Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଭାରସାମ୍ୟ ହରାଇ ଓଭରବ୍ରିଜରୁ ତଳକୁ ଖସିଲା ଯାତ୍ରୀବାହୀ ବସ୍, ୩ ମୃତ, ୪୦ ଆହତ
ଯାଜପୁର: ଯାଜପୁର କୁଆଖିଆର ଓଲଟିଲା ଯାତ୍ରୀବାହୀ ବସ୍। କାଳିଆନନା ନାମକ ଏକ ବସ୍ କୋଲକାତା ଅଭିମୁଖେ ଯାଉଥିବା ବେଳେ କୁଆକିଆ ବାରବାଟୀ ନିକଟରେ ଭାରସାମ୍ୟ ହରାଇ ଓଭରବ୍ରିଜ୍ରୁ ଓଲଟି ପଡ଼ିଥିବା ସୂଚନା ମିଳିଛି। ୧୬ ନମ୍ବର ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଥିବା ବେଳେ ପାଖାପାଖି ୪୦!-->…
ରାଜ୍ୟର ୧୮ ସହରରେ ଦିନର ତାପମାତ୍ରା ୪୦ ଡ଼ିଗ୍ରୀ ଅବା ଅଧିକ ରେକର୍ଡ
ଭୁବନେଶ୍ବର: ସୋମବାର ରାଜ୍ୟର ୧୮ ସହରରେ ଦିନର ତାପମାତ୍ରା ୪୦ ଡ଼ିଗ୍ରୀ ଅବା ଅଧିକ ରେକର୍ଡ କରାଯାଇଛି। ବାରିପଦାରେ ତାପମାତ୍ରା ସର୍ବାଧିକ ୪୧.୪ ଡ଼ିଗ୍ରୀ ଥିବାବେଳେ ଭୁବନେଶ୍ୱର, ଚାନ୍ଦବାଲି, ଏବଂ ନୂଆପଡାରେ ୪୧.୨ ଡ଼ିଗ୍ରୀ ରହିଛି। ଏହା ସହିତ ତାଲିକାରେ ଏସବୁ ସହର ଦ୍ୱିତୀୟ ସର୍ବାଧିକ!-->…
ନିର୍ବାଚନ ସମୀକ୍ଷା, ମାଲକାନଗିରିରେ ମାଓ ସମସ୍ୟା ନାହିଁ : ପୁଲିସ ଡିଜି
ମାଲକାନଗିରି: ପୁଲିସ୍ ଡିଜି ଅରୁଣ କୁମାର ଷଡଙ୍ଗୀ ମାଲକାନଗିରିର ସ୍ବାଭିମାନ ଅଂଚଳରେ ସ୍ଥିତି ଉଚ୍ଚସ୍ତରୀୟ ପୁଲିସ ଅଧିକାରୀଙ୍କ ସହ ସମୀକ୍ଷା କରିଛନ୍ତି । ସ୍ବାଭିମାନ ଅଂଚଳ ପରେ ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ସେ ସ୍ଥିତି ସମୀକ୍ଷା କରିଛନ୍ତି।
ଗୁଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର!-->!-->!-->…
ଦିନ ୧୧ ରୁ ୩ଟା ମଧ୍ୟରେ ବାହାରେ କାମ କରିବେନି ଶ୍ରମିକ, ଚିଠି ଲେଖି ନିର୍ଦ୍ଦେଶ ଦେଲେ ଏସଆରସି
ଭୁବନେଶ୍ବର: ପ୍ରଚଣ୍ଡ ଖରା ତାତିରେ ସିଜୁଛନ୍ତି ରାଜ୍ୟବାସୀ । ସକାଳ ୮ଟାରୁ ଖରାର ପ୍ରକୋପ ଏତେ ଅଧିକ ରହୁଛି ଯେ, ଘରୁ ବାହାରିବା ମୁସ୍କିଲ ହୋଇପଡୁଛି । ଏହାକୁ ନଜରରେ ରଖି ଶ୍ରମିକଙ୍କୁ ଖରାରେ କାମ କରାଇବାକୁ କଡାକଡି ଭାବେ ବାରଣ କରାଯାଇଛି । ଖରାରେ ଶ୍ରମିକଙ୍କୁ କାମ କରାଇଲେ ମିଳିବ ଦଣ୍ଡ!-->…
ମୋଦିଙ୍କ ଗ୍ୟାରେଂଟି” ପ୍ରସଙ୍ଗରେ ସର୍ବାଧିକ ଲାଭାନ୍ୱିତ ହେବ ଓଡିଶା: ବିଜେପି ରାଜ୍ୟ ସଭାପତି
ଭୁବନେଶ୍ୱର: ୨୦୦୧୪ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତୀୟ ଜନତା ପାର୍ଟି କ୍ଷମତାକୁ ଆସିବା ପରେ ଦେଶବାସୀଙ୍କୁ ଦିଆଯାଇଥିବା ଅଧିକାଂଶ ପ୍ରତିଶୃତି ପୂରଣ କରାଯାଇଛି । ଏହା ପରେ ୨୦୧୯ ସାଧାରଣ ନିର୍ବାଚନରେ ମଧ୍ୟ ଦିଆଯାଇଥିବା ସମସ୍ତ ପ୍ରତିଶୃତିକୁ!-->…
ନିର୍ବାଚନ ଅଧିକାରୀଙ୍କ ଛାଟ; ଶିକ୍ଷକଙ୍କୁ ଅନ୍ୟତ୍ର ବଦଳି
ରାଜନୀତିକ କାର୍ଯ୍ୟରେ ସମ୍ପୃକ୍ତିକୁ ନେଇ ବୌଦ୍ଧ ଜିଲ୍ଲାରେ ଜଣେ ଶିକ୍ଷକଙ୍କୁ ବଦଳି କରାଯାଇଛି। ଶିକ୍ଷକ ଜଣଙ୍କ ହେଲେ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ଆଦିବାସୀ ହାଇସ୍କୁଲର ସହକାରୀ ଶିକ୍ଷକ ଗୋବର୍ଦ୍ଧନ ପ୍ରଧାନ। ତାଙ୍କ ବଦଳି ନେଇ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ!-->…
ବିଜେଡି ଛାଡ଼ିଲେ ରାଜ୍ୟ ସମ୍ପାଦକ ଚିତ୍ତରଞ୍ଜନ ମଣ୍ଡଳ
ଭୁବନେଶ୍ୱର: ଯେତିକି ଯେତିକି ନିର୍ବାଚନ ପାଖେଇ ଆସୁଛି ସେତିକି ସେତିକି ରାଜ୍ୟରାଜନୀତି ସରଗରମ ହେବାରେ ଲାଗିଛି । ଆଉ ନେତାଙ୍କ ଦଳ ଡିଆଁ ପର୍ବ ଜାରି ରହିଛି । ସେହିପରି ଆଜି ବିଜେଡିରୁ ଇସ୍ତଫା ଦେଇଛନ୍ତି ରାଜ୍ୟ ସମ୍ପାଦକ ଚିତ୍ତରଞ୍ଜନ ମଣ୍ଡଳ ।
ଚିତ୍ତରଞ୍ଜନ ନିଜ ଇସ୍ତଫା ପତ୍ର ଦଳର!-->!-->!-->…
କଂଗ୍ରେସ ଦଳରୁ ଜଟଣୀ ବିଧାୟକ ସୁରେଶ ରାଉତରାୟ ବହିଷ୍କୃତ
ଭୁବନେଶ୍ୱର: କଂଗ୍ରେସ ଦଳରୁ ବରିଷ୍ଠ ନେତା ସୁରେଶ ରାଉତରାୟ ବହିଷ୍କୃତ । ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ତାଙ୍କ ୬ ବର୍ଷ ପାଇଁ ଦଳରୁ ବହିଷ୍କାର କରାଯାଇଛି । ଏ ସମ୍ପର୍କରେ ଏଆଇସିସି ପକ୍ଷରୁ ଘୋଷଣା କରାଯାଇଛି ।
ନିଜ ସାନ ପୁଅ ବିଜେଡିର ଭୁବନେଶ୍ୱର ସାଂସଦ!-->!-->!-->…
ପଦ୍ମ ଧରିଲେ ବିଜେଡି ଛାଡ଼ିଥିବା ପୂର୍ବତନ ସାଂସଦ ପ୍ରଭାସ ସିଂ
ନୂଆଦିଲ୍ଲୀ: ବରଗଡ଼ର ପୂର୍ବତନ ସାଂସଦ ପ୍ରଭାସ କୁମାର ସିଂ ପଦ୍ମ ଧରିଛନ୍ତି। ଦିଲ୍ଲୀରେ ବିଜେପି ମୁଖ୍ୟାଳୟରେ ସେ ବିଧିବଦ୍ଧ ଭାବେ ଦଳର ପ୍ରାଥମିକ ସଦସ୍ୟତା ଗ୍ରହଣ କରିଛନ୍ତି। ପ୍ରଭାସ କିଛି ଦିନ ତଳେ ବିଜେଡି ଛାଡିଥିଲେ।
ବିଜେପିରେ ଯୋଗଦେବା ପରେ ସେ କହିଛନ୍ତି ବିଜେଡି ଦଳରେ ଆଉ!-->!-->!-->…
ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ମାଛଧରା ବନ୍ଦ
ପାରାଦୀପ: ମତ୍ସ୍ୟ ସଂରକ୍ଷଣକୁ ଆଖି ଆଗରେ ରଖି ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ୬୧ ଦିନ ସମୁଦ୍ରରେ ମାଛ ଧରା ବନ୍ଦ ରହିବ। ଦୁଇମାସ ଧରି ମତ୍ସ୍ୟଜୀବୀ ସମୁଦ୍ର ଭିତରକୁ ଯିବା ନେଇ କଟକଣା ଲାଗୁ ହୋଇଛି। ଓଡ଼ିଶା ଉପକୂଳରେ ମାଛ ଧରା ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତେବେ ସାଢ଼େ ୮!-->…