Browsing Category

ଓଡିଶା

ଭୋଟ୍ ଦେବାକୁ ଯାଇଥିବା ବେଳେ ସ୍ତ୍ରୀ କୁ ବୁଥ୍‌ ସାମ୍ନାରେ ମାରି ଦେଲା ସ୍ୱାମୀ…

ଭଦ୍ରକ : ଭୋଟ୍ ଦେବାକୁ ଯାଇଥିବା ବେଳେ ଜଣେ ମହିଳାଙ୍କୁ ବୁଥ୍‌ ସମ୍ମୁଖରେ ତାଙ୍କ ସ୍ୱାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଘଟଣାଟି ଘଟିଛି ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ କାଉପୁର ପଞ୍ଚାୟତର ମୁକ୍ତାଡ଼ିହି ଗାଁର ୪ ନମ୍ବର ବୁଥ ସାମ୍ନାରେ।ମୃତ ମହିଳାଙ୍କ ନାଁ ରଶ୍ମିରେଖା ବେହେରା। ତାଙ୍କ…

ପ୍ରିଜାଇଣ୍ଡିଂ ଅଫିସର ନିଲମ୍ବିତ

ଜଗତସିଂହପୁର : ଆଜି ଶେଷ ପର୍ଯ୍ୟାୟ ନିର୍ବାଚନ ଚାଲିଥିବା ବେଳେ ଜଗତସିଂହପୁର ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ନିଆଳି ବିଧାନସଭା ନିର୍ବାଚନ ମଣ୍ଡଳୀର ୭୫ନଂ ବୁଥ୍‌ର ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ କରାଯାଇଛି। ତାଙ୍କ ନାଁ ଲକ୍ଷ୍ମୀନାରାୟଣ ଦାଶ। ସେ ଜଣେ ଅଧ୍ୟାପକ।ନିର୍ବାଚନ କାର୍ଯ୍ୟରେ…

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ କଡାକଡି ହେଲା ସୁରକ୍ଷା ବ୍ୟବସ୍ଥା, ନିୟୋଜିତ ହେବେ ୩୬ହଜାର ପୋଲିସ ଫୋର୍ସ

ଭୁବନେଶ୍ୱର,୩୧।୫: ଓଡ଼ିଶାରେ ଅନୁଷ୍ଠିତ ହେବ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ । ଚତୁର୍ଥ ପର୍ଯ୍ୟାୟ ବା ଶେଷ ପର୍ଯ୍ୟାୟରେ ୬ ଲୋକ ସଭା ଓ ୪୨ ବିଧାନସଭା ଆସନରେ ଶନିବାର ନିର୍ବାଚନ ହେବ। ଏହି ପର୍ଯ୍ୟାୟରେ ବିଶେଷ ଭାବେ ହିଂସାକାଣ୍ଡକୁ ନଜର ରଖାଯାଇଛି ବୋଲି କହିଛନ୍ତି ପୋଲିସ ଡିଜି ଅରୁଣ ଷଡଙ୍ଗୀ…

ବଢୁଛି ଅସ୍ୱାଭାବିକ ମୃତ୍ୟୁ ସଂଖ୍ୟା; ଦିନକରେ ସୁନ୍ଦରଗଡ଼ ଜିଲ୍ଲାରେ ଗଲାଣି ୧୬ ଜୀବନ!

ରାଉରେକଲା : ରାଜ୍ୟରେ ବଢ଼ିବାରେ ଲାଗିଛି ଅସ୍ୱାଭାବିକ ମୃତ୍ୟୁ ସଂଖ୍ୟା। ସୁନ୍ଦରଗଡ଼ ଜିଲ୍ଲାରେ ଗତକାଲି ଗୋଟିଏ ଦିନରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ରାଉରକେଲା RGHରେ ଚିକିତ୍ସାଧୀନ ଅବସ୍ଥାରେ ୧୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲା ଡାକ୍ତରଖାନାରେ ୪ ଜଣଙ୍କର…

ପ୍ରଫେସର ଶ୍ୟାମସୁନ୍ଦର ପଟ୍ଟନାୟକ ଓଏସ୍ଓୟୁର କୁଳପତି

ଭୁବନେଶ୍ବର: ସମ୍ବଲପୁରସ୍ଥିତ ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ବବିଦ୍ୟାଳୟ(ଓଏସ୍ଓୟୁ)ର ନୂତନ କୁଳପତି ଭାବେ ପ୍ରଫେସର ଶ୍ୟାମସୁନ୍ଦର ପଟ୍ଟନାୟକ ଆଜି ନିଯୁକ୍ତ ହୋଇଛନ୍ତି। ଓଏସ୍ଓୟୁ ଆଇନ ୨୦୧୪ ଅନୁଯାୟୀ ରାଜ୍ୟପାଳ ରଘୁବର ଦାସ ଆଜି ତାଙ୍କୁ ୩ ବର୍ଷ ପାଇଁ ନିଯୁକ୍ତି ଦେଇଛନ୍ତି। କାର୍ଯ୍ୟରେ…

ଶେଷ ପର୍ଯ୍ୟୟ ମତଦାନ: ପୋଲିଂ କର୍ମଚାରୀ-ମତଦାତାଙ୍କୁ ଅସ୍ତବ୍ୟସ୍ତ କରିପାରେ ଅସହ୍ୟ ତାତି, ଗୁଳୁଗୁଳି

ଭୁବନେଶ୍ବର: ରାଜ୍ୟରେ ଜାରି ରହିଥିବା ଅସହ୍ୟ ତାତି ଓ ଗ୍ରୀଷ୍ମପ୍ରବାହ ଭିତରେ ଶନିବାର ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ମତଦାନ ହେବ। ରାଜ୍ୟରେ ଅଂଶୁଘାତର ଆତଙ୍କ ଖେଳିଯାଇଥିଲା ବେଳେ ଭୋଟ ପାଇଁ ଗ୍ରୀଷ୍ମ ପ୍ରବାହ ବଡ ଚ୍ୟାଲେଞ୍ଜ ହୋଇପାରେ ବୋଲି ପୂର୍ବାନୁମାନ କରାଯାଉଛି। ଭୋଟ୍ ପରିଚାଳନା…

୮୦ ଲକ୍ଷ ଟଙ୍କାର କାର୍‌ ପାଇଁ ପତ୍ନୀଙ୍କୁ ପିଟି ପିଟି ମାରିଦେଲେ, ସ୍ୱାମୀ ଅଟକ

ନୟାଗଡ଼ : ୮୦ ଲକ୍ଷ ଟଙ୍କାର କାର୍‌ କିଣିବାକୁ ମନ ବଳାଇଲେ ଜ୍ୱାଇଁ। ଏଥିପାଇଁ ଶ୍ୱଶୁରଙ୍କଠାରୁ ଟଙ୍କା ଆଣିବାକୁ ପତ୍ନୀଙ୍କ ଉପରେ ପକାଉଥିଲେ ଚାପ । ମାତ୍ର ଟଙ୍କା ନ ମିଳିବାରୁ ପାଲଟିଗଲେ ରାକ୍ଷାସ । ଆଉ ଶିକ୍ଷୟିତ୍ରୀ ପତ୍ନୀଙ୍କୁ ପିଟି ପିଟି ମାରିଦେଲେ। ଏହାକୁ ଆତ୍ମହତ୍ୟାର ରୂପ ଦେବାକୁ…

ସରିଲା ବାହାର ଚନ୍ଦନ ଯାତ୍ରା, ଶ୍ରୀମନ୍ଦିରରେ ଭିତର ଚନ୍ଦନଯାତ୍ରା ଆରମ୍ଭ

ପୁରୀ : ଶ୍ରୀମନ୍ଦିରରେ ଆଜି ଠାରୁ ମହାପ୍ରଭୁଙ୍କ ୨୧ଦିନ ବ୍ୟାପୀ ଭିତର ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି। ଏହା ଦେବସ୍ନାନ ପୂର୍ଣ୍ଣମୀ ପୂର୍ବଦିନ ପର୍ଯ୍ୟନ୍ତ ଚାଲିବ। ଆସନ୍ତା ରବିବାର ଜ୍ୟେଷ୍ଠ କୃଷ୍ଣ ଏକଦଶୀରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଜଳକ୍ରୀଡ଼ା କରିବେ।ବୈଶାଖ ଶୁକ୍ଳ ତୃତୀୟା ବା…

ଟୁଙ୍ଗୁରୁ ଭୋଳ ସମେତ ୧୧ ଗିରଫ, କୋଟିଏରୁ ଅଧିକ ଟଙ୍କାର ପାଇପ ଚୋରି କରିଥିଲେ

ଭୁବନେଶ୍ବର : RWSSର ପାଣି ପାଇପ ଚୋରି କରି ରାଜ୍ୟ ବାହାରକୁ ଚାଲାଣ କରୁଥିବା ଏକ ବଡ଼ ରାକେଟକୁ ଧରିଛି ଭୁବନେଶ୍ୱର ପୁଲିସ୍‌। ଏହି ରାକେଟର ୧୧ ଜଣ ସଦସ୍ୟଙ୍କୁ ଗିରଫ କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରେ ଅଛନ୍ତି ଆଲୋକ ଭୋଳ ଓରଫ ଟୁଙ୍ଗୁରୁ ଭୋଳ, ଯିଏ ପ୍ରାୟ ଦୁଇ ବର୍ଷ ତଳେ ସୋଶାଲ ମିଡିଆରେ…

ପୁଲିସକୁ ଆକ୍ରମଣ ଘଟଣାରେ ୨୨ ମହିଳାଙ୍କ ସମେତ ୩୮ ଗିରଫ

ବାରିପଦା : ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ବେଳପାଳ ଗାଁରେ ପୁଲିସକୁ ଆକ୍ରମଣ ଘଟଣାରେ ୩୮ ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କ ମଧ୍ୟରେ ୨୨ ଜଣ ମହିଳା ଅଛନ୍ତି।ଜମି ବିବାଦକୁ ନେଇ ଗତକାଲି ବେଳପାଳ ଗାଁରେ ଜଣେ ବ୍ୟକ୍ତି ଙ୍କୁ ଆକ୍ରମଣ ହୋଇଥିଲା। ଏହା ପରେ ଉତ୍ତ୍ୟକ୍ତ ଲୋକେ ଆକ୍ରମଣ…