Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବଢ଼ିଲା ମେୟର, ଡେପୁଟି ମେୟରଙ୍କ ଦରମା
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ବଢ଼ିଲା ମେୟରଙ୍କ ଦରମା । ୫୦ ହଜାର ଟଙ୍କାକୁ ବୃଦ୍ଧି କଲେ ସରକାର । ଡେପୁଟି ମେୟରଙ୍କ ଦରମା ୨୦ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିପରି ପୌରପରିଷଦ ଅଧ୍ୟକ୍ଷଙ୍କ ଦରମା ୧୫ ହଜାରକୁ ବୃଦ୍ଧି, ପୌରପରିଷଦ!-->…
ଆସନ୍ତା କାଲିଠୁ ଓଡିଶାର କିଛି କିଛି ସ୍ଥାନରେ ହାଲକା ମଧ୍ୟମ ଧରଣ ବର୍ଷା
ଭୁବନେଶ୍ୱର : ତାତିରେ ଲାଗିବ ବ୍ରେକ ଗୁଳୁଗୁଳିରୁ ମିଳିବ ଆଶ୍ୱସ୍ତି । ଆସନ୍ତା କାଲିଠୁ ଓଡିଶାର କିଛି କିଛି ସ୍ଥାନରେ ହାଲକା ମଧ୍ୟମ ଧରଣ ବର୍ଷା ହେବ । ପଶ୍ଚିମା ଝଡ ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ!-->…
ଛାତ୍ର କଂଗ୍ରେସର ବିକ୍ଷୋଭ: ବେକାରୀ ସମସ୍ୟା, ବିପର୍ଯ୍ୟସ୍ତ ଶିକ୍ଷାନୀତିକୁ ନେଇ ପ୍ରତିବାଦ
ଭୁବନେଶ୍ବର: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ । ବେକାରୀ ସମସ୍ୟା, ପ୍ରଶ୍ନପତ୍ର ଲିକ୍ କୁ ନେଇ ଛାତ୍ର କଂଗ୍ରେସର ରଣହୁଙ୍କାର । ରାଜମହଲ ଛକରୁ ନବୀନ ନିବାସ ଘେରାଉ କରିବାକୁ ଯାଉଥିବା ବେଳେ ପୋଲିସ ସହ ଧସ୍ତାଧସ୍ତି ପରିସ୍ଥିତି ଉପୁଜିଛି । ଶିଶୁଭବନ ଛକରେ ଛାତ୍ର କଂଗ୍ରସକୁ ରୋକିବାକୁ!-->…
ଆନ୍ଦୋଳନରୁ ଓହରିଲେ ସଫେଇ କର୍ମଚାରୀ
ଭୁବନେଶ୍ବର: ହଟିଲା ସଫେଇ କର୍ମଚାରୀଙ୍କ ଆନ୍ଦୋଳନ। ଆନ୍ଦୋଳନରୁ ଓହରିଲେ ସଫେଇ କର୍ମଚାରୀ। ମେୟରଙ୍କ ସହ ଆଲୋଚନା ପରେ ଆନ୍ଦୋଳନରୁ ହଟିଛନ୍ତି ଆନ୍ଦୋଳନରେ ବସିଥିବା ସଫେଇ କର୍ମଚାରୀ। ତେବେ ଆନ୍ଦୋଳନ ହେବା ପରେ ମେୟରଙ୍କ ବାସଭବନରେ ବୈଠକ ବସିଥିଲା। ଏହି ବୈଠକରେ ଆଲୋଚନା ସଫଳ ହେଇଥିବା!-->…
ରାଜ୍ୟରେ ଆଉ ୨୨ ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୩ ଟି ଜିଲ୍ଲାରେ ୨୨ ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଗଞ୍ଜାମ ର ଭଞ୍ଜନଗର ଏନଏସିକୁ ମୁନିସିପାଲିଟିକୁ ଉନ୍ନୀତ କରାଯିବା ନେଇ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ମନମୁଣ୍ଡା,!-->…
ପାଳି ଖଟିବାକୁ ନେଇ ଶ୍ରୀମନ୍ଦିରରେ ହାତାହାତି ହେଲେ ଦୁଇ ସେବାୟତ
ପୁରୀ: ଆଜି ଶ୍ରୀମନ୍ଦିର ଭିତରେ ଦୁଇ ସେବାୟତଙ୍କ ମଧ୍ୟରେ ମାରପିଟ୍ ହୋଇଥିବା ଜଣାପଡିଛି । ପାଳି ଖଟିବାକୁ ନେଇ ହାତାହାତି ହୋଇଛନ୍ତି ଦୁଇ ଜଣ ସେବାୟତ । ବିମଳାଙ୍କ ମନ୍ଦିର ନିକଟରେ ଘଟିଛି ଏହି ଘଟଣା ।
ହାତାହାତି ହୋଇଥିବା ଦୁଇ ସେବାୟତ ହେଲେ ଶ୍ୟାମ ପଣ୍ଡା ଓ ନରସିଂହ ପଣ୍ଡା । ଏଥିରେ!-->!-->!-->…
ମେଟ୍ରୋ ପାଇଁ ଡକା ହେଲା ଟେଣ୍ଡର, ବିମାନବନ୍ଦରରୁ ଆଚାଯ୍ୟ ବିହାର ପାଇଁ ୬୩୦ କୋଟି
ଭୁବନେଶ୍ବର : ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଦିଲ୍ଲୀ ମେଟ୍ରୋ ରେଳ ନିଗମ ପକ୍ଷରୁ ଟେଣ୍ଡର ଆହ୍ନାନ ହୋଇଛି । ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ବିମାନବନ୍ଦରରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ୨୬ କିଲୋମିଟର ମେଟ୍ରୋ ଚାଲିବାକୁ ଥିବା ବେଳେ ଏବେ ବିମାନବନ୍ଦରରୁ ଆଚାଯ୍ୟ ବିହାର ଛକ!-->…
ପଦ୍ମ ସମ୍ମାନରେ ସମ୍ମାନିତ ବିଜେତାଙ୍କୁ ମିଳିବ ୨୫ ହଜାର
ଭୁବନେଶ୍ବର: ପଦ୍ମ ସମ୍ମାନରେ ସମ୍ମାନିତ ଓଡିଶାର କୃତୀ ସନ୍ତାନ ମାନଙ୍କୁ ମାସକୁ ଦିଆଯିବ ୨୫ ହଜାର ଟଙ୍କା ସମ୍ମାନ ରାଶି । ଅପ୍ରେଲ ୨୦୨୪ରୁ ଓଡିଶାର କୃତୀ ସନ୍ତାନମାନଙ୍କୁ ଏହା ପ୍ରଦାନ କରାଯିବ । ପଦ୍ମ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ । ବିଭିନ୍ନ କ୍ଷେତ୍ରରେ ଦେଶକୁ!-->…
ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ସେବାୟତମାନଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ସେବାୟତମାନଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା ଘୋଷଣା କରିଛନ୍ତି। ଏଥିରେ ବିଭିନ୍ନ ଭତ୍ତା ପରିମାଣ ଓ ସ୍ୱାସ୍ଥ୍ୟ ବୀମାରେ ବୃଦ୍ଧି କରାଯାଇଥିବାବେଳେ ପରିବାରର ଛାତ୍ରଛାତ୍ରୀଙ୍କ ପ୍ରବେଶିକା ପରୀକ୍ଷା ପାଇଁ କୋଚିଂ!-->…
କଟକରେ ୨୬ ଲକ୍ଷ ଟଙ୍କାର ବ୍ରାଉନ୍ ସୁଗର ଜବତ, ୨ ଗିରଫ
କଟକ: କଟକ କମିଶନରେଟ ପୁଲିସ ହାତରେ ପଡ଼ିଛନ୍ତି ୨ ଆନ୍ତଃରାଜ୍ୟ ବ୍ରାଉନ ସୁଗର ବେପାରୀ। ପଶ୍ଚିମବଙ୍ଗର ଏହି ଦୁଇ ବ୍ୟବସାୟୀଙ୍କୁ ଗିରଫ କରିଛି ଚାଉଳିଆଗଞ୍ଜ ଥାନା ପୁଲିସ। ସେମାନଙ୍କଠାରୁ ୨୫୭ ଗ୍ରାମ ବ୍ରାଉନ ସୁଗର ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୨୬ ଲକ୍ଷ ଟଙ୍କା ହେବ।
ଗିରଫ!-->!-->!-->…