Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଏସସିବିରେ ହେଲା ବିରଳ ଅସ୍ତ୍ରୋପଚାର ‘ଭାସକୁଲାରାଇଜଡ୍’ ଲିମ୍ପନୋଡ଼ ଟ୍ରାନ୍ସଫର
କଟକ: କଟକ ବଡ଼ ମେଡିକାଲରେ ବିରଳ ଅପରେସନ୍ ହୋଇଛି। କଟକ SCB ମେଡିକାଲ କଲେଜ ପ୍ଲାଷ୍ଟିକ ସର୍ଜରୀ ବିଭାଗରେ ଏକ ନୂତନ ଓ ବିରଳ ଅସ୍ତ୍ରୋପଚାର କରାଯାଇଛି। ଏହାର ନାଁ ହେଲା ‘ଭାସକୁଲାରାଇଜଡ୍’ ଲିମ୍ପନୋଡ଼ ଟ୍ରାନ୍ସଫର’।
ଏପରି ଅପରେସନ୍ ରାଜ୍ୟରେ ପ୍ରଥମ ବୋଲି କହିଛନ୍ତି ବିଭାଗୀୟ ମୁଖ୍ୟ। ୧୫!-->!-->!-->…
କୁଆ ପଥର ପାଇଁ ଓଡ଼ିଶାକୁ ଆଲର୍ଟ
ଭୁବନେଶ୍ବର : ତାଣ୍ଡବ ରଚିବ କାଳ ବୈଶାଖୀ । କୁଆ ପଥର ହେବା ନେଇ ଓଡ଼ିଶାକୁ କରିଛି ଆଲର୍ଟ। ରାଜ୍ୟରେ ବର୍ଷା ସହ ୪୦ ରୁ ୫୦ କିମି ବେଗରେ ପବନ ଓ କୁଆ ପଥର ମାଡ ହେବ ବୋଲି ଆଲର୍ଟ କରିଛି ପାଣିପାଗ ବିଭାଗ । ୧୯ ତାରିଖରୁ ବଢିବ ବର୍ଷାର ପରିମାଣ, ସେଥିପାଇଁ ୯ ଜିଲ୍ଲାକୁ ଅରେଞ୍ଜେ ୱାର୍ଣ୍ଣିଙ୍ଗ!-->…
ପିଲା ଚୋରି ସନ୍ଦେହ, ଦୁଇ ଯୁବକଙ୍କୁ ନିର୍ଧୁମ ଛେଚିଲେ
ପିଲା ଚୋରି ସନ୍ଦେହରେ ଦୁଇ ଯୁବକଙ୍କୁ ନିର୍ଧୁମ ଛେଚିଲେ ଗାଁ ଲୋକେ। ହାତ ଗୋଡ ବାନ୍ଧି ନିସ୍ତୁକ ମାଡ ମାରିଛନ୍ତି। କୋରାପୁଟ ବନ୍ଧୁଗାଁ ସୁନପାଲମୁଣ୍ଡା ଗାଁରେ ଦେଖିବାକୁ ମିଳିଛି ଏପରି କିଛି ଘଟଣା।
ହାତ ବାନ୍ଧି ୨ ଯୁବକଙ୍କୁ ନିସ୍ତୁକ ମାଡ଼ ମାରିଛନ୍ତି ଗ୍ରାମବାସୀ। ଆକ୍ରମଣରେ ୨ ଯୁବକ!-->!-->!-->…
୨ ନକଲି ED ଅଧିକାରୀଙ୍କୁ ବାନ୍ଧିଲା କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କଫୋର୍ସ
ଭୁବନେଶ୍ୱର : ନିଜକୁ ଇଡି ଅଧିକାରୀ କହି ଶହ ଶହ ଲୋକଙ୍କ ଠାରୁ ଚୁନ ଲଗାଇଥିବା ୨ ଠକଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ର ସ୍ପେଶାଲ ଟାସ୍କଫୋର୍ସ । ୨ ଅଭିଯୁକ୍ତ ହେଉଛନ୍ତି ଢେଙ୍କାନାଳ ଦୋଳମଣ୍ଡପସାହିର ତାରିଣୀସେନ ମହାପାତ୍ର ଓ ବ୍ରହ୍ମଶଙ୍କର ମହାପାତ୍ର । ଅଭିଯୋଗ ମୁତାବକ ଏହି ଦୁଇ!-->…
ବିଜେଡ଼ିରେ ଯୋଗଦେଲେ ପାରାଦୀପ ମ୍ୟୁନିସିପାଲିଟି ଉପାଧ୍ୟକ୍ଷାଙ୍କ ସମେତ ୯ କାଉନସିଲର
ଭୁବନେଶ୍ୱର: ଜଗତସିଂହପୁର ଜିଲ୍ଲା ପାରାଦୀପ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପାରାଦୀପ ଏରସମା ଶିଳ୍ପାଞ୍ଚଳ ବିକାଶ ପରିଷଦର କାର୍ଯ୍ୟକାରୀ ସଭାପତି ମୋନିଦୀପା ସର୍ଖେଲଙ୍କ ନେତୃତ୍ୱରେ ପାରାଦୀପ ମ୍ୟୁନିସିପାଲିଟି ଉପାଧ୍ୟକ୍ଷା ଛବିଲତା ରାଉତ ଏବଂ ୯ କାଉନସିଲରଙ୍କ ସମେତ ଶତାଧିକ ବିଜେପି ଓ!-->…
ଭୁବନେଶ୍ବର ଜାଗମରା କାନାଡ଼ା ବ୍ୟାଙ୍କ ସମ୍ମୁଖରୁ ୩ ଲକ୍ଷ ଟଙ୍କା ଲୁଟ୍
ଭୁବନେଶ୍ୱର: ରାଜଧାନୀରେ ମାତିଛନ୍ତି ଲୁଟେରା । ନୂଆ ନୂଆ କୌଶଳ ଆପଣାଉଛନ୍ତି। କିଛି ଦିନ ତଳେ ରାଜଧାନୀରେ ଆତଙ୍କ ଖେଳାଇଥିବା ୯ ଜଣ ଲୁଟେରାଙ୍କୁ ବାନ୍ଧିଥିଲା କମିସନରେଟ ପୋଲିସ । ଘର, ଆପାର୍ଟମେଣ୍ଟ ପରେ ଏବେ ସେମାନଙ୍କ ନଜର ଏଟିଏମ୍ କାଉଣ୍ଟର ଓ ବ୍ୟାଙ୍କରୁ ଟଙ୍କା ଉଠାଇ ଥିବା!-->…
କ୍ରସରରେ କାମ କରୁଥିବା ବେଳେ ଅଘଟଣ: ଜଣେ ଶ୍ରମିକ ମୃତ, ୨ ଗୁରୁତର
ଯାଜପୁର: କ୍ରସରରେ ଅଘଟଣ ଘଟି ଶ୍ରମିକ ମୃତ । ଯାଜପୁର ଧର୍ମଶାଳା ରାହାଡପୁର ସ୍ଥିତ ଏକ କ୍ରସରରେ ଅଘଟଣ ଘଟିଛି । କ୍ରସର ମେସିନ ଚକା ଖୋଲିବା ବେଳେ ଅଘଟଣ ଘଟିଥିବା ସୂଚନା ମିଳିଛି । ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି ।
ମିଳିଥିବା ସୂଚନା!-->!-->!-->…
ଶିମିଳିପାଳ ଅଭୟାରଣ୍ୟରେ ଅଫିମ ଚାଷ ନଷ୍ଟ କଲା ପୋଲିସ
ମୟୂରଭଞ୍ଜ: ଅଫିମ ଚାଷର ହବ୍ ପାଲଟିଛି ଶିମିଳିପାଳ ଅଭୟାରଣ୍ୟ। ଏକର ଏକର ଜମିରେ ଚାଲିଛି କୋଟି କୋଟି ଟଙ୍କାର ଅଫିମ ଚାଷ। ଅଭୟାରଣ୍ୟର କୋର୍ ଅଞ୍ଚଳରେ ବର୍ଷ ବର୍ଷ ଧରି ଚାଲିଥିବା ନିଶାଦ୍ରବ୍ୟର ଏହି ଫସଲ ବିଷୟରେ ଜାଣିବା ପରେ ୩ କୋଟି ଟଙ୍କାର ଅଫିମ ନଷ୍ଟ କରିଛି ପୁଲିସ।
ଅଭୟାରଣ୍ୟର!-->!-->!-->…
ଏବର୍ଷ ବି ହୋଇପାରିଲା ନାହିଁ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା
ଭୁବନେଶ୍ଵର: ଏବର୍ଷ ବି ହୋଇପାରିଲା ନାହିଁ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବହୁ ବର୍ଷର ପରମ୍ପରା ପ୍ରସିଦ୍ଧ ହାଣ୍ଡିଭଙ୍ଗା ଯାତ୍ରା । ୨୦୧୫ରୁ ବନ୍ଦ ରହିଥିବା ଏହି ଯାତ୍ରା ଚଳିତବର୍ଷ ହେବ ବୋଲି ପ୍ରଶାସନ କହିବା ସହ ଉଦ୍ୟମ ଆରମ୍ଭ କରିଥିଲା। ସର୍କିଟ ହାଉସରେ କପିଳେଶ୍ୱର ମନ୍ଦିର ଟ୍ରଷ୍ଟବୋର୍ଡ!-->…
ହୃଦଘାତରେ ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ରଜତ ପ୍ରତିହାରୀଙ୍କ ପରଲୋକ
ପୁରୀ : ହୃଦଘାତରେ ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ପୂର୍ବତନ ପରିଚାଳନା କମିଟି ସଦସ୍ୟ ରଜତ ପ୍ରତିହାରୀଙ୍କ ଦେହାନ୍ତ । ମୁମ୍ବାଇର ଏକ ବେସରକାରୀ ହସପିଟାଲରେ ଚିକିତ୍ସିତ ଅବସ୍ଥାରେ ମୃତ୍ୟୁ ହୋଇଛି । ଶ୍ରୀଜଗନ୍ନାଥଙ୍କର ପ୍ରତିହାରୀ ସେବକ ଓ ଗରାବଡୁ ଓ ହଡପନାୟକ ସେବା ଯୋଗାଉଥିଲେ!-->…