Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଟ୍ୱିନ ସିଟି ହେବ ଟ୍ରିପଲ୍ ସିଟି
ଭୁବନେଶ୍ବର : ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ନୂଆ ପରିକଳ୍ପନା। ଟ୍ୱିନ ସିଟି ହେବ ଟ୍ରିପଲ୍ ସିଟି। ଦ୍ୱୈତ ନଗରୀ କଟକ-ଭୁବନେଶ୍ୱର ସହ ଯୋଡ଼ି ହେବ ପୁରୀ। ବଢ଼ିବ ସହରର ଆକାର। ଏହା ଦ୍ୱାରା ଗମନାଗମନ ସୁବିଧା ସହ ଅର୍ଥନୈତିକ ଅଭିବୃଦ୍ଧି ହେବ। ଆଜି ବିଭାଗ ପକ୍ଷରୁ ଆୟୋଜିତ ସମୀକ୍ଷା!-->…
ମନୋଜ ଆହୁଜା ପରବର୍ତ୍ତୀ ମୁଖ୍ୟ ସଚିବ, ପ୍ରଶାସନିକ ନବକଳେବର ଖୁବଶୀଘ୍ର !
ଭୁବନେଶ୍ବର : ୧୯୯୦ ବ୍ୟାଚ୍ ଆଇଏଏସ୍ ମନୋଜ ଆହୁଜା ରାଜ୍ୟର ପରବର୍ତ୍ତୀ ମୁଖ୍ୟ ସଚିବ ହୋଇପାରନ୍ତି । ଆଜି କେନ୍ଦ୍ର ସରକାର ତାଙ୍କୁ ନିଜ ଗୃହ କ୍ୟାଡ଼ର ଓଡ଼ିଶାକୁ ଫେରାଇ ଦେବାପରେ ଏଭଳି ସମ୍ଭାବନା ସୃଷ୍ଟି ହୋଇଛି । ରାଜ୍ୟର ପ୍ରଥମ ବିଜେପି ସରକାର ଶ୍ରୀ ଆହୁଜାଙ୍କୁ ଓଡ଼ିଶା ଫେରାଇବା ପାଇଁ!-->…
ସୀମାନ୍ତ ପୁଲିସ ଗୁଳିରେ ଜଣେ ନକ୍ସଲ ନିହତ ହୋଇଥିବା ବେଳେ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ…
ମାଲକାନଗିରି : ସୀମାନ୍ତ ଛତିଶଗଡର ଧମତରୀ ଜିଲ୍ଲାରେ ପୁଲିସ ଗୁଳି ରେ ଜଣେ ନକ୍ସଲ ନିହତ ହୋଇଥିବା ବେଳେ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି। ସୂଚନା ଅନୁଯାୟୀ ଛତିଶଗଡ଼ ର ଧମତରୀ ଜିଲ୍ଲାର ଆମଝର ଜଙ୍ଗଲରେ ତଲାସୀ ଅଭିଯାନ ବେଳେ ଜଙ୍ଗଲରେ ଏକ ମାଓ କ୍ୟମ୍ପକୁ ଯବାନ ମାନେ ଦେଖିଥିଲେ!-->!-->!-->…
ରଥଯାତ୍ରା ପାଇଁ ହେଲା ନୀତି ନିର୍ଘଣ୍ଟ, ୧ଟା ୧୦ରେ ପହଣ୍ଡି, ୫ଟାରେ ରଥଟଣା
ପୁରୀ: ରଥାଯାତ୍ରା ପାଇଁ ଶେଷ ହୋଇଛି ନୀତି ସବକମିଟି ଓ ଛତିଶାନିଯୋଗର ଯୁଗ୍ମ ଗୁରୁତ୍ୱପୂର୍ଣ୍ଣ ବୈଠକ । ବୈଠକରେ ରଥଯାତ୍ରାରୁ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ନୀତିନିର୍ଘଣ୍ଟ ଚୂଡାନ୍ତ ହୋଇଛି । ଜୁଲାଇ ୭ ତାରିଖରେ ଅନୁଷ୍ଠିତ ରଥଯାତ୍ରାରେ ଅପରାହ୍ନ ୫ଟାରେ ରଥଟଣା ହେବ ବୋଲି ନୀତିନିର୍ଘଣ୍ଟ!-->…
ଜନ୍ମମାଟି ରାଇକଳାକୁ ଯାଇ ମା’ ଙ୍କ ହାତରୁ ପଖାଳ ଖାଇଲେ ମୁଖ୍ୟମନ୍ତ୍ରୀ
ଗତକାଲିଠାରୁ ଦୁଇ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତରେ ଯାଇଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ତାଙ୍କ ଜନ୍ମମାଟି ରାଇକଳାକୁ ଯାଇଥିଲେ। ମୁଖ୍ୟମନ୍ତ୍ରୀ ହେବା ପରେ ସେ ପ୍ରଥମ ଥର ପାଇଁ ନିଜ ଗାଁକୁ ଯାଇଥିଲେ। ଗାଁରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ କରିଥିଲେ!-->…
ଜୁନ ୨୫କୁ କଳା ଦିବସ ଭାବେ ପାଳନ କରିବ ବିଜେପି
ଭୁବନେଶ୍ବର: ଜୁନ ୨୫କୁ କଳା ଦିବସ ଭାବେ ପାଳନ କରିବ ବିଜେପି। ଏହି ଦିନ ସାରା ଦେଶରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଥିଲେ ଇନ୍ଦିରା ଗାନ୍ଧୀ। ଏହା ସହ ଦଳ ଅଭିଯୋଗ କରିଛି ଗଣତନ୍ତ୍ର ଏବଂ ଭାରତର ସମ୍ବିଧାନ କଂଗ୍ରେସ ସମୟରେ ସର୍ବାଧିକ କ୍ଷତିଗ୍ରସ୍ତ ଏବଂ ଅପମାନିତ ହୋଇଛି। ଜୁନ ୨୫ରେ!-->…
ବ୍ଲକ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ, ଜଳିଗଲା ଗୁରୁତ୍ବପୂର୍ଣ୍ଣ ଫାଇଲ
ବୌଦ୍ଧ: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ । ନିଆଁ ଲାଗି ଜଳିଗଲା ବହୁ ଗୁରୁତ୍ବପୂର୍ଣ୍ଣ କାଗଜ ପତ୍ର । ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି ଅଗ୍ନିଶମ ବାହିନୀ ।
ଖବର ମୁତାବକ, ହରଭଙ୍ଗା ବ୍ଲକ କାର୍ଯ୍ୟାଳୟର ବିପିସି ବିଭାଗରେ କୌଣସି କାରଣରୁ ନିଆଁ!-->!-->!-->…
ଭାରତର ବିଭିନ୍ନ ତୀର୍ଥକ୍ଷେତ୍ରକୁ ଓଡିଶାରୁ ଗଡିବ ବସ
ଭୁବନେଶ୍ୱର: ରଥଯାତ୍ରା ପାଇଁ ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ ବସ୍ । କେବଳ ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ଏଥିସହିତ ବଦଳିପାରେ ଲକ୍ଷ୍ମୀ ବସର ନାଁ । ଓଡିଶା ରାଜ୍ୟ ସଡ଼କ ପରିବହନ ନିଗମର ପ୍ରଥମ ବୈଠକରେ ରିଭ୍ୟୁ କରି ଏହି ସୂଚନା!-->…
ଆସନ୍ତା ୨୬ରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ବଢ଼ିବ ବର୍ଷାର ପରିମାଣ
ଭୁବନେଶ୍ବର: ବଙ୍ଗୋପସାଗରରେ ଆସନ୍ତା ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟରେ ୨୬ ରୁ ବର୍ଷାର ପରିମାଣ ବଢିବ । ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଭାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି ।
ପାଣିପାଗ ବିଭାଗର ସୂଚନା ମୁତାବକ, ଘୂର୍ଣ୍ଣିବଳୟ ଯୋଗୁଁ!-->!-->!-->…
ରାଜ୍ୟର ସବୁ ବ୍ଲକରେ ଶୀତଳ ଭଣ୍ଡାର ପ୍ରତିଷ୍ଠା ହେବ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
ଭୁବନେଶ୍ୱର: ରାଜ୍ୟର ସବୁ ବ୍ଲକରେ ଶୀତଳ ଭଣ୍ଡାର ପ୍ରତିଷ୍ଠା ହେବ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ମନ୍ତ୍ରୀ କହିଛନ୍ତି, ବିଜେପିର ସଂକଳ୍ପପତ୍ର ଅନୁଯାୟୀ ପ୍ରତି ବ୍ଲକରେ ଶୀତଳ ଭଣ୍ଡାର ଖୋଲାଯିବ। ମୁଖ୍ୟମନ୍ତ୍ରୀ ବି ଏହାଉପରେ!-->…