Browsing Category

ଓଡିଶା

ବଢିଲା ରବି ଧାନ ସଂଗ୍ରହ ଅବଧି, ଚାଷୀଙ୍କୁ ଆଶ୍ୱସ୍ତୀ

ଭୁବନେଶ୍ୱର: ରବି ଧାନ ସଂଗ୍ରହ ଅବଧି ଜୁଲାଇ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି ସରକାର। ଅବଧି ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ୨୦ ଲକ୍ଷ ମେଟ୍ରିକ୍ ଟନ ଧାନ ସଂଗ୍ରହ ଲକ୍ଷ୍ୟ ଧାର୍ଯ୍ୟ କରିଥିଲେ ସରକାର। ଏଯାଏ ୧୮.୭୯ ଲକ୍ଷ ମେଟ୍ରିକ୍ ଟନ ଧାନ ସଂଗ୍ରହ…

ପେଟ୍ରୋଲ ଢାଳି ନାବାଳିକାକୁ ପୋଡିବାକୁ ଉଦ୍ୟମ

ଭଦ୍ରକ: ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତରେ ଅଭାବନୀୟ ଘଟଣା। ବିବାହିତ ପୁରୁଷର ଏକତରଫା ପ୍ରେମରୁ ଉନ୍ମତ୍ତ କାଣ୍ଡ। ନାବାଳିକାକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ। ଉକ୍ତ ଯୁବକକୁ ଧରି ପୋଲିସରେ ଜିମା ଦେଲେ ଗ୍ରାମବାସୀ। ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର ଜଣେ ୧୫ ବର୍ଷୀୟା…

କମିଲା ସୁନା ଓ ରୁପା ଦର

ଭୁବନେଶ୍ୱର: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁଁ ଗତ କିଛି ମାସ ଧରି ଲଗାତାର ସୁନା ଓ ରୁପାର ମୂଲ୍ୟ ବଢିଚାଲିଥିଲା। ଗ୍ରାହକଙ୍କ ଚିନ୍ତାର ବିଷୟ ପାଲଟିଥିଲା ସୁନା ଦର। ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। କିଛିଦିନ ପୂର୍ବରୁ ରେକର୍ଡ ସ୍ତରରେ ପହଞ୍ଚିଥିବା ସୁନା ଓ ରୁପାର…

ସୁଇମିଂ ପୁଲ୍‌ରେ ବୁଡ଼ି ଯୁବତୀ ମୃତ, ହତ୍ୟା ଅଭିଯୋଗ ଆଣିଲା ପରିବାର

ପୁରୀ: ସୋମବାର ରାତିରେ ପୁରୀର ଏକ ହୋଟେଲରେ ଥିବା ସୁଇମିଂ ପୁଲରେ ଗାଧୋଇବା ବେଳେ ବୁଡ଼ି ଗଲେ ଜଣେ ୨୫ ବର୍ଷୀୟା ଯୁବତୀ। ମୃତକ ହେଲେ ସୁମିତ୍ରା ମହାପାତ୍ର ଓରଫ ମାମା। ସେ ଗୌଡାବାଡା ସାହିର ବାସିନ୍ଦା। ପୁଲିସ ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ଶବ ଜବତ କରି ବ୍ୟବଚ୍ଛେଦ ଲାଗି ସଂରକ୍ଷଣ ଗୃହରେ…

ଖଣ୍ଡଗିରି ହତ୍ୟାକାଣ୍ଡ: ପୁଅ ପରେ ଡାକ୍ତରଖାନାରେ ଆଖି ବୁଜିଲେ ବାପା

ଭୁବନେଶ୍ୱର: ଖଣ୍ଡଗିରି ହତ୍ୟାକାଣ୍ଡ ମାମଲା। AIIMSରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ବାପା। ପୂର୍ବରୁ ପୁଅ କୃଷ୍ଣ ପାଢ଼ୀର ମୃତ୍ୟୁ ହୋଇଥିବା ବେଳେ ବଞ୍ଚାଇବାକୁ ଯାଇ ବାପା ଗୁରୁତର ହୋଇ ଏମ୍ସରେ ଚିକିତ୍ସା ହେଉଥିଲେ। ତେବେ ଆଜି ଚିକିତ୍ସାଧୀନ ଅବସ୍ଥାରେ କୃଷ୍ଣ ପାଢ଼ୀଙ୍କର ବାପା ଆଖି…

ଜୁଲାଇ ୪ରେ ଓଡ଼ିଶା ଆସିବେ ଗୃହମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆସନ୍ତା ଜୁଲାଇ ୪ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ସୂଚନା ଦେଇଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ।ସୂଚନା ଅନୁଯାୟୀ, ଜୁଲାଇ ୪ ତାରିଖରେ ଅମିତ ଶାହ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚି ସିଧାସଳଖ ବରଗଡ଼  ଗସ୍ତ କରିବେ।…

ଚନ୍ଦ୍ରଭାଗାରେ ଦୁଇ ଭାଇଙ୍କୁ ସଂଘବଦ୍ଧ ଆକ୍ରମଣ

କୋଣାର୍କ: ପୁରୀ ଜିଲ୍ଲାର ଚନ୍ଦ୍ରଭାଗା ବଜାରରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଏକ ସଂଘବଦ୍ଧ ଆକ୍ରମଣ। ପ୍ରାୟ ୧୫ ଜଣ ଅଜଣା ଯୁବକଙ୍କ ଆକ୍ରମଣରେ ଦୁଇ ଭାଇ ଗୁରୁତର ଆହତ ହୋଇଥିବା ବେଳେ କୋଣାର୍କ ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ସୂଚନା ଅନୁଯାୟୀ, ରଶ୍ମିରଞ୍ଜନ…

ଛାତ୍ରଛାତ୍ରୀଙ୍କୁ ଦିଆଯିବ ସଂଶୋଧିତ ପୁସ୍ତକ : ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

ଭୁବନେଶ୍ୱର : ସ୍କୁଲକୁ ଦିଆଯିବ ସଂଶୋଧିତ ପୁସ୍ତକ। ସଂଶୋଧିତ ପୁସ୍ତକ ଦିଆଯିବା ନେଇ ସୋମବାର ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ । ମନ୍ତ୍ରୀ କହିଛନ୍ତି, ପ୍ରତ୍ୟାହାର ହେବନି ତ୍ରୁଟିପୂର୍ଣ୍ଣ ବହି, ସ୍କୁଲକୁ ଦିଆଯିବ ସଂଶୋଧିତ ପୁସ୍ତକ। ବହି ତ୍ରୁଟି…

ଆସୁଛି ବଡ଼ ଲଘୁଚାପ, ଜୁଲାଇ ପ୍ରଥମ ସପ୍ତାହରୁ ପ୍ରବଳ ବର୍ଷିବ !

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେବ ଚଳିତ ସିଜିନ୍ ର ପ୍ରଥମ ବଡ଼ ଲଘୁଚାପ । ଜୁଲାଇ ୨ ରୁ ବଢ଼ିବ ବର୍ଷାର ପ୍ରକୋପ । ମୌସୁମୀ ପ୍ରବାହକୁ ଆହୁରି ସକ୍ରିୟ କରିବା ପାଇଁ ପ୍ରକୃତି ନିଜର ପ୍ରସ୍ତୁତି ଆରମ୍ଭ କରିଦେଇଛି । ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତା ଜୁଲାଇ ୨…

ବ୍ୟାଗରୁ ନବଜାତ ଶିଶୁପୁତ୍ରର ମୃତଦେହ ଉଦ୍ଧାର

ଢେଙ୍କାନାଳ : ଢେଙ୍କାନାଳ, ରାସ୍ତା କଡ଼ରୁ ନବଜାତ ଶିଶୁପୁତ୍ରର ମୃତ ଦେହ ଠାବ। ଢେଙ୍କାନାଳ ସହର ରାମେଶ୍ୱରପୁର ଓଭରବ୍ରିଜ୍ ନିକଟରୁ ଏକ ଜରି ବ୍ୟାଗ୍ ଭିତରୁ ମିଳିଛି ମୃତ ଦେହ । କେହି ଜାଣିଶୁଣି ନବଜାତ ଶିଶୁପୁତ୍ରକୁ ଫିଙ୍ଗି ପଳାଇଥିବା ଅନୁମାନ କରାଯାଉଛି। ଆଜି ଏଭଳି ସ୍ଥିତି ସ୍ଥାନୀୟ…