Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଲୁଟ୍ ଉଦ୍ୟମ ବେଳେ ପହଞ୍ଚିଗଲା ପୁଲିସ୍, ଜଣେ ନାବାଳକଙ୍କ ସମେତ ୧୧ ଗିରଫ
କେନ୍ଦୁଝର : କେନ୍ଦୁଝର ପୁଲିସ୍ ହାତରେ ଧରାପଡ଼ିଛନ୍ତି ୧୧ ଜଣ ଲୁଟେରା। ସେମାନଙ୍କ ମଧ୍ୟରେ ଜଣେ ନାବାଳକ ଅଛନ୍ତି। ସେମାନଙ୍କଠାରୁ ୨୫୦୦ ଟଙ୍କା, ଲୁହା ରଡ୍, ଖଣ୍ଡା ଓ ଅନ୍ୟାନ୍ୟ ମାରଣାସ୍ତ୍ର ଜବତ କରାଯାଇଛି।ଗତ କିଛି ଦିନ ହେଲା ଏହି ଲୁଟେରା ଦଳ ଝୁମ୍ପୁରା ଥାନା ଅଞ୍ଚଳର ବିଭିନ୍ନ ରାସ୍ତାରେ!-->…
ଆଜି ଭୁବନେଶ୍ୱରର ପ୍ରତିଷ୍ଠା ଦିବସ; ୭୬ ବର୍ଷରେ ପାଦ ଥାପିଛି ରାଜଧାନୀ
ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ। ୭୬ ବର୍ଷରେ ପାଦ ଥାପିଛି ରାଜଧାନୀ। ଟେମ୍ପଲ ସିଟିରୁ ସ୍ମାର୍ଟ ସିଟିର ଏ ଲମ୍ବା ଯାତ୍ରା ଭିତରେ ବଢିଛି ସହରର କାୟା, ବଦଳିଛି ପରିବେଶ। ସବୁଜ ବଳୟରୁ କଂକ୍ରିଟ ଜଙ୍ଗଲରେ ପରିଣତ ହୋଇଛି ରାଜଧାନୀ।ରାସ୍ତାଘାଟଠୁ ନେଇ ଆଲୋକୀକରଣ,!-->…
ରାଜଧାନୀରେ ପୁଣି ଲୁଟ୍, ଘରେ ପଶି କଳାକନା ବୁଲାଇଲେ ଲୁଟେରା
ଭୁବନେଶ୍ବର: ଥମୁନି ରାଜଧାନୀରେ ଆପାର୍ଟମେଣ୍ଟରୁ ଲୁଟ୍। ଗୋଟିଏ ପରେ ଗୋଟିଏ ଆପାର୍ଟମେଣ୍ଟ ସହ ଘରକୁ ଟାର୍ଗେଟ କରୁଛନ୍ତି ଲୁଟେରା। ପାତ୍ରପଡ଼ାଠାରୁ ପାହାଳ। ଧଉଳିରୁ ନନ୍ଦନକାନନ। ସବୁଠି ମାତିଛନ୍ତି ଲୁଟେରା। ସତେ ଯେମିତି ଲୁଟେରାଙ୍କ ଚରାଭୂଇଁ ପାଲଟିଛି ପୂରା ରାଜଧାନୀ। ଲାଗୁଛି, କାହାକୁ!-->…
ସାମ୍ବାଦିକଙ୍କୁ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଆକ୍ରମଣ ଘଟଣା, ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଭେଟିଲେ ସାମ୍ବାଦିକ
ଖୋର୍ଦ୍ଧା : ସାମ୍ବାଦିକଙ୍କୁ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଆକ୍ରମଣ ଘଟଣାରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଭେଟିଲେ ସାମ୍ବାଦିକ । ସାମ୍ବାଦିକଙ୍କ ସୁରକ୍ଷା ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ଅନୁରୋଧ କରିଛନ୍ତି ଜିଲ୍ଲାର ସମସ୍ତ ସାମ୍ବାଦିକ । ଗତକାଲି ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ!-->…
ଗାଧୋଇବା ବେଳେ ଭାସିଗଲେ ଦୁଇଜଣ
ଚୌଦ୍ଵାର : ବିରୂପା ନଦୀରେ ଗାଧୋଇବା ବେଳେ ଭାସିଗଲେ ଦୁଇଜଣ । ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କଟକ ବଡ ମେଡିକାଲକୁ ପଠାଯାଇଛି । ସେମାନେ ହେଲେ ଚୌଦ୍ଵାର ଖୋର୍ଦ୍ଧା ସାହିର କୃଷ୍ଣ ଚନ୍ଦ୍ର ସାହୁ (୨୦) ଓ ଅନ୍ୟ ଜଣେ ସେହି ସାହିର ମୟଙ୍କ ସାହୁ (୧୮) ।
ଦୁହେଁ ବିରୂପା!-->!-->!-->…
ରାଜ୍ୟକୁ ଫେରୁଛି ତାତି: ୪୩ରୁ ୪୫ ଡିଗ୍ରି ଛୁଇଁବ ତାପମାତ୍ରା
ଭୁବନେଶ୍ବର: ରାଜ୍ୟକୁ ତାତି ଫେରୁଥିବା ନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ଓ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ । ସୂଚନା ଅନୁଯାୟୀ, ଆଗାମୀ ୧୭ରୁ ୨୦ ତାରିଖ ଯାଏ ସାଙ୍ଘାତିକ ସ୍ଥିତି ରହିବ। ଏହି ସମୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ!-->…
ପୁରୀରେ ଶଙ୍ଖ ଚିହ୍ନକୁ ଘୋଡ଼ାନଯାଉ ବୋଲି ବିଜେଡି କଲା ନିବେଦନ
ଭୁବନେଶ୍ୱର: ନିକଟରେ ବିଜୁ ଜନତା ଦଳର ଏକ ପ୍ରତିନିଧି ଦଳ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇ ପୁରୀ ବଡ଼ଦାଣ୍ଡରେ ଥିବା ଶଙ୍ଖ ଚିହ୍ନର ସୁରକ୍ଷା ପାଇଁ ପଦକ୍ଷେପ ନେବାକୁ ଦାବି କରିଛନ୍ତି।
ଓଡ଼ିଶା ବିଜେପିର ଅଭିଯୋଗର ଜବାବରେ ନିର୍ବାଚନ ଆୟୋଗ (ଇସି) ପୂର୍ବରୁ ଗ୍ରାଣ୍ଡ!-->!-->!-->…
ନବୀନ ନିବାସରେ ଅଭିନେତା ଓ ଅଭିନେତ୍ରୀ
ଭୁବନେଶ୍ୱର : ବିଜେଡି ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇବେ ଜଣାଶୁଣା ଓଲିଉଡ ଷ୍ଟାର । ୨୪ ନିର୍ବାଚନରେ ସିନେ ଷ୍ଟାରଙ୍କୁ ବିଜେଡି ପ୍ରାର୍ଥୀ କରିନଥିଲେ ମଧ୍ୟ ସେମାନେ ପ୍ରଚାରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ତୁଲାଇବେ । ଅଧିକରୁ ଅଧିକ ସମର୍ଥନ ଯୋଗାଡ଼ ପାଇଁ ପ୍ରୟାସ କରିବେ । ଏଥିସହ!-->…
ଏପ୍ରିଲ ୧୫ରେ ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା: ପିସିସି ସଭାପତି
ଭୁବନେଶ୍ୱର: ଓଡ଼ିଶାରେ ଏପ୍ରିଲ ୧୫ ତାରିଖରେ ପ୍ରଥମ ପର୍ଯ୍ୟାୟରେ ଉଭୟ ଲୋକସଭା ଓ ବିଧାନସଭା ଆସନ ପାଇଁ କଂଗ୍ରେସ ନିଜର ଦ୍ୱିତୀୟ ପ୍ରାର୍ଥୀ ତାଲିକା ଘୋଷଣା କରିବ ବୋଲି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ଘୋଷଣା କରିଛନ୍ତି। ଶନିବାର ଦଳର ସମ୍ଭାବ୍ୟ ପ୍ରାର୍ଥୀଙ୍କ!-->…
ଶ୍ରୀମନ୍ଦିରରେ ଅଣହିନ୍ଦୁ ପ୍ରବେଶ ରୋକିବାକୁ ପଦେକ୍ଷପ, ସିଂହଦ୍ୱାରରେ ରହିବେ ପ୍ରତିହାରୀ ସେବକ
ବିଭିନ୍ନ ସମୟରେ ଅଣହିନ୍ଦୁମାନେ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରୁଥିବା ଦେଖାଯାଉଛି। ନିକଟ ଅତୀତରେ ମଧ୍ୟ ଏଭଳି ଖବର ଆସିଛି। ଅଣହିନ୍ଦୁ ପ୍ରବେଶକୁ ରୋକିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଏବେ ଏକ ପଦକ୍ଷେପ ନେଇଛି। ଶ୍ରୀମନ୍ଦିରର ସିଂହଦ୍ୱାରରେ ପ୍ରତିହାରୀ ସେବକମାନଙ୍କୁ ମୁତୟନ କରିବାକୁ!-->…