Browsing Category

ଓଡିଶା

ରତ୍ନଭଣ୍ଡାର ଖୋଲିବା ନେଇ ନିଷ୍ପତ୍ତି ହୋଇନି : ଆଇନ ମନ୍ତ୍ରୀ

ଭୁବନେଶ୍ବର: ମହାପ୍ରଭୁଙ୍କ ରତ୍ନଭଣ୍ଡାର ସଂପର୍କରେ ଜାଣିବା ପାଇଁ ଓଡ଼ିଶାବାସୀ ଓ ଭକ୍ତମାନେ ବହୁଦିନରୁ ଅପେକ୍ଷା କରିଛନ୍ତି। ରତ୍ନଭଣ୍ତାର ଆସନ୍ତା ୮ ତାରିଖରେ ଖୋଲାଯିବ ବୋଲି ମଧ୍ୟାହ୍ନ ସମୟରେ ଏଏସ୍‌ଆଇର ଜଣେ ଅଧିକାରୀ କହିଥିଲେ। ଏହାକୁ ନେଇ ପୂରା ରାଜ୍ୟରେ ରତ୍ନଭଣ୍ଡାରକୁ ନେଇ…

ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ ଘଟଣା; ଆସନ୍ତାକାଲି ୪ ଘଣ୍ଟା କର୍ଫ୍ୟୁ କୋହଳ

ବାଲେଶ୍ୱର: ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ ଘଟଣାକୁ ନେଇ ଦୁଇ ଦିନ ହେବ ପୂରା ସହରରେ କର୍ଫ୍ୟୁ ଲାଗିଥିବାବେଳେ ଆସନ୍ତାକାଲି ଅର୍ଥାତ୍ ଗୁରୁବାର ଚାରି ଘଣ୍ଟା ପାଇଁ କୋହଳ କରାଯାଇଛି । ଆସନ୍ତାକାଲି ସକାଳ ୭ଟାରୁ ଦିନ ୧୧ଟା ପର୍ଯ୍ୟାନ୍ତ କର୍ଫ୍ୟୁ କୋହଳ କରିବାକୁ ନିଷ୍ପତ୍ତି ନେଇଛି ଜିଲ୍ଲା…

ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା, ପ୍ରସନ୍ନ ଆଚାର୍ଯ୍ୟ ଉପନେତା

ଭୁବନେଶ୍ବର: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା‌ ହେବେ। ଆଜି ବିଜେଡି ବିଧାୟକ ଦଳ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ବିଧାୟକ ଦଳ ବୈଠକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ହିଞ୍ଜିଳିରୁ ବିଧାୟକ ନବୀନ ପଟ୍ଟନାୟକ ବିଜେଡି ବିଧାୟକ ଦଳ ବୈଠକରେ ନେତା ନିର୍ବାଚିତ ହୋଇଛନ୍ତି।…

ବାଲେଶ୍ବର ହିଂସା ଘଟଣା: ଗଣ୍ଡଗୋଳକାରୀଙ୍କ ଗିରଫ ସଂଖ୍ୟା ୬୩କୁ ବୃଦ୍ଧି

ବାଲେଶ୍ବର : ବାଲେଶ୍ବର ହିଂସା ଘଟଣାରେ ଗିରଫ ସଂଖ୍ୟା ୬୩କୁ ବୃଦ୍ଧି । ସିସିଟିଭି ଆଧାରରେ ଗଣ୍ଡଗୋଳକାରୀଙ୍କୁ କରାଯାଉଛି ଚିହ୍ନଟ । ପୋଲିସ ସହଯୋଗରେ ଜରୁରୀ ସେବା ଜାରି ରହିଛି । ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଛି । ବର୍ତ୍ତମାନ ସୁଦ୍ଧା କର୍ଫ୍ୟୁ ବଳବତ୍ତର ରହିଥିବା କହିଛନ୍ତି…

ଦଳର ସାଂଗଠନିକ ବୈଠକରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର : ବିଜେପି ରାଜ୍ୟ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପ୍ରଥମ ଥର ରାଜ୍ୟ କାର୍ଯ୍ୟାଳୟ ଗସ୍ତ କରିଛନ୍ତି ମୋହନ ମାଝୀ । ଦଳର ସାଂଗଠନିକ ବୈଠକରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହି ବୈଠକରେ ବିଭିନ୍ନ ବିଭାଗର ମନ୍ତ୍ରୀ ମାନେ…

୨୦ ଯାଏଁ ପ୍ରବଳ ବର୍ଷା; ୨୪ଘଣ୍ଟା ମଧ୍ୟରେ ୧୫ ଜିଲ୍ଲା ପାଇଁ ସତର୍କ ଘଣ୍ଟି

ଭୁବନେଶ୍ବର: ରାଜ୍ୟରେ ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି ମଧ୍ୟରେ ଆସିଛି ଆଶ୍ବସ୍ତି କଲାପରି ଖବର । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଛି । ଫଳରେ ରାଜ୍ୟରେ ଆଜିଠୁ ସ୍ବାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାତି କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ…

ବାଚସ୍ପତି ପାଇଁ ସୁରମା ପାଢ଼ୀଙ୍କ ନାଁ ଘୋଷଣା କଲା ବିଜେପି, ଦାଖଲ କଲେ ନାମାଙ୍କନ

ଭୁବନେଶ୍ୱର : ସୁରମା ପାଢୀ ବିଜେପିର ବାଚସ୍ପତି ପ୍ରାର୍ଥୀ । ବିଜେପି ବିଧାୟକ ଦଳ ବୈଠକ ପରେ ତାଙ୍କ ନାଁ ଘୋଷଣା ହୋଇଛି । ବାଚସ୍ପତି ପଦ ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ବିଜେପି ବିଧାୟକ ଦଳ ବୈଠକରେ ତାଙ୍କ ନାଁ ଉପରେ ମୋହର ବାଜିଥିଲା । ପରେ ବିଧାନସଭା…

ମୁଖ୍ୟମନ୍ତ୍ରୀଙ୍କ ଅଫିସରେ ନିଯୁକ୍ତ ହେଲେ ୨ ନୂଆ ଅଫିସର

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ଅଫିସରେ ନିଯୁକ୍ତ ହେଲେ ୨ ନୂଆ ଅଫିସର । ଜଣେ ହେଲେ ସତୀଶ ଚନ୍ଦ୍ର ସାମଲ । ଯିଏକି, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ନିଯୁକ୍ତ ହୋଇଛନ୍ତି । ସେହିପରି ବିନୋଦ ବିହାରୀ ସିଂହଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଯୁକ୍ତି ମିଳିଛି । …

ପୁଣି ତେଜିଲା ମହାନଦୀ ବିବାଦ

ଭୁବନେଶ୍ବର: ପୁଣି ତେଜିଲା ମହାନଦୀ ବିବାଦ । ବିଜେପି ସରକାରକୁ ଆସିବା ପରେ ମହାନଦୀ ପାଣି ପ୍ରସଙ୍ଗକୁ ତେଜି ବିରୋଧୀଙ୍କ ଆରମ୍ଭ ହୋଇଛି ବୟାନ ବାଜି । ଧିରେ ଧିରେ ଶୁଖିଯିବାକୁ ବସିଲାଣି ମହାନଦୀ ପାଣି । ସେହି ପୁରୁଣା ପ୍ରସଙ୍ଗ ଉଠାଇ ନୂଆ ସରକାରଙ୍କୁ ଆହ୍ବାନ ଦେଇଛନ୍ତି ବିରୋଧୀ । …

ପ୍ରକାଶ ପାଇଲା OSSTET ପରୀକ୍ଷା ଫଳ

କଟକ : ପ୍ରକାଶ ପାଇଲା OSSTET ପରୀକ୍ଷା ଫଳ । ମାଧ୍ୟମିକ ଶିକ୍ଷା ପରିଷଦ ୱେବସାଇଟ୍ ରେ ଉପଲବ୍ଧ ଓଡ଼ିଶା ସିନିୟର ସେକେଣ୍ଡାରି ଟିଚର ଇଲିଜିବିଲିଟି ଟେଷ୍ଟ ପରୀକ୍ଷା ଫଳ । www.bseodisha.ac.in ରେ ରେଜଲ୍ଟ ଉପଲବ୍ଧ । ୱେବସାଇଟ୍ ରୁ ଡିଜିଟାଲ ସାର୍ଟିଫିକେଟ ପାଇପାରିବେ ପରିକ୍ଷାର୍ଥୀ ।…