Browsing Category

ଓଡିଶା

ଲାଞ୍ଚନେଇ ଧରାପଡିଲେ ଆରଆଇ ଓ ଏଆରଆଇ

ସୁବର୍ଣ୍ଣପୁର : ଲାଞ୍ଚ ନେବା ହେଲା କାଳ l ଲାଞ୍ଚନେଇ ଧରାପଡିଲେ ଆରଆଇ ଓ ଏଆରଆଇ l ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ତହସିଲ ଅନ୍ତର୍ଗତ ଖଣ୍ଡହତା ସର୍କଲର ଆରଆଇ ରାଜେନ୍ଦ୍ର ମିଶ୍ର ଏବଂ ଏଆରଆଇ ପଞ୍ଚାନନ ଡାଙ୍ଗ ଆଜି ଲାଞ୍ଚନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି l ସଂଗ୍ରାମପୁର…

ଦୀପାଳିଙ୍କ ଆବେଦନ ଗ୍ରହଣ କଲେ ଇସି, ୧୩ଟି ମତଦାନ କେନ୍ଦ୍ରର ଭୋଟ୍ ଯାଞ୍ଚ ହେବ

ଭୁବନେଶ୍ୱର: ଝାରସୁଗୁଡାର ବିଧାନସଭା ଅଧୀନରେ ହୋଇଥିବା ଭୋଟିଂ ମେସିନର ପୁନଃ ଯାଂଚ ହେବ। ଝାରସୁଗୁଡ଼ାର ବିଜେଡି ବିଧାୟକ ପ୍ରାର୍ଥୀ ଦୀପାଲି ଦାସ ଏ ନେଇ କରିଥିବା ଆବେଦନକୁ ନିର୍ବାଚନ କମିଶନ ଗ୍ରହଣ କରିଛନ୍ତି। ଝାରସୁଗୁଡ଼ାରୁ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ଠାରୁ ୧୩୩୩ ଖଣ୍ଡ…

ରାଜ୍ୟର ୨୪ ଜିଲ୍ଲାକୁ ଛୁଇଁଲା ମୌସୁମୀ

ଭୁବନେଶ୍ବର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର ୨୪ ଜିଲ୍ଲାକୁ ଛୁଇଁଛି। ଗ୍ରୀଷ୍ମ ଲହରିରେ ବ୍ରେକ୍‌ ଲାଗିଛି। ଲୋକଙ୍କୁ ଆଶ୍ବସ୍ତି ମିଳିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ ଏହି ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ ଦିନେ…

ଆଉ ୩ ବର୍ଷ ବୃଦ୍ଧି ହେବ ଭାରତୀୟ ହକିର ସ୍ପନସରସିପ୍

ଭୁବନେଶ୍ବର: ହକି ପାଇଁ ଓଡ଼ିଶାକୁ ବିଶ୍ଵରେ ଗୋଟିଏ ଅଲଗା ପରିଚୟ ମିଳିଛି। ଭାରତୀୟ ହକି ଦଳର ବିକାଶରେ ଓଡ଼ିଶାର ପ୍ରଶଂସନୀୟ ଅବଦାନ ରହିଛି ବୋଲି ରାଜ୍ୟ ଅତିଥି ଭବନ ଠାରେ ହକି ଇଣ୍ଡିଆର ସଭାପତି ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ ଓ ମହାସଚିବ ଶ୍ରୀ ଭୋଳାନାଥ ସିଂଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରି…

ଶୃଙ୍ଖଳିତ ସ୍ନାନଯାତ୍ରା ନେଇ ବ୍ୟାପକ ପ୍ରସ୍ତୁତି: ମୁତୟନ ରହିବେ ୬୮ ପ୍ଲାଟୁନରୁ ଉର୍ଦ୍ଧ୍ବ ପୁଲିସ ଫୋର୍ସ

ପୁରୀ: ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣମୀ। ଶୃଙ୍ଖଳିତ ସ୍ନାନଯାତ୍ରା ନେଇ ପୁରୀ ଏସପି ପିନାକ ମିଶ୍ର ଗଣମାଧ୍ୟମକୁ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ନେଇ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସମୁଦାୟ ୪ ଜଣ ଏସପି ରାଙ୍କ୍ ର ଅଫିସର,୧୨…

ପୁଣି ଡରାଇଲାଣି ଜାପାନିଜ୍ ଏନସେଫାଲାଇଟିସ୍, ଅନୁଗୁଳରୁ ୪ ଆକ୍ରାନ୍ତ ଚିହ୍ନଟ

ଅନୁଗୁଳ: ଓଡ଼ିଶାରେ ପୁଣି ଜାପାନିଜ୍ ଏନ୍‌ସେଫାଲିଟିସ୍ (ଜେଇ) ଆତଙ୍କ ଦେଖା ଦେଇଛି । ଏହି ଜେଇ ରୋଗରେ ଅନୁଗୁଳ ଜିଲ୍ଲାରୁ ୪ ଜଣ ପୀଡ଼ିତ ଥିବା ଜଣାପଡ଼ିଛି । ଏ ନେଇ ସ୍ବାସ୍ଥ୍ୟ ବିଭାଗ ତନାଘନା ଆରମ୍ଭ କରିଛି । ଅନୁଗୁଳରେ କେଉଁ ପରିସ୍ଥିତିରେ ଜେଇ ବ୍ୟାପିଲା ଓ ଏହାର ପ୍ରକୃତ କାରଣ କ’ଣ…

କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼

ଭୁବନେଶ୍ବର: କେ‌ତେକ ଅସନ୍ତୁଷ୍ଟ କର୍ମୀ କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼ କରିଥିବା ଜଣାଯାଇଛି। ସେମାନେ ମୁହଁରେ ମୁଖା ପିନ୍ଧି ଆସି କାଳିମାଡ଼ କରିଥିବା ଭିଡିଓରେ ଦେଖିବାକୁ ମିଳିଛି। ଯୁବକମାନେ କାଳିମାଡ଼ କରିବା ସହ ପିସିସି ସଭାପତିଙ୍କ ବିରୋଧରେ ନାରାବାଜି…

କଲେଜ ଛାତରୁ ପଡି ଅଧ୍ୟାପିକା ମୃତ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ଅଘଟଣ । କଲେଜ ଛାତରୁ ପଡ଼ି କନିଷ୍ଠ ଅଧ୍ୟାପିକାଙ୍କ ମୃତ୍ୟୁ ଘଟିଛି । ମୃତ ଅଧ୍ୟାପିକା ଜଣଙ୍କ ହେଲେ ବର୍ଷା ମିଶ୍ର । ତମାଣ୍ଡୋ ଥାନା ଅନ୍ତର୍ଗତ ଏକ ଘରୋଇ ଇଞ୍ଜିନିୟରିଂ ୟୁନିଭର୍ସିଟିରେ କମ୍ପ୍ୟୁଟର ସାଇନସ୍ ବିଭାଗର…

ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍, ୫୯ ଜଣ ରୋଗୀ ଚିହ୍ନଟ

ସମ୍ବଲପୁର : ଏକ ଦଶନ୍ଧି ପରେ ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍ । ଏହାକୁ ନେଇ ମହାନଗରବାସୀ ଚିନ୍ତାରେ ପଡ଼ିଛନ୍ତି । ସ୍ୱାସ୍ଥ୍ୟ ବିଭାଗ ସୂଚନା ଅନୁଯାୟୀ ବର୍ତ୍ତମାନ ସୁଦ୍ଧା ୫୯ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି । ଗତ କାଲି ପର୍ଯ୍ୟନ୍ତ ଏହି ସଂଖ୍ୟା ୪୯ ରହିଥିଲା ।…

ରାୟଗଡ଼ା ନୁହେଁ କଳାହାଣ୍ଡି ହେଉଛି ଡିପ୍‌ଥେରିଆ ସଂକ୍ରମଣର ଉତ୍ସ

ଭୁବନେଶ୍ବର: ଡିପ୍‌ଥେରିଆ ସଂକ୍ରମଣ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶିକାଙ୍କ ସୂଚନା । ‘ରାୟଗଡ଼ା ନୁହେଁ କଳାହାଣ୍ଡି ହେଉଛି ଡିପ୍‌ଥେରିଆ ସଂକ୍ରମଣର ଉତ୍ସ’ । କଳାହାଣ୍ଡି ଇନ୍ଦ୍ରାବତୀ ବୁଡ଼ି ଅଞ୍ଚଳରୁ ସଂକ୍ରମଣ ବ୍ୟାପିଥିବା କହିଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶିକା । ସୂଚନା…