Browsing Category

ଓଡିଶା

ଖରାରେ କାମ କରାଇଲେ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ହେବ: ଏସଆରସି

ଭୁବନେଶ୍ବର: ଗ୍ରୀଷ୍ମପ୍ରବାହ ସମୟରେ ସବୁଠୁ ସତର୍କ ରହିବାର ସମୟ ହେଉଛି ପୂର୍ବାହ୍ନ ୧୧ଟାରୁ ଅପରାହ୍ଣ ୩ଟା। ଏହି ସମୟ ଭିତରେ ସତର୍କ ରହିଲେ ଅଂଶୁଘାତରୁ ବର୍ତ୍ତି ପାରିବା। ଏନେଇ ସୂଚନା ଦେଇଛନ୍ତି ଏସଆରସି ସତ୍ୟବ୍ରତ ସାହୁ। ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ଖରାରେ କାମ କରାଇବା ମନା। ଖରାରେ…

ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ

ଖୋର୍ଦ୍ଧା: ଇଭିଏମ୍‌ ଭଙ୍ଗାରୁଜା ଅଭିଯୋଗ ମାମଲାରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖରାଜ ହୋଇଛି। ଖୋର୍ଦ୍ଧା ଦ୍ବିତୀୟ ଅତିରିକ୍ତ ଜିଲ୍ଲା ଦୌରାଜଜ କୋର୍ଟ ଶୁକ୍ରବାର ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି।ଆଜି ଏଡିଜେ-୨ କୋର୍ଟରେ…

ପୁରୀ ବାଣ ବିସ୍ଫୋରଣ ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ୨ ମୃତ, ମୃତକଙ୍କ ସଂଖ୍ୟା ୬କୁ ବୃଦ୍ଧି

ଭୁବନେଶ୍ବର/ପୁରୀ: ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଭଉଁରି ନିତି ଚାଲୁଥିବା ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱତନ୍ତ୍ର ରିଲିଫ କମିସନର (ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଶୁକ୍ରବାର ଏହି ସୂଚନା ଦେଇଛନ୍ତି। ଏଥି ସହିତ ବାଣ…

ରାଉରକେଲାରେ ୧୩ ମୃତ୍ୟୁ ଘଟଣା: ବିଶେଷଜ୍ଞ ଡାକ୍ତର କହିଲେ- ଅଂଶୁଘାତ ଜନିତ ମୃତ୍ୟୁ ହୋଇ ଥାଇପାରେ

ଭୁବନେଶ୍ବର: ରାଉରକେଲା ସରକାରୀ ଡାକ୍ତରଖାନାରେ ୧୩ ଜଣ ଲୋକଙ୍କ ଅସ୍ବାଭାବିକ ମୃତ୍ୟୁକୁ ନେଇ ଚିନ୍ତା ବଢ଼ିଛି। ମୃତ୍ୟୁର କାରଣ ଜାଣିବାକୁ ସ୍ବାସ୍ଥ୍ୟ ବିଭାଗ ତଦନ୍ତ ନିର୍ଦ୍ଦେଶ ମଧ୍ୟ ଦେଇଛି। ଏପରି ସ୍ଥିତିରେ ଅସ୍ବାଭାବିକ ମୃତ୍ୟୁର ସମ୍ଭାବ୍ୟ କାରଣ ନେଇ ବିଶେଷଜ୍ଞ ଡାକ୍ତର ଜୟନ୍ତ ପଣ୍ଡା…

ପଶ୍ଚିମ ଓଡ଼ିଶାରେ ଅଗ୍ନି ବର୍ଷା: ଟିଟିଲାଗଡ଼ରେ ପାରଦ ୪୬.୫ ଡିଗ୍ରି ରେକର୍ଡ

ଭୁବନେଶ୍ବର: ପଶ୍ଚିମ ଓଡ଼ିଶାରେ ଶୁକ୍ରବାର ଅଗ୍ନି ବର୍ଷା ହୋଇଛି। ସର୍ବୋଚ୍ଚ ତାପମାତ୍ରା ପାଇଁ ଅତୀତରେ ରେକର୍ଡ କରିଥିବା ଟିଟିଲାଗଡ଼ରେ ପାରଦ ଆଜି ୪୬.୫ ଡିଗ୍ରିକୁ ଉଠିଛି। ବଲାଙ୍ଗୀରବାସୀଙ୍କୁ ମଧ୍ୟ ଆଜି ପ୍ରବଳ ଖରାରେ ସିଝିବାକୁ ପଡ଼ିଛି। ଏଠାରେ ତାପମାତ୍ରା ୪୬.୫ ଡିଗ୍ରି ରେକର୍ଡ ହୋଇଛି।…

ନିର୍ବାଚନ ନ ସରିବା ପୂର୍ବରୁ ଏକଜିଟ୍ ପୋଲ: ଘରୋଇ ଟିଭି ଚ୍ୟାନେଲ ବିରୋଧରେ ସନ୍ଧ୍ୟା ସାଢ଼େ ୫ଟା ସୁଦ୍ଧା ରିପୋର୍ଟ ଦାଖଲ…

ଭୁବନେଶ୍ବର: ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ନେଇ ନିର୍ବାଚନ କମିଶନ ଏକ ଘରୋଇ ଟିଭି ଚ୍ୟାନେଲ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଓଡ଼ିଶାର ଏକ ଘରୋଇ ଟିଭି ଚ୍ୟାନେଲ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଭାରତୀୟ ନିର୍ବାଚନ ଆୟୋଗ…

ବିଜେଡିର ବିଜ୍ଞାପନକୁ କାଉଣ୍ଟର କଲେ ଅଶ୍ୱିନୀ ବୈଷ୍ଣବ, ଦେଲେ ତଥ୍ୟ

ଭୁବନେଶ୍ବର : ବିଜେଡିର ବିଜ୍ଞାପନକୁ କାଉଣ୍ଟର କଲେ ରେଳ ଓ ଯୋଗାଯୋଗ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଆଜି ବିଭିନ୍ନ ଛାପା ଗଣମାଧ୍ୟମରେ କେନ୍ଦ୍ର ସରକାର ଓଡ଼ିଶାକୁ ଉପେକ୍ଷା କରିଥିବା ନେଇ ବିଜ୍ଞାପନ ଦେଇଛି ବିଜେଡି। ତେବେ ଏହାର ସତ୍ୟତା କେତେ, ତାହା ତଥ୍ୟ ସହିତ ଶୋସାଲ ମିଡିଆ 'ଏକ୍ସ'ରେ ଉଲ୍ଲେଖ…

ନବୀନଙ୍କ ରୁମ୍‌ରୁ ଟେଲିଫୋନ୍‌ କଟାଯାଇଛି: ଧର୍ମେନ୍ଦ୍ର

ଭୁବନେଶ୍ବର : “ନବୀନ ନିବାସର ନବୀନ ପଟ୍ଟନାୟକଙ୍କ ରୁମ୍‌ରେ ଟେଲିଫୋନ ସଂଯୋଗ ନାହିଁ। ତାଙ୍କ ରୁମ୍‌ରେ ଡାଇରେକ୍ଟ ଟେଲିଫୋନ କନେକ୍ସନ ନାହିଁ। ନବୀନଙ୍କ ରୁମ୍‌ରେ ଯେଉଁ ଟିଭି ଅଛି, ସେଠି ଓଡ଼ିଆ ଚ୍ୟାନେଲ ନାହିଁ। କେବଳ ଇଂଲିଶ ନ୍ୟୁଜ ଚ୍ୟାନେଲ ତାଙ୍କ ଟିଭିରେ ଦିଆଯାଇଛି। ନବୀନଙ୍କ ଅଭ୍ୟାସ…

ଖାମ୍‌ରେ ହଜାରେ ଟଙ୍କା ଭର୍ତ୍ତି କରି ବାଣ୍ଟୁଥିବା ଅଭିଯୋଗ: ୨ ଗିରଫ

ମୟୂରଭଞ୍ଜ: ଜୁନ୍ ୧ରେ ଓଡ଼ିଶାର ୬ଟି ଲୋକସଭା ଏବଂ ୪୨ଟି ବିଧାନସଭା ଆସନରେ ମତଦାନ ଅନୁଷ୍ଠିତ ହେବ। ଏପରିସ୍ଥଳେ ଭୋଟରଙ୍କୁ ଆକର୍ଷିତ କରିବା ପାଇଁ ଟଙ୍କା ବାଣ୍ଟୁଥିବା ବେଳେ ଦୁଇ ଜଣଙ୍କୁ ପୁଲିସ୍ ଧରିଛି । ମୟୂରଭଞ୍ଜ ଜିଲ୍ଲା ଉଦଳାର ଗୋଧିମରା ଗାଁରେ ଭୋଟରଙ୍କୁ ଟଙ୍କା ବଣ୍ଟା ଚାଲିଥିବା…