Browsing Category

ଓଡିଶା

ଚାରିଦ୍ବାର ଖୋଲିଲା, ମହାପ୍ରଭୁଙ୍କ ଦର୍ଶନ କରି ଶ୍ରୀମନ୍ଦିରର ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ

ପୁରୀ: ଗୁରୁବାର ସକାଳେ ଶ୍ରୀମନ୍ଦିରର ୪ ଦ୍ବାରା ଖୋଲାଯିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। । ମଙ୍ଗଳ ଆଳତୀ ପରେ ସେ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି । ଦର୍ଶନ ପରେ ସେ ଶ୍ରୀମନ୍ଦିର ଚାରିପାଖ ପରିକ୍ରମା କରିଛନ୍ତି। ଏଥିସହ ଶ୍ରୀମନ୍ଦିର…

ରଜରେ ଅଥୟ କରିବ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି!

ଭୁବନେଶ୍ବର : ଓଡ଼ିଶାର ଗଣପର୍ବ ରଜରେ ଅଥୟ କରିବ ତାତି। ତା’ ସାଙ୍ଗକୁ ପ୍ରବଳ ଗୁଳୁଗୁଳି ହେବାର ସମ୍ଭାବନା ରହିଛି। ସେଥିପାଇଁ ଜୀବନ ଯାତ୍ରା ଅସ୍ତବ୍ୟସ୍ତ ହୋଇପାରେ। ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେପଟେ କିନ୍ତୁ ଗ୍ରୀଷ୍ମ ପ୍ରବାହ ଓ ଗୁଳିଗୁଳି…

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାଁରେ ଫେକ୍‌ ଆଇଡି

ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାଁରେ ଫେକ୍‌ ଆଇଡି। ତାଙ୍କ ନାଁରେ ଖୋଲିଛି ଫେକ୍‌ ‘X’ ଆକାଉଣ୍ଟ। ଆଉ ସେହି ଆକାଉଣ୍ଟରେ ଫେକ୍‌ ନ୍ୟୁଜ୍‌ ପୋଷ୍ଟ ହେଉଛି। ଆଜି 5-T ଓ ମୋ ସରକାରକୁ ନେଇ ଏକ ଫେକ୍‌ ନ୍ୟୁଜ ପୋଷ୍ଟ ପରେ ସ୍ପଷ୍ଟୀକରଣ ଦେଇଛି ଓଡ଼ିଶା ସୂଚନା ଓ ଲୋକ ସମ୍ପର୍କ ବିଭାଗ।…

ମୁଖ୍ୟମନ୍ତ୍ରୀ ପଦରୁ ହଟିଲା ପରେ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ନାଁ ପରିବର୍ତ୍ତନ କଲେ ନବୀନ

ଭୁବନେଶ୍ୱର; ଓଡ଼ିଶାରେ ସରିଲା ନବୀନ ଯୁଗ । ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ମୁଖ୍ୟମନ୍ତ୍ରୀ ଥିବା ନବୀନ ଏବେ ପାଲଟି ଯାଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ । ତେବେ ମଙ୍ଗଳବାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ହେବା ପରେ ଏବେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ…

ଜୁନ୍ ୩୦ ଯାଏଁ ସରକାରୀ ବାବୁଙ୍କ ଛୁଟି ବାତିଲ୍; ସଂଶୋଧନ କଲା ପ୍ରଶାସନ

ଭୁବନେଶ୍ବର: ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ନେଇ ସଂଶୋଧନ କଲା ପ୍ରଶାସନ । କହିଲା ନେଇ ପାରିବେ ଛୁଟି, ହେଲେ ଜରୁରୀ କାର୍ଯ୍ୟ ପାଇଁ ଡାକରା ଗଲେ ତୁରନ୍ତ ହେବେ ଉପସ୍ଥିତ । ଜୁନ୍ ୩୦ ପର୍ଯ୍ୟନ୍ତ ଛୁଟି ବାତିଲ ନିର୍ଦ୍ଦେଶରେ ସଂଶୋଧନ କରି କିଛି ଏପରି କହିଛି ପ୍ରଶାସନ । ଆବଶ୍ୟକ ପଡ଼ିଲେ…

ଜେଲରୁ ବାହାରିଲେ ପ୍ରଶାନ୍ତ ଜଗଦ୍ଦେବ, ମିଳିଲା ନିୟମିତ ଜାମିନ

ଭୁବନେଶ୍ବର: ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେଙ୍କୁ ମିଲିଲା ଆଶ୍ବସ୍ତି । ନିୟମିତ ଜାମିନ ପ୍ରଦାନ କଲେ ହାଇକୋର୍ଟ । ଜାମିନ ନେଇ ତଳ କୋର୍ଟ ସର୍ତ୍ତ ସ୍ଥିର କରିବା ବାକି ଥିବା ବେଳେ ଆଜି ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଜାମିନ ପ୍ରଦାନ କରାଯାଇଛି । ପୂର୍ବରୁ ୩ ଦିନ ପାଇଁ ଅନ୍ତରୀଣ…

ଗାଧୋଇବା ବେଳେ ହଦଗଡ଼ ଡ୍ୟାମ୍‌ରେ ଦୁଇ ଛାତ୍ର ନିଖୋଜ: ଜଣଙ୍କ ମୃତଦେହ ଉଦ୍ଧାର

ହାଟିଡ଼ିହି: କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ଶାଳନ୍ଦୀ ନଦୀର ହଦଗନ ଡ୍ୟାମ୍‌ରେ ଗାଧୋଉଥିବାବେଳେ ୨ ଜଣ ଜଣ ଛାତ୍ର ପାଣିରେ ନିଖୋଜ ହୋଇଥିଲେ। ଜଣଙ୍କର ମୃତଦେହ ଉଦ୍ଧାର କରାଯାଇଛି। ତେବେ ଏହି ୨ ଜଣଙ୍କର ପ୍ରକୃତ ପରିଚୟ ଜଣାପଡି ନ ଥୂବାବେଳେ ଏମାନେ ଭଦ୍ରକ ଜିଲା ତିହିଡି ଓ ବରପଦା…

ମୁଖ୍ୟମନ୍ତ୍ରୀ ପଦରୁ ହଟିଲା ପରେ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ନାଁ ପରିବର୍ତ୍ତନ କଲେ ନବୀନ

ଭୁବନେଶ୍ୱର; ଓଡ଼ିଶାରେ ସରିଲା ନବୀନ ଯୁଗ । ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ମୁଖ୍ୟମନ୍ତ୍ରୀ ଥିବା ନବୀନ ଏବେ ପାଲଟି ଯାଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ । ତେବେ ମଙ୍ଗଳବାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ହେବା ପରେ ଏବେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ବରପୁତ୍ରଙ୍କୁ ମାଲ୍ୟାର୍ପଣ କଲେ ମୋହନ ମାଝୀ

ଭୁବନେଶ୍ୱର: ଗୋପବନ୍ଧୁ ଛକରେ ବରପୁତ୍ରଙ୍କୁ ମାଲ୍ୟାର୍ପଣ କଲେ ମୋହନ ମାଝୀ। ତାଙ୍କ ସହ କେଭି ସିଂହଦେଓ ଓ ପ୍ରଭାତି ପରିଡ଼ା ମଧ୍ୟ ମାଲ୍ୟାର୍ପଣ କରିଛନ୍ତି। ଆଜିଠାରୁ ଓଡ଼ିଶାରେ ବିଜେପି ସରକାର ଆରମ୍ଭ ହେବାକୁ ଯାଉଛି। ମୋହନ ମାଝି ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବାର…

SCB ଟ୍ରମା କେୟାରରେ ଅଗ୍ନିକାଣ୍ଡ

କଟକ : SCB ଟ୍ରମା କେୟାରରେ ଅଗ୍ନିକାଣ୍ଡ । କଟକ SCB ଟ୍ରମା କେୟାର ICUର AC ଆଉଟଡୋରରେ ଲାଗିଛି ନିଆଁ ।  ସମସ୍ତ ରୋଗୀ ସୁରକ୍ଷିତ ଥିବା ଜଣାପଡିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଛି ।  ACର ଆଉଟଡୋର ମେସିନକୁ ସଙ୍ଗେ ସଙ୍ଗେ ପରିବର୍ତ୍ତନ କରାଯାଇଛି ।