Browsing Category

ଓଡିଶା

ପଞ୍ଚଭୂତରେ ଲୀନ ହେଲେ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ

ପୁରୀ: ପଞ୍ଚଭୂତରେ ଲୀନ ହେଲେ ଓଡିଶାର ବରିଷ୍ଠ ଭକ୍ତି ସଂଗୀତ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ। ପୁରୀ ସ୍ୱର୍ଗଦ୍ୱାରରେ ରାଷ୍ଟ୍ରୀୟମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପର୍ଣ୍ଣ ହୋଇଛି। ବଡ଼ ପୁଅ ଅଭିନାଶ ଛୋଟରାୟ ମୁଖାଗ୍ନି ପ୍ରଦାନ କରିଛନ୍ତି କଣ୍ଠ ଶିଳ୍ପୀ ଶାନ୍ତିଲତାଙ୍କୁ। ଦୀର୍ଘ

ଶିକ୍ଷା, କର୍ମନିଯୁକ୍ତି ଓ ସୂଚନା ପ୍ରଯୁକ୍ତି ବିଜ୍ଞାନର ହବ୍ ହେବ ଭୁବନେଶ୍ୱର: ବୈଜୟନ୍ତ ପଣ୍ଡା

ପୁରୀ: ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ଆଜି ପୂର୍ବାହ୍ନରେ ପୁରୀ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ଆଶୀର୍ବାଦ ନେଇଛନ୍ତି । ତାଙ୍କୁ ଦ୍ଵିତୀୟ ଥର ପାଇଁ କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ରରୁ ପ୍ରାର୍ଥୀ କରାଯାଇଥିବାରୁ

ଓଡ଼ିଶାର ୮ ଅଧିକାରୀଙ୍କୁ ତୁରନ୍ତ ହଟାଇବାକୁ ନିର୍ବାଚନ କମିସନଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ଓଡ଼ିଶାର ୮ ଅଧିକାରୀଙ୍କୁ ତୁରନ୍ତ ହଟାଇବାକୁ ଭାରତର ନିର୍ବାଚନ କମିସନ ନିର୍ଦ୍ଦେଶ ଦେଇଛନ୍ତି। ଏଥିରେ ୨ ଜିଲ୍ଲାପାଳ, ୫ ଏସପି ଓ ଜଣେ ଆଇଜିଙ୍କୁ ତୁରନ୍ତ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି। କଟକ ଜିଲ୍ଲାପାଳ ବିନିତ ଭରଦ୍ବାଜ, ଜଗତସିଂହପୁର ଜିଲ୍ଲାପାଳ ପାରୁଲ ପଟୱାରୀ, ଅନୁଗୁଳ

ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଭୁବନେଶ୍ବର: ଚର୍ଚ୍ଚାର ଘଟିଲା ଅନ୍ତ । ୨୦୨୪ ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । ୪୯ ବିଧାନସଭା ଓ ୮ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ନୂଆପଡ଼ାରୁ ଲଢ଼ିବେ ପିସିସି ସଭାପତି ଶରତ ପଟ୍ଟନାୟକ । ସେହିପରି, ପୂର୍ବତନ

ଆଗାମୀ ୪ ଦିନ ପର୍ଯ୍ୟନ୍ତ ସିଝିବ ଓଡ଼ିଶା, ୪୨ ଡିଗ୍ରୀ ଉପରକୁ ଯାଇପାରେ ତାପମାତ୍ରା

ଭୁବନେଶ୍ୱର: ପହିଲା ଏପ୍ରିଲରୁ ରାଜ୍ୟରେ ପ୍ରବଳ ଉତ୍ତାପ ଅନୁଭୁତି ହେଉଛି । ଅନେକ ରାଜ୍ୟରେ ତାପମାତ୍ରା ୩୫ ଅତିକ୍ରମ କରିଥିବା ବେଳେ ଓଡ଼ିଶାରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଛି। ଭାରତୀୟ ପାଣିପାଗ ଅନୁସାରେ ଆଗାମୀ ୪ ଦିନ ଯାଏଁ ସିଝିବ ଓଡ଼ିଶା। ଏଥିଲାଗି ୟେଲୋ ୱାର୍ଣ୍ଣିଂ

ଛତିଶଗଡ଼ ପୁଲିସକୁ ବଡ଼ ସଫଳତା: ଯବାନଙ୍କ ଗୁଳିରେ ୪ ମାଓବାଦୀ ନିହିତ

ମାଲକାନଗିରି: ଛତିଶଗଡ଼ ପୁଲିସକୁ ମିଳିଛି ବଡ଼ ସଫଳତା। ଯବାନଙ୍କ ଗୁଳିରେ ୪ଜଣ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଘଟଣା ସ୍ଥଳରୁ ଏସଏମଜି, ୟୁବିଜିଏଲ ପରି ଅତ୍ୟାଧୁନିକ ମାରଣାସ୍ତ୍ର ଜବତ ହୋଇଛି। ସୁକୁମା-ବିଜାପୁର ସୀମାବର୍ତ୍ତୀ ଗାଂଗାଲୁର ଜଂଗଲରେ ଏହି ଗୁଳି ବିନିମୟ ହୋଇଛି। ମାଲକାନଗିରି

ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି

ଭୁବନେଶ୍ବର: ପ୍ରକାଶ ପାଇଲା ବିଜେପି ବିଧାନସଭା ପ୍ରାର୍ଥୀ ତାଲିକା । ୧୧୨ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ବିଜେପି । ଚାନ୍ଦବାଲିରୁ ଲଢିବେ ରାଜ୍ୟ ସଭାପତି ମନମୋହନ ସାମଲ । ସମ୍ବଲପୁରରୁ ପୁଣି ଲଢ଼ିବେ ଜୟନାରାୟଣ ମିଶ୍ର । ପାଟଣାଗଡ଼ରୁ ପ୍ରାର୍ଥୀ ହେଲେ କନକ ବର୍ଦ୍ଧନ ସିଂହଦେଓ ।

ପଦ୍ମଶ୍ରୀ ମାଗୁଣି କୁଅଁର ଗୁରୁତର, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

କେନ୍ଦୁଝର: ପଦ୍ମଶ୍ରୀ ମାଗୁଣି କୁଅଁର ଗୁରୁତର । ବିଶିଷ୍ଟ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ଗୁରୁତର ଅସୁସ୍ଥ । ସେ କେନ୍ଦୁଝର ସହର ବୈଦ୍ୟରାଜ ସାହିରେ ରୁହନ୍ତି । ଗୁରତର ଅବସ୍ଥାରେ ତାଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା

ଭୁବନେଶ୍ବର: ନିର୍ବାଚନ ଯେତିକି ଯେତିକି ପାଖେଇ ଆସୁଛି ନେତା ମାନଙ୍କର ଦଳଡିଆଁ ପର୍ବ ସେତିକି ଅଧିକ ଚାଲୁଛି । କିଏ ଟିକେଟ୍ ଆଶାରେ ଅନ୍ୟ ଦଳରେ ସାମିଲ ହେଉଛି ତ ଆଉ କିଏ ଦଳରେ ଅଲୋଡା ହୋଇ ଦଳ ଛାଡୁଛି । ଏହି ପ୍ରରିପେକ୍ଷିରେ ଆଜି ପୁଣି ଜଣେ ବରିଷ୍ଠ ନେତା ହାତ ଛାଡିଛନ୍ତି । କଂଗ୍ରେସରୁ

ସାଂସଦ ନଥାଇ ବି ୫ବର୍ଷର ରିପୋର୍ଟ କାର୍ଡ ଜାରି କଲେ ସମ୍ବିତ ପାତ୍ର

ସାଂସଦ ନହୋଇ ମଧ୍ୟ ପୁରୀ ସଂସଦୀୟ କ୍ଷେତ୍ର ପାଇଁ ବିଗତ ୫ବର୍ଷ ଧରି ଯାହା କାର୍ଯ୍ୟ କରିଛନ୍ତି ତା’ର ରିପୋର୍ଟ କାର୍ଡ ଜାରି କରିଛନ୍ତି ବିଜେପି ଲୋକସଭା ପ୍ରାର୍ଥୀ ଡକ୍ଟର ସମ୍ବିତ ପାତ୍ର । ଗତ ସାଧାରଣ ନିର୍ବାଚନରେ ହାରିଥିବା ସାଂସଦ ପ୍ରାର୍ଥୀଙ୍କ ମଧ୍ୟରେ ଏପରି ରିପୋର୍ଟ କାର୍ଡ ଜାରି