Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବିଜେଡିରେ ସାମିଲ ହେଲେ ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପା
ଭୁବନେଶ୍ବର: ଶଙ୍ଖ ଭବନରେ ମିଶ୍ରଣ ପର୍ବ । ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ବିଜେଡିରେ ସାମିଲ ହୋଇଛନ୍ତି କଂଗ୍ରେସ ନେତା ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପା ସର୍ଖେଲ । ଆଜି ଶଙ୍ଖ ଭବନରେ ଶତାଧିକ ସମର୍ଥକଙ୍କ ସହ ସେ ଦଳରେ ସାମିଲ ହୋଇଛନ୍ତି ।
ଏହି ସମୟରେ ସାଂସଦ ମାନସ!-->!-->!-->…
ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ଚୂଡ଼ାନ୍ତ କଲା ରାଜ୍ୟ ବିଜେପି
ଭୁବନେଶ୍ବର: ନିର୍ବାଚନ ବିଗୁଲ ବାଜୁ ବାଜୁ ବିଜେପି ତା’ର ନିର୍ବାଚନ କସରତ ଆରମ୍ଭ କରିଦେଇଛି। ଗତକାଲି ଭୁବନେଶ୍ୱର ରାଜ୍ୟ ଅଫିସରେ ହୋଇଥିବା ନିର୍ବାଚନ କମିଟି ବୈଠକରେ ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ସ୍ଥିର କରିଛି ବିଜେପି। ନିର୍ଦ୍ଧାରିତ ୧୪୭ MLA, ୨୧ MP ପାଇଁ ସମ୍ଭାବ୍ୟ ପ୍ରାର୍ଥୀ!-->…
ଭାରସାମ୍ୟ ହରାଇ ବ୍ରିଜରୁ ତଳକୁ ଖସିଲା ବରଯାତ୍ରୀ ଗାଡ଼ି; ୨ ମୃତ, ୧୦ ଆହତ
ଜୟପୁର: ବ୍ରିଜରୁ ତଳକୁ ଖସିଲା ବରଯାତ୍ରୀ ଗାଡ଼ି। ଦୁର୍ଘଟଣାରେ ୧୦ ଯାତ୍ରୀ ଆହତ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ରହିଛି। କୋରାପୁଟ ଜିଲ୍ଲା କୁନ୍ଦୁରା ଥାନା ଖଟଲାପଦର ବ୍ରିଜରୁ ଖସିଲା ପିକ୍ ଅପ୍ ଭ୍ୟାନ୍। ଏହି ଘଟଣାରେ ୧୦ ଆହତଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର!-->…
ନିର୍ବାଚନ ଆଚରଣ ବିଧି ଲାଗୁ , ହଟିଲା ହୋର୍ଡିଂ ଓ ପୋଷ୍ଟର
ଭୁବନେଶ୍ବର: ରାଜ୍ୟରେ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ ତାରିଖ ଘୋଷଣା ସରିଛି । ରାଜ୍ୟରେ ୪ଟି ପର୍ଯ୍ୟାୟରେ ଭୋଟ ହେବ । ଏହା ସହିତ ଲାଗୁ ହୋଇଛି ଆଦର୍ଶ ଆଚରଣ ବିଧି । ୨୪ ଘଣ୍ଟା ମଧ୍ୟରେ ସମସ୍ତ କାର୍ଯ୍ୟାଳୟ ପରିସରରୁ ହୋର୍ଡିଂ, ପୋଷ୍ଟର, ବ୍ୟାନର ଓ ସରକାରୀ ଯୋଜନାର!-->…
ଆଗାମୀ ୧୦ ବର୍ଷ ଆମ ପାଇଁ ନିର୍ଣ୍ଣାୟକ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ପଞ୍ଚମପାଳିର ଶେଷ କ୍ୟାବିନେଟରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିଭାଷଣ ରଖିଛନ୍ତି। ସେ ତାଙ୍କ ଅଭିଭାଷଣରେ କହିଛନ୍ତି କି, ଓଡ଼ିଶାର ଭବିଷ୍ୟତ ଉଜ୍ୱଳ। ୧୯୩୬ ମସିହାରେ ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶ ମାନ୍ୟତା ପାଇଥିଲା, ତେଣୁ ୨୦୩୬ ମସିହାରେ ଓଡ଼ିଶା ଶତବାର୍ଷିକ ପାଳନ!-->…
ଭିଜିଲାନ୍ସ ଜାଲରେ ଉଠାଜଳସେଚନ ବିଭାଗର କନିଷ୍ଠ ଯନ୍ତ୍ରୀ ଓ ଠିକାଦାର
ନୟାଗଡ଼: ଲାଞ୍ଚ ନେଉଥିବା ବେଳେ ଧରାପଡିଲେ ଉଠାଜଳସେଚନ ବିଭାଗର କନିଷ୍ଠ ଯନ୍ତ୍ରୀ ଓ ଠିକାଦାର। ବୋରୱେଲ ଖୋଳିବା ପାଇଁ ୯ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ନୟାଗଡ଼ ଭିଜିଲାନ୍ସ ୟୁନିଟ୍ ପକ୍ଷରୁ ନୟାଗଡ଼ ଉଠାଜଳସେଚନ କାର୍ଯ୍ୟାଳୟ ଉପରେ ଚଢ଼ାଉ କରିଛି।
ଏହି ଚଢାଉରେ କନିଷ୍ଠ!-->!-->!-->…
ଭୋଜି ଖାଇ ୪୦ରୁ ଅଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ
ପଟ୍ଟାମୁଣ୍ଡାଇ: ଭୋଜି ଖାଇ ୪୦ରୁ ଅଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ସମସ୍ତଙ୍କୁ ମେଡ଼ିକାଲ୍ରେ ଭର୍ତ୍ତି କରାଯାଇଛି। କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ୍ ଅନ୍ତର୍ଗତ ବିଲିକଣା ଗାଁରେ ଘଟିଛି ଏପରି ଘଟଣା |
ଶୁକ୍ରବାର ବିଲିକଣା ଗାଁର ଶ୍ରୀଧର ବେହେରାଙ୍କର ପୋଥି!-->!-->!-->…
ଉଦଘାଟିତ ହେଲା ସ୍ୱତନ୍ତ୍ର ହସ୍ତତନ୍ତ ମେଳା-୨୦୨୪
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଅନୁମୋଦିତ ବାର୍ଷିକ ତାଲିକା ହିସାବରେ ଏ ବର୍ଷ ସମ୍ବଲପୁରୀ ବସ୍ତ୍ରାଳୟ ଦ୍ୱାରା ଏକ ସ୍ୱତନ୍ତ୍ର ହସ୍ତତନ୍ତ ମେଳା-୨୦୨୪ ଭୁବନେଶ୍ୱର ସ୍ଥିତ ଏକାମ୍ର ହାଟ ଠାରେ ଆୟୋଜନ କରାଯାଇଅଛି । ରାଜ୍ୟର ବିଭିନ୍ନ!-->…
ବଢ଼ିଲା ସମିତି ସଭ୍ୟଙ୍କ ଦରମା
ଭୁବନେଶ୍ୱର: ରାଜ୍ୟ ସରକାର ପଞ୍ଚାୟତ ସମିତି ସଭ୍ୟ ଓ ଉପାଧ୍ୟକ୍ଷଙ୍କ ଦରମା ବଢ଼ାଇଛନ୍ତି । ୭୫୦୦ ରୁ ୯୫୦୦ ଟଙ୍କାକୁ ଦରମା ବୃଦ୍ଧି କରିଛନ୍ତି । ଆସନ୍ତା ଏପ୍ରିଲ ୧ ତାରିଖରୁ ବର୍ଦ୍ଧିତ ଦରମା ଲାଗୁ ହେବ ।
ଗତକାଲି ଦରମା ବୃଦ୍ଧି ଦାବିରେ ପଞ୍ଚାୟତ ସମିତି ସଭ୍ୟ!-->!-->!-->…
କଟକ ଏସସିବି ପରିସରରେ ଶ୍ରମିକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
କଟକ: ଶ୍ରମିକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । କଟକ ଏସସିବି ସମ୍ପ୍ରସାରଣ ପ୍ରୋଜେକ୍ଟ ଅଞ୍ଚଳ ପରିସରରେ ଘଟିଛି ଘଟଣା। ଘଟଣାସ୍ଥଳରେ ମଙ୍ଗଳାବାଗ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତକ ଜଣକ ଠିକା ସଂସ୍ଥାର ଜଣେ ଶ୍ରମିକ ଥିବା ସୂଚନା । ମୃତ୍ୟର କାରଣ ଅସ୍ପଷ୍ଟ। ତଦନ୍ତ ଜାରି।!-->…