Browsing Category

ଓଡିଶା

ନନ୍ଦନକାନନ ପ୍ରାଣୀଉଦ୍ୟାନରେ ଧଳା ବାଘୁଣୀ ସ୍ନେହାର ମୃତ୍ୟୁ

ଭୁବନେଶ୍ବର : ନନ୍ଦନକାନନ ପ୍ରାଣୀଉଦ୍ୟାନରେ ଧଳା ବାଘୁଣୀ ସ୍ନେହାର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାକୁ ୧୪ ବର୍ଷ ହୋଇଥିଲା। ତା’ର ମୃତ୍ୟୁ ସହିତ ନନ୍ଦନକାନନରେ ଏବେ ବାଘଙ୍କ ସଂଖ୍ୟା ୨୭କୁ ଖସି ଯାଇଛି। ଧଳା ବାଘ କୁସୁମ ଓ ନିଶାନର ଔରସରୁ ଜନ୍ମ ନେଇଥିଲା ସ୍ନେହା।ବନ୍ୟପ୍ରାଣୀ ପିସିସିଏଫ

ସିଝୁଛି ଓଡ଼ିଶା : ୪୪ ଡିଗ୍ରୀ ଡେଇଁଲା ତାପମାତ୍ରା

ଭୁବନେଶ୍ବର : ଆଜି ବି ପ୍ରଚଣ୍ଡ ତାତିରେ କଲବଲ ହେଲା ସାରା ଓଡ଼ିଶା। ଏ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ଆଜି ତାପମାତ୍ରା ୪୪ ଡିଗ୍ରୀ ସେଲ୍‌ସିୟସ ଛୁଇଁଛି। ୪୪.୩ ଡିଗ୍ରୀ ସହ ବୌଦ୍ଧ ପାଲଟିଛି ସର୍ବାଧିକ ଉତ୍ତପ୍ତ ସହର। ଏହା ତଳକୁ ରହିଛି ବାରିପଦା। ଆଜି ଏଠାରେ ଦିନର ସର୍ବୋଚ୍ଚ ତାପମାତ୍ରା

ଫୁଲବାଣୀ ପୌରାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ, ୨୩ ତାରିଖରେ ହେବ ଭାଗ୍ୟ ପରୀକ୍ଷା

ଫୁଲବାଣୀ,୧୮ା୪ : ଫୁଲବାଣୀ ପୌରାଧ୍ୟାକ୍ଷା ଶ୍ରୀମତୀ ସ୍ମିତାରାଣୀ ମହାନ୍ତିଙ୍କ ବିରୋଧରେ, ପୌରାଂଚଳର ୧୧ ଜଣ ୱାର୍ଡ ମେମ୍ବର ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି । ଏହି ବିଷୟରେ ଉପାଧ୍ୟକ୍ଷା ଶ୍ରୀମତୀ ପାୟଲ ବେହେରା ଓ କାଉନସିଲର ରାଜେନ୍ଦ୍ର ପାଢୀଙ୍କ ସମେତ ଅନ୍ୟ କାଉନସିଲର ମାନେ କନ୍ଧମାଳ

ଶଙ୍ଖ ଛାଡ଼ି ହାତ ଧରିବେ କି ଅସନ୍ତୁଷ୍ଟ ସମୀର ?

ନିମାପଡ଼ା: ନିମାପଡ଼ାରୁ ବିଜେଡି ଟିକେଟ ଘୋଷଣା ପରେ ସିଟିଂ ବିଧାୟକ ସମୀର ରଞ୍ଜନ ଦାଶଙ୍କ ସମର୍ଥକ ହତୋତ୍ସାହିତ ହୋଇପଡ଼ିଛନ୍ତି। ଦଳ ଦିଲ୍ଲୀପ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଥିବାରୁ ସମୀରଙ୍କ ସମର୍ଥକ ଏହାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ବିଜେଡି ବିଧାୟକ ସମୀର ରଞ୍ଜନ ଦାଶ ବିଜେଡ଼ି

ଇନ୍ଦିରା ଗାନ୍ଧିଙ୍କ ଭଳି ନବୀନ ପଟ୍ଟନାୟକଙ୍କ ନିର୍ବାଚନ ଅସିଦ୍ଧ ହୋଇପାରେ, ଫାଇଭ-ଟିରେ ୪୦ହଜାର କୋଟିର ଦୁର୍ନୀତି:…

ଭୁବନେଶ୍ବର : ରାଜ୍ୟରେ ନିର୍ବାଚନୀ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଫିସରମାନେ ବିଜେଡି ସପକ୍ଷରେ ଖୁଲମଖୁଲା ନିର୍ବାଚନ କାର୍ଯ୍ୟ ଜାରି ରଖିଛନ୍ତି । ୧୯୭୧ ମସିହାରେ ଇନ୍ଦିରା ଗାନ୍ଧିଙ୍କ ନିର୍ବାଚନରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ତତକାଳୀନ

ପ୍ରଥମ ପର୍ଯ୍ୟାୟ ମତଦାନର ଦିନକ ପୂର୍ବରୁ ୨ଟି ମାଓ ଡମ୍ପ ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଉଦ୍ଧାର

ମାଲକାନଗିରି: ରାତି ପାହିଲେ ଦେଶର ବିଭିନ୍ନ ସ୍ଥାନ ସହିତ ଛତିଶଗଡ଼ରେ ମଧ୍ୟ ମତଦାନ ହେବ। କିନ୍ତୁ ଏହା ପୂର୍ବରୁ ବିଏସଏଫ ଓ ମାଲକାନଗିରି ପୁଲିସକୁ ମିଳିଛି ବଡ଼ ସଫଳତା। ବିଶେଷ ସୂତ୍ରରୁ ଖବର ପାଇ କାଲିମେଳା ଥାନା ଅନ୍ତର୍ଗତ ବୋଡିଗାଟା ବିଏସଏଫ କ୍ୟାମ୍ପ, ଏମ୍ପିଭି-୨୧ ବିଏସଏଫ କ୍ୟାମ୍ପ ଏବଂ

୩୭ ବିଧାନସଭାରେ ପ୍ରାର୍ଥୀ ଘୋଷଣା କଲା ଆମ୍ ଆଦମୀ ପାର୍ଟି , ସିପିଏମ୍ ଲଢ଼ିବ ଭୁବନେଶ୍ୱର ଲୋକସଭା

ଭୁବନେଶ୍ବର : ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ୍ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଛି । ସିପିଆଇ(ଏମ୍ ) ମଧ୍ୟ ଆଜି ଭୁବନେଶ୍ୱର ଲୋକସଭା ସମେତ ୭ଟି ବିଧାନସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଜାରି କରିଛି ।ସୂଚନା ଅନୁସାରେ, ସିପିଆଇଏମ୍ ରାଜ୍ୟ ସମ୍ପାଦକ ତଥା ବରିଷ୍ଠ ନେତା ସୁରେଶ

ଖରସ୍ରୋତାରେ ପୁଣି ଅଘଟଣ: ଗାଧୋଇବା ବେଳେ ଦୁଇ ଭାଇ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ବ୍ୟାସନଗର: ଯାଜପୁର ଜିଲ୍ଲା ଯାଜପୁରରୋଡ ଥାନା ଅନ୍ତର୍ଗତ ଜୋକଡିଆ ଖରେସ୍ରୋତା ନଦୀରେ ପୁଣି ଅଘଟଣ ଘଟିଛି। ଏଠାରେ ଗାଧୋଇବା ସମୟରେ ଦୁଇ ଭାଇ ନିଖୋଜ ହୋଇଛନ୍ତି। ନିଖୋଜ ଯୁବକ ଦ୍ବୟ ହେଲେ ଶାଶ୍ବତ ରଂଜନ ସ୍ବାଇଁ (୨୪) ଓ ସ୍ବସ୍ତିକ ରଂଜନ ସ୍ବାଇଁ (୨୧)। ପ୍ରାୟ ୫ ଘଣ୍ଟା ପରେ ମଧ୍ୟ

ଓଡ଼ିଶାବାସୀ ଯାହା ଚାହିଁବେ ତାକୁ ଦିଆଯିବ ପ୍ରାଧାନ୍ୟ: ବିଜେଡିର ନିର୍ବାଚନୀ ଇସ୍ତାହାର ନେଇ ଲୋକଙ୍କ ମତାମତ ଲୋଡି‌ଲେ…

ଭୁବନେଶ୍ବର: ବିଜେଡିର ନିର୍ବାଚନୀ ଇସ୍ତାହାର ନେଇ ଲୋକଙ୍କ ମତାମତ ଲୋଡି‌ଲେ ଭିକେ ପାଣ୍ଡିଆନ। ସେ ଏକ ଭିଡିଓ ଜାରି କରି ଲୋକଙ୍କ ମତାମତ ଲୋଡ଼ିଛନ୍ତି। ବିଜେଡିର ନିର୍ବାଚନୀ ଇସ୍ତାହାର ପ୍ରସ୍ତୁତି ଚାଲିଥିବା ବେଳେ ଏଥିପାଇଁ ମତାମତ ଲୋଡ଼ିଛନ୍ତି।ପାଣ୍ଡିଆନ କହିଛନ୍ତି, ଏହା ଲୋକଙ୍କ ସରକାର,

ରାଉରକେଲାରେ ଆଖଡ଼ା ଶୋଭାଯାତ୍ରା: ସାମିଲ ହେଲେ ଲୋକସଭା ଓ ବିଧାନସଭାର ପ୍ରାର୍ଥୀ

ରାଉରକେଲା: ଆଜି ସହରର ରାମନବମୀ ଶୋଭାଯାତ୍ରାକୁ ଆରକ୍ଷୀ ଅଧିକ୍ଷକ ତଥା ଡିଆଇଜି ବ୍ରିଜେଶ କୁମାର ରାୟ ନଡ଼ିଆ ଭାଙ୍ଗି ଉଦ୍‌ଘାଟନ କରିବା ପରେ ଶୋଭାଯାତ୍ରା ବିର୍ସା ଛକଠାରୁ ଆରମ୍ଭ ହୋଇଥିଲା। ଡିଆଇଜି ଶ୍ରୀ ରାୟ ତାଙ୍କ ବକ୍ତବ୍ୟରେ କହିଥିଲେ ଯେ, ଏହି ଶୋଭାଯାତ୍ରାରେ ଶାନ୍ତି ବଜାୟ ରଖିବାକୁ