Browsing Category

ଓଡିଶା

ଟାଟୁ କରିପାରିବେନି ପୋଲିସ କର୍ମଚାରୀ, ୧୫ ଦିନ ଭିତରେ ଲିଭାଇବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ଏଣିକି ଦେହରେ ଆଉ ଟାଟୁ କରିପାରିବେନି ପୋଲିସ ଅଧିକାରୀ । ଟାଟୁକୁ ନେଇ ଆସିଲା ନୂଆ ଗାଇଡଲାଇନ । ଦେହ ମୁହଁ ଓ ହାତରେ ଟାଟୁ କରିପାରିବେନି ସୁରକ୍ଷାବାନିନୀ ଓ ପୋଲିସ କର୍ମଚାରୀ । ଯେଉଁମାନେ ଏହି ଟାଟୁ କରିଛନ୍ତି ୧୫ ଦିନ ଭିତରେ ଲିଭାଇବାକୁ ନିର୍ଦ୍ଦେଶ ଜାରି କରାଯାଇଛି ।

ପ୍ରବଳ ଗ୍ରୀଷ୍ମପ୍ରବାହ ମଧ୍ୟରେ ସଫଳ ନିର୍ବାଚନ ପରିଚାଳନା ନେଇ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର: ଓଡ଼ିଶାରେ ଏକକାଳୀନ ସାଧାରଣ ନିର୍ବାଚନ ୨୦୨୪ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ମଧ୍ୟରେ ଅନୁଷ୍ଠିତ ହେବାକୁ ଯାଉଛି । ଭାରତ ନିର୍ବାଚନ କମିଶନଙ୍କ ଦ୍ୱାରା ଧାର୍ଯ୍ୟ ହୋଇଥିବା ତାରିଖ ଅନୁସାରେ ମଇ ୧୩, ୨୦, ୨୫ ଓ ଜୁନ ୧ରେ ଚତୁର୍ଥ, ପଞ୍ଚମ, ଷଷ୍ଠ ଓ ସପ୍ତମ ପର୍ଯ୍ୟାୟରେ ମତଦାନ ହେବ

ପୁଣି ବିଜେପି ଉପରେ ବର୍ଷିଲେ ଲେଖାଶ୍ରୀ

ଭୁବନେଶ୍ବର: ବିଜୁ ଜନତା ଦଳ (ବିଜେଡି)ରେ ଯୋଗଦେବାର ଦିନକ ପରେ ଲେଖାଶ୍ରୀ ସାମନ୍ତସିଂହାର ପୁଣି ଥରେ ଭାରତୀୟ ଜନତା ଦଳ (ବିଜେପି) ଉପରେ ବର୍ଷିଛନ୍ତି। ମଙ୍ଗଳବାର ସେ କହିଛନ୍ତି, ଓଡ଼ିଶାରେ ବିଜେପି ଏକ ରାଜନୈତିକ ଦଳ ହୋଇ ରହିନାହିଁ। ବରଂ ଏଠି ଜାଗିରଦାରୀ ପ୍ରଥା ଚାଲିଛି। ରାଜ୍ୟ ବିଜେପିରେ

ଏପ୍ରିଲ୍ ୧୧ରେ ଓଡ଼ିଶାରେ ଇଦ୍ ହେବ ପାଳନ: ଚାନ୍ଦ୍ କମିଟି ନିଷ୍ପତ୍ତି

ଭୁବନେଶ୍ବର: ଏପ୍ରିଲ୍ ୧୧ରେ ଓଡ଼ିଶାରେ ଇଦ୍ ଉଲ୍ ଫିତର ପାଳନ କରାଯିବ। ଏନେଇ ଚାନ୍ଦ୍ କମିଟି ଅଞ୍ଜୁମନ ଇସ୍ଲାମିଆ ଓଡ଼ିଶା ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସାଉଦି ଆରବ ଇଦ୍ ତାରିଖ ଘୋଷଣା କରିଛି। ଏପ୍ରିଲ ୧୦ ବୁଧବାର ଦିନ ସାଉଦି ଆରବରେ ଇଦ୍ ଉଲ ଫିତର ପାଳନ କରାଯିବ। ସାଉଦି ଆରବରେ ଇଦ୍

ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ ଅଭିଯୋଗ, ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେପି

ଭୁବନେଶ୍ୱର: ନିର୍ବାଚନ ଯେତେ ପାଖେଇ ଆସୁଛି ରାଜନୈତିକ ଦଳ ସେତେ ଜୋର ଅଣ୍ଟା ଭିଡୁଛନ୍ତି। ରାଜ୍ୟରେ ନିର୍ବାଚନ ଆଚରଣ ବିଧିର ଧଜିଆ ଉଡାଉଛି ବିଜେଡି। ଏପରି ଅଭିଯୋଗ ଆଣିଛି ବିଜେପି। ବ୍ରହ୍ମପୁର ବିଜେଡି ଲୋକସଭା ପ୍ରାର୍ଥୀଙ୍କ ପାଇଁ ଆଶା ଓ ଅଙ୍ଗନୱାଡି କର୍ମୀଙ୍କୁ ପ୍ରଚାର କରିବା ପାଇଁ ବାଧ୍ୟ

ଓଡ଼ିଶାରେ ବିଜେପି ସରକାର ଗଠନ କଲେ ଅଗ୍ରାଧିକାର ଭିତ୍ତିରେ ପାନୀୟ ଜଳ ସମସ୍ୟାର ସମାଧାନ କରାଯିବ: ବିଜେପି

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଅବହେଳା କାରଣରୁ ଓଡ଼ିଶାବାସୀ ଶୁଦ୍ଧ ପାନୀୟ ଜଳ ପାଇବାରୁ ବଞ୍ଚିତ ହେଉଛନ୍ତି। ମୋଦୀ ସରକାର ଓଡ଼ିଶାବାସୀଙ୍କୁ ସ୍ୱଚ୍ଛ, ନିର୍ମଳ ପାନୀୟ ଜଳ ପାଇଁ ପ୍ରଚୁର ମାତ୍ରାରେ ଆର୍ଥିକ ଅନୁଦାନ ପ୍ରଦାନ କରୁଛନ୍ତି କିନ୍ତୁ ରାଜ୍ୟ ସରକାରଙ୍କ ଅପାରଗତା କାରଣରୁ ତାହା

ମା’ କଟକ ଚଣ୍ଡୀଙ୍କ ଦର୍ଶନ କଲେ ରାଜ୍ୟପାଳ

କଟକ: ରାଜ୍ୟପାଳ ରଘୁବର ଦାସ ମଙ୍ଗଳବାର ମା’ କଟକ ଚଣ୍ଡୀଙ୍କ ଦର୍ଶନ କରିଛନ୍ତି। ଚଣ୍ଡୀମନ୍ଦିରରେ ଦୀପଦାନ କରିିଛନ୍ତି। ଆଜି ନବରାତ୍ରର ପ୍ରଥମ ଦିନ ଅବସରରେ ମହାମହିମ ଶ୍ରୀ ଦାସ କଟକ ଚଣ୍ଡୀଙ୍କ ଦର୍ଶନ କରିବାର ସହିତ ଆଶୀର୍ବାଦ ନେଇଛନ୍ତି। କଟକ ଚଣ୍ଡୀଙ୍କ ଦର୍ଶନ ପରେ ସେଠାରୁ ଫେରିବା

ଭଦ୍ରକ ପୌରପାଳିକାର ଅଧ୍ୟକ୍ଷା ଗୁଲମୁଖି ହବିବ ବିଜେଡିରେ ସାମିଲ

ଭୁବନେଶ୍ୱର: ବିଜୁ ଜନତା ଦଳରେ ଯୋଗ ଦେଲେ ଭଦ୍ରକ ପୌରପାଳିକାର ଅଧ୍ୟକ୍ଷା ଗୁଲମୁଖି ହବିବ। ଲୋକସଭା ଓ ବିଧାନସଭା ନିର୍ବାଚନ ପୂର୍ବରୁ ସେ ବିଜେଡିରେ ଯୋଗଦେବା ଭଦ୍ରକରେ ଶାସକ ଦଳର ସ୍ଥିତି ମଜବୁତ ହୋଇଛି। ରାଜ୍ୟରେ ପୌରପାଳିକାର ନେତୃତ୍ୱ ନେଉଥିବା ପ୍ରଥମ ମୁସଲମାନ ମହିଳା ଭାବେ ପରିଚିତ

ରାଉରକେଲାରୁ ବିଜେପି ପ୍ରାର୍ଥୀ ହେବେ ଦିଲ୍ଲୀପ ରାୟ: ଜୁଏଲ ଓରାମ

ରାଉରକେଲା: ନିର୍ବାଚନ ଲଢ଼ିବା ପାଇଁ କୋର୍ଟରୁ ଅନୁମତି ପାଇବା ପରେ ବିଜେପିରୁ ବିଧାୟକ ପ୍ରାର୍ଥୀ ହୋଇପାରନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବ୍ୟବସାୟୀ ଦିଲ୍ଲୀପ ରାୟ। ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ତଥା ବିଜେପିର ସୁନ୍ଦରଗଡ ଲୋକସଭା ସାଂସଦ ପ୍ରାର୍ଥୀ ତଳସରା ନିର୍ବାଚନ ମଣ୍ଡଳୀ

ଆସନ୍ତା ୧୩ ତାରିଖ ପରଠୁ ପୁଣି ତାତି ବଢ଼ିବା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୧୩ ତାରିଖ ପରଠୁ ପୁଣି ତାତି ବଢ଼ିବା ସମ୍ଭାବନା । ପଶ୍ଚିମ ତଥା ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରଭାବ ବୃଦ୍ଧି ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ଦିନ ତାପମାତ୍ରା ବଢ଼ିପାରେ। ପୁଣି ତାପମାତ୍ରା ୪୦ ଡିଗ୍ରୀ ଛୁଇଁବା ସମ୍ଭାବନା ରହିଛି।