Browsing Category

ଓଡିଶା

ମେଣ୍ଟ ନିଷ୍ପତ୍ତି ମୋଦୀ ଓ ନଡ୍ଡା ନେଇପାରିବେ: ପ୍ରଦୀପ ନାଏକ

ଭୁବନେଶ୍ୱର: ଓଡ଼ିଶାରେ ବିଜେପି ଓ ବିଜେଡି ମଧ୍ୟରେ ମେଣ୍ଟ ହୋଇପାରେ ବୋଲି କଳ୍ପନାଜଳ୍ପନା ଚାଲିଛି। ତେବେ ଏଭଳି ନିଷ୍ପତ୍ତି ରାଜ୍ୟ ୟୁନିଟ୍ ନୁହେଁ, କେନ୍ଦ୍ରୀୟ ନେତୃତ୍ୱ ନେବେ ବୋଲି ପୂର୍ବତନ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ ସ୍ପଷ୍ଟ କରିଛନ୍ତି। ପ୍ରଧାନମନ୍ତ୍ରୀ ଓ ବିଜେପି

ନରେନ୍ଦ୍ର ମୋଦୀ ପୁଣି ଭାରତର ପ୍ରଧାନମନ୍ତ୍ରୀ ଓ ନବୀନ ପଟ୍ଟନାୟକ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବେ: କାର୍ତ୍ତିକ ପାଣ୍ଡିଆନ

ଭୁବନେଶ୍ବର: ବିଜେଡି- ବିଜେପି ମେଣ୍ଟ ଚର୍ଚ୍ଚାକୁ ନେଇ ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ପ୍ରତିକ୍ରିୟା ରଖିଛନ୍ତି। ନେଟୱାର୍କ ୧୮ କନକ୍ଲେଭରେ ସାମିଲ ହୋଇ ଉଭୟ ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀଙ୍କୁ ଷ୍ଟେଟସମ୍ୟାନ ବୋଲି କହିଛନ୍ତି ପାଣ୍ଡିଆନ୍। ରାଜନୀତିକୁ ଛାଡ଼ି

ଲୋକଙ୍କୁ ନବୀନଙ୍କ ଖୋଲା ଚିଠି, କଡା ସମାଲୋଚନା କଲା କଂଗ୍ରେସ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଖୋଲା ଚିଠି ଜାରି ହେବା ପରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ ବ୍ଲାକମେଲିଂ କରୁଥିବା କଂଗ୍ରେସ ଅଭିଯୋଗ କରିଛି। ନିର୍ବାଚନ ପୂର୍ବରୁ ଜନସାଧାରଣଙ୍କ ଉପରେ ଚାପ ପକାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଚିଠିକୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି

ପିଇଓଙ୍କଠାରୁ ୪.୬୪ ଲକ୍ଷ ଟଙ୍କା ଲୁଟ୍‌

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି-ବଙ୍ଗୋମୁଣ୍ଡା ୪୨ ନମ୍ବର ରାଜ୍ୟ ରାଜପଥର ଦନ୍ଦରା ନିକଟରେ ବଙ୍ଗୋମୁଣ୍ଡା ପଞ୍ଚାୟତର ପିଇଓ ସତ୍ୟ କୁମାର ଘିଭେଲାଙ୍କଠାରୁ ୪ ଲକ୍ଷ ୬୪ ହଜାର ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ପିଇଓ ସତ୍ୟ କୁମାର ଘିଭେଲା ଓ ତାଙ୍କର ଜଣେ ସହଯୋଗୀ ଆଜି

ବାଲିପାଟଣା ଅକ୍ଷୟ ମାଝୀ ହତ୍ୟା ଘଟଣା, ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ଵର: ବାଲିପାଟଣା ଥାନା ନୂଆସାହି ବଜାର ନିକଟରେ ଅକ୍ଷୟ ମାଝୀ ହତ୍ୟାକାଣ୍ଡ ଘଟଣା । ପୂର୍ବ ଶତୃତାକୁ ନେଇ ହତ୍ୟାକାଣ୍ଡ ହୋଇଥିବା ସୂଚନା । ମୁଖ୍ୟ ଅଭିଯୁକ୍ତ ଦିଲୁ ଭୋଇକୁ ବାନ୍ଧିଲା ବାଲିପାଟଣା ପୋଲିସ । ଗତକାଲି ଘଟଣାସ୍ଥଳ ପରିଦର୍ଶନ କରିଥିଲେ ଭୁବନେଶ୍ଵର ଡିସିପି ପ୍ରତୀକ ସିଂ ।

ଏନକାଉଣ୍ଟରରେ ୪ ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ

ମାଲକାନଗିରି: ଟଳିଲେ ୪ ହାର୍ଡକୋର ମାଓବାଦୀ ।  ଛତିଶଗଡ଼ ଗଡ଼ଚିରଲୀ ପୋଲିସକୁ ସଫଳତା । କୋଲାମାରକା ଜଙ୍ଗଲରେ ପୋଲିସ୍ – ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଛି । ପୋଲିସ୍ ଏନକାଉଣ୍ଟରରେ ୪ ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ ହୋଇଛି । ଆଉ କେହି ମୃତହାହତ ହୋଇଥିବା ଆଶଙ୍କାରେ ଘଟଣାସ୍ଥଳରେ

ବ୍ଲାକରୋଜ୍ ଜାହାଜ ମାମଲା: ହାଇକୋର୍ଟରେ ସତ୍ୟପାଠ ଦାଖଲ କଲା ସିବିଆଇ

କଟକ: ପୁଣି ଚର୍ଚ୍ଚାରେ ବ୍ଲାକରୋଜ ଜାହାଜ ବୁଡିବା ଘଟଣା । ଏହି ଘଟଣାର ସିବିଆଇ ତଦନ୍ତ ଦାବି ସମ୍ପର୍କିତ ମାମଲାର ଆବେଦନକାରୀଙ୍କ ସମ୍ପର୍କରେ ତଥ୍ୟ ଲୋଡିଛନ୍ତି ହାଇକୋର୍ଟ । ଏନେଇ ଆଜି କୋର୍ଟରେ ସତ୍ୟପାଠ ଦାଖଲ କରିଛି ସିବିଆଇ । ଏହି ମାମଲାର ତଦନ୍ତ ଅନୁମତି ପାଇଁ ରାଜ୍ୟ ସରକାରଙ୍କୁ ଦୁଇ

ପୋଲ ତଳକୁ ଖସିଲା ବାଇକ୍, ୨ ମୃତ

ଗଜପତି : ପୋଲ ତଳକୁ ବାଇକ୍ ଖସି ପଡ଼ିବାରୁ ୨ ଜଣଙ୍କ ମୃତ୍ୟୁ ଘଟିଛି। ଗଜପତି ଜିଲ୍ଲା ଆର. ଉଦୟଗିରିର ଡୁମ୍ବା ପାର୍କ ନିକଟରେ ଘଟିଛି ଏହି ଦୁର୍ଘଟଣା। ମୃତକ ଦ୍ୱୟ ହେଉଛନ୍ତି ଛେଳିଗଡ଼ ଗାଁର ମଣ୍ଟୁ ପାଲ୍ ଓ ଟୁକୁନା ସିଂ। ମଣ୍ଟୁ ଓ ଟୁକୁନା ଆଜି ବାଇକ୍ ଯୋଗେ ଛେଳିଗଡ଼ରୁ ଆର.ଉଦୟଗିରି

ଆସନ୍ତାକାଲିଠୁ କୁଲଡ଼ିହା ଅଭୟାରଣ୍ୟରେ କମ୍ବିଂ ଅପରେସନ: ବନ୍ୟପ୍ରାଣୀ ପିସିସିଏଫ୍

ଭୁବନେଶ୍ୱର: ଆସନ୍ତାକାଲିଠୁ ଶିମିଳିପାଳ କୁଲଡ଼ିହା ଅଭୟାରଣ୍ୟ ଆଖପାଖ ଅଞ୍ଚଳରେ କମ୍ବିଂ ଅପରେସନ ଆରମ୍ଭ ହେବ । ଶିମିଳିପାଳ ଟାଇଗର ପ୍ରୋଟେକ୍ସନ ଫୋର୍ସ ଓ ଏକ୍ସ ଆର୍ମି ଟିମ ଆସନ୍ତାକାଲି ସକାଳୁ ମିଳିତ କମ୍ୱିଂ ଆରମ୍ଭ କରିବେ । ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ ଏହି ସୂଚନା ଦେଇଛନ୍ତି

ରାଜ୍ୟରେ ଲାଗି ରହିବ ଆହୁରି ୨୪ ଘଣ୍ଟା ବର୍ଷା

ଭୁବନେଶ୍ବର: ନିମ୍ନଚାପ ଓ ଗୁରୁଚାପବଳୟ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ଲାଗି ରହିଛି। ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀର ପ୍ରଭାବ ରହିବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏଭଳି ପୂର୍ବାନୁମାନ କରାଯାଉଛି। ଗତକାଲି