Browsing Category

ଓଡିଶା

ଗଛ କଟାକୁ ବିରୋଧ କଲେ ଗ୍ରାମବାସୀ, ଅନୁମତି ପତ୍ର ଦେଖାଇ ପାରିଲାନି ବନ ବିଭାଗ

ରାଇରଙ୍ଗପୁର: ମୟୂରଭଂଜ ଜିଲ୍ଲା ବହଳଦା ବନବିଭାଗ ପକ୍ଷରୁ ଗଛ କଟାକୁ ବିରୋଧ କଲେ ଗ୍ରାମବାସୀ। କାଟିବା ପାଇଁ ଅନୁମତି ପତ୍ର ଦେଖାଇ ପାରିଲାନି ବନ ବିଭାଗ। ଏନେଇ ଗ୍ରାମବାସୀ କ୍ଷୋଭ ପ୍ରକାଶ କରିଛନ୍ତି। ସରକାର ଜଙ୍ଗଲ ବଢ଼ାଇବା ଲାଗି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଜଙ୍ଗଲର ରକ୍ଷକ

ଏନ୍‌କାଉଣ୍ଟରରେ ୨୯ ନକ୍ସଲ ସଫା, ସର୍ଚ୍ଚ ଅପରେସନ୍‌ ଜାରି

ଭୁବନେଶ୍ବର/ମାଲକାନଗିରି: ସାଧାରଣ ନିର୍ବାଚନ-୨୦୨୪ ପାଇଁ ମତଦାନ ପୂର୍ବରୁ ମାଲକାନଗିରି ସୀମାନ୍ତ ଛତିଶଗଡ଼ରେ ପୁଣି ବଡ଼ଧରଣର ଏନ୍‌କାଉଣ୍ଟର ହୋଇଛି। କାଂକେର ଜିଲ୍ଲା ଛୋଟେବେଟିଆ ଥାନା କଲପର ଜଂଗଲରେ ଏନକାଉଣ୍ଟର ହୋଇଥିବା ଜଣାପଡ଼ିଛି। ଏହି ଏନ୍‌କାଉଣ୍ଟରରେ ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ

ଅଧାବାଟରେ ଅଟକିଲେ ପ୍ରଭୁ ଶ୍ରୀଲିଙ୍ଗରାଜ, ଆସନ୍ତାକାଲି ପୁଣି ଗଡ଼ିବ ରୁକୁଣା ରଥ

ଭୁବନେଶ୍ବର: ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥ ମଙ୍ଗଳବାର ସନ୍ଧ୍ୟାରେ ପାପନାଶିନୀ ଛକ ନିକଟରେ ଅଟକିଛି। ବିଧି ରହିଛି ସୂର୍ଯ୍ୟାସ୍ତ ପରେ ରଥ ଟଣା ହୁଏନି। ତେଣୁ ଅଧା ରାସ୍ତାରେରଥ ଅଟକିଛି। ଅଧଘଣ୍ଟା ବିଳମ୍ବରେ ନୀତିକାନ୍ତ ଆରମ୍ଭ ହୋଇ ଦେଢ଼ଘଣ୍ଟା ବିଳମ୍ବରେ ଗଡିଥିଲା ମହାପ୍ରଭୁ

ଦେଶୀ ବନ୍ଧୁକ ତିଆରି କାରଖାନା ଉପରେ ଚଢ଼ାଉ, ୨୨ ବନ୍ଧୁକ ଜବତ ଓ ୩ ଗିରଫ

ସମ୍ବଲପୁର : ସମ୍ବଲପୁର ପୋଲିସକୁ ମିଳିଛି ବଡ ସଫଳତା । ସମ୍ବଲପୁର ପୋଲିସ ବେଆଇନ ଭାବରେ ଦେଶୀ ବନ୍ଧୁକ ତିଆରି ହେଉଥିବା କାରଖାନା ଉପରେ ଚଢ଼ାଉ କରି ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ସମ୍ବଲପୁର ଏସପିଙ୍କ ନିର୍ଦ୍ଦେଶରେ ଜମନକିରା ପୋଲିସ ପକ୍ଷରୁ ବଡରମା ଘାଟି ଓ ବାସୁପାଲି ଠାରେ

ଓଆରଏଚଡିସି ଦୁର୍ନୀତି ମାମଲା: ମୋକିମଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କଲେ ସୁପ୍ରିମକୋର୍ଟ

କଟକ: ଓଆରଏଚଡିସି ଦୁର୍ନୀତି ମାମଲାରେ ବାରବାଟୀ କଟକ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ସାମୟିକ ଆଶ୍ଵସ୍ତି । ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ଆଶ୍ବସ୍ତି ପ୍ରଦାନ କଲେ ସୁପ୍ରିମକୋର୍ଟ । ଓଆରଏଚଡିସି ମାମଲାରେ ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡ ହାଇକୋର୍ଟ କାଏମ ରଖିଥିଲେ ଏହାକୁ

ଝାରସୁଗୁଡ଼ାରେ କୋର୍ଟ ଛାତ ଉପରୁ ଡେଇଁ କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ

ଝାରସୁଗୁଡ଼ା: ଛାତ ଉପରୁ ଡେଇଁ ଜଣେ କଏଦୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଝାରସୁଗୁଡ଼ା ଜିଲ୍ଲା ଦୌରାଜଜଙ୍କ ଅଦାଲତର ଦ୍ୱିତୀୟ ମହଲାରୁ ଜଣେ ଅଭିଯୁକ୍ତ ଡେଇଁ ଆତ୍ମହତ୍ୟା ଉଦ୍ୟମ କରୁଥିବାର ଘଟଣା ସାମ୍ନାକୁ ଆସିଛି। ଅଭିଯୁକ୍ତ ଜଣଙ୍କ ହେଲେ ବେଲପାହାଡ଼ ଥାନା ଅନ୍ତର୍ଗତ ଜୁନାଡ଼ିହି ଗାଁର ସନାତନ

ବିଜେଡିରେ ମିଶିଲେ ଲାଞ୍ଜିଗଡ଼ ଓ ନର୍ଲା ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି ଓ କଂଗ୍ରେସ ନେତା

ଭୁବନେଶ୍ୱର: ବିଜେଡ଼ିରେ ଯୋଗଦେଲେ କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ଲାଞ୍ଜିଗଡ଼ ଓ ନର୍ଲା ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ । ଆଜି ଶଙ୍ଖଭବନ ଠାରେ ଧର୍ମଶାଳା ବିଧାୟକ ତଥା କଳାହାଣ୍ଡି ଜିଲ୍ଲା ପର୍ଯ୍ୟବେକ୍ଷକ ପ୍ରଣବ ବଳବନ୍ତରାୟ ଓ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ

SCBରୁ ଫେରାର୍ କଏଦୀଙ୍କ ଝୁଲନ୍ତା ମୃତଦେହ ଯାଜପୁରରୁ ଉଦ୍ଧାର

କଟକ ବଡ଼ ମେଡ଼ିକାଲରୁ ଫେରାର କଏଦୀଙ୍କ ମୃତଦେହ ଯାଜପୁର ଜିଲ୍ଲା କାଳିଆପାଣି ଥାନା ଅନ୍ତର୍ଗତ ଗିରିଙ୍ଗାମାଳି ଜଙ୍ଗଲରୁ ଉଦ୍ଧାର କରାଯାଇଛି। ମୃତ କଏଦୀ ଜଣଙ୍କ ହେଲେ ସ୍ଥାନୀୟ ଅଞ୍ଚଳର ଶୁକ୍ରା ମୁଣ୍ଡା। ଶୁକ୍ରା ଏକ ହତ୍ୟା ମାମଲାରେ ଦଣ୍ଡିତ ହୋଇ ଆଠଗଡ଼ ରାଧାରମଣପୁର ମଡେ଼ଲ ଜେଲରେ ଆଜୀବନ

ଉନ୍ନତିକରଣ ନେଇ ଭିଡିଓ କଲ୍‌ ଯୋଗେ ଲୋକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ନିର୍ବାଚନ ପୂର୍ବରୁ ଉନ୍ନତିକରଣକୁ ନେଇ ଲୋକଙ୍କ ମତ ନେଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବରୁ ଭଏସ କଲ ଆଉ ଏବେ ଭିଡିଓ କଲ୍‌ ଯୋଗେ ଲୋକଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ଲୋକଙ୍କ ସହ କଥା ହେବା ସଙ୍ଗେ ସଙ୍ଗେ ସେମାନଙ୍କ ଅଞ୍ଚଳର ବିକାଶ କଥା ପଚାରି

ଶ୍ରୀମନ୍ଦିରରେ ଅଶୋକାଷ୍ଟମୀ ନୀତି ପାଳିତ

ପୁରୀ : ଶ୍ରୀମନ୍ଦିରରେ ଅଶୋକାଷ୍ଟମୀ । ଶ୍ରୀମନ୍ଦିରରେ ଶ୍ରୀଲୋକନାଥଙ୍କ ଅଶୋକାଷ୍ଟମୀ ନୀତି ପାଳିତ ହୋଇଛି । ଶ୍ରୀଲୋକନାଥ ହେଉଛନ୍ତି ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଭଣ୍ଡାର ରକ୍ଷକ। ମହାପ୍ରଭୁଙ୍କ ଭଣ୍ଡାର ଗୃହରେ ଲୋକନାଥଙ୍କ ଚଳନ୍ତି ପ୍ରତିମା ପୂଜା ପାଇଥାନ୍ତି। ମହାପ୍ରଭୁଙ୍କ ସକାଳ ଧୂପ