Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଓଡିଶା ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ
ଭୁବନେଶ୍ୱର: ଓଡିଶା ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ | ଏ ନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । କିଛି ସମୟ ଆଗରୁ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶେଷ ରାଜ୍ୟ କ୍ୟାବିନେଟ ବୈଠକ ହୋଇଥିଲା । ଆସନ୍ତାକାଲି ଭୋଟ ଗଣତି ରହିଛି । ଏହା ପୁବରୁ ଓଡିଶା ବିଧାନସଭା!-->…
ଆସନ୍ତାକାଲିଠାରୁ ପୁଣି ବଢ଼ିବ ତାତି
ଭୁବନେଶ୍ୱର : ରାଜ୍ୟରେ କାଳବୈଶାଖୀ ବର୍ଷା ପ୍ରଭାବରେ କମିଛି ତାତି । ଫଳରେ ଆସନ୍ତା ୨୪ ଘଣ୍ଟା ଯାଏ ନାହିଁ ଗ୍ରୀଷ୍ମ ପ୍ରବାହ । ହେଲେ ଆସନ୍ତାକାଲିଠାରୁ ପୁଣି ରାଜ୍ୟରେ ଜାରି ହେବ ହିଟ ୱେଭ, ବଢିବ ତାତି । ୪ ଓ ୫ ତାରିଖ ପାଇଁ ଗ୍ରୀଷ୍ମ ପ୍ରବାହ ସହ ଆଗାମୀ ୫ ଦିନରେ ବର୍ଷାର ସମ୍ଭାବନା!-->…
ବିନା ଅନୁମତିରେ ହୋଇପାରିବନି ବିଜୟ ଶୋଭାଯାତ୍ରା: ପୁଲିସ ଡିଜି
ଭୁବନେଶ୍ୱର: ଆସନ୍ତାକାଲି ନିର୍ବାଚନ ଫଳାଫଳ ପ୍ରକାଶ ପାଇବ | ତେବେ ଏହାକୁ ନେଇ ପୁଲିସ ଡିଜି କହିଛନ୍ତି ଯେ ଗଣତି ବେଳେ ସୁରକ୍ଷା ବ୍ୟବସ୍ଥା ଓ ଫଳାଫଳ ଘୋଷଣା ପରେ ବିଜୟ ଶୋଭାଯାତ୍ରା ପାଇଁ ପୁଲିସ ଅନୁମତି ବିନା ହେବ ନାହିଁ | ସେହିପରି ଡିଜି ଅରୁଣ ଷଡ଼ଙ୍ଗୀ କହିଛନ୍ତି ଯେ ଏଥର ମାଓ ଅଞ୍ଚଳରେ!-->…
ପୋଲିସ ହାତରେ ଧରାପଡ଼ିଲା ଦୁର୍ଦ୍ଦାନ୍ତ ଅପରାଧୀ ଅମ୍ବିକା ଦାସ
ବ୍ରହ୍ମପୁର : ଦୁର୍ଦ୍ଦାନ୍ତ ଅପରାଧୀ ଅମ୍ବିକା ଦାସ ଗିରଫ। ଅମ୍ବିକା ଦାସକୁ ଗିରଫ କଲା ସୋରଡ଼ା ପୋଲିସ । ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ପୋଲିସକୁ ବଡ଼ ସଫଳତା ମିଳିଛି । ଅମ୍ବିକା ଦାସ ନାଁରେ ଏକାଧିକ ସଙ୍ଗୀନ ମାମଲା ରହିଥିଲା । ସୋରଡ଼ା ସବ୍ ରେଜିଷ୍ଟ୍ରାର କାର୍ଯ୍ୟାଳୟ ନିକଟରୁ ଅମ୍ବିକାକୁ!-->…
ବଜ୍ରାଘାତରେ ୨୦ ଗୋରୁ ମୃତ
ଗୁଣୁପୁର: କାଳ ହେଲା କାଳବୈଶାଖୀ । କାଳବୈଶାଖୀର ପ୍ରକୋପରେ ବଜ୍ରାଘାତ ଯୋଗୁଁ ରାୟଗଡ଼ା ଜିଲ୍ଲା ଗୁଡ଼ାରୀ ବ୍ଲକ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଢେପଗାଁ ଗ୍ରାମରେ ୨୦ଟି ଗୋରୁଙ୍କ ମୃତ୍ୟୁ ଘଟିଛି।
ସୂଚନା ମୁତାବକ, ରବିବାର ସନ୍ଧ୍ୟାରେ ପ୍ରବଳ ବର୍ଷା ପବନ ସହ ବିଜୁଳି ଘଡଘଡି!-->!-->!-->…
ଜଙ୍ଗଲରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ
ଆଠଗଡ : ଆଠଗଡ଼ ଥାନା ଅନ୍ତର୍ଗତ ଗୋପୀବଲ୍ଲଭ ପୁର ସିଜୁ ମୁଣ୍ଡିଆ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତି ଜଣଙ୍କ ହେଲେ ଆଠଗଡ଼ ଥାନା ଅନ୍ତର୍ଗତ ଜାଗିଆପଡ଼ା ଗ୍ରାମର ନିରଞ୍ଜନ ରାଉତ ।
ନିରଞ୍ଜନ ଗତକାଲି ମଧ୍ୟାହ୍ନ ଦୁଇଟା ସମୟରୁ ନିଖୋଜ ଥିବା ବେଳେ!-->!-->!-->…
ନଦୀ ପଠାରୁ ମିଳିଲା ମହିଳାଙ୍କ ମୃତ ଦେହ
ପାଟଣାଗଡ: ନଦୀ ପଠାରୁ ମିଳିଲା ମହିଳାଙ୍କ ମୃତ ଦେହ । କେହି କାରି ପୋତି ଦେଇଥିବା ସନ୍ଦେହ । ଏଭଳି କିଛି ଚାଞ୍ଚଲ୍ୟ ଘଟିଛି ବଲାଙ୍ଗୀରରେ । ବାଲାଙ୍ଗୀର ପାଟଣାଗଡା ବ୍ଲକ, ବେଲପଡା ଥାନା କେନକେବା ବ୍ରିଜ୍ ନିକଟ ଥିବା ଲହାନ୍ତା ନଦୀ ପଠାରୁ ଏକ ଅଜଣା ମହିଳାଙ୍କ ମୃତ ଦେହ ଠାବ କରାଯାଇଛି ।!-->…
ଓଜେଇ ୨୦୨୪ର ଫଳାଫଳ ପ୍ରକାଶ, ୨୩ ଟି ବିଭାଗରେ ୨୩ ଜଣ ଟପ୍ପର
ଭୁବନେଶ୍ୱର : ଓଡ଼ିଶା ମିଳିତ ପ୍ରବେଶିକା ପରୀକ୍ଷା -ଓଜେଇ ୨୦୨୪ର ଫଳାଫଳ ପ୍ରକାଶ । ଚଳିତ ବର୍ଷ ମେ’ରେ ହୋଇଥିଲା ପରୀକ୍ଷା । ଏଥିରେ ୬୫ ହଜାର ୭୪୨ ଜଣ ପରୀକ୍ଷାର୍ଥୀ ରେଜିଷ୍ଟ୍ରେସନ କରିଥିବା ବେଳେ ୫୬ ହଜାର ୪୭ ଜଣ ପରୀକ୍ଷା ଦେଇଥିଲେ । ଯେଁଉଥିରୁ ୫୬ ହଜାର ଛାତ୍ରଛାତ୍ରୀ କୃତକାର୍ଯ୍ୟ!-->…
ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାରେ ଆଉ ୫ ଗିରଫ, ଗିରଫଦାରୀ ସଂଖ୍ୟା ୧୦କୁ ବୃଦ୍ଧି
ଭଦ୍ରକ: ଯୁବ ବିଜେପି ରାଜ୍ୟ ସଭାପତି ଅଭିଳାଷ ପଣ୍ଡା ଏବଂ ସମ୍ପାଦକ ସୁବ୍ରତ ବିଶ୍ୱାଳଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଆଉ ୫ ଜଣଙ୍କୁ ଗିରଫ କଲା ପୋଲିସ। ପୂର୍ବରୁ ପୋଲିସ ୫ ଜଣଙ୍କୁ ଗିରଫ କରିଥିଲା। ଏବେ ଯାଏଁ ମୋଟ ଗିରଫଦାରୀ ସଂଖ୍ୟା ୧୦କୁ ବୃଦ୍ଧି ପାଇଛି।
ସୂଚନା ଅନୁସାରେ ଗତ ୩୦ ତାରିଖ!-->!-->!-->…
ରାଜ୍ୟରେ ଅଂଶୁଘାତ ନେଲାଣି ୨୬ ଜୀବନ; ରାଉରକେଲାରେ ୨୦ ମାମଲା
ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ କଲବଲ ହେଉଛନ୍ତି ରାଜ୍ୟବାସୀ। ସକାଳୁ ସକାଳୁ ତତଲା ପବନ ଯୋଗୁ ଘରୁ ବାହାରିବା କଷ୍ଟକର ହୋଇ ପଡ଼ୁଛି। ଏପରି ସ୍ଥିତିରେ ରାଜ୍ୟରେ ବଢିଛି ଅଂଶୁଘାତ ରୋଗୀଙ୍କ ସଂଖ୍ୟା। ରାଜ୍ୟରେ ଚଳିତବର୍ଷ ଏଯାଏ ଅଂଶୁଘାତରେ ୨୬ ଜଣଙ୍କର ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ୨୦ଟି!-->…