Browsing Category

ଓଡିଶା

ପାଣ୍ତିଆନଙ୍କ ପାଇଁ ଲଣ୍ଡା ହେଲେ ଗାଁ ସାଥି ସଂଘର ରାଜ୍ୟ ସଭାପତି ଲକ୍ଷ୍ମୀଧର ବିଶ୍ବାଳ

ଭୁବନେଶ୍ୱର: ରାଜ୍ୟରେ ବିଜେଡିର ଶୋଚନୀୟ ପରାଜୟ ଘଟିଛି । ଏହି ପ୍ରରିପେକ୍ଷୀରେ ପାଣ୍ତିଆନଙ୍କ ପାଇଁ ଲଣ୍ଡା ହେଲେ ଗାଁ ସାଥି ସଂଘର ରାଜ୍ୟ ସଭାପତି ଲକ୍ଷ୍ମୀଧର ବିଶ୍ବାଳ । ଭିକେ ପାଣ୍ଡିଆନ ହଜାର ହଜାର ଗାଁ ସାଥି ମାନଙ୍କ ଭବିଷ୍ୟତକୁ ଅନ୍ଧାରକୁ ଠେଲି ଦେଇଥିବା ବେଳେ ଭୋଟ୍ ମାଧ୍ୟମରେ ଏହାର…

ପ୍ରେମିକାକୁ ହତ୍ୟା କରି ଥାନାରେ ଆତ୍ମ ସମର୍ପଣ କଲେ ପ୍ରେମିକ

ରାୟଗଡା : କୁହନ୍ତି ପ୍ରେମ ଅନ୍ଧ । କିନ୍ତୁ ଏହି ପ୍ରେମ ବେଳେବେଳେ ଏମିତି ରୂପ ନେଇଥାଏ ଯାହା ବିଷୟରେ ଆମେ ବର୍ଣ୍ଣନା କରିପାରିବୁନୁ । କେତେ ଭୟଙ୍କର ହୋଇଥାଏ ଏହି ପ୍ରେମର କରୁଣ ପରିଣତି । ନିକଟରେ ଏହି ପ୍ରେମକୁ ନେଇ ଏଭଳି ଏକ ଘଟଣା ଘଟିଛି ଯାହା ବିଷୟରେ ଆପଣ ଜାଣିଲେ ହତ୍‌ବାକ୍‌ ହୋଇ…

ବିଜେପିର ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ ସମାରୋହକୁ ଶ୍ରୀଜିଉଙ୍କୁ ଦିଆଗଲା ନିମନ୍ତ୍ରଣ

ପୁରୀ: ଓଡିଶାରେ ନୂଆ କରି ସରକାର ଗଢିବାକୁ ଯାଉଛି ବିଜେପି । ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ ସମାରୋହରେ ସାମିଲ ହେବାକୁ ମହାପ୍ରଭୁଙ୍କୁ ନିମନ୍ତ୍ରଣ ପାଇଁ ପୁରୀରେ ପହଞ୍ଚି ଏହି ନିମନ୍ତ୍ରଣ ପତ୍ର ଦେଇଛନ୍ତି ବିଜେପିର ନବ ନିର୍ବାଚିତ ବିଧାୟକଙ୍କ ଏକ ଟିମ୍ । ଓଡିଆ ପରମ୍ପରା…

ନକଲି ମାଟ୍ରିକ ସାର୍ଟିଫିକେଟ ରାକେଟ୍‌, ଆଉ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

କୋରାପୁଟ: ନକଲି ମାଟ୍ରିକ ସାର୍ଟିଫିକେଟ ରାକେଟ୍‌କୁ ରୋକ୍ ଲଗାଇବାରେ ସଫଳ ହେଲା ଓଡ଼ିଶା କ୍ରାଇମ ବ୍ରାଞ୍ଚ ଟିମ। ଜାଲ ସାର୍ଟିଫିକଟ ଦେଇ ଚାକିରି କରିବା ଅଭିଯୋଗେର ଗିରଫ ହେଲେ ଆଉ ଜଣେ ବ୍ୟକ୍ତି। କୋରାପୁଟ ଗ୍ରାମୀଣ ଡାକ ସେବକ ଚାକିରି କରୁଥିବା ଛନ୍ଦା ଚରଣ ସାହୁଙ୍କୁ ଗିରଫ କଲା କ୍ରାଇମ…

୧୩ରୁ ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ

ଭୁବନେଶ୍ବର: ଆସନ୍ତା ଜୁନ୍ ୧୩ ତାରିଖରୁ ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ। ରାଜ୍ୟରେ ବିଜେପି ସରକାର ଗଠନ ପରେ ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ। ଦୀର୍ଘବର୍ଷ ହେବ ସାମ୍ବାଦିକଙ୍କ ଲୋକସେବା ଭବନ ଯିବା ଉପରେ କଟକଣା ଲଗାଇଥିଲା ବିଜେଡି ସରକାର। କରୋନା କାଳରୁ ସାମ୍ବାଦିକଙ୍କ…

ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହରେ ସାମିଲ ହେବାକୁ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କଲା ବିଜେପି

ଭୁବନେଶ୍ବର: ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହରେ ସାମିଲ ହେବାକୁ ନବୀନ ପଟ୍ଟନାୟକଙ୍କୁ ରାଜ୍ୟ ବିଜେପି ପକ୍ଷରୁ ନିମନ୍ତ୍ରଣ ଦିଆଯାଇଛି। ଆଜି ନିମନ୍ତ୍ରଣ ପତ୍ର ଦେବାକୁ ନବୀନ ନିବାସରେ ପହଞ୍ଚିଥିଲେ ବିଜେପିର ୫ ବରିଷ୍ଠ ନେତା । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ବିଧାୟକ ସୁରେଶ…

ସବୁ ପରିବାର ଦାମ ପ୍ରାୟ ୫୦ ଟଙ୍କା ଉପରେ

ବିଭିନ୍ନ ପ୍ରକାରର ଡାଲି ଓ ଅନ୍ୟାନ୍ୟ ଜିନିଷ ପରେ ଏବେ ପରିବା ଦର ଆକାଶ ଛୁଆଁ ହୋଇଛି। ପରିବାରେ ହାତ ମାରିବାକୁ ଡରୁଛନ୍ତି ଲୋକ। ବ୍ରହ୍ମପୁରର ସବୁ ପ୍ରକାରରେ ପରିବା ଦର ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ସବୁ ପରିବାର ଦାମ ପ୍ରାୟ ୫୦ ଟଙ୍କା ଉପରେ ରହିଛି। ବର୍ଷା କମ୍‌ ଓ ଖରା ବେଶୀ ଯୋଗୁ…

ସୁରକ୍ଷା ବଳୟରେ ଛାଉଣି ହେବ ଜନତା ମଇଦାନ, ମୁତୟନ ହେବେ ୬୭ ପ୍ଲାଟୁନ ଫୋର୍ସ

ଭୁବନେଶ୍ବର: ଆସନ୍ତାକାଲି ଶପଥ ନେବେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ । ସଜେଇ ହେଉଛି ଜନତା ମଇଦାନ । କଡା ସୁରକ୍ଷା ବଳୟରେ ଚାଲିବ ଶପଥ ଗ୍ରହଣ ସମାରୋହ । ଏଥିସହିତ ଗତକାଲି ଶପଥ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ଗୃହମନ୍ତ୍ରୀ ଅମିତ ଶାହା ଏବଂ ଅନ୍ୟ ମାନ୍ୟଗଣ ବ୍ୟକ୍ତି ଯୋଗ…

ମୁଖ୍ୟମନ୍ତ୍ରୀ ଶପଥ ସମାରୋହ ପାଇଁ ଟ୍ରାଫିକ କଟକଣା, ଦିନ ୨ରୁ ସଂଧ୍ୟା ୭ ଯାଏଁ ଗାଡ଼ି ଚଳାଚଳ ମନା

ଭୁବନେଶ୍ୱର : ଆସନ୍ତାକାଲି ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି। କାଲି ଅପରହ୍ଣ ୪ଟା ୪୫ରେ ଶପଥ ଗ୍ରହଣ ଉତ୍ସବ । ପୋଲିସ ପକ୍ଷରୁ ମୋଦିଙ୍କ ଗସ୍ତ ପାଇଁ କଡ଼ା ସୁରକ୍ଷା ବନ୍ଦୋବସ୍ତ କରାଯାଇଛି । ଶପଥ ଗ୍ରହଣ ସମାରୋହରେ…

ଝାଡ଼ାବାନ୍ତି ଆତଙ୍କ: ଜଣେ ମୃତ ଓ ୩ ଆକ୍ରାନ୍ତ, ସଚେତନ କରାଇଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ବିଷମକଟକ ବ୍ଲକ ଡାଲିଆକୁଜି ପଞ୍ଚାୟତର ଗଇଲକଣା ଗ୍ରାମରେ ଝାଡ଼ାବାନ୍ତି ବ୍ୟାପିଛି । ଏଥିରେ ବର୍ତ୍ତମାନ ସୁଦ୍ଧା ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବାବେଳେ ଆଉ ୩ ଜଣ ଚିକିତ୍ସାଧୀନ ଅଛନ୍ତି । ମୃତ ଯୁବକ ଜଣକ ହେଲେ ଗୋପାଳ କାଣ୍ଡାମାକା (୨୮) । ଅନ୍ୟପଟେ, ସେହି…