Browsing Category

ଓଡିଶା

କମଳନାଥଙ୍କ ପୁଅ ୭୦୦ କୋଟିର ମାଲିକ

ନୂଆଦିଲ୍ଲୀ : ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା କମଲନାଥଙ୍କ ପୁଅ ନକୁଲ ୨୦୧୯ ଭଳି ୨୦୨୪ରେ ମଧ୍ୟ ଛିଣ୍ଡୱାରା ଆସନରୁ ଲୋକସଭା ନିର୍ବାଚନ ଲଢ଼ିବେ।୨୦୧୯ରେ ସେ ମଧ୍ୟପ୍ରଦେଶରୁ ଏକମାତ୍ର କଂଗ୍ରେସ ପ୍ରାର୍ଥୀ ଭାବେ ଲୋକସଭା ନିର୍ବାଚନରେ ଜିତିଥିଲେ। ଏଥର ବି ଦଳ

ମୋବାଇଲ ଟାୱାର ପୋଡିଲେ ନକ୍ସଲ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର କୋଣ୍ଡାଗାଓଁ ଜିଲ୍ଲାର କେଜଙ୍ଗ ଗ୍ରାମରେ ରହିଥିବା ମୋବାଇଲ ଟାୱାରକୁ ନିଆଁରେ ପୋଡି ଦେଇଛନ୍ତି ନକ୍ସଲ।କୋଣ୍ଡାଗାଓଁ ଜିଲ୍ଲାରେ ପୁଣି ନକ୍ସଲ ନିଜର ଉପସ୍ଥିତି ଜାହିର କରିଛନ୍ତି।ବୁଧବାର ରାତିରେ ସଶସ୍ତ୍ର ନକ୍ସଲ ବାୟାନାର ଅଂଚଳର କେଜଙ୍ଗ

ଦସ୍ତଖତ ପାଇଁ ୨୫ ଶହ ଲାଞ୍ଚ ମାମଲା: ପୂର୍ବତନ ସ୍ବାସ୍ଥ୍ୟ ପରିଦର୍ଶିକାଙ୍କୁ ୪ ବର୍ଷ ଜେଲ୍ 

ସୁନ୍ଦରଗଡ଼: ସୁନ୍ଦରଗଡ଼ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ୨୮ ତାରିଖ ଗୁରୁବାର ଏକ ଲାଞ୍ଚ ମାମଲାର ଶୁଣାଣି କରି ଖୁଟଗାଁ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରର ପୂର୍ବତନ ସ୍ବାସ୍ଥ୍ୟ ପରିଦର୍ଶିକା ମଥାମଣି ରଥ (୬୩)ଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ତାଙ୍କୁ ୪ ବର୍ଷ ଜେଲ୍ ଓ ୨ ହଜାର ଟଙ୍କା ଜରିମାନା

ଟିକେଟ ମୋ ପାଇଁ ସରପ୍ରାଇଜ ଥିଲା – ମନ୍ମଥ ରାଉତରାୟ

ପୁରୀ,୨୮।୩: ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟଙ୍କୁ ଭୁବନେଶ୍ୱର ଲୋକ ସଭା ଆସନରୁ ବିଜେଡି ଟିକେଟ ଦେଇଛି। ଏହାକୁ ନେଇ ରାଜନୀତି ଜୋର ଧରିଛି। ତାଙ୍କ ବାପା ଏବଂ ଭାଇ ଏହି ନିଷ୍ପତ୍ତିକୁ ବିରୋଧ କରିଛନ୍ତି। ଏସବୁ ଭିତରେ ମନ୍ମଥ ପୁରୀ ଯାଇ

ଓଡ଼ିଶା ପାଇଁ ଏପ୍ରିଲ ପ୍ରଥମ ସପ୍ତାହରେ ପ୍ରାର୍ଥୀ ଘୋଷଣା କରିବ କଂଗ୍ରେସ

ଭୁବନେଶ୍ୱର,୨୮।୩ : ଓଡ଼ିଶା ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ୧୮ ଟି ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜୁ ଜନତା ଦଳ(ବିଜେଡି) ୧୫ ଟି ଲୋକସଭା ଏବଂ ୭୨ ଟି ବିଧାନସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଛି। ତେବେ କଂଗ୍ରେସ ଏପର୍ଯ୍ୟନ୍ତ କୌଣସି ନାମ ଘୋଷଣା

ରେଭିନ୍ୟୁ ସୁପରଭାଇଜରଙ୍କ ପାଇଁ ଲାଞ୍ଚ ଗ୍ରହଣ କରୁଥିଲେ ଅବସରପ୍ରାପ୍ତ ଅମୀନ, ଧରିଲା ଭିଜିଲାନ୍ସ

ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଗତସିଂହପୁରର ଜମି ଅଧିଗ୍ରହଣ ଅଧିକାରୀଙ୍କ ଅଫିସର ରେଭିନ୍ୟୁ ସୁପରଭାଇଜର ଗଣେଶ ମଲ୍ଲିକ। ସେ ଏବେ ପାରାଦୀପ ସ୍ଥିତ ସ୍ୱତନ୍ତ୍ର ଜମି ଅଧିଗ୍ରହଣ କ୍ୟାମ୍ପ ଅଫିସରେ ନିଯୁକ୍ତ ହୋଇଛନ୍ତି। ତାଙ୍କ ସହିତ କ୍ଷୀରୋଦ ରଥ ନାମକ ଜଣେ ବ୍ୟକ୍ତି ଧରାପଡ଼ିଛନ୍ତି।

ଟିକେଟ୍ ଘୋଷଣା ପରେ ବିଜେଡିରେ ବିସ୍ଫୋରଣ: ଏକାଧିକ ଅସନ୍ତୁଷ୍ଟ ଏବେ ବିଦ୍ରୋହୀ ପ୍ରାର୍ଥୀ

ଭୁବନେଶ୍ବର : ରାଜ୍ୟର ୭୨ ବିଧାନସଭା ଓ ୧୫ଟି ଲୋକସଭା ଆସନ ପାଇଁ ବିଜେଡି ନିଜର ପ୍ରାର୍ଥୀ ଘୋଷଣା କରିବା ପରେ ଦଳରେ ବିସ୍ଫୋରକ ପରିସ୍ଥିତି ଉପୁଜିଛି। ରାୟଗଡ଼ାଠୁ ଆରମ୍ଭ କରି କଟକ ଓ ଯାଜପୁର ପର୍ଯ୍ୟନ୍ତ ସବୁଆଡ଼େ ଦଳୀୟ କନ୍ଦଳ ବଢ଼ିବାରେ ଲାଗିଛି। ଏକାଧିକ ସ୍ଥାନରେ ଦଳୀୟ ପ୍ରାର୍ଥୀଙ୍କୁ ବିରୋଧ

ନିଖୋଜ ଯୁବକଙ୍କୁ ଖୋଜିବା ପାଇଁ ଏସପିଙ୍କ ଦ୍ୱାରସ୍ଥ ହେଲେ ପରିବାର

ବଲାଙ୍ଗିର : ମାସେ ହେବ ଦିବ୍ୟାଙ୍ଗ ଯୁବକଙ୍କର ପତାମିଳୁନାହିଁ। ପୁଲିସକୁ ଅଭିଯୋଗ କଲେବି ଫଳ ସୁନ। ଯାହା ପାଇଁ ଏସପିଙ୍କ ଦ୍ୱାରସ୍ଥ ହେଲେ ପରିବାର ଲୋକ। ଏଭଳି ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଗାଁରେ।ବଙ୍ଗୋମୁଣ୍ଡା ଗାଁର ଦିବ୍ୟାଙ୍ଗ ଯୁବକ ପ୍ରମୋଦ ପାଣିଗ୍ରାହୀ (୨୮)। ସେ

ଆତ୍ମସମର୍ପଣ କଲେ ଯାଜପୁରର ଚର୍ଚ୍ଚିତ ୟୁଟ୍ୟୁବର ଦମ୍ପତି 

ଯାଜପୁର : ବନ ବିଭାଗ ସହ ଛକାପଞ୍ଝା ପରେ ଆଜି ସକାଳେ ଆତ୍ମସମର୍ପଣ କରିଛନ୍ତି ଯାଜପୁର ଜିଲ୍ଲାର ଚର୍ଚ୍ଚିତ ୟୁଟ୍ୟୁବର ଦମ୍ପତି। ଯାଜପୁର ରୋଡ୍‌ ବନ ବିଭାଗ କାର୍ଯ୍ୟାଳୟକୁ ଆସି ମୋନାଲିସା ଓ ତାଙ୍କ ସ୍ୱାମୀ ଆତ୍ମସମର୍ପଣ କରିଛନ୍ତି।ମୋନାଲିସା ଜହଳ ଗାଁ ସ୍ଥିତ ଘରେ ମାଙ୍କଡ଼ ଓ ଘୋଡ଼ା ରଖିଥିଲେ।

୧୩ ସହରରେ ପାରା ୩୮ଡ଼ିଗ୍ରି ଅତିକ୍ରମ

ଭୁବନେଶ୍ବର: ଆଜି ରାଜ୍ୟର ୫ଟି ସହରର ତାପମାତ୍ରା ୩୯ ଡିଗ୍ରି ଉପରେ ରହିଛି। ସେହିପରି ୧୩ଟି ସହରରେ ପାରା ୩୮ ଡିଗ୍ରି ଉପରେ ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ସନ୍ଧ୍ୟାରେ ଏହି ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ପାରଳାଖେମୁଣ୍ଡିରେ