଥାରେ ଅଛନ୍ତି ।!-->!-->!-->…
ସମୀର ରଞ୍ଜନ ଦାଶଙ୍କ ଶକ୍ତି ପ୍ରଦର୍ଶନ
ଭୁବନେଶ୍ବର : ଟିକେଟ୍ କଟିବାର ୩ ଦିନ ପରେ ଆଜି ଶକ୍ତି ପ୍ରଦର୍ଶନ କରିଛନ୍ତି ବିଜେଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ରଞ୍ଜନ ଦାଶ। ନିଜ ନିର୍ବାଚନ ମଣ୍ଡଳୀରେ ହଜାର ହଜାର କର୍ମୀଙ୍କୁ ନେଇ କରିଛନ୍ତି ବିଶାଳ ଶୋଭାଯାତ୍ରା ଓ ସମାବେଶ।ନିମାପଡ଼ାର ବାରବାଟୀ ପଡ଼ିଆରେ ଆୟୋଜିତ ଏହି ସମାବେଶରେ!-->…
ବିଜେଡିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ଅଛନ୍ତି ଚିରଞ୍ଜୀବ, ଶ୍ରୀମୟୀ ଓ ଅମରେଶ
ଭୁବନେଶ୍ବର : ଚଳିତ ସାଧାରଣ ନିର୍ବାଚନ ପାଇଁ ଆଜି ତା’ର ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସେମତ ୪୦ ଜଣଙ୍କ ନାଁ ରହିଛି। ସେମାନଙ୍କ ମଧ୍ୟରେ ଏଥର ଟିକେଟ ନ ପାଇ ଅସନ୍ତୁଷ୍ଟ ଥିବା କେତେ ଜଣ ନେତାଙ୍କ ନାଁ ମଧ୍ୟ!-->…