Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବ୍ରହ୍ମପୁର ପୋଲିସ ପକ୍ଷରୁ ପାଳିତ ହେଲା ୮୯ତମ ପୋଲିସ ପ୍ରତିଷ୍ଠା ଦିବସ..
ବ୍ରହ୍ମପୁର :-ବ୍ରହ୍ମପୁର ଆମ୍ବପୁଆ ସ୍ଥିତ ରିଜର୍ଭ ପୋଲିସ ପଡ଼ିଆ ଠାରେ ଅନୁଷ୍ଠିତ ହୋଇଯାଇଛି ପୋଲିସ ପ୍ରତିଷ୍ଠା ଦିବସ । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବ୍ରହ୍ମପୁର ଏସପି ଡ଼.ସର୍ବଣା ବିବେକ ଏମ ଯୋଗ ଦେଇ ଦେଶ ପାଇଁ ଜୀବନ ଦେଇଥିବା ସହୀଦ ମାନଙ୍କୁ ମନେ ପକାଇବା ସହିତ ସେମାନଙ୍କ ବଳିଦାନ!-->…
ରାଜଧାନୀର ଦୁଇ ନିଶା ଦିଆ ଲୁଟେରା ଗିରଫ
ଭୁବନେଶ୍ୱର : ମିଠା ମିଠା କଥା କହି ଅଟୋରେ ବସାଉ ଥିଲେ। ଆଉ ପରବର୍ତ୍ତୀ ସମୟରେ ଥଣ୍ଡା ପାନୀୟରେ ନିଶା ଦେଇ ଲୁଟୁଥିଲେ। ରାଜଧାନୀର ଏପରି ଦୁଇ ଲୁଟେରାଙ୍କୁ ଆଜି ଧରି ଭୁବନେଶ୍ୱର କମିଶନରେଟ୍ ପୁଲିସ୍। ପରିବା ବ୍ୟବସାୟୀଙ୍କଠାରୁ ଲୁଟ୍ ଘଟଣାରେ ପୁଲିସ୍ ଏହି ଦୁଇ ଲୁଟେରାଙ୍କୁ ଗିରଫ!-->…
ଅନେକ ସମୟରେ ନୂଆ ବ୍ୟାଟ୍ସମ୍ୟାନ୍ ମଧ୍ୟ ପୁରୁଣା ବୋଲରଙ୍କୁ ଛକା ଓ ଚୌକା ମାରି ଦେଉଛନ୍ତି: ସଂତୃପ୍ତ ମିଶ୍ର
କଟକ: ବିଜେଡି ଲୋକସଭା ପ୍ରାର୍ଥୀ ସଂତୃପ୍ତ ମିଶ୍ର ଆଜି କଟକରେ ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି। ସେ ବିଜୁ ଯୁବ ଛାତ୍ର ଜନତା ଦଳର କର୍ମୀମାନଙ୍କୁ ନେଇ ତୁଳସୀପୁରରେ ଏକ କର୍ମୀ ସମ୍ମିଳନୀରେ ସମସ୍ତଙ୍କୁ ଏକାଠି କରି ଆଗାମୀ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସମ୍ମିଳନୀ ଶେଷ!-->…
ଭୁବନେଶ୍ବରରେ ହିଟ୍ ଆଣ୍ଡ୍ ରନ୍ ମାମଲା: ଚା’ ଦୋକାନୀଙ୍କ ଉପରେ ଚଢ଼ିଗଲା ଦାମୀ କାର୍
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରରେ ରବିବାର ହିଟ୍ ଆଣ୍ଡ୍ ରନ୍ ମାମଲା ଦେଖିବାକୁ ମିଳିଛି। ସହିଦନଗର ଥାନା ପଣ୍ଡାପାର୍କ ନିକଟରେ ଘଟିଥିବା ଏବି ଦୁର୍ଘଟଣାରେ ଜଣେ ଚା ଦୋକାନୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଯାଜପୁର ବିଞ୍ଝାରପୁରର ଦିଲୀପ ପରିଡ଼ା।
ସୂଚନା ଅନୁସାରେ ଦିଲୀପ ନିଜ ଚା’!-->!-->!-->…
ଶକ୍ତି ପ୍ରଦର୍ଶନ କଲେ ବିଜେଡ଼ି ନେତା ଉମାକାନ୍ତ ସାମନ୍ତରାୟ
ପୁରୀ: ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀ ସଦର ବ୍ଲକ୍ ଅଧିନସ୍ଥ ୧୧ ଗୋଟି ପଞ୍ଚାୟତରେ ଆଜି ଶକ୍ତି ପ୍ରଦର୍ଶନ କରିଛନ୍ତି ବ୍ରହ୍ମଗିରି ବିଜେଡ଼ି ନେତା ତଥା ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ । ବିଜେଡ଼ି ସୁପ୍ରିମୋଙ୍କ ପ୍ରାର୍ଥୀ ଘୋଷଣା ପରେ ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀରେ ପାଦ!-->…
ପଦ୍ମ ଧରିଲେ ଆକାଶ ଦାସନାୟକ
ଭୁବନେଶ୍ଵର: ବିଜେପିରେ ସାମିଲ ହେଲେ ଆକାଶ ଦାସନାୟକ । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ସାମିଲ ହେଲେ । ଗତକାଲି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ ଆକାଶ । ଦଳର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସହ ଅରବିନ୍ଦ ଢାଲି, ସିଦ୍ଧାନ୍ତ ମହାପାତ୍ର, ପ୍ରଦୀପ!-->…
ଚନ୍ଦ୍ରଗିରି ଜଙ୍ଗଲରେ ହାତୀର ମୃତ୍ୟୁ
ଭଞ୍ଜନଗର : ସକାଳେ ଏକା ଏକା ବୁଲୁଥିଲା । ମଧ୍ୟାହ୍ନରେ ଆଖି ବୁଜିଲା, ଦନ୍ତା ହାତୀ । ଗଂଜାମ ଜିଲ୍ଲା ଉତ୍ତର ଘୁମୁସର ବନଖଣ୍ଡର ଗାଲେରୀ ବନାଞ୍ଚଳ ଅନ୍ତର୍ଗତ ବେରୁହାଁବାଡି ଗାଁକୁ ଲାଗିରହିଥିବା ଚନ୍ଦ୍ରଗିରି ଜଙ୍ଗଲରେ ହାତୀର ମୃତ୍ୟୁ ହୋଇଛି । ଆଜି ସକାଳେ , ହାତୀଟି ଗାଁକୁ!-->…
ଇଏ ଦୁ୍ର୍ଗ ପତନର ବେଳ: ଭର୍ତ୍ତୃହରି ମହତାବ
ଭୁବନେଶ୍ଵର: ଦିଲ୍ଲୀରୁ ଫେରିଛନ୍ତି ବିଜେପି ନେତା ତଥା କଟକ ଲୋକସଭା ଆସନର ପାର୍ଥୀ ଭର୍ତ୍ତୃହରୀ ମହାତାବ । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଭର୍ତ୍ତୃହରୀଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା କରିଛି ରାଜ୍ୟ ବିଜେପି । କଟକ ଲୋକସଭା ଆସନରୁ ଲୋକସଭା ପ୍ରାର୍ଥୀ ଭାବରେ!-->…
୧୪ ଦିନ ପରେ ବନ୍ଦ ଘରୁ ମିଳିଲା ମହିଳାଙ୍କ ମୃତଦେହ, ଦୁର୍ଗନ୍ଧ ହେବାରୁ ସ୍ୱାମୀଙ୍କୁ ଜଣାଇଲେ ପଡୋଶୀ
ଭଦ୍ରକ : ୧୪ ଦିନ ପରେ ବନ୍ଦ ଘରୁ ମିଳିଲା ସ୍ତ୍ରୀଙ୍କ କ୍ଷତାକ୍ତ ମୃତଦେହ । ଭଦ୍ରକ ଟାଉନ ଥାନା ଅପର୍ତ୍ତୀବିନ୍ଧା ନିଉ କଲୋନୀରୁ ଉଦ୍ଧାର ହୋଇଛି ଗଲିତ ମୃତଦେହ । ମୃତକ ତିହିଡ଼ି ଥାନା ଗୋଳାପୋଖରୀ ଅଞ୍ଚଳର ମଧୁମିତା ନାୟକ । ଗତ ୫ ମାସ ହେଲା ମଧୁମିତା ଘର ଭଡ଼ା ନେଇ!-->…
ବିଜେଡିରେ ମିଶିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ
ଭୁବନେଶ୍ଵର: ଘରକୁ ବାହୁଡିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ। ବିଜେପି ଛାଡି ଆଜି ସେ ପୁଣିଥରେ ବିଜେଡିକୁ ଫେରିଛନ୍ତି। ୨୦୧୪ରେ ବିଜେଡି ପ୍ରାର୍ଥୀ ହୋଇ ସେ ନୀଳଗିରିରୁ ବିଧାୟକ ହୋଇଥିଲେ । ସେହିପରି ୨୦୧୯ ରେ ବିଜେପି ଟିକେଟରୁ ନୀଳଗିରି ବିଧାୟକ ଭାବେ ଜିତିଥିଲେ । ଦୁଇ ଦିନ ତଳେ ସେ!-->…