Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଟ୍ରାଫିକ୍ ସିଗନାଲ୍ ଭାଙ୍ଗିଲେ ଗାଡ଼ି ଜବତ ସହ ରଦ୍ଦ ହେବ ଡିଏଲ୍
ଭୁବନେଶ୍ବର: ଏଣିକି ଆଉ ଟ୍ରାଫିକ୍ ସିଗନାଲ୍ ଡେଇଁ ଯାଇପରିବେନି ଅମାନିଆ ଡ୍ରାଇଭର । କଡ଼ା କଡ଼ି ହେଲା ଟ୍ରାଫିକ ବ୍ୟବସ୍ଥା । ଟ୍ରାଫିକ୍ ପୋଷ୍ଟରେ ରେଡ୍ ଲାଇଟ୍ ଜଳିବା ପରେ ନିୟମ ଭାଙ୍ଗି ଗଲେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ । ଫାଇନ ଗଣିବା ସହ ଡ୍ରାଇଭିଂ ଲାଇସେନ୍ସ ବାତିଲ ମଧ୍ୟ କରାଯିବ!-->…
ପୁରୀରେ ପିଲା ଚୋରୀ ସନ୍ଦେହରେ ଯୁବକଙ୍କୁ ନିସ୍ତୁକ ମାଡ଼
ପୁରୀ: ପୁରୀରେ ମାତିଛନ୍ତି ପିଲାଚୋର । ପିଲାଚୋରୀ ସନ୍ଦେହରେ ୩ ଜଣ ଯୁବକଙ୍କୁ ସ୍ଥାନୀୟ ଲୋକ ନିସ୍ତୁକ ମାଡ଼ ମାରି ଲହୁଲହାଣ କରିଛନ୍ତି । ପିଲା ଚୋର ସନ୍ଦେହରେ ଏହି ଯୁବକମାନେ ଗାଁରେ ପଶିଥିବା ଭାବି ଗାଁ ଲୋକେ ନିସ୍ତୁକ ମାଡ଼ ମାରିଥିଲେ । ଯାହାର ଭିଡିଓ ଏବେ ଭାଇରାଲ ହେଉଛି ।
ଖବର!-->!-->!-->…
ଚଳନ୍ତା ବସରେ ହଠାତ୍ ଅସୁସ୍ଥ ହୋଇପଡିଲେ ଡ୍ରାଇଭର, ରାସ୍ତା କଡ଼କୁ ଖସିଲା ଯାତ୍ରୀବାହୀ ବସ୍
କଟକ: କଥାରେ ଅଛି ଯାହାକୁ ରଖିବେ ଅନନ୍ତ ତାକୁ କି କରିପାରେ ବଳବନ୍ତ। ଏପରି ଏକ ଉଦାହରଣ ଦେଖିବାକୁ ମିଳିଛି କଟକରେ । ଚଳନ୍ତା ବସରେ ଘଟିଛି ଦୁର୍ଘଟଣା। ହେଲେ ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି। ସୂଚନା ଅନୁସାରେ, ଚଳନ୍ତା ବସରେ ହଠାତ୍ ଡ୍ରାଇଭର ଅସୁସ୍ଥ ହୋଇପଡିଥିଲେ। ଫଳରେ ବସଟି!-->…
ଅଲିଭ ରିଡଲେ ସୁରକ୍ଷା ପାଟ୍ରୋଲିଂ ବେଳେ ଆକ୍ରମଣ
ରାଜନଗର: ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ବନ କର୍ମଚାରୀଙ୍କୁ ଆକ୍ରମଣ । ଗତକାଲି ବନବିଭାଗର ଏକ ୧୧ ଜଣିଆ ଟିମ୍ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟର ହୁକିଟୋଲା ଫ୍ରଣ୍ଟ ଅଞ୍ଚଳକୁ ଯାଇଥିଲେ । ମହାନଦୀ ପାଖରେ ବିରଳ ଅଲିଭ ରିଡଲେ କଇଁଛ ସୁରକ୍ଷା ପାଇଁ ପାଟ୍ରୋଲିଂ କରୁଥିଲେ । ଏତିକି ବେଳେ!-->…
ନିର୍ବାଚନ ପ୍ରସ୍ତୁତି ନେଇ ଓଡ଼ିଶା ପୁଲିସର ଗୁରୁତ୍ୱପୂର୍ଣ୍ଣ ବୈଠକ
ଭୁବନେଶ୍ବର: ଆଗାମୀ ନିର୍ବାଚନ ପାଇଁ ଡିଜି କ୍ୟାମ୍ପ୍ ଅଫିସରେ ଓଡିଶା ପୋଲିସର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ପୋଲିସ ଡିଜି ଅରୁଣ ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହୋଇଥିଲା ।
ଏହି ବୈଠକରେ ଏଡିଜି ହେଡକ୍ବାଟର ଆରକେ ଶର୍ମା, ଗୁଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର!-->!-->!-->…
ପୁଣି ଥରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ସୋମାଲିକା
ପୁଣି ଥରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ବିଧାୟକ ବିଜୟ ଶଙ୍କର ଦାସଙ୍କ ବାନ୍ଧବୀ ସୋମାଲିକା ଦାଶ। ଜଗତସିଂହପୁର ପୁଲିସର ନିଷ୍କ୍ରିୟତା ପ୍ରତିବାଦରେ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ମାମଲାରେ ସେ ରାଜ୍ୟ ପୁଲିସ୍ ମହାନିର୍ଦ୍ଦେଶକ, ଗୃହ ବିଭାଗ ସଚିବ ଓ ବିଜୟ ଶଙ୍କର ଦାସଙ୍କୁ!-->…
ସୁନ୍ଦରଗଡ଼ ଜିଲ୍ଲାରେ ମହାବଳ ବାଘ ଠାବ
ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଲାରେ ମହାବାଳ ବାଘ ଠାବ ହୋଇଛି । ଦୀର୍ଘ ଦୁଇ ଦଶନ୍ଧି ପରେ ମହାବଳ ବାଘ ବୁଲୁଥିବା ଦେଖିବାକୁ ମିଳିଛି । ବନବିଭାଗ ପକ୍ଷରୁ ଲଗାଯାଇଥିବା କ୍ୟାମେରାରେ ମହାବଳ ଟ୍ରାପ୍ ହେବା ପରେ ଏହି ଖବର ସାମ୍ନାକୁ ଆସିଛି ।
ଏନେଇ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ ରେ ଏକ!-->!-->!-->…
ଆସନ୍ତାକାଲି ଓଡିଶା ଆସୁଛନ୍ତି ଛତିଶଗଡ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା
ଭୁବନେଶ୍ୱର: ଆସନ୍ତାକାଲି ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ଛତିଶଗଡ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା । ନବରଙ୍ଗପୁର ଜିଲ୍ଲା ଉମରକୋଟରେ ବିଭିନ୍ନ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ ଛତିଶଗଡ ଉପମୁଖ୍ୟମନ୍ତ୍ରୀ ଶ୍ରୀ ଶର୍ମା ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗତ ୧୦ ବର୍ଷର ଉପଲବ୍ଧିକୁ!-->!-->!-->…
‘ଜନଜାତି ସମ୍ପ୍ରଦାୟ ପାଇଁ ସରକାର ଅନେକ ଉନ୍ନତିମୂଳକ ପଦକ୍ଷେପ ନେଇଛନ୍ତି’
ଭୁବନେଶ୍ବର: ବିଜେଡି ଜାତୀୟ ମୁଖପାତ୍ର ଡକ୍ଟର ସଂତୃପ୍ତ ମିଶ୍ର ଜନଜାତି ସମ୍ପ୍ରଦାୟ ଉପରେ ଗୁରୁତ୍ବାରୋପ କରିଛନ୍ତି । ସେ କହିଛନ୍ତି ଯେ, ଜନଜାତି ସମ୍ପ୍ରଦାୟ ବହୁତ ଗୁରୁତ୍ୱପୂର୍ଣ୍ଣ । ଏହା ଓଡ଼ିଶାରେ ୨୨.୮% ବା ଏକ କୋଟି ଲୋକ । ଏମାନଙ୍କ ଉନ୍ନତି ସଂସ୍କୃତି, ଜ୍ଞାନ, ବନ୍ୟ ଉତ୍ପାଦନ, ଔଷଧ,!-->…
ଇଞ୍ଜିନିୟର ଛାତ୍ରଙ୍କୁ ମାଡ ମାରି ଜଣେ ଗିରଫ
ଭୁବନେଶ୍ବର: ଏକ ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରଙ୍କୁ ମାଡ ମାରିବା ଅଭିଯୋଗରେ ଜଣଙ୍କୁ ଗିରଫ । ଏଭଳି ଘଟଣା ଘଟିଛି ତମାଣ୍ଡୋ ଥାନା ଅଧୀନ ଡିଏନ ରେଗାଲିଆ ମଲ୍ ନିକଟରେ । ଗିରଫ ଅଭିଯିକ୍ତ ଜଣକ ହେଲା ବିଜୟ ପାଟଶାଣୀ (୧୯) ।
ସୂଚନାଯୋଗ୍ୟ, ଅଭିଯୋଗକାରୀ ଭବାନୀ ଶଙ୍କର ସାହୁ ଏକ ଘରୋଇ!-->!-->!-->…