Browsing Category

ଓଡିଶା

ଟିକେଟରୁ ବଞ୍ଚିତ ହେବା ପରେ ସୁରେଶଙ୍କ ସାମ୍ବାଦିକ ସମ୍ମିଳନୀ

ଝାରସୁଗୁଡ଼ା: ‘ଟିକେଟ ମିଳିଲେ ଉତ୍ସାହିତ ହେବାର ନାହିଁ କି ନ ମିଳିଲେ ଦୁଃଖ କରିବାର ନାହିଁ। ମୋ’ ଭବିଷ୍ୟତ ନିଷ୍ପତ୍ତି ବିଜେପିର କେନ୍ଦ୍ରୀୟ ନେତୃତ୍ବ ଉପରେ। ନିର୍ବାଚନ ଲଢ଼େ କି ନଲଢ଼େ କିନ୍ତୁ ଲୋକଙ୍କ ପାଇଁ କାମ କରିବି।’ ଆଜି ଝାରସୁଗୁଡ଼ାସ୍ଥିତ ବିଜେପି କାର୍ଯ୍ୟାଳୟରେ ସାମ୍ବାଦିକ

ବିଜେପି ଛାଡିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ

ବାଲେଶ୍ଵର: ବିଜେପି ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ । ସେ ତାଙ୍କର ଇସ୍ତଫା ପତ୍ର ରାଜ୍ୟ ସଭାପତିଙ୍କ ମନମୋହନ ସାମଲଙ୍କ ନିକଟକୁ ପଠାଇଛନ୍ତି । ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୁକାନ୍ତ ୨୦୧୯ରେ ବିଜେଡି ଛାଡ଼ି ବିଜେପିକୁ ଆସି ନିର୍ବାଚନ ଜିତିଥିଲେ । ତେବେ ସେ

ପୁରୀରେ ଶ୍ରୀଜିଉଙ୍କ ଦର୍ଶନ ପାଇଁ ଅସମ୍ଭବ ଭିଡ଼, ଖରାରେ ସିଝିଲେ ହଜାର ହଜାର ଶ୍ରଦ୍ଧାଳୁ

ପୁରୀ : ଆଜି ପୁରୀରେ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଅସମ୍ଭବ ଭିଡ଼ ଦେଖିବାକୁ ମିଳିଥିଲା । ଆଜି ଛୁଟି ଦିନ ଥିବାରୁ ଶ୍ରୀଜିଉଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଗହଲି ଲାଗିଥିଲା । ଫଳରେ ପଶ୍ଚିମ ଦ୍ୱାରରେ ଭକ୍ତଙ୍କ ଲମ୍ବା ଲାଇନ ଲାଗିଥିଲା । ଖରାରେ ହଜାର ହଜାର ଭକ୍ତ ସିଝିଥିଲେ । ଭିଡ଼

କୋଟିଆରେ ଡ଼ିଜିଟାଲ ମିଟର ଲଗାଇଲା ଆନ୍ଧ୍ର

କୋରାପୁଟ: ନିର୍ବାଚନ ପୂର୍ବରୁ ଆନ୍ଧ୍ରର ଆଉ ଏକ ଚାଲ୍ ସାମ୍ନାକୁ ଆସିଛି । ଆନ୍ଧ୍ରପ୍ରଦେଶ କୋରାପୁଟ ଜିଲ୍ଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆର ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି । ଆଗକୁ ଭୋଟ୍ ଥିବାରୁ ଆନ୍ଧ୍ର ପକ୍ଷରୁ ଭୋଟର ମାନଙ୍କୁ ପ୍ରଭାବିତ କରିବା ପାଇଁ କୋଟିଆ

ନୟାପଲ୍ଲୀ ବ୍ରିଟ୍ କଲୋନୀରେ ଦୁଇ ଗୋଷ୍ଠୀ ଗଣ୍ଡଗୋଳ ମାମଲା, ଆଠ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର : ନୟାପଲ୍ଲୀ ବ୍ରିଟ୍ କଲୋନୀରେ ହୋଲି ଦିନ ଦୁଇ ଗୋଷ୍ଠୀ ଗଣ୍ଡଗୋଳ ମାମଲାରେ ଆଠ ଅଭିଯୁକ୍ତଙ୍କୁ ଗିରଫ କଲା ନୟାପଲ୍ଲୀ ଥାନା ପୋଲିସ । ଗିରଫ୍ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ନାବାଳକ ଥିବା ସୂଚନା । ଗିରଫ ଅଭିଯୁକ୍ତଙ୍କ ନିକଟରୁ ଗଣ୍ଡଗୋଳରେ ବ୍ୟବହୃତ ଖଣ୍ଡା, ଭୁଜାଲି, ଠେଙ୍ଗା,

ସମ୍ବଲପୁର ମାଟିରେ ପ୍ରଣବ; କହିଲେ, ‘ବାପାଙ୍କର କର୍ମଭୁମି ଥିବାରୁ ଆଜି ମୋ ଘରେ ଠିଆ ହେବା ପରି ଲାଗୁଛି’

ସମ୍ବଲପୁର: ସମ୍ବଲପୁର ଲୋକ ସଭା ଆସନରୁ ପ୍ରଣବ ପ୍ରକାଶ ଦାସଙ୍କୁ ବିଜେଡିରୁ ଟିକେଟ୍ ମିଳିବା ପରେ ସମ୍ବଲପୁର ଗସ୍ତ କରିଛନ୍ତି । ସମର୍ଥକ ମାନଙ୍କ ସହ ଯାଇ ମାଆ ସମଲେଇଙ୍କୁ ଦର୍ଶନ କରିବା ସହ ଆଶିର୍ବାଦ ନେଇଛନ୍ତି । ଏହି ଅବସରରେ ସମ୍ବଲପୁରବାସୀଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରି ଭାବବିହ୍ବଳ

ନିର୍ବାଚନ ପୂର୍ବରୁ ବିପୁଳ ପରିମାଣର ବୋମା ଜବତ, ବୋମା ତିଆରି କାରଖାନା ଠାଵ

ଭୁବନେଶ୍ୱର : ନିର୍ବାଚନ ପୂର୍ବରୁ ବିପୁଳ ପରିମାଣର ବୋମା ଜବତ କରିଛି ଜଟଣୀ ପୋଲିସ । ବୋମା ରଖିବା ଅଭିଯୋଗରେ ଜଣେ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ଏଥି ସହ ବୋମା ତିଆରି କାରଖାନାକୁ ଠାଵ କରିଛି ପୋଲିସ । ଉମାକାନ୍ତ ଶତପଥୀ ନାମକ ଜଣେ ବ୍ୟକ୍ତି ବୋମା କାରଖାନା କରି ବୋମା ତିଆରି

ଡକାୟତି ଯୋଜନା ପଣ୍ଡ, ପୋଲିସ କବଜାରେ ୫ ଜଣିଆ ଡକାୟତି ଗ୍ୟାଙ୍ଗ

ଜଟଣୀ: ଡକାୟତି ଯୋଜନା ପଣ୍ଡ କଲା କମିଶନରେଟ୍ ପୋଲିସ । ବଡ ଧରଣର ଲୁଟ୍ ପାଇଁ ଯୋଜନା କରୁଥିବାବେଳେ କମିଶନରେଟ୍‌ ପୋଲିସ ହାତରେ ଧରାପଡିଛନ୍ତି ୫ ଜଣିଆ ଡକାୟତି ଗ୍ୟାଙ୍ଗ । ସେମାନଙ୍କ ନିକଟରୁ ୫ଟି ଅଫୁଟା ବୋମା, ସ୍କର୍ପିଓ କାର, ୩ଟି ବାଇକ ସହିତ ବିଭିନ୍ନ ମାରଣାସ୍ତ୍ର ଜବତ କରାଯାଇଛି ।

ହାତ ଛାଡ଼ି ଶଙ୍ଖ ଫୁଙ୍କିଲେ ବିଧାୟକ ସୁରେନ୍ଦ୍ର ସିଂ ଭୋଇ

ବଲାଙ୍ଗିର : ଶଙ୍ଖ ଫୁଙ୍କିଲେ ସୁରେନ୍ଦ୍ର। ଶଙ୍ଖ ଭବନରେ ପହଞ୍ଚି ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି । ନିଜର ବହୁ ସଂଖ୍ୟାରେ ସମର୍ଥକଙ୍କ ସହ ଶଙ୍ଖ ଭବନରେ ପହଞ୍ଚି ଦଳରେ ସାମିଲ ହୋଇଛନ୍ତି ୩ ଥରର ବିଧାୟକ ସୁରେନ୍ଦ୍ର ସିଂ ଭୋଇ । ତାଙ୍କୁ ବଲାଙ୍ଗିର ଲୋକସଭା

ବିଜେପି ଛାଡିଲେ ସାଲେପୁର ପୂର୍ବତନ ବିଧାୟକ ପ୍ରକାଶ ବେହେରା

ଭୁବନେଶ୍ୱର: ବିଜେପି ଛାଡିଲେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା । ସେ ଆଜି ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ସେ ତାଙ୍କର ଇସ୍ତଫାପତ୍ର ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇ ଦେଇଛନ୍ତି । ପ୍ରକାଶ ଚନ୍ଦ୍ର ବେହେରା କଟକ ଜିଲ୍ଲା ବିଜେପି ସଭାପତି