Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ମତଦାନରେ ନିୟୋଜିତ କର୍ମଚାରୀଙ୍କୁ ବିଏସ୍କେୱାଇ ଅଧୀନରେ ମିଳିବ କ୍ୟାସଲେସ୍ ଚିକିତ୍ସା
ଭୁବନେଶ୍ୱର: ଏକକାଳୀନ ସାଧାରଣ ନିର୍ବାଚନ ସମୟରେ ନିର୍ବାଚନ ଡ୍ୟୁଟିରେ ଥିବା ଅଧିକାରୀଙ୍କୁ ସହଯୋଗ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ ଶାଳିନୀ ପଣ୍ଡିତଙ୍କ ଦ୍ୱାରା ଜାରି ଏକ ସରକାରୀ ଚିଠିରେ ଘୋଷଣା କରାଯାଇଛି!-->…
ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ
ବାଙ୍କୀ: କଟକ ଜିଲ୍ଲା ବାଙ୍କୀ ଥାନା ଅନ୍ତର୍ଗତ ହରିରାଜପୁର ପଞ୍ଚାୟତ ନୂଆସାହିରେ ଥିବା କୋଠଘର ଭିତରୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ରାଜନ ସାହୁଙ୍କ ପୁଅ ଶୀତଳ ସାହୁ(୪୦)। ସେ ଅବିବାହିତ ଥିଲେ ଓ କିଛି କାମଦାମ ବି କରୁ ନଥିଲେ। ଅଧିକାଂଶ ସମୟରେ ଶୀତଳ!-->…
ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଇ ବ୍ରିଜ୍ ତଳକୁ ଖସିଲା ଟ୍ରକ୍
ଭଦ୍ରକ: ଭଦ୍ରକରେ ଭୟଙ୍କର ସଡକ ଦୁର୍ଘଟଣା । ୧୬ନଂ ଜାତୀୟ ରାଜପଥର ଗେଲପୁର ଛକ ନିକଟରେ ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସିପଡିଲା କଦଳୀ ବୋଝେଇ ଟ୍ରକ । ଦୁର୍ଘଟଣାରେ ଡ୍ରାଇଭର ଓ ହେଲପର ଗୁରୁତର ଆହତ ହୋଇଛନ୍ତି । ଉଭୟଙ୍କୁ ଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ!-->…
କନିଷ୍ଠ ଶିକ୍ଷୟତ୍ରୀଙ୍କୁ ଶାରିରୀକ ଓ ମାନସିକ ନିର୍ଯାତନା ଅଭିଯୋଗ
ଯାଜପୁର : କଥାରେ ଅଛି ଗୁରୁହିଁ ସାକ୍ଷାତ ଈଶ୍ୱର । ସବୁ ପିଲାମାନଙ୍କ ପାଇଁ ଗୁରୁଙ୍କ ଭୂମିକା ଅତି ଗୁରୁତ୍ୱ ବହନ କରେ । ଜୀବନର ଅନେକ କିଛି କଥା ଗୁରୁଙ୍କ ଠାରୁ ଶିଖିବାକୁ ମିଳିଥାଏ । ଆଉ ଯଦି ସେହି ଗୁରୁ-ଗୁରୁ ନିଜ ଭିତରେ ଟଣା ଟଣି ହେବେ, ଅରୋପ ପ୍ରତ୍ୟାରୋପ କରିବେ, ତେବେ ବିଦ୍ୟାଳୟ!-->…
ହାତ ଧରିଲେ ଅସିତ୍ ପଟ୍ଟନାୟକ
ଭୁବନେଶ୍ବର: ହାତ ଧରିଲେ ପୂର୍ବତନ ମନ୍ତ୍ରୀ ଯୁଗଳ ପଟ୍ଟନାୟକଙ୍କ ପୁଅ ଅସିତ୍ ପଟ୍ଟନାୟକ । ନିଜ ସମର୍ଥକଙ୍କ ସହ ଆସି ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ କଂଗ୍ରେସରେ ମିଶିଲେ ଅସିତ୍ । ଅସିତ୍ ବର୍ତ୍ତମାନ ଭଦ୍ରକ ଜିଲ୍ଲା ବିଜେଡି ଉପସଭାପତି ତଥା ବର୍ତ୍ତମାନ!-->…
ପୂର୍ବତନ ମନ୍ତ୍ରୀ ଡାକ୍ତର କମଳା ଦାସଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ
ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ଡାକ୍ତର କମଳା ଦାସଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଶୋକବାର୍ତ୍ତାରେ କହିଛନ୍ତି, ପୂର୍ବତନ ବିଧାୟିକା ତଥା ମନ୍ତ୍ରୀ ଡାକ୍ତର କମଳା ଦାସଙ୍କ!-->!-->!-->…
ଶଙ୍ଖ ଛାଡ଼ି ପଦ୍ମ ଧରିଲେ ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ କୈଳାଶ କୁଲେସିକା
ଭୁବନେଶ୍ବର: ବିଜେପିରେ ଯୋଗ ଦେଲେ ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ କୈଳାଶ କୁଲେସିକା । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ସେ ଦଳରେ ସାମିଲ ହୋଇଛନ୍ତି ।
କୈଳାଶ କୁଲେସିକାଙ୍କୁ ଏଥର ଲକ୍ଷ୍ମୀପୁର ପାଇଁ ଟିକେଟ୍ ଦେଇନି ବିଜେଡି!-->!-->!-->…
ଚନ୍ଦନେଶ୍ୱର ଚଡ଼କ ମେଳାରେ ଅଘଟଣ, ଜଣେ ମହିଳା ବ୍ରତଧାରୀଙ୍କ ମୃତ୍ୟୁ
ଜଳେଶ୍ୱର : ବାଲେଶ୍ବର ଜିଲ୍ଲା ଚନ୍ଦନେଶ୍ୱର ଚଡ଼କ ମେଳାରେ ବଡ଼ ଅଘଟଣ ଘଟିଛି । ଚଡକ ଯାତ୍ରାରେ ସମୟରେ ଜଣେ ମହିଳା ବ୍ରତଧାରୀଙ୍କ ମୃତ୍ଯୁ ହୋଇଛି । ମୃତକ ହେଲେ ପଶ୍ଚିମବଙ୍ଗ ରାଜ୍ୟର ପୂର୍ବ ମେଦିନୀପୁର ଜିଲ୍ଲା ଖଡ଼ଗପୁର ଥାନା ଅନ୍ତର୍ଗତ ଗୁମୁରିଆପାଲ ଗ୍ରାମର ତୁଳସୀ ମିର୍ଦ୍ଧା ।
!-->!-->!-->…
ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ
କଟକ: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ । ଫୁସଫୁସ୍ ଜନିତ ସମସ୍ୟାରେ ପୀଡ଼ିତ ଥାଇ କିଛି ଦିନ ହେବ ସେ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା ।
ସେ ଭୋଗରାଇର ପୂର୍ବତନ ବିଧାୟିକା ତଥା ପୂର୍ବତନ ଥିଲେ ।!-->!-->!-->…
ରାଜ୍ୟର ବିଭିନ୍ନ ସ୍ଥାନରେ ଇଦ୍ ପାଳିତ
ଭୁବନେଶ୍ବର/ଭଦ୍ରକ: ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ଇଦ୍ ପାଳିତ ହେଉଛି। ଏଥିଲାଗି ସମୂହ ନମାଜ ପାଠ ଓ ଇଦ୍ ମିଲନ ଅନୁଷ୍ଠିତ ହେଉଛି।। ଭଦ୍ରକର ଇଦଗାହା ଠାରେ ସମୂହ ନମାଜ ପାଠ ଓ ଇଦ୍ ମିଲନ ହୋଇଛି। ଏଥିରେ ହଜାର ହଜାର ମୁସଲିମ ଭକ୍ତ ନମାଜ ପାଠରେ ସାମିଲ ହୋଇଥିଲେ। ଏଥିରେ ଜିଲ୍ଲାର ସବୁ ଦଳର!-->…