Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
କମିଶନରେଟ ପୋଲିସ ହାତରେ ବଡ଼ ବନ୍ଧୁକ ରାକେଟ୍, ୫ ବନ୍ଧୁକ ଜବତ, ୨ ଗିରଫ
ଭୁବନେଶ୍ବର : ନିର୍ବାଚନ ପୂର୍ବରୁ ଭୁବନେଶ୍ବର କମିଶନରେଟ ପୋଲିସ ହାତରେ ବଡ଼ ବନ୍ଧୁକ ରାକେଟ୍ । ୫ ଟି ସେମି ଅଟୋମେଟିକ ବନ୍ଧୁକ ସହ ୨୪ ରାଉଣ୍ଡ ଗୁଳି ଜବତ। 7. 65 ଏମଏମର ୪ ଟି ବନ୍ଧୁକ ଓ ୨୦ ରାଉଣ୍ଡ ଗୁଳି ଓ ଗୋଟିଏ ୯ ଏମ ଏମ ବନ୍ଧୁକ ସହ ୪ ରାଉଣ୍ଡ ଗୁଳି ଜବତ କରିଛି ସ୍ପେଶାଲ!-->…
ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କଲା ବିଜେଡି
ଭୁବନେଶ୍ଵର: ସବୁ ଅପେକ୍ଷାର ହେଲା ଅନ୍ତ । ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କଲା ବିଜେଡି । ବିଧାନସଭା ଓ ଲୋକସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି । ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ପାର୍ଥୀ ତାଲିକା ଘୋଷଣା କରିଛନ୍ତି । ଜନ ସାଧାରଣଙ୍କ ଆଶୀର୍ବାଦ କାମନା କରି ମୁଖ୍ୟମନ୍ତ୍ରୀ ନବୀନ!-->…
କଂଗ୍ରେସର ସବୁ କମିଟିରୁ ଇସ୍ତଫା ଦେଲେ ସୁର ରାଉତରାୟ
ଭୁବନେଶ୍ବର: କଂଗ୍ରେସର ସବୁ କମିଟିରୁ ଇସ୍ତଫା ଦେଲେ ବିଧାୟକ ସୁର ରାଉତରାୟ । କଂଗ୍ରେସର ସମସ୍ତ ପଦ ପଦବୀ ଛାଡିବା ପରେ ମଧ୍ୟ ସେ ଦଳରେ ରହିବେ ବୋଲି ସ୍ପଷ୍ଟ କରିଛନ୍ତି । ସାନ ପୁଅ ମନ୍ମଥ ରାଉତରାୟ ଆଜି ବିଜେଡିରେ ମିଶିବା ପରେ ଏଭଳି ପଦକ୍ଷେପ ନେଇଛନ୍ତି ସୁର ।
ଆଜି ଶଙ୍ଖ ଭବନରେ ଆୟୋଜିତ!-->!-->!-->…
ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୬ ନକ୍ସଲ
ମାଲକାନଗିରି : ପୋଲିସ୍- ମାଓବାଦୀ ଗୁଳି ବିନିମୟ । ୬ ମାଓବାଦୀ ନିହତ । ମାଲକାନଗିରି ସୀମାନ୍ତ ଛତିଗଡର ବିଜାପୁର ଜିଲ୍ଲା ବାସାଗୁଡା ଜଙ୍ଗଲରେ ପୋଲିସ-ମାଓବାଦୀ ଗୁଳିବିନିମୟ । ପୋଲିସ୍ ଏନକାଉଣ୍ଟରରେ ୬ ମାଓବାଦୀ ନିହତ ହୋଇଛନ୍ତି । ମୃତକଙ୍କ ମଧ୍ୟରେ ମହିଳା ମାଓବାଦୀ ଥିବା ସୂଚନା ମିଳିଛି ।!-->…
ଶଙ୍ଖ ଧରିଲେ ସୁର ରାଉତରାୟଙ୍କ ସାନପୁଅ ମନ୍ମଥ
ଭୁବନେଶ୍ବର: ଦୀର୍ଘ ଦିନ ଧରି ଚର୍ଚ୍ଚାର ଅନ୍ତ ଘଟିଲା । ଶଙ୍ଖ ଧରିଲେ କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ । ଆଜି ଶଙ୍ଖ ଭବନରେ ପହଞ୍ଚି ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହେଲେ ମନ୍ମଥ । ଭୁବନେଶ୍ୱର ମାଉସୀମାଆ ମନ୍ଦିର ଛକରୁଏକ ବିରାଟ ପଟୁଆର ଧରି ନିଜ!-->…
ବାଇକକୁ ପିଟିଲା ବାଇକ; ଜଣେ ମୃତ, ୨ ଗୁରୁତର
ଯାଜପୁର: ଯାଜପୁର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥର ନେଉଳପୁର ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ, ଅନ୍ୟ ଦୁଇଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ!-->…
ଦିଗପହଣ୍ଡି ଓ କନିସି ତହସିଲ ଅଞ୍ଚଳ ରେ ପଥର ମାଫିଆ ଙ୍କ ଆତଙ୍କ ରାଜ..!
ମାଳ ମାଳ ବେଆଇନ କ୍ରସର ଫେକ୍ଟ୍ରି, ତହସିଲଦାର ଭାଗିଦାର..!!
ଗଜାନନ ତ୍ରିପାଠୀ ଙ୍କୁ ମିଳିଲା ସମ୍ମାନ ଜନକ ଡ଼କ୍ଟରେଟ୍ ଉପାଧି !
ଛତ୍ରପୁର : ଗଞ୍ଜାମ ଜିଲ୍ଲାର ଜଣେ ଜଣାଶୁଣା ଅବା ଏକାଧାରରେ ଲେଖକ କବି, ସାମ୍ବାଦିକ ତଥା ପରିବେଶବିତ୍ ପ୍ରକୃତିମଣିଷ, ଆଇନଜୀବୀ ଏବଂ ସମାଜସେବୀ, ପ୍ରାକୃତିକ ଚିକିତ୍ସା ସହାୟକ କବିରାଜ ବୈଦ୍ୟଶ୍ରୀ ଗଜାନନ ତ୍ରିପାଠୀ ଙ୍କୁ ସମ୍ମାନ ଜନକ ଡ଼କ୍ଟରେଟ୍ ଉପାଧି ଲାଭ ହୋଇଛି ।ଯାହାକି, ଭାରତ!-->…
ବଜ୍ରାଘାତରେ ୩୨ ଛେଳି ମୃତ, ୩ ଛେଳିଚରାଳି ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି
ସୋରଡ଼ା: ଗଂଜାମ ଜିଲ୍ଲା ବଡ଼ଗଡ଼ ଥାନା ଅଧୀନ ହାତୀଖାଲ ଗ୍ରାମରେ ସୋମବାର ଅପରାହ୍ଣରେ ବଜ୍ରାଘାତରେ ୩୨ଟି ଛେଳିଙ୍କ ମୃତ୍ୟୁ ହୋଇଛି। ୩ ଜଣ ଛେଳିଚରାଳି ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତ ମାନେ ହେଲେ ପପୁ ମହାଙ୍କୁଡ, ସାଇଶ୍ରୀ ଗୌଡ଼ ଓ ଶୁଭଶ୍ରୀ ଗୌଡ଼ ।
!-->!-->…
ବିଭିନ୍ନ ପଦପଦବୀ ପାଇଁ ବିଜେଡିରେ ନୂଆ ନିଯୁକ୍ତି
ଭୁବନେଶ୍ୱର: ବିଭିନ୍ନ ଜିଲ୍ଲା ପାଇଁ ବିଜେଡିର ନୂଆ ନିଯୁକ୍ତି । ରଞ୍ଜନ କୁମାର ସାହୁଙ୍କୁ ଦେବଗଡ଼ ଜିଲ୍ଲା ସହ ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯାଇଛି । ପବିତ୍ର ଭୁତିଆଙ୍କୁ ଦେବଗଡ଼ ବିଧାନସଭା ଆସନ ପାଇଁ ବିଧାନସଭା କ୍ଷେତ୍ର ସଂଯୋଜକ ଭାବେ ମିଳିଛି ନିଯୁକ୍ତି । ଯୋଗେଶ ଚନ୍ଦ୍ର ଭୁତାଙ୍କୁ!-->…