Browsing Category

ଓଡିଶା

ଓଡ଼ିଶାର ୨ ଏସପି ଓ ଜଣେ ଜିଲ୍ଲାପାଳଙ୍କୁ ବଦଳି ନିର୍ଦ୍ଦେଶ ଦେଲେ ଇସିଆଇ

ଭୁବନେଶ୍ୱର: ଓଡ଼ିଶାର ୨ ଜଣ ଏସପି ଓ ଜଣେ ଜିଲ୍ଲାପାଳଙ୍କୁ ବଦଳି ପାଇଁ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ କମିଶନ | ବଦଳିବେ ଢେଙ୍କାନାଳ ଜିଲ୍ଲାପାଳ ଓ ଦେବଗଡ ଏସପି । କଟକ ଗ୍ରାମାଞ୍ଚଳ ଏସପିଙ୍କୁ ମଧ୍ୟ ବଦଳି ନିର୍ଦ୍ଦେଶ । ସାଧାରଣ ନିର୍ବାଚନ ପୂର୍ବରୁ ବଦଳି ପାଇଁ ନିର୍ଦ୍ଦେଶ ଦେଇଛନ୍ତି

ବିଜେଡି ସୁପ୍ରିମୋଙ୍କ ଫଟୋଯୁକ୍ତ ହୋର୍ଡିଂ ତୁରନ୍ତ ହଟାଯାଉ, ଫେରାଦ ହେଲା ବିଜେପି

ଭୁବନେଶ୍ବର : ସାଧାରଣ ନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିଲେ ମଧ୍ୟ ରାଜ୍ୟର ଶାସକ ଦଳ ଏହାକୁ ଖୋଲାଖୋଲି ଭାବେ ଉଲ୍ଲଘଂନ କରୁଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଫଟୋଯୁକ୍ତ ସରକାରୀ ହୋର୍ଡିଂ ତୁରନ୍ତ ହଟାଇବାକୁ ବିଜେପି ଦାବି କରିବା ସହ ଏନେଇ ଆଜି ନିର୍ବାଚନ କମିଶନଙ୍କୁ

କାଲିଠାରୁ ପାଗରେ ପରିବର୍ତ୍ତନ, ୮ ରୁ ୧୦ ଡିଗ୍ରୀ ବଢ଼ିବ ଦିନ ତାପମାତ୍ରା

ଭୁବନେଶ୍ବର:ଦୁଇ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ଆସନ୍ତାକାଲିଠାରୁ ବଦଳିବ ପାଗ। ଆସନ୍ତାକାଲିଠାରୁ ୨୪ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୮ରୁ ୧୦ ଡିଗ୍ରୀ ସେଲ୍‌ସିୟସ ପର୍ଯ୍ୟନ୍ତ ବୃଦ୍ଧି ପାଇବାର ସମ୍ଭାବନା ରହିଛି ବୋଲି

୪୦ ଟଙ୍କା ପାଇଁ ଦୋକାନୀଙ୍କୁ ହତ୍ୟା

ଭଦ୍ରକ : ଗ୍ରାହକଙ୍କ ମାଡ଼ରେ ଦୋକାନୀର ଚାଲିଗଲା ଜୀବନ । ଗ୍ରାହକଙ୍କୁ ସଉଦା ବିକ୍ରି କରିଥିଲେ ହେଲେ ସେହି ସଉଦା ବିକ୍ରି ତାଙ୍କର ଶେଷ ବିକ୍ରି ହୋଇଗଲା । କାରଣ ସାମାନ୍ୟ ୪୦ ଟଙ୍କା ପାଇଁ ତାଙ୍କର ଜୀବନ ନେଇଗଲେ ଗ୍ରାହକ । ଏଭଳି ଅଭାବନୀୟ ଘଟଣା ଭଦ୍ରକ ଟାଉନ ଥାନା ଅଧିନସ୍ଥ ଚରମ୍ପା

ବିଜେଡିରେ ଯୋଗ ଦେଲେ ଖଡିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ

ଭୁବନେଶ୍ୱର: ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ। ବିଜେଡିରେ ଯୋଗ ଦେଇଛନ୍ତି ଖଡିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ । ଗତକାଲି କଂଗ୍ରେସ ଦଳରୁ ଇସ୍ତଫା ଦେବା ପରେ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗଦେଲେ ଅଧିରାଜ । ଶତାଧିକ ସମର୍ଥକଙ୍କ ସହ ଆସି ସେ ବିଜୁ ଜନତା ଦଳରେ ସାମିଲ ହେଇଛନ୍ତି ।

ଫତେଗଡ ରାମ ମନ୍ଦିରରୁ ସୁନା ଅଳଙ୍କାର ସହ ଲକ୍ଷାଧିକ ଟଙ୍କା ଚୋରି

ବାଙ୍କୀ  : ରାମ ମନ୍ଦିରରୁ ଚୋରି । ନୟାଗଡ଼ ଜିଲ୍ଲା ଫତେଗଡରେ ନବ ନିର୍ମିତ ରାମ ମନ୍ଦିରରୁ ଚୋରି ହୋଇଛି ।  ଗତକାଲି ବିଳମ୍ବିତ ରାତିରେ ମନ୍ଦିର ହୁଣ୍ଡି ଭାଙ୍ଗି ଦୁର୍ବୃତ୍ତ ସୁନା ଅଳଙ୍କାର ସହିତ ଲକ୍ଷାଧିକ ଟଙ୍କା ଧରି ଛୁ ମାରିଥିବା ଅଭିଯୋଗ ହୋଇଛି ।  ଆଜି ସକାଳୁ ପୂଜକ ମନ୍ଦିରର ମୁଖ୍ୟ

ଓଡ଼ିଶାରେ ବିଜେଡି, ବିଜେପି ମେଣ୍ଟ ନେଇ ଏଯାଏଁ ହୋଇନି ନିଷ୍ପତ୍ତି: ଅମିତ୍ ଶାହ

ଭୁବନେଶ୍ୱର: ଓଡ଼ିଶାରେ ବିଜେପି-ବିଜେଡି ମେଣ୍ଟ ନେଇ ଏଯାଏଁ କୌଣସି ନିଷ୍ପତ୍ତି ନିଆଯାଇ ନାହିଁ । ଏବେ ବି ଏହି ପ୍ରସଙ୍ଗରେ ପୂର୍ଣ୍ଣଚ୍ଛେଦ ପଡ଼ିନି । ବିଜେଡି-ବିଜେପି ମେଣ୍ଟ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଆଜି କେନ୍ଦ୍ର ଗୃହମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା

ଭିଜିଲାନ୍ସ ଜାଲରେ ମହିଳା ସହକାରୀ ଯନ୍ତ୍ରୀ

ଖୋର୍ଦ୍ଧା: ଭିଜିଲାନ୍ସ ଜାଲରେ ପଡ଼ିଲେ ମହିଳା ସହକାରୀ ଯନ୍ତ୍ରୀ। ଖୋର୍ଦ୍ଧା ବ୍ଲକର ସହକାରୀ ଯନ୍ତ୍ରୀ ସଂଗୀତା ମହାପାତ୍ର ଠିକାଦାରଙ୍କଠାରୁ ୫୦ ହଜାର ଲାଞ୍ଚ ନେଲା ବେଳେ ଧରିଲା ଭିଜିଲାନ୍ସ। ୧୮ ଲକ୍ଷର ବିଲ୍‌ ପାସ୍‌ ପାଇଁ ୨ ଲକ୍ଷ ୧୫ ହଜାର ଦାବି କରିଥିଲେ। ଆଜି ୫୦ ହଜାର ନେଲା ବେଳେ

ପଖାଳ ଦିବସରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଖାଳ ଦିବସରେ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଆ ଖାଦ୍ୟ ସମ୍ଭାର ମଧ୍ୟରେ ପଖାଳର ସ୍ଥାନ ସର୍ବଦା ସ୍ବତନ୍ତ୍ର। ପଖାଳ ସହ ଓଡ଼ିଆଙ୍କ ସମ୍ପର୍କ ବହୁ ପୁରାତନ ଏବଂ ଏହା ଆମ ଖାଦ୍ୟ ବିବିଧତାର ଅନ୍ୟ ପରିଚୟ । ପାରମ୍ପରିକ ଖାଦୟ

ପାରାଦୀପରେ ସମୁଦ୍ରରେ ଦୁଇ ଦିନିଆ ମିଳିତ ସମରାଭ୍ୟାସ ‘ସାଗର କବଚ-୧’ ଆରମ୍ଭ

ପାରାଦୀପ: ଆଜି ପାରାଦୀପରେ ଆରମ୍ଭ ହୋଇଛି ସମରାଭ୍ୟାସ ‘ସାଗର କବଚ-୧’ । ଭାରତୀୟ ନୌସେନା, ତଟରକ୍ଷା ବାହିନୀ, ସାମୁଦ୍ରିକ ପୋଲିସ, ମତ୍ସ୍ୟବିଭାଗ ଓ ଗୁଇନ୍ଦା ବିଭାଗ ପରି ଏକାଧିକ ବିଭାଗ ମିଳିତ ଭାବରେ ଏହି ସମରାଭ୍ୟାସରେ ସାମିଲ ହୋଇଛନ୍ତି । ଏହି ସମରାଭ୍ୟାସ ଦୁଇ ଦିନ ଧରି ଚାଲିବ ।