Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଆସନ୍ତାକାଲିଠୁ ସ୍ୱାଭାବିକ୍ ହେବ ସ୍କୁଲ୍
ଭୁବନେଶ୍ୱର : ଆସନ୍ତାକାଲି ଠାରୁ ସ୍ଵାଭାବିକ ହେବ ସ୍କୁଲ୍ । ରାଜ୍ୟରେ ପାଗ ଅନୁକୂଳ ରହିଥିବାରୁ ସମସ୍ତ ସ୍କୁଲ ସ୍ୱାଭାବିକ୍ ହେବା ନେଇ ନିଷ୍ପତ୍ତି ନିଆଯାଇଛି । ଏନେଇ ଗତ ଗୁରୁବାର ସରକାରଙ୍କ ତରଫରୁ ପ୍ରକାଶ ପାଇଥିଲା ଚିଠି ।
ଏହା ସହ ଗଣିତ ଶିକ୍ଷାକୁ ନେଇ ବ୍ଲକ ସ୍ତରୀୟ ଦିଆଯିବ!-->!-->!-->…
ସାରା ରାଜ୍ୟକୁ ଛୁଇଁଲା ମୌସୁମୀ, ୨୬ ତାରିଖରୁ ବଢ଼ିବ ବର୍ଷାର ପରିମାଣ
ଭୁବନେଶ୍ବର: ରାଜ୍ୟର ୩୦ଟି ଜିଲ୍ଲାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପହଞ୍ଚିଛି। ମୌସୁମୀ ବାୟୁ ପ୍ରଭାବରେ ଆଜି ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।
ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ସ୍ୱାଭାବିକ!-->!-->!-->…
କାଳି ମାଡ଼ ପ୍ରସଙ୍ଗରେ ଛଅ ବର୍ଷ ପାଇଁ ବହିଷ୍କାର ହେଲେ ୫ କଂଗ୍ରେସ କର୍ମକର୍ତ୍ତା
ଭୁବନେଶ୍ୱର: ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼ ଘଟଣାରେ କାର୍ଯ୍ୟାନୁଷ୍ଠାନ । ଦଳର ୫ ଜଣ ନେତାଙ୍କୁ ଛଅ ବର୍ଷ ପାଇଁ କଂଗ୍ରେସରୁ ବହିଷ୍କୃତ କରାଯାଇଛି । ବହିଷ୍କୃତ କଂଗ୍ରେସ ନେତାମାନେ ହେଲେ ପିସିସି ସାଧାରଣ ସଂପାଦକ ପ୍ରକାଶ ମିଶ୍ର, ମହିଳା କଂଗ୍ରେସର ସାଧାରଣ ସଂପାଦକ!-->…
ଜିଦରୁ ଓହରିଲେ ଘରୋଇ ବସ ସଂଘ, ସ୍ବାଭାବିକ ହେବ ବାରିପଦାରେ ବସ୍ ଚଳାଚଳ
ବାରିପଦା: ଜିଦରୁ ଓହରିଲେ ଘରୋଇ ବସ ସଂଘ । ୩ ଦିନ ଧରି ବାରିପଦାରେ ବସ ଚଳାଚଳ ବନ୍ଦ ରହିଥିବା ବେଳେ ଆଜି ସନ୍ଧ୍ୟାରୁ ହେବ ସ୍ବାଭାବିକ । ଘରୋଇ ବସ ଚଳାଚଳକୁ ନେଇ ଶୁକ୍ରବାର ରାତିରେ ବାରିପଦା ବସଷ୍ଟାଣ୍ଡରେ ସୃଷ୍ଟି ହୋଇଥିବା ଉତ୍ତେଜନା ଯୋଗୁଁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ!-->…
୧୦୦ ଦିନ ମଧ୍ୟରେ କାର୍ଯ୍ୟକାରୀ ହେବ ସୁଭଦ୍ରା ଯୋଜନା, ମହିଳାଙ୍କୁ ମିଳିବ ୫୦ ହଜାର ଟଙ୍କା
ଭୁବନେଶ୍ୱର : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ବୟାନ୍ । ରାଜ୍ୟରେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବା ନେଇ ବଡ଼ ବୟାନ୍ ରଖିଛନ୍ତି । ସେ କହିଛନ୍ତି,ସୁଭଦ୍ରା ଯୋଜନା କ୍ୟାବିନେଟ ମୋହର ବାଜିବା ପରେ ଡ୍ରାଫ୍ଟିଂ ଷ୍ଟେଜରେ ଅଛି । ୧୦୦ ଦିନ ମଧ୍ୟରେ ନିଶ୍ଚିତ ଭାବେ!-->…
ତାରିଣୀ ମନ୍ଦିରର ଉନ୍ନତି ପାଇଁ ୫୦ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
କେନ୍ଦୁଝର: ଘଟଗାଁ ତାରିଣୀ ମନ୍ଦିରର ସୌନ୍ଦର୍ଯ୍ୟକରଣ ପାଇଁ ୫୦ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମା’ ତାରିଣୀଙ୍କୁ ଦର୍ଶନ କରି ତାଙ୍କ ଆଶିଷ ନେବା ପରେ କିଛି ଏମିତି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ପୂର୍ବରୁ ତାରିଣୀ ମନ୍ଦିରରେ ୫୦ କୋଟିର କାମ ଚାଲିଥିବା ବେଳେ ଆଉ ୫୦!-->…
ଗ୍ୟାସ ସିଲିଣ୍ଡର ଫାଟିବା ଘଟଣାରେ ପଞ୍ଚମ ବ୍ୟକ୍ତିଙ୍କ ମୃତ୍ୟୁ
ପାଟଣାଗଡ଼ : ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ କାନୁଟ ଗ୍ରାମରେ ଗତ ଫେବୁଆରୀ ୧୦ ତାରିଖରେ ଗ୍ୟାସ ଟାଙ୍କି ଫାଟି ୬ ଜଣ ଆହତ ହୋଇଥିଲେ l ସେତେବେଳେ ସେମାନଙ୍କୁ ପ୍ରଥମେ କଣ୍ଟାବାଞ୍ଜି ଡାକ୍ତରଖାନା, ବଲାଙ୍ଗିର ଜିଲ୍ଲା ଚିକିତ୍ସାଳୟ ଓ ପରେ ରାଉରକେଲାର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା!-->…
ରାସ୍ତା ଉପରେ ବିଦ୍ୟୁତ ଖୁଣ୍ଟ ଦେଖି ଅଟକିଗଲେ ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର…
ବ୍ରହ୍ମପୁର : ସିଦ୍ଧାନ୍ତ ମହାପାତ୍ରଙ୍କୁ କିଏ ବା ନଜାଣେ । ଚଳଚ୍ଚିତ୍ର ଜଗତରେ ବେଶ ନାଁ ହାସଲ କରିଥିବା ସିଦ୍ଧାନ୍ତ ଏବେ ରାଜନୀତିରେ ବେଶ ସକ୍ରିୟ ଅଛନ୍ତି । ବିଧାୟକ ଭାବେ ଲୋକପ୍ରିୟତା ହାସଲ କରିଛନ୍ତି ସିଦ୍ଧାନ୍ତ । ତେବେ ସିଦ୍ଧାନ୍ତ ଆଜି ରାସ୍ତାରେ ଯାଉଥିବା ସମୟରେ ହଠାତ ଅଟକି!-->…
ଜନ୍ମମାଟିରେ ମୁଖ୍ୟମନ୍ତ୍ରୀ, ଉତ୍ଫୁଲିତ କେନ୍ଦୁଝରବାସୀ
କେନ୍ଦୁଝର; ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ଜନ୍ମମାଟି କେନ୍ଦୁଝରରେ ପାଦ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଭବ୍ୟ ସମ୍ବର୍ଦ୍ଧନା ସହ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିଛନ୍ତି କେନ୍ଦୁଝରବାସୀ । ମନରେ ଭରି ରହିଛି ଅନେକ ଉତ୍କଣ୍ଠା ଓ ଉଦ୍ଦୀପନ । ନିଜ ମାଟିର ପୁଅକୁ!-->…
ଆରମ୍ଭ ହେଲା ଶ୍ରୀମନ୍ଦିରରେ ପଟି ଦିଅଁଙ୍କ ପୂଜା
ପୁରୀ: ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପୀଡିତ ହୋଇ ଅଣସର ଘରେ ବିଶ୍ରାମ ନେଉଛନ୍ତି ଚତୁର୍ଦ୍ଧାବିଗ୍ରହ। ରବିବାରଠାରୁ ମହାପ୍ରଭୁଙ୍କ ଚଳିତଥର ବିରଳ ୧୩ ଦିନିଆ ଅଣସରର ଗୁପ୍ତନୀତି ଆରମ୍ଭ ହୋଇଛି। ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସେବକ!-->…