Browsing Category

ଓଡିଶା

ଆଲିପୁର ପଥରା ବେଆଇନ ବାଲି ଘାଟରୁ ପ୍ରଶାସନ ନାଁ ରେ ଚାଲିଛି ଅର୍ଥ ଆଦାୟ…!

ପ୍ରଶାସନ ର ୧୪୪ ଧାରା ଧର୍ମକୁ ଆଖି ଠାର... ଶାସକ ଦଳର ନେତାଙ୍କ ଆଶୀର୍ବାଦ ସନ୍ୟାସୀ ଉପରେ ବୋଲି ଚର୍ଚ୍ଚା …! ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଆସିକା ବ୍ଲକ ଅନ୍ତର୍ଗତ ଆଲିପୁର ନିକଟସ୍ଥ ପଥରା ବେଆଇନ ବାଲି ଘାଟରୁ ସହ ସହ ଟ୍ରାକ୍ଟର ରେ ବାଲି ଚାଲାଣ ହେଉଛି। ଦିନ ରାତି ପାଳି ପାଳି କରି…

ଗୋପରେ ନିର୍ମାଣ ହେବ ମହାଲକ୍ଷ୍ମୀ କରିଡର: ଉପ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଶାରେ ଖୁବଶୀଘ୍ର ଲକ୍ଷ୍ମୀପୁରାଣ କରିଡର । ରାଜ୍ୟର ପର୍ଯ୍ୟଟନ ଓ ଆର୍ଥିକ ସ୍ଥିତିର ବିକାଶ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଭିଜନ । ଏକ କୋଟି ମହିଳାଙ୍କ ପାଖରେ ପହଞ୍ଚିବ ଲକ୍ଷ୍ମୀପୁରାଣର ନୂଆ ସଂସରଣ । ସଶକ୍ତ ମହିଳାଙ୍କ ନିଚ୍ଛକ ଉଦାହରଣ ଓଡ଼ିଆ ଘରର ଲକ୍ଷ୍ମୀ ପୁରାଣ…

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ; ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର:ଓଡ଼ିଶା ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣକୁ ନେଇ ରାଜନୈତିକ ଚର୍ଚ୍ଚା ଜୋର ଧରିଥିବା ବେଳେ ଆଜି ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ବିଜେପିର ରାଷ୍ଟ୍ରୀୟ ସଭାପତି ନିତିନ ନବୀନଙ୍କୁ ସାକ୍ଷାତ କରିବେ।ସୂଚନା ଅନୁସାରେ, ଅପରାହ୍ନରେ…

ଡାକ୍ତର ସଙ୍ଘର କାର୍ଯ୍ୟବନ୍ଦ ଆନ୍ଦୋଳନ: ରୋଗୀ ସେବା ବାଧାପ୍ରାପ୍ତ

ବାଲିଗୁଡ଼ା : ଜୁଲାଇ ୧ ତାରିଖ ରାଷ୍ଟ୍ରୀୟ ଡାକ୍ତର ଦିବସରୁ ଓମସା ପକ୍ଷରୁ ୧୦ ଦଫା ଦାବିରେ ପୁଣି ରାଜ୍ୟବ୍ୟାପୀ ଆନ୍ଦୋଳନ ଆରମ୍ଭ ହୋଇଛି । ରାଜ୍ୟ ଡାକ୍ତର ସଙ୍ଘର ନିର୍ଦ୍ଦେଶନାରେ କନ୍ଧମାଳ ଜିଲ୍ଲାର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଧାରଣାରେ ବସିଛନ୍ତି…

ମୋବାଇଲ ଛଡ଼ାଇ ନେବାରୁ କୀଟନାଶକ ପିଇ ଜୀବନ ହାରିଲା ନାବାଳିକା

ନୀଳଗିରି:ମୋବାଇଲ ଫୋନକୁ କେନ୍ଦ୍ର କରି ବାଲେଶ୍ୱର ଜିଲ୍ଲାର ରାଜ ବରହମପୁର ଥାନା ଅନ୍ତର୍ଗତ ଗଗପାଳ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ପରିବାର ଲୋକେ ମୋବାଇଲ ଛଡ଼ାଇ ନେବା ପରେ ଜଣେ ୧୫ ବର୍ଷୀୟା ନାବାଳିକା କୀଟନାଶକ ପିଇ ଦେଇଥିଲେ। ପରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି।ମୃତ…

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ କ୍ଷେତ୍ର; ୭ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର:ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡ଼ିଶା ଉପକୂଳ ନିକଟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତନଠାରୁ ପ୍ରାୟ ୭.୬ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପି ରହିଛି।…

ନୂଆ ପାଠ୍ୟପୁସ୍ତକ ଛପା ପାଇଁ ପ୍ରସ୍ତୁତି ଆରମ୍ଭ, ସମ୍ପୂର୍ଣ୍ଣ ତ୍ରୁଟିଶୂନ୍ୟ ପାଠ୍ୟ ପୁସ୍ତକ ଯୋଗାଇବେ ସରକାର

ଭୁବନେଶ୍ୱର : ନୂଆ ବହି ଛପା ପାଇଁ ଆରମ୍ଭ ହେଲା ପ୍ରସ୍ତୁତି । ବସିଲା ବଡ଼ ବୈଠକ । SCERT କାର୍ଯ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ, ସଚିବ ଏବଂ ଓସେପା ନିର୍ଦେଶକ । ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟ ପୁସ୍ତକ ଯୋଗାଇବେ ସରକାର । ଏନେଇ ଗତକାଲି ଗଣଶିକ୍ଷା ସଚିବଙ୍କ…

ନକଲି ପୁଲିସକୁ ମାଡ଼ି ବସିଲା ଅସଲି ପୁଲିସ, ନକଲି ଜଏନିଂ ଲେଟର ଜବତ

ଅନୁଗୋଳ : ଅନୁଗୋଳରୁ ନକଲି ପୁଲିସ ଅଟକ ।  ଏସପି ଅଫିସ ସମ୍ମୁଖରେ ଘୁରି ବୁଲୁଥିବା ବେଳେ ସନ୍ଦେହ ହେବାରୁ ମାଡ଼ି ବସିଲା ଅନୁଗୋଳ ଟାଉନ୍ ଥାନା ପୁଲିସ । କନଷ୍ଟେବଳ ପୋଷାକରେ ଥିଲେ, ନେମ୍ ପ୍ଲେଟ୍ ବ୍ୟାଚ ବି ଲାଗିଥିଲା। ଆଜି ଅପରାହ୍ନରେ ଏସପି ଅଫିସ ନିକଟରେ ବୁଲୁଥିବା ବେଳେ ତାଙ୍କ ହାବଭାବରୁ…

ମହିଳା ମହାବିଦ୍ୟାଳୟରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ଲାଇବ୍ରେରିଆନ୍ ବହିଷ୍କୃତ

ପଦ୍ମପୁର: ମହିଳା ମହାବିଦ୍ୟାଳୟରେ ଅସଦାଚରଣ ଅଭିଯୋଗ, ଲାଇବ୍ରେରିଆନ୍ ବହିଷ୍କୃତ । ପଦ୍ମପୁର ମହିଳା ମହାବିଦ୍ୟାଳୟର ଲାଇବ୍ରେରିଆନ ଯୌନ କେଳେଙ୍କାରୀ ଅଭିଯୋଗରେ କାର୍ଯ୍ୟରୁ ବହିଷ୍କୃତ । ଏନେଇ ପଦ୍ମପୁର ଉପଜିଲ୍ଲାପାଳ ତଥା ମହିଳା ମହାବିଦ୍ୟାଳୟ ପରିଚାଳନା କମିଟି ସଭାପତି ହେମସାଗର ଭୋଇ…

ଅମିତ ଶାହଙ୍କ ଓଡ଼ିଶା ଗସ୍ତ ବାତିଲ

ଭୁବନେଶ୍ୱର : ଅମିତ ଶାହଙ୍କ ଓଡ଼ିଶା ଗସ୍ତ ବାତିଲ । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ବାତିଲ । ୩ରୁ ୫ ତାରିଖ ଯାଏଁ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ଥିଲା। ଝାରସୁଗୁଡ଼ା, ସମ୍ବଲପୁର , ବରଗଡ଼, କଟକ ବଡ଼ମ୍ବା ଓ ଭୁବନେଶ୍ବରରେ ଥିଲା ଶାହଙ୍କ କାର୍ଯ୍ୟକ୍ରମ । ୪ ତାରିଖରେ…