Browsing Category

ଓଡିଶା

ତିନି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିପାରୁ ନାହାନ୍ତି ବିଜେଡି, ବିଜେପି ସହ କଂଗ୍ରେସ

ଭୁବନେଶ୍ବର: ସାଧାରଣ ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ପାଣିପାଗରେ ଉଷ୍ନତା ଦେଖାଯାଇଛି। ଆସନ୍ତା ମାସ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ୪ଟି ଲୋକସଭା କ୍ଷେତ୍ର ଓ ୨୮ଟି ବିଧାନସଭା ନିର୍ବାଚନ ମଣ୍ଡିଳୀରେ ମତଦାନ ହେବ। ଭୋଟ୍‌ଦାନ ତାରିଖ ଯେତିକି ପାଖେଇ ଆସୁଛି। ରାଜନୈତିକ ଦଳ,

କମିସନରେଟ ପୁଲିସ ହାତରେ ସ୍ୱାମୀସ୍ତ୍ରୀ ଗ୍ୟାଙ୍ଗ

ଭୁବନେଶ୍ବର : କମିସନରେଟ ପୁଲିସ ହାତରେ ସ୍ୱାମୀ ସ୍ତ୍ରୀ ଗ୍ୟାଙ୍ଗ। ଗ୍ୟାଙ୍ଗର ୪ ସାଇବର ଠକଙ୍କୁ ଗିରଫ କଲା ସାଇବର ଥାନା ପୁଲିସ। ଗିରଫ ଅଭିଯୁକ୍ତ ମାନେହେଲେ ଗଞ୍ଜାମର ତୃପ୍ତି ରଞ୍ଜନ ପାତ୍ର ଓ ବନଲତା ସାହୁ ଏମାନେ ଉଭୟ ସ୍ୱାମୀ ସ୍ତ୍ରୀ। ଅନ୍ୟ ଦୁଇଜଣ ହେଲେ ବଲାଙ୍ଗୀରର ମାନସ ରଞ୍ଜନ ସୁନା ଓ

ପିକ୍‌ଅପ୍‌ ଭ୍ୟାନ୍‌ରୁ ୧୦ ଲକ୍ଷ ଟଙ୍କା ଜବତ

ବରଗଡ଼ : ନିର୍ବାଚନ ଆଚରଣ ବିଧି ଲାଗି ହୋଇଥିବା ବେଳେ ୧୦ ଲକ୍ଷ ଟଙ୍କା ଏକ ପିକ୍‌ଅପ୍‌ ଭ୍ୟାନ୍‌ରେ ଚାଲାଣ ହେଉଥିଲା। ଗାଡ଼ି ଯାଞ୍ଚ ବେଳେ ବରଗଡ଼ ସଦର ଥାନା ପୁଲିସ୍‌ ଏତେ ପରିମାଣର ଟଙ୍କା ଜବତ କରିଛି। ଏତେ ପରିମାଣର ଟଙ୍କା କେଉଁଠି ଯାଉଥିଲା, ତାହା ଜଣାପଡ଼ିନଥିବା ବେଳେ ମଧ୍ୟ ପୁଲିସ୍‌ ଘଟଣାର

ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ଉତ୍‌କ୍ଷେପଣ ହେଲା ଦୂରଗାମୀ କ୍ରୁଜ୍‌ ମିସାଇଲ

ଚାନ୍ଦିପୁର: ବାଲେଶ୍ବର ଜିଲ୍ଲା ଚାନ୍ଦିପୁରରରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଦୂରଗାମୀ ସବ୍‌-ସୋନିକ୍‌ କ୍ରୁଜ୍‌ ମିସାଇଲ ଗୁରୁବାର ପରୀକ୍ଷା ହୋଇଛି। ଏହା ୧୫୦୦ କିଲୋମିଟର ପର୍ଯ୍ୟନ୍ତ ଲକ୍ଷ୍ୟଭେଦ କରିପାରିବ। ଏଥିରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଟୁର୍ବୋଜେଟ୍‌ ଇଞ୍ଜିନ୍‌

୩୨ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ, ଭୁବନେଶ୍ୱର ସବୁଠୁ ଉତ୍ତପ୍ତ

ଭୁବନେଶ୍ବର : ରାଜ୍ୟରେ ଆଜି ୩୨ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବା ବେଳେ ଭୁବନେଶ୍ୱର ପାଲଟିଛି ସବୁଠୁ ଉତ୍ତପ୍ତ ସହର। ଏଠାରେ ଆଜି ଦିନର ସର୍ବୋଚ୍ଚ ତାପମାତ୍ରା ୪୩.୬ ଡିଗ୍ରୀ ରହିଥିଲା। ଏପ୍ରିଲ ୫ ତାରିଖରେ ଭୁବନେଶ୍ୱରର ସର୍ବୋଚ୍ଚ ଦିନ ତାପମାତ୍ରା ୪୩.୫ ଡିଗ୍ରୀ

ଲଢ଼ିବେନି ପ୍ରସାଦ ହରିଚନ୍ଦନ, ମନୋଜ ରଥ ସତ୍ୟବାଦୀରୁ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ବର:ଆଉ ୪ଟି ବିଧାନସଭା ଆସନ ପାଇଁ ଆଜି ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ମାହାଙ୍ଗାରୁ ଦଳ ଦେବେନ୍ଦ୍ର ସାହୁଙ୍କୁ ପ୍ରାର୍ଥୀ କରିଥିବା ବେଳେ ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ ଜେନା ଓ ଭୁବନେଶ୍ୱର-ଉତ୍ତରରୁ ଅଶୋକ ଦାସଙ୍କୁ କରିଛି ପ୍ରାର୍ଥୀ।ସତ୍ୟବାଦୀ ଆସନରୁ

ସ୍ୱେଚ୍ଛାକୃତ ଅବସର ନେଲେ ଆଇପିଏସ୍‌ ସଂଜୟ ସିଂହ

ଭୁବନେଶ୍ବର: ୧୯୯୬ ବ୍ୟାଚ୍‌ର ଭାରତୀୟ ପୁଲିସ ସେବା (ଆଇପିଏସ୍‌) ଅଧିକାରୀ ସଂଜୟ ସିଂହ ସ୍ୱେଚ୍ଛାକୃତ ଅବସର (ଭିଆରଏସ୍‌) ନେଇଛନ୍ତି। ସଂଜୟ ସିଂହଙ୍କ ଭିଆରଏସ୍‌ ଆବେଦନକୁ ରାଜ୍ୟ ଗୃହ ବିଭାଗ ମଞ୍ଜୁର କରିଛି। ସଞ୍ଜୟ ସିଂହ ଏବେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ଡେପୁଟି ଡିଜି ଭାବେ ଦାୟିତ୍ୱରେ

ମୌଳିକ ସୁବିଧା ଓ ନୂତନ ୱାର୍ଡ ଗଠନ ଦାବିରେ ୬୦ ପରିବାର କରିବେ ଭୋଟ ବର୍ଜନ

ବାଲିଗୁଡା : ନିର୍ବାଚନ ସମୟରେ ବିଭିନ୍ନ ରାଜନୈତିକ ଦଳ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି ନିମନ୍ତେ ଗୋଲାପି ଗୋଲାପି ଇସ୍ତାହାର ଜାରି କରିଥାନ୍ତି । କିନ୍ତୁ ଆଜି ବି ରାସ୍ତା ,ପିଇବା ପାଣି କି ପିଲାଙ୍କ ଶିକ୍ଷା ପାଇଁ ବିଦ୍ୟାଳୟ ଟିଏ ନାହିଁ, ଦିନ

ବ୍ୟାନର ଝୁଲାଇ ନିର୍ବାଚନକୁ ବହିଷ୍କାର ପାଇଁ ନକ୍ସଲଙ୍କ ଆହ୍ବାନ; କଂଗ୍ରେସ ନେତା ଓ ସରପଞ୍ଚଙ୍କୁ ମୃତ୍ୟୁ ଦଣ୍ଡ ନେଇ…

ମାଲକାନଗିରି: ସୀମାନ୍ତରେ ପୁଣି ନକ୍ସଲଙ୍କ ବ୍ୟାନର ଓ ପୋଷ୍ଟର ଦେଖିବାକୁ ମିଳିଛି। ସୁକମା ଜିଲ୍ଲାର ଦୁର୍ଗମ ଅଂଚଳରେ ନକ୍ସଲ ପୋଷ୍ଟର ମାରିବା ସହ ବ୍ୟାନରରେ ୨୮ତମ ଲୋକସଭା ନିର୍ବାଚନକୁ ବହିଷ୍କାର ରିବାକୁ ଆହ୍ବାନ ଦେଇଛନ୍ତି। କେନ୍ଦ୍ରର ବିଜେପି ଓ କଂଗ୍ରେସ ସରକାରଙ୍କୁ ମାରି ଭଗାନ୍ତୁ ବୋଲି

ଗତକାଲିଠୁ ନିଖୋଜ ଥିଲେ; ଆଜି ସକାଳେ ସମୁଦ୍ରରୁ ମିଳିଲା ମୃତଦେହ

ପୁରୀ : ଗତକାଲିଠୁ ନିଖୋଜ ଥିଲେ। ଆଜି ସକାଳେ ସମୁଦ୍ର କୂଳରୁ ଠାବ ହୋଇଛି ବ୍ୟକ୍ତିଙ୍କ ମୃତଦେହ। ପୁରୀ ଜିଲ୍ଲା ଅସ୍ତରଙ୍ଗ ଥାନା ଅନ୍ତର୍ଗତ ଗୁଣ୍ଡଳବା ନିକଟ ସମୁଦ୍ର କୂଳରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଠାବ କରାଯାଇଛି। ମୃତ ବ୍ୟକ୍ତି ଜଣଙ୍କ ଆଇଁସଣିଆ ଗ୍ରାମର ରାଧୁ ସ୍ୱାଇଁ। ତାଙ୍କ ଦେହରେ