Browsing Category

ଓଡିଶା

ନାବାଳିକାକୁ ଅପହରଣ କରି ଘୃଣ୍ୟ କର୍ମ କଲା ବିବାହିତ ଯୁବକ

ଭୁବନେଶ୍ୱର : ଆଜିର ଦୁନିଆରେ ସମାଜ ଭିତରେ ରହୁଥିବା ମଣିଷ ମାନଙ୍କ ଭିତରୁ କିଛି ଏମିତି ପୁରୁଷ ଅଛନ୍ତି ସେମାନଙ୍କ ଗୁଣ ଗାରିମା କଥା ନକହିବା ଭଲ । କିନ୍ତୁ ଏମାନଙ୍କ କଥା ସହିତ ଏମାନେ ସମସ୍ତଙ୍କ ସାମ୍ନାକୁ ଆସିବା ନିହାତୀ ଦରକାର । ଯାହାଫଳରେ ସମାଜରେ ଭିତରେ ଆପଣ ମାନେ

ରାସ୍ତା କଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍, ୧୫ ଗୁରୁତର

ବରଗଡ: ବରଗଡ଼ ପଦ୍ମପୁର ବୁଡେନ ଥାନା ଅନ୍ତର୍ଗତ ସୁଲିଆ ନିକଟରେ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍ । ଏଥିରେ ୧୫ ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି । ସେମାନଙ୍କୁ ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଯାତ୍ରୀ ମାନେ ପ୍ରଥମେ

ବାଲୁକା କଳାରେ ଓଡ଼ିଆ ନବବର୍ଷ ଶୁଭେଚ୍ଛା ଜଣାଇଲେ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ ; ଆଜି ମହାବିଷୁବ ସଂକ୍ରାନ୍ତି ଏବେ ଉତ୍କଳୀୟ ନବବର୍ଷ ବା ଓଡିଆ ନବବର୍ଷ । ଏହି ଉପଲକ୍ଷେ ପୁରୀ ସ୍ୱର୍ଣ୍ମାଭ ବେଳାଭୂମିରେ ଏକ ସୁନ୍ଦର ବାଲୁକାକଳା ନିର୍ମାଣ କରିଛନ୍ତି ପ୍ରଖ୍ୟାତ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ସୁଦର୍ଶନ ବାଲୁକାକଳାରେ ମହାପ୍ରଭୁଙ୍କ

ଆଜି ମା’ ତାରିଣୀଙ୍କ ବିଶ୍ୱ ପ୍ରସିଦ୍ଧ ଚଇତି ପର୍ବ

କେନ୍ଦୁଝର : କେନ୍ଦୁଝର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରିଣୀଙ୍କ ପୀଠରେ ପାଳିତ ହେଉଛି ମା’ ଙ୍କ ୮୮ତମ ଚଇତି ପର୍ବ । ଅବସରରେ ଆଜି ସକାଳ ୪ଟାରୁ ଦେହୁରୀ ମାନେ ମାଙ୍କୁ କ୍ଷୀର, ଳହୁଣୀ, ହଳଦି, ଚୁଆ, ଚନ୍ଦନ, ମହୁ ଲେପନ କରି ମାଜଣା କରିବା ପରେ ମାଙ୍କ ସ୍ନାନ କାର୍ଯ୍ୟ ସମାପନ

ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି

ଭୁବନେଶ୍ଵର: ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି । ଓଡ଼ିଆ ପରମ୍ପରା ଓ ସଂସ୍କୃତିର ଏକ ଆନନ୍ଦ ଉଲ୍ଲାସର ଦିନ। ପଣା ସଂକ୍ରାନ୍ତି ଅବସରରେ ଆଜିଠାରୁ ନୂତନ ପଞ୍ଜିକା ଓଡ଼ିଶାରେ ଲାଗୁ ହେଉଥିବାରୁ ଏହାକୁ ଓଡ଼ିଆ ନବବର୍ଷ ଭାବେ ପାଳନ କରାଯାଉଛି। ଜ୍ୟୋତିଷ ଶାସ୍ତ୍ର ଅନୁସାରେ

୯ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ, ବାଲେଶ୍ୱରରୁ ଲଢ଼ିବେ ଶ୍ରୀକାନ୍ତ

ରାଜ୍ୟର ଆଉ ୯ ଲୋକସଭା ଆସନ ପାଇଁ ଆଜି ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ବାଲେଶ୍ୱରରୁ ଦଳ ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶ୍ରୀକାନ୍ତ ଜେନାଙ୍କୁ ଟିକେଟ୍ ଦେଇଥିବା ବେଳେ ଭଦ୍ରକରୁ ଲଢ଼ିବେ ଅନନ୍ତ ପ୍ରସାଦ ସେଠୀ।

ସାରା ଦେଶରେ ବିଏସକେୱାଇ ଏକ ଶ୍ରେଷ୍ଠ ଯୋଜନା

ସମ୍ବଲପୁର (ସିଟି):  ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସକେୱାଇ)କୁ ବନ୍ଦ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକସଭା ଆସନ ପାଇଁ ବିଜେପିର ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ଷଡଯନ୍ତ୍ର କରୁଛନ୍ତି ବୋଲି ବିଜୁ ଜନତା ଦଳ ରାଷ୍ଟ୍ରୀୟ ମୁଖପାତ୍ର ସସ୍ମିତ ପାତ୍ର ଅଭିଯୋଗ କରିଛନ୍ତି।

ସ୍ୱଚ୍ଛ ପାନୀୟ ଜଳ ଉପଲବ୍ଧ ପାଇଁ ରେଳବାଇର ଅଭିଯାନ

ସମ୍ବଲପୁର: ପୂର୍ବତଟ ରେଳବାଇ ଅର୍ନ୍ତଗତ ସମ୍ବଲପୁର ରେଳ ମଣ୍ଡଳ ଅର୍ନ୍ତଗତ ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହକୁ ଧ୍ୟାନରେ ରଖି ସ୍ୱଚ୍ଛ ପାନୀୟ ଜଳ ଉପଲବ୍ଧ କରିବା ପାଇଁ ଏକ ଅଭିଯାନ ଆରମ୍ଭ କରାଯାଇଛି। ସମ୍ବଲପୁର ରେଳ ମଣ୍ଡଳ ଅଧିନସ୍ଥ ରେଳ ଷ୍ଟେସନ ଓ ରେଳଗାଡି ଗୁଡିକରେ ସ୍ୱଚ୍ଛ ତଥା ଥଣ୍ଡା ପାନୀୟ

ଛିଣ୍ଡୁନି ୧୩ ଅଙ୍କ, ଛକାପଞ୍ଝାରେ ୩ ଦଳ

ଭୁବନେଶ୍ୱର,୧୩।୪: ପାଖେଇ ଆସିଲାଣି ନିର୍ବାଚନ । ଆଉ ଦିନ କେଇଟା ପରେ ହେବ ପ୍ରଥମ ପର୍ଯ୍ୟାୟ ମତଦାନ । ହେଲେ ଏବେ ଯାଏଁ ବି ଛକାପଞ୍ଝା ସ୍ଥିତିରେ ୩ ଦଳ। ଛିଣ୍ଡୁନି ୧୩ଟି ବିଧାନସଭା ଆସନ। ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ କୌଣସି ବି ଏବେ ଯାଏଁ ଏହି ଆସନରେ ଦେଇନାହାନ୍ତି ପ୍ରାର୍ଥୀ ।