Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଭାଉଜକୁ ଏକତରଫା ପ୍ରେମରୁ ବୀଭତ୍ସ ହତ୍ୟାକାଣ୍ଡ; ପିଟି ପିଟି ଭାଇର ଜୀବନ ନେଲା ଭାଇ
ଭୁବନେଶ୍ୱର: ରାଜଧାନୀ ଉପକଣ୍ଠ ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ଥାନା ମଝିହରା ମହଲା ସାହିରେ ପ୍ରେମକୁ ନେଇ ହତ୍ୟାକାଣ୍ଡ। ଭାଉଜଙ୍କୁ ଏକ ତରଫା ପ୍ରେମ କରିବା ପଡିଲା ମହଙ୍ଗା। ନିଜ ସ୍ତ୍ରୀ ନିକଟକୁ ଆସୁଥିବା ଅଶ୍ଳୀଳ ମେସେଜକୁ ବିରୋଧ କରିବା ନେଇ ହେଲା ଝଗଡ଼ା। ଏହାପରେ ରାସ୍ତାରେ ଗୋଡ଼ାଇ!-->…
ଉଲିବୁରୁ ଖଣି ଦୁର୍ନୀତି ମାମଲା, ଗୁପ୍ତା ବ୍ରଦର୍ସଙ୍କୁ ଇଡି ଟିମ ର ଜେରା
ଭୁବନେଶ୍ବର: ଉଲିବୁରୁ ଖଣି ଦୁର୍ନୀତି ମାମଲା ଘାଣ୍ଟୁଛି ଇଡି। ଦୁଇ ଭାଇ ଦୀପକ ଗୁପ୍ତା ଓ ଚାମ୍ପକ ଗୁପ୍ତାଙ୍କୁ ମାରାଥନ ଜେରା କରୁଛି ଇଡି ଟିମ। ୧୮ ଶହ କୋଟି ଦୁର୍ନୀତି ମାମଲାର ଖୋଳତାଡ଼ କରୁଛି ଇଡିର ଏକ ସ୍ବତନ୍ତ୍ର ଟିମ୍। ଦୁଇ ସପ୍ତାହ ତଳେ ଏହି ଲିଙ୍କ୍ ରେ କୋଲକାତା ଏବଂ ଓଡ଼ିଶାର ୧୨ ଟି!-->…
କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଆଶ୍ୱସ୍ତି
କଟକ: କଂଗ୍ରେସ ନେତା ମହମ୍ମଦ ମୋକିମ୍ ଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି । ନିର୍ବାଚନୀ ସତ୍ୟପାଠ ଅନିୟମିତତା ମାମଲାରେ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି । ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ଆଜି ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି । ଦୁଇ ସପ୍ତାହ ତଳେ ମୋକିମଙ୍କ!-->…
ବଜ୍ରାଘାତରେ ଗଲା ଦୁଇ ଜୀବନ, ଦୁଇ ମହିଳା ଗୁରୁତର
ଭୁବନେଶ୍ୱର: କାଳବୈଶାଖୀ ରଚିଲା ତାଣ୍ଡବ । ବଜ୍ରାଘାତରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଗୁରୁତର ହୋଇଥିବା ସୂଚନା ରହିଛି। ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲ୍ଲାରେ ପୃଥକ ପୃଥକ ସ୍ଥାନରେ ବଜ୍ରପାତ ହୋଇଛି। ବାଲେଶ୍ବର ଜିଲ୍ଲା ଭୋଗରାଇରେ ବଜ୍ରାଘାତରେ ଜଳିଗଲେ ଯୁବକ । ମୃତ ଯୁବକ!-->…
ଜେଲ ମଧ୍ୟରେ ଦୁଇ ଗୋଷ୍ଠୀ ମୁହାଁ ମୁହିଁ, ୭ ଜଣଙ୍କ ନାଁରେ ମାମଲା
ଖୋର୍ଦ୍ଧା: ଜେଲ ଭିତରୁ ମୋବାଇଲ ମିଳିବା ଘଟଣା ପରେ ଆସାମୀଙ୍କ ଭିତରେ କୁହୁଳୁଛି ଅଶାନ୍ତି। ଗତକାଲି ଖୋର୍ଦ୍ଧା ଜେଲରେ ଅପରାଧୀ ଗୋଷ୍ଠୀ ଜଣେ ଅନ୍ତବାସୀଙ୍କୁ ପୋଲିସ ଇନଫର୍ମର ସନ୍ଦେହରେ କରିଛନ୍ତି ସଙ୍ଘ ବଦ୍ଧ ଆକ୍ରମଣ । ଏନେଇ ଖୋର୍ଦ୍ଧା ଟାଉନ ଥାନାରେ 7 ଜଣଙ୍କ ନାଁରେ ମାନଲା ରୁଜୁ!-->…
ବିଜେପିରେ ସାମିଲ ହେଲେ ରାଜଗାଙ୍ଗପୁର ମ୍ୟୁନିସିପାଲଟି ପୂର୍ବତନ ଚେୟାରମ୍ୟାନ ପୂର୍ଣ୍ଣଚନ୍ଦ୍ର ରାଉତ
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ମୋଦୀଙ୍କର ଦେଶପ୍ରତି ଉତ୍ସର୍ଗୀକୃତ ଏବଂ ଭାରତୀୟ ଜନତା ପାର୍ଟିର ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସାଂସଦ ଜୁଏଲ ଓରାମ ଓ ପୂର୍ବତନ ରାଜ୍ୟ ସଭାପତି କେଭି ସିଂହଦେଓଙ୍କ ଉପସ୍ଥିତିରେ ବିଜେଡି ନେତା ତଥା!-->…
ନବୀନ ନିବାସରେ ଗୁରୁତ୍ୱପୂର୍ଣ୍ଣ ବୈଠକ
ଭୁବନେଶ୍ୱର : ନିର୍ବାଚନୀ ବିଗୁଲ ବାଜିବା ପରେ ବି ରାଜ୍ୟରେ ବିଜେପି ଓ ବିଜେଡି ମଧ୍ୟରେ ନିର୍ବାଚନୀ ମେଂଟକୁ ନେଇ ସସପେନ୍ସ ବଳବତ୍ତର ରହିଛି। ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ପାଇଁ ପ୍ରାର୍ଥୀପତ୍ର ଦାଖଲକୁ ଆଉ ମାସେ ବାକି ଥିବାରୁ ମେଂଟ ଦ୍ୱନ୍ଦ୍ୱ ମଧ୍ୟରେ ଦୁଇ ଦଳ ନିଜ ନିଜ ସ୍ତରରେ!-->…
ସାରା ଦେଶରେ ନମ୍ବର-୧ ସମ୍ମାନ ସାଉଁଟିଲା କ୍ୟାପିଟାଲ ହସ୍ପିଟାଲ
ଭୁବନେଶ୍ବର: ଓଡ଼ିଶାର ନମ୍ୱର-୧ ଡାକ୍ତରଖାନା ଭାବେ ସାରା ଭାରତବର୍ଷରେ ସମ୍ମାନ ସାଉଁଟିଲା କ୍ୟାପିଟାଲ ହସ୍ପିଟାଲ । ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ ହସ୍ପିଟାଲ୍ କୁ ଜାତୀୟ ଗୁଣାତ୍ମକ ଆସ୍ୟୁରାନ୍ସ ଷ୍ଟାଣ୍ଡାର୍ଡ (ଏନ୍କ୍ୱାସ୍) ତରଫରୁ କ୍ୱାଲିଟି ସାର୍ଟିଫିକେଟ୍ ପ୍ରଦାନ କରାଯାଇଛି ।!-->…
ପୁଣି ଦିଲ୍ଲୀ ଗଲେ ମନମୋହନ ସାମଲ
ନୂଆଦିଲ୍ଲୀ: ଆଜି ଦିଲ୍ଲୀରେ ବସୁଛି ବିଜେପିର କୋର କମିଟି ବୈଠକ । ଏହି ପରିପ୍ରେକ୍ଷିରେ ପୁଣି ଦିଲ୍ଲୀ ଗଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ନିର୍ବାଚନ କମିଟି ବୈଠକରେ ପ୍ରସ୍ତୁତ ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ଧରି ଦିଲ୍ଲୀ ଗସ୍ତ କରିଛନ୍ତି । ପ୍ରାର୍ଥୀ ତାଲିକା ଉପରେ ମୋହର ମାରିବ!-->…
ନୂତନ ଚୟନ ରାଜ୍ୟ ଟାଇକୋଣ୍ଡା ସଂଘ ର କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧନା
ଛତ୍ରପୁର : ଓଡିଶା ଟାଇକୋଣ୍ଡା ସଂଘ ତରଫରୁ ପୁରୀ ସଂସ୍କୃତି ଭବନ ପରିସରରେ ବାର୍ଷିକ ସାଧାରଣ ପରିଷଦ ବୈଠକ ଓ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି | ଏହି ବୈଠକରେ ଜାତୀୟ ଟାଇକୋଣ୍ଡା ମହାସଂଘ ଯୁଗ୍ମ ସମ୍ପାଦକ ଅଜୟ କୁମାର ଦଲାଲ ଯୋଗଦେଇ ଓଡିଶା ରେ ଟାଇକୋଣ୍ଡା ର ପ୍ରଚାର ପ୍ରସାର ଏବଂ!-->…