Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ସମ୍ବଲପୁରରେ ଧର୍ମେନ୍ଦ୍ର ଓ ପ୍ରଣବ ମୁହାଁମୁହିଁ
ସମ୍ବଲପୁର: ସମ୍ବଲପୁର ଲୋକସଭା ନିର୍ବାଚନରେ ଏଥର ବିଜେଡି ଓ ବିଜେପି ମଧ୍ୟରେ ହେବ ମହାଲଢ଼େଇ । ବିଜେପିରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ବିଜେଡିରୁ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ପ୍ରାର୍ଥୀ ହେବାପରେ ରାଜ୍ୟ ରାଜନୀତିରେ ଏହିଭଳି ଏକ ଚର୍ଚ୍ଚା ଆରମ୍ଭ ହୋଇଛି!-->…
୩୦ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ଜିଏସ୍ଟି ଅଧିକାରୀ
ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଜିଏସ୍ଟି ଅଧିକାରୀ ମାନସ ରଂଜନ ବେହେରା। ୩୦ ହଜାର ଟଙ୍କାର ଲାଞ୍ଚ ନେବାବେଳେ ମାନସଙ୍କୁ କାବୁ କରିଛି ଭିଜିଲାନ୍ସ। ପୁରୀ ଜିଲ୍ଲା ସ୍କୁଲ ସମ୍ମୁଖରେ ପୁରୀର ସିଟିଓ ଆଣ୍ଡ ଜିଏସ୍ଟି, ଏନ୍ଫୋର୍ସମେଣ୍ଟ ୟୁନିଟ୍ର ଅଧିକାରୀଙ୍କୁ ଲାଞ୍ଚ ନେବାବେଳେ ଟ୍ରାକ୍!-->…
ଟିକେଟ୍ ପାଇବା ପରେ ବିଜେଡି ସୁପ୍ରିମୋଙ୍କୁ ଧନ୍ୟବାଦ ଜଣାଇବା ପାଇଁ ନବୀନ ନିବାସରେ ନେତାଙ୍କ ଭିଡ଼
ଭୁବନେଶ୍ବର: ନବୀନ ନିବାସରେ ନେତାଙ୍କ ଭିଡ଼ । ଟିକେଟ୍ ପାଇବା ପରେ ବିଜେଡି ସୁପ୍ରିମୋଙ୍କୁ ଧନ୍ୟବାଦ ଜଣାଇବା ପାଇଁ ପହଞ୍ଚିଛନ୍ତି ସାଂସଦ ଓ ବିଧାୟକ ପ୍ରାର୍ଥୀ । ରୀତା ସାହୁ, ସ୍ନେହାଙ୍ଗିନୀ ଛୁରିଆ, ସୁବାସ ବେହେରା, ନିରଞ୍ଜନ ପୂଜାରୀ, ବିପ୍ଳବ ପାତ୍ର ନବୀନ ନିବାସରେ ପହଞ୍ଚିଛନ୍ତି ।କଟକ!-->…
ବିଜେପିରେ ମିଶିଲେ ଭର୍ତ୍ତୃହରି, ସିଦ୍ଧାନ୍ତ ଓ ଦମୟନ୍ତୀ
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପୂର୍ବରୁ ଓଡ଼ିଶାର ରାଜନୀତିରେ ବଡ଼ ଧରଣର ନେତାଙ୍କ ଦଳ ବଦଳ ହୋଇଛି। ବିଜେଡିରୁ ଇସ୍ତଫା ଦେଇଥିବା ସାଂସଦ ଭର୍ତ୍ତୃହରି ମହତାବ, ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ର ଗୁରୁବାର ବିଜେପିରେ ଯୋଗ ଦେଇଛନ୍ତି। ଅପରାହ୍ନ ସାଢ଼େ ୨ଟାରେ ନୂଆଦିଲ୍ଲୀର ବିଜେପି!-->…
ଆଗାମୀ ୨ ଦିନରେ କାଳବୈଶାଖୀ ପ୍ରଭାବ: ବଜ୍ରପାତ, ପବନ ସହ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ଆଗାମୀ ଦୁଇ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ରହିଛି। ଘଡ଼ଘଡ଼ି ସାଙ୍ଗକୁ ବଜ୍ରପାତ ହେବା ନେଇ ପାଣପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବଜ୍ରପାତ, ପବନ ସହ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଇଏମଡି। ପବନର ବେଗ ୩୦ ରୁ ୪୦ କିଲୋମିଟର ରହିବ।
!-->!-->…
ନବୀନ ନିବାସରେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ସଂସଦୀୟ କ୍ଷେତ୍ର ପାଇଁ ସମୀକ୍ଷା
ଭୁବନେଶ୍ବର: ଆଜି ନବୀନ ନିବାସରେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ସଂସଦୀୟ କ୍ଷେତ୍ର ପାଇଁ ସମୀକ୍ଷା ବୈଠକ ଅନୁଷ୍ଠିତ ହେଉଛି। ଏଥିରେ ସଂସଦୀୟ କ୍ଷେତ୍ରର ସମସ୍ତ ବିଧାୟକ ଓ ପର୍ଯ୍ୟବେକ୍ଷକମାନେ ଉପସ୍ଥିତ ରହିବେ। ଦିନ ୧୧ଟାରେ ମୟୁରଭଞ୍ଜ , ୧୨ଟାରେ କେନ୍ଦୁଝର, ଅପରାହ୍ଣ!-->…
ବିଜେପିର ଲୋକସଭା ସାଂସଦ ପ୍ରାର୍ଥୀ ବଳଭଦ୍ର ମାଝୀଙ୍କୁ ଅଣ୍ଡାମାଡ଼
ନବରଙ୍ଗପୁର: ନିର୍ବାଚନକୁ କିଛି ଦିନ ବାକି ଥିବା ବେଳେ ନବରଙ୍ଗପୁରରେ ଦେଖିବାକୁ ମିଳିଛି ରାଜନୈତିକ କନ୍ଦଳ। ବିଜେପିର ଲୋକସଭା ସାଂସଦ ପ୍ରାର୍ଥୀ ବଳଭଦ୍ର ମାଝୀଙ୍କୁ ଅଣ୍ଡାମାଡ଼। ବଳଭଦ୍ର ମାଝୀଙ୍କୁ କିଛି ଅସନ୍ତୁଷ୍ଟ ଗୋଷ୍ଠୀର କିଛି କାର୍ଯ୍ୟ କର୍ତ୍ତା ଅଣ୍ଡାମାଡ଼ କରିଥିବା ସୂଚନା ରହିଛି।!-->…
ବିଜେଡିର ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ଘୋଷଣା
ଭୁବନେଶ୍ବର: ବିଜୁ ଜନତା ଦଳ (ବିଜେଡି) ବୁଧବାର ଦିନ ସନ୍ଧ୍ୟା ସୁଦ୍ଧା ୧୫ଟି ଲୋକସଭା ନିର୍ବାଚନ ମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ଅପରାହ୍ଣରେ ବିଜେଡି ୯ ଜଣଙ୍କର ନାମ ଜାରି କରିଥିଲା। ଦ୍ବିତୀୟ ପର୍ଯ୍ୟାୟରେ ସନ୍ଧ୍ୟାରେ ୬ ଜଣ ପ୍ରାର୍ଥୀଙ୍କ ନାମ ଜାରି କରିଛି।!-->…
ପ୍ରାର୍ଥୀ ବଦଳାଇବାକୁ ନେଇ ବିଜେଡିକୁ ଅପରାଜିତାଙ୍କ କଟାକ୍ଷ; କହିଲେ, ‘ଯୋ ଡରଗୟା, ୱ ମରଗୟା’
ଭୁବନେଶ୍ୱର: ଭୁବନେଶ୍ୱର ଲୋକ ସଭା ଆସନରୁ ପ୍ରାର୍ଥୀଭାବେ ଟିକେଟ ଘୋଷଣା ପରେ ଆଜି ଦିଲ୍ଲୀରୁ ଫେରିଛନ୍ତି ଅପରାଜିତା ଷଡଙ୍ଗୀ । ବିମାନବନ୍ଦରରେ ବିଜେପିର ନେତା ଓ କର୍ମୀମାନେ ତାଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦେଇ ପାଛୋଟି ଆଣିଥିଲେ । ଏହାପରେ ବିରାଟ ଶୋଭାଯାତ୍ରାରେ ଆସି ଅପରାଜିତା ବାବା!-->…
ପୋଡ଼ାଗଡ ନିକଟରେ ବସ୍ ଦୁର୍ଘଟଣା: ଜଣେ ମୃତ, ୨୦ ଆହତ
କୋରାପୁଟ: ମଙ୍ଗଳବାର ବିଳମ୍ବିତ ରାତିରେ କୋରାପୁଟ ସଦର ପୋଲିସ ସୀମା ଅନ୍ତର୍ଗତ ପୋଡାଗଡ ନିକଟରେ ବସ୍ ଦୁର୍ଘଟଣା ଘଟିଛି। ଖମ୍ବେଶ୍ୱରୀ ନାମକ ବସ ଦୁର୍ଘଟଣାଗ୍ରସ୍ତ ହୋଇଥିବା ବେଳେ ଭାରସାମ୍ଯ ହରାଇ ବସଟି ରାସ୍ତା ତଳକୁ ଖସିପଡ଼ିଛି । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦!-->…