Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଖୋର୍ଦ୍ଧା ଓ ବ୍ରହ୍ମପୁରରେ ନିଯୁକ୍ତ ହେଲେ ଦୁଇ ନୂଆ ଏସପି
ଖୋର୍ଦ୍ଧା : ଦୁଇ ଜିଲ୍ଳାର ଏସ୍ପି ବଦଳାଇଲେ ନିର୍ବାଚନ କମିଶନ । ଖୋର୍ଦ୍ଧା ଓ ବ୍ରହ୍ମପୁର ପାଇଁ ଦୁଇ ନୂଆ ଏସପି ନିଯୁକ୍ତ ହୋଇଛନ୍ତି। ସାର୍ଥକ ଷଡ଼ଙ୍ଗୀ ହେଲେ ବ୍ରହ୍ମପୁର ଏସ୍ପି । ଅବିନାଶ କୁମାର ହେଲେ ଖୋର୍ଦ୍ଧାର ନୂଆ ଏସ୍ପି । ୨୦୦୭ ବ୍ୟାଚ୍ ଆଇପିଏସ୍ ସାର୍ଥକ ଷଡଙ୍ଗୀ ଏବେ!-->…
ଛତିଶଗଡ଼ ସୀମାରୁ ୬ ମାଓବାଦୀ ଗିରଫ, ବିପୁଳ ମାଓ ସାମଗ୍ରୀ ଜବତ
ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ ସଫଳତା । ପୋଲିସ ଓ ସିଆରପିଏଫ୍ କୋବ୍ରା ବାହିନୀଙ୍କ ମିଳିତ ଅପରେସନରେ ଓଡ଼ିଶା ଛତିଶଗଡ଼ ସୀମାରୁ ମାଓବାଦୀଙ୍କ କ୍ୟାମ୍ପ ଠାବ ସହ ୬ ଜଣ ମାଓବାଦୀ ଗିରଫ ହୋଇଛନ୍ତି । ଘଟଣାସ୍ଥଳରୁ ବିପୁଳ ମାଓ ସାମଗ୍ରୀ!-->…
ଲାଓସରେ ଫସିଥିବା ୧୭ ଓଡ଼ିଆ ଶ୍ରମିକ ଭାରତୀୟ ରାଷ୍ଟ୍ରଦୂତଙ୍କ ହସ୍ତକ୍ଷେପ ପରେ ଘରକୁ ଫେରିଲେ
ଭୁବନେଶ୍ବର: ଲାଓସରେ ଫସି ରହିଥିବା ୧୭ ଜଣ ଓଡ଼ିଆ ଶ୍ରମିକ ଓଡ଼ିଶା ଫେରିଛନ୍ତି। ଲାଓସରୁ ସେମାନେ ବ୍ୟାଙ୍ଗକକ୍ ବିମାନବନ୍ଦରରେ ପହଞ୍ଚିଲା ପରେ ସେଠାରୁ ପୁଣି ଏକ ଅନ୍ୟ ବିମାନରେ ଆଜି କୋଲକାତାରେ ପହଞ୍ଚି ଥିଲେ। ଓଡ଼ିଆ ଶ୍ରମିକମାନେ କୋଲକାତାରୁ ନିଜନିଜ ବ୍ୟବସ୍ଥାରେ ଘରକୁ ଫେରୁଛନ୍ତି।!-->…
ଗାଁ ଗାଁ ବୁଲି ମନ୍ଦିରରୁ ଚୋରି କରୁଥିବା ୭ ଜଣିଆ ଲୁଟେରା ଗ୍ୟାଙ୍ଗ ଗିରଫ
ବାଲେଶ୍ୱର: ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲ୍ଲାର ମନ୍ଦିର ଲୁଟ୍ ଘଟଣାରେ ୭ ଜଣିଆ ଲୁଟେରା ଗ୍ୟାଙ୍ଗକୁ ଗିରଫ କରିବାରେ ସଫଳ ହେଲା ପୋଲିସ। ସେମାନଙ୍କଠାରୁ ଠାକୁରଙ୍କ ଅଳଙ୍କାର ଜବତ କରାଯାଇଛି। ଜବତ ଅଳଙ୍କାରର ମୂଲ୍ୟ ୬ ଲକ୍ଷରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି।
ଘଟଣା ସମ୍ପର୍କରେ!-->!-->!-->…
ଭୁବନେଶ୍ବର ସମେତ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା
ଭୁବନେଶ୍ବର: ପ୍ରଚଣ୍ଡ ଖରା, ତତଲା ପବନ ଓ ଗୁଳୁଗୁଳିରୁ ରାଜ୍ୟବାସୀ ସାମାନ୍ୟ ଆଶ୍ବସ୍ତି ଲାଭ କରିଛନ୍ତି। ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଛି। ରାଜଧାନୀ ଭୁବନେଶ୍ବରରେ ମଧ୍ୟ ପ୍ରାୟ ୧ ଘଣ୍ଟା ଧରି ବଜ୍ରପାତ ସହିତ ହାଲୁକା ବର୍ଷା ହୋଇଛି। କାଳବୈଶାଖୀ ବର୍ଷା ଯୋଗୁଁ!-->…
ଦେବଗଡ଼ ଜିଲ୍ଲାବାସୀଙ୍କ ଠାରୁ ଆଶୀର୍ବାଦ ଭିକ୍ଷା କରିବାକୁ ଆସିଛି: ଧର୍ମେନ୍ଦ୍ର ପ୍ରଧାନ
ଦେବଗଡ଼: ସମ୍ବଲପୁର ଲୋକସଭା ଆସନ ପାଇଁ ବିଜେପି ପ୍ରାର୍ଥୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଦେବଗଡ଼ ବିଧାନସଭା ମଣ୍ଡଳୀରେ ତାଙ୍କ ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି। ଶ୍ରୀ ପ୍ରଧାନ ତାଙ୍କ ଅଭିଭାଷଣ ପୂର୍ବରୁ ‘ଓଡ଼ିଶା ପରିବର୍ତ୍ତନ’ ଶୀର୍ଷକ କୈଳାଶ ଖେରଙ୍କ ସଂଗୀତର!-->…
କଂଗ୍ରେସର ନ୍ୟାୟପତ୍ର ନିଷ୍ପେସିତ ଜନତାଙ୍କ ସ୍ୱର: ବବିତା ଶର୍ମା
ଭୁବନେଶ୍ୱର: ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ସମୟରେ ଜନସାଧାରଣଙ୍କ ସହିତ ତାଙ୍କର ଭାବ ବିନିମୟକୁ ଆଧାର କରି ଭାରତୀୟ ଜାତୀୟ କଂଗ୍ରେସ ତା’ର ନିର୍ବାଚନୀ ଇସ୍ତାହାର ପ୍ରସ୍ତୁତ କରିଛି । ବିଶେଷ କରି ଯୁବ ନ୍ୟାୟ, ନାରୀ ନ୍ୟାୟ, କୃଷକ ନ୍ୟାୟ, ଶ୍ରମିକ ନ୍ୟାୟ ଓ ଭାଗିଦାରୀ ନ୍ୟାୟ!-->…
ନଦୀ କୂଳରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ
ଯାଜପୁର : ଖରସ୍ରୋତା ନଈକୁଳରୁ ଯୁବକଙ୍କ ମୃତଦେହ ଉଦ୍ଧାର । ମୃତ ଯୁବକ ଜଣକ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି। ଏନେଇ ପରିବାର ଲୋକ ହତ୍ୟା ଅଭିଯୋଗ ଆଣିଛନ୍ତି । ଘଟଣାସ୍ଥଳରେ ଯାଜପୁର ରୋଡ଼ ପୋଲିସ ସାଇଣ୍ଟିଫିକ ଟିମ ସହ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି ।
ସୁଚନା ମୁତାବକ!-->!-->!-->…
୩ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ଗଞ୍ଜେଇ ଜବତ, ଡ୍ରାଇଭର ଫେରାର
କୋରାପୁଟ: ୩ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ଗଞ୍ଜେଇ ଜବତ କଲା ପୋଲିସ । ଅଳ୍ପକେ ବର୍ତ୍ତିଗଲା ଡ୍ରାଇଭର । ପାଟ୍ରୋଲିଂ ସମୟରେ ଏକ ପିକଅପ୍ ଭ୍ୟାନରୁ ୧୨୦ କେଜିର ଗଞ୍ଜେଇ ଜବତ କରିଛି ନନ୍ଦପୁର ପୋଲିସ । ପିକଅପ୍ ଭ୍ୟାନରେ ସିକ୍ରେଟ୍ ଚାମ୍ବର କରି ଗଞ୍ଜେଇ ଚାଲାଣ କରୁଥିଲେ ମାଫିଆ ।
ସୂଚନା!-->!-->!-->…
ଭାରସାମ୍ୟ ହରାଇ ରାସ୍ତାରୁ ୩୦ ଫୁଟ୍ ତଳକୁ ଖସିଲା ଭ୍ୟାନ୍, ୫ ଆହତ
ଜଳେଶ୍ୱର: ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥର ରାଜଘାଟ ନିକଟରେ ହୋଇଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ୩୦ ଫୁଟ୍ ତଳକୁ ଖସିଲା ଭ୍ୟାନ। ଫଳରେ ୫ ଜଣ ଆହତ ହୋଇଥିବା ସୂଚନା ମିଳିଛି । ଫରେଷ୍ଟ ଚେକ୍ ପୋଷ୍ଟକୁ ପିଟିବା ପରେ ଭାରସାମ୍ୟ ହରାଇ!-->…