Browsing Category

ଓଡିଶା

ଦୋଳ ମେଳଣରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ଭୁବନେଶ୍ୱର: ବର୍ତ୍ତମାନ ରାଜ୍ୟରେ ଅନେକ ସ୍ଥାନରେ ଦୋଳ ମେଳନ ଜମୁଛି । ଏହି ସମୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାଲିଅନ୍ତା ଥାନା ବାଳକାଟିରେ ଦୋଳ ମେଳଣ ଚାଲିଥିବାବେଳେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରାଯାଇଛି । ଠାକୁରଙ୍କ ପ୍ରୋସେସନ ବେଳେ ଯୁବକଙ୍କୁ

ଆରମ୍ଭ ହେଲା ମେଟ୍ରୋ ରେଳ କାମ

ଭୁବନେଶ୍ୱର : ଆରମ୍ଭ ହେଲା ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ କାମ । ବାରଙ୍ଗ ରତାଗଡ଼ରେ ମେଟ୍ରୋ ଡିପୋ କାମ ଆରମ୍ଭ ହୋଇଛି । ଦିଲ୍ଲା ମେଟ୍ରୋ ରେଳ କର୍ପୋରସେନ ପକ୍ଷରୁ ଏହାର ନିର୍ମାଣ କାମ ଆରମ୍ଭ ହୋଇଛି । ପ୍ରାଥମିକ ପର୍ଯ୍ୟାୟରେ ଭୁବନେଶ୍ବର ବିମାନବନ୍ଦରରୁ ତ୍ରିଶୁଳିଆ

ବିଜେଡିରେ ମିଶିଲେ ପୂର୍ବତନ କଂଗ୍ରେସ ବିଧାୟକ ଚିରଞ୍ଜୀବ ବିଶ୍ବାଳ

ଭୁବନେଶ୍ଵର: ବିଜେଡିରେ ମିଶିଲେ ପୂର୍ବତନ କଂଗ୍ରେସ ବିଧାୟକ ଚିରଞ୍ଜୀବ ବିଶ୍ବାଳ । ଶଙ୍ଖ ଭବନରେ ହଜାର ହଜାର ସମର୍ଥକଙ୍କ ସହ ଆସି ବିଜେଡିରେ ସାମିଲ ହେଲେ ଚିରଞ୍ଜିବୀ । ୨ ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ଓ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି ଚିରଞ୍ଜିବୀ ।

ଛତିଶଗଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବ, ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ

ଭୁବନେଶ୍ବର: ରାଜ୍ୟରେ କ୍ରମାଗତ ୩ ଦିନ ହେବ ଗ୍ରୀଷ୍ମ ପ୍ରକୋପ ବୃଦ୍ଧି ପାଇବାରେ ଲାଗିରହିଥିବାବେଳେ, ଆଜି ସକାଳୁ ସକାଳୁ ଟ୍ବିନ୍ ସିଟି ସହ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ଦେଖିବାକୁ ମିଳିଛି । ଛତିଶଗଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ଏବଂ କଳାବୈଶାଖୀ ପ୍ରଭାବରେ ପାଗ ମେଘୁଆ ରହିଛି ।

ବାଲୁକା କଳାରେ ଲାଲକୃଷ୍ଣ ଆଡଭାନୀଙ୍କୁ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ

ପୁରୀ: ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ ଉପାଧି ରେ ଭୂଷିତ କରାଯିବ । ଏହି ଘୋଷଣା ହେବା ପରେ ତାଙ୍କ ସମର୍ଥକ ଙ୍କ ଗହଣରେ ଖୁସିର ଲହରୀ ଖେଳିଯାଇଛି । ଏହି ଅବସରରେ ବାଲୁକା ଚିତ୍ର ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ

ରେଳ ଫାଟକରୁ ଯୁବକଙ୍କ ମୃତଦେହ ଉଦ୍ଧାର

ବାଲେଶ୍ବର : ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ଅଲ୍ଲିପୁର ରେଳ ଫାଟକ ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକଙ୍କ ପରିଚୟ ମିଳିନାହିଁ। ଯୁବକଙ୍କ ମୁଣ୍ଡରେ ଆଘାତ ଲାଗିଛି। ତାଙ୍କ ଦେହରେ ଅନେକ ସ୍ଥାନରେ କ୍ଷତ ଚିହ୍ନ ରହିଛି।ଆଜି ସକାଳେ ଅଲ୍ଲିପୁର ରେଳ ଫାଟକ

ଜଟଣୀରୁ ସ୍ବାଧୀନ ଭାବେ ଲଢିବେ ସୁରଙ୍କ ବଡ଼ପୁଅ !

ଭୁବନେଶ୍ୱର,୩୦।୩: ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟଙ୍କ ପରିବାରରେ ପୁଣି ଟ୍ବିଷ୍ଟ ଆସିଛି। ବୁଧବାର ସାନପୁଅ ମନ୍ମଥ ରାଉତରାୟ ବିଜେଡିର ଭୁବନେଶ୍ବର ଲୋକ ସଭା ଟିକେଟ୍‌ ପାଇବାବେଳେ ସୁର ରାଉତରାୟ କଂଗ୍ରେସର ସବୁ ପଦ ପଦବୀରୁ ଇସ୍ତଫା ଦେଇଛନ୍ତି। ଯାହାକୁ ନେଇ ରାଜ୍ୟ ରାଜନୀତି ରୋଚକ ମୋଡ

ଏପ୍ରିଲ ପହିଲାରୁ ହେବ ବଡ଼ ପରିବର୍ତ୍ତନ, ବଦଳିଯିବ ଏସବୁ ନିୟମ

ଭୁବନେଶ୍ୱର,୩୦ା୩: ୨୦୨୩-୨୪ ଆର୍ଥିକ ବର୍ଷ ଶେଷ ହେବାକୁ ଯାଉଛି। ଆସନ୍ତା ଏପ୍ରିଲ ପହିଲାରୁ ନୂଆ ଆର୍ଥିକ ବର୍ଷ ଆରମ୍ଭ ହେବ। ତେବେ ଏହି ପହିଲାରୁ ଦେଶରେ ବଦଳିବାକୁ ଯାଉଛି ଅନେକ ନିୟମ। ଏଥିରେ ପାନ୍‌ କାର୍ଡ, ଆଧାର ଏବଂ ଡେବିଟ୍‌ କାର୍ଡ ସମ୍ବନ୍ଧରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ତେବେ

ବିଜେଡି ଛାଡ଼ିଲେ ସିନେ ତାରକା ତଥା କୋରେଇର ପୂର୍ବତନ ବିଧାୟକ ଆକାଶ ଦାସ ନାୟକ

ଭୁବନେଶ୍ବର: ସିନେ ତାରକାମାନେ ବିଜେଡି ଛାଡ଼ିବାରେ ଲାଗିଛନ୍ତି। ପ୍ରଥମେ ଅରିନ୍ଦମ ରାୟ, ତ‌ାଙ୍କ ପରେ ସିଦ୍ଧାନ୍ତ ମହାପାତ୍ର ଓ ଏବେ ଆକାଶ ଦାସ ନାୟକ ବି ବିଜେଡି ଛାଡ଼ିଛନ୍ତି। ଯାଜପୁର ଜିଲ୍ଲା କୋରେଇର ପୂର୍ବତନ ବିଧାୟକ ଆକାଶ ଦାସ ନାୟକଙ୍କୁ ବିଜେଡି ଗତ ଥର ଟିକେଟ ଦେଇନଥିଲା। ଏଥର ବି ଦଳ

ହାତ ଛାଡ଼ିଲେ ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ

ଭୁବନେଶ୍ବର: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ ଦଳରୁ ଇସ୍ତଫା ଦେଇଛନ୍ତି । ୨୦୦୪ରୁ ୨୦୦୯ ଯାଏ ତିର୍ତ୍ତୋଲ ବିଧାୟକ ଏବଂ ୨୦୧୪ରୁ ୨୦୧୯ ଯାଏଁ ଜଗତସିଂହପୁର ବିଧାୟକ ଭାବେ କଂଗ୍ରେସ ଗଡ଼ ସମ୍ଭାଳିଥିଲେ ଚିରଞ୍ଜୀବ। ଏପରିିକି ବିଧାନସଭାରେ ବିରୋଧୀ ଦଳର ଉପନେତା